ଆମ ଜିଲା ଖବର

ଦୁର୍ଘଟଣାରେ ଗୁରୁତରଙ୍କୁ ଡାକ୍ତରଖାନା ପଠାଇଲେ ବିଧାୟକ

ଲୋଇସିଂହା,୧୬।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ପୁଟାପାଲି କୁସଙ୍ଗାଇ ପୋଲ ନିକଟରେ ଏକ ବୋଲେରୋ ପିକଅପ୍‌(ଓଡ଼ି ୧୫ ଇ ୪୨୬୩)ଗାଡ଼ି ଏକ ଫାଇନାନ୍ସ କର୍ମଚାରୀଙ୍କ ବାଇକ୍‌(ସିଜି ୦୬ ଜିୟୁ ୪୨୪୯)କୁ ଶନିବାର ସାରେ ଧକ୍କା ଦେଇଥିଲା।…

ବାଲିଯାତ୍ରା: ୮ ଦିନରେ ୮୬୮ ପ୍ଲଟ୍‌ ପଞ୍ଜୀକରଣ

କଟକ ଅଫିସ,୧୬ା୧୦: ଓଡ଼ିଶାର ଐତିହ୍ୟ ସହ ଜଡ଼ିତ ବାଲିଯାତ୍ରା ଏବେ ବ୍ୟବସାୟ ତଥା ମନୋରଞ୍ଜନର ଭିତ୍ତିଭୂମି ପାଲଟିଛି। ଚଳିତବର୍ଷ ବାଲିଯାତ୍ରାରୁ ଜିଲା ପ୍ରଶାସନ ରେକର୍ଡ ପରିମାଣର ଆୟ ବୃଦ୍ଧି ନିମନ୍ତେ ଲକ୍ଷ୍ୟ ରଖିଛି। ଯାହାକି ଅନ୍‌ଲାଇନ୍‌ ମାଧ୍ୟମରେ ବାଲିଯାତ୍ରା ପଡ଼ିଆର ପ୍ଲଟ୍‌ଗୁଡ଼ିକୁ…

ବନ୍ୟଜନ୍ତୁଙ୍କ ଆହାର ପାଲଟିଛି ପାଣିଆମ୍ବ,ହେନ୍ତାଳ କୋଳି

ମହାକାଳପଡ଼ା,୧୬ା୧୦(ଡି.ଏନ.ଏ.):ଗହୀର ମଥା ବନାଞ୍ଚଳରେ ଜୀବଜନ୍ତୁଙ୍କ ପାଇଁ ଖାଦ୍ୟଭାବ ଦେଖାଦେଇଛି । ସେଥିପାଇଁ ସେହି ଅଞ୍ଚଳରେ ହେଉଥିବା ପାଣି ଆମ୍ବ ଓ ହେନ୍ତାଳ କୋଳିକୁ ବନ୍ୟଜନ୍ତୁମାନେ ଖାଦ୍ୟ ଭାବେ ଗ୍ରହଣ କରିଥାନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି । ବିଶେଷ କରି ଉପରୋକ୍ତ…

ଆଜି ଗଜଲକ୍ଷ୍ମୀଙ୍କ ମେଲଣ

କେନ୍ଦ୍ରାପଡ଼ା ଅଫିସ,୧୬ା୧୦: ଆସନ୍ତା ରବିବାର ଓ ସୋମବାର ଦୁଇଦିନ ଧରି କେନ୍ଦ୍ରାପଡ଼ା ସହରର ୩ ସ୍ଥାନରେ ମା’ଗଜଲକ୍ଷ୍ମୀଙ୍କ ମେଲଣ ପର୍ବ ଓ ଭସାଣି ଅନୁଷ୍ଠିତ ହେବ । ଏଥିପାଇଁ ମେଳଣ କମିଟି, ଶାନ୍ତି କମିଟି, ପୋଲିସ ପ୍ରଶାସନ ସମେତ ପୂଜା କମିଟି…

ଆସୁନାହାନ୍ତି ଅଙ୍ଗନଓ୍ବାଡି କର୍ମୀ, କେନ୍ଦ୍ରରେ ତାଲା

ନାଉଗାଁ,୧୬।୧୦(ସ୍ବ.ପ୍ର.): ଛୋଟ ଛୋଟ ପିଲାମାନଙ୍କୁ ବିଦ୍ୟାଳୟମୁଖୀ କରିବା ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ଅଙ୍ଗନଓ୍ବାଡି କେନ୍ଦ୍ରସବୁ ଖୋଲାଯାଇଛି। ଏହି କେନ୍ଦ୍ରଗୁଡ଼ିକୁ ତଦାରଖ କରିବା ପାଇଁ ସୁପରଭାଇଜର ରହିଥିବାବେଳେ ସିଡିପିଓ ମଧ୍ୟ ରହିଛନ୍ତି। କିନ୍ତୁ ନାଉଗାଁ ବ୍ଲକରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକ ଠିକ୍‌…

