ଆମ ଜିଲା ଖବର

ଜାଡରେ ଥରୁଛି କୋରାପୁଟ ମାଳଭୂମି

କୋରାପୁଟ,୨୧ା୧୧(ସ୍ବ.ପ୍ର.):ହାଡଭଙ୍ଗା ଶୀତରେ ଏବେ ଥରୁଛି କୋରାପୁଟ ମାଳଭୂମି ା ଏପରି ଶୀତ ଏକ ସପ୍ତାହକ ଧରି ଲାଗି ରହିଛି। ରବିବାର ଜିଲାର ସେମିଳିଗୁଡା ତାପମାତ୍ରା ସର୍ବନିମ୍ନ ୮ ଡିଗ୍ରୀ ସେଲସିୟସ ତଳକୁ ଖସି ଆସିଥିବା ଜିଲା ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।…

ଶହୀଦଙ୍କ ମାଟିରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ

ବୈପାରିଗୁଡା,୨୧ା୧୧ (ଡି.ଏନ୍‌.ଏ.):ଶହୀଦ୍‌ ଲକ୍ଷ୍ମଣ ନାୟକ ଦେଶ ପାଇଁ ବଳି ଦେଇଥିଲେ। ମାତ୍ର ତାଙ୍କ ଜନ୍ମମାଟି କୋରାପୁଟ ଜିଲା ବୈପାରିଗୁଡା ବ୍ଲକର ତେନ୍ତୁଳିଗୁମ୍ମାରେ ହୋଇପାରିନି ଶିକ୍ଷାର ବିଶେଷ ବିକାଶ। ଏଠାରେ କଲ୍ୟାଣ ବିଭାଗ ଦ୍ବାରା ପରିଚାଳିତ ଆବାସିକ ବିଦ୍ୟାଳୟରେ ଶିକ୍ଷାବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି।…

ଜୈବିକ ପଦ୍ଧତିରେ ଚାଷ ଦେଇଛି ସଫଳତା

ଦଶମନ୍ତପୁର,୨୧ା୧୧(ଡି.ଏନ୍‌.ଏ.):ଜୈବିକ ପଦ୍ଧତିରେ ଚାଷକରି ଉଦାହରଣ ସୃଷ୍ଟି କରିଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଲୁଲା ପଞ୍ଚାୟତ ଗୁଲିମୂଷା ଗ୍ରାମର ଶୋଭା ପ୍ରଧାନୀ। ଏକ୍ଷେତ୍ରରେ ଅଗ୍ରଗାମୀ ସଂସ୍ଥା ତାଙ୍କୁ ସହାୟତା ଯୋଗାଇ ଦେଇଛି। ପୂର୍ବରୁ ରାସାୟନିକ ସାର ବ୍ୟବହାରକରି ଶୋଭା ନିଜ ୫ଏକର…

ରେରା ନିୟମ ଉଲ୍ଲଂଘନ କରି ଆପାର୍ଟମେଣ୍ଟ

ରାୟଗଡ଼ା ଅଫିସ,୨୧ା୧୧:ରାୟଗଡ଼ା ସହରରେ ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଗୃହ ନିର୍ମାଣ ପାଇଁ ସ୍ଥାନର ଅଭାବ ଦେଖାଦେଇଛି। ଫଳରେ ସହରରେ ଆପାର୍ଟମେଣ୍ଟର ଚାହିଦା ବଢ଼ୁଛି। ୫ ବର୍ଷ ମଧ୍ୟରେ ରାୟଗଡ଼ା ସହରରେ ୩୦ରୁ ଊର୍ଦ୍ଧ୍ୱ ଆପାର୍ଟମେଣ୍ଟ ନିର୍ମାଣ ହୋଇଛି। ଏଥିସହ ଏବେ ସହର…

ସୁକିନ୍ଦାରୁ ଦର୍ପଣିକୁ ଗଲା ମେଗା ନର୍ସରୀ

ଯାଜପୁର ଅଫିସ,୨୧ା୧୧: ଯାଜପୁର ଜିଲା ସୁକିନ୍ଦା ମେଗା ନର୍ସରୀ ପ୍ରକଳ୍