ବଇଣ୍ଡାରେ ବହୁ ବିଳମ୍ବ

ବଇଣ୍ଡା, ୧୬ା୧୦ (ଡି.ଏନ.ଏ.): ଚାରି ଲେନ୍‌ ହେବ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ। ଏଥିପାଇଁ ୪ ବର୍ଷ ତଳୁ ହୋଇଛି ଉଚ୍ଛେଦ କାର୍ଯ୍ୟ। ବହୁ ବାସଗୃହ, ବଜାର ଆଦିକୁ ଭାଙ୍ଗି ଦିଆଯାଇଛି। ଡ୍ରେନ୍‌, ଓଭରବ୍ରିଜ୍‌ ନିର୍ମାଣ ପାଇଁ ରାସ୍ତା ପାର୍ଶ୍ୱ ଖୋଳାଯାଇଛି।…

ସନ୍ତୋଷ ଦେବ ସମାନ ସମ୍ମାନ

ଅନୁଗୋଳ ଅଫିସ, ୧୬ା୧୦: ଚୁକ୍ତିଭିତ୍ତିକ ସରକାରୀ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେଲା ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବା ପରେ ଏହା ଅନୁଗୋଳରେ ଆନନ୍ଦର ଲହରୀ ଖେଳାଇ ଦେଇଛି। ରାଜ୍ୟ ସରକାରଙ୍କ ଏହି ବଡ଼ ନିଷ୍ପତ୍ତି ଦ୍ୱାରା ଜିଲାରେ…

ଜିଦ୍‌ରେ ଅଟଳ ଗୌଡ଼ବନ୍ଧ ବସ୍ତିବାସିନ୍ଦା

ବ୍ରହ୍ମପୁର ଅଫିସ,୧୬ା୧୦: ବ୍ରହ୍ମପୁର ମହାନଗର ନିଗମ ୩୭ ନଂ.ୱାର୍ଡ ଅନ୍ତର୍ଗତ ଗୌଡବନ୍ଧ ବସ୍ତି ବାସିନ୍ଦା ବୁଧବାରଠାରୁ ଉଚ୍ଛେଦ ପରେ ସେମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ବସ୍ତି ବାସିନ୍ଦା ବର୍ତ୍ତମାନ ରହୁଥିବା ସ୍ଥାନରେ ଘର ଦେବା ପାଇଁ…

ଭୋକ ଉପାସରେ ଧାରଣା ଦେଲେ ବୋହୂ

ବାଲେଶ୍ୱର ଅଫିସ, ୧୬।୧୦: ଗଞ୍ଜାମ ପରେ ବାଲେଶ୍ୱର ଜିଲାର ଜଣେ ନବବଧୂ ଶ୍ୱଶୁର ଘରକୁ ପ୍ରବେଶ ନେଇ ରାତି ସାରା ଗେଟ୍‌ ସମ୍ମୁଖରେ ଧାରଣା ଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସହଦେବଖୁଣ୍ଟା ଥାନା ଅଧୀନ ରାଣୀପାଟଣା ବ୍ୟାଙ୍କ କଲୋନୀରେ ଜଣେ…

ପଦାରେ ପଡ଼ିଲା ଭାଜପାର ଗୋଷ୍ଠୀ କନ୍ଦଳ

କେନ୍ଦୁଝର,୧୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପାରେ ଚାଲିଥିବା ଗୋଷ୍ଠୀ କନ୍ଦଳ ଏବେ ପଦାରେ ପଡ଼ିଛି। ଶୁକ୍ରବାର କେନ୍ଦୁଝର ଲୋକ ସଭା ମଣ୍ଡଳୀର ସମୀକ୍ଷା ବୈଠକରେ ବର୍ତ୍ତମାନର ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତଙ୍କୁ ଆକ୍ରମଣ…

ଗୋଟିଏ ସିଲିଣ୍ଡରରୁ ୩ଶିଶୁଙ୍କୁ ଅକ୍ସିଜେନ

ବ୍ରହ୍ମପୁର ଅଫିସ,୧୬ା୧୦: ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ହୃଦ୍‌ରୋଗ (କାର୍ଡିଓଲୋଜି) ବିଭାଗର ସ୍ପେଶାଲ ନିୟୁ ବର୍ନ କେୟାର ୟୁନିଟ୍‌ (ଏସ୍‌ଏନ୍‌ସିୟୁ) ୱାର୍ଡରେ ଶନିବାର ଗୋଟିଏ ସିଲିଣ୍ଡରରୁ ୩ ଶିଶୁଙ୍କୁ ବିପଦପୂର୍ଣ୍ଣ ଭାବେ…

ଜାଗା ଅଭାବ, ବିକାଶ ଅଟକ

ବାଲେଶ୍ୱର ଅଫିସ, ୧୬ା୧୦: ବାଲେଶ୍ୱର ଜିଲାରେ ବିସ୍ତୃତ ସରକାରୀ ଜମି ରହିଥିଲେ ମଧ୍ୟ କାମରେ ଲାଗିପାରୁନାହିଁ। ସହର ଉପକଣ୍ଠରେ ଥିବା ଜମିକୁ ପ୍ରଭାବଶାଳୀ ଲୋକେ ଜବରଦଖଲରେ ରଖିଥିବାରୁ ଏକାଧିକ ପ୍ରକଳ୍ପ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ସ୍ଥାନାଭାବରୁ ଉଭୟ କେନ୍ଦ୍ର ଓ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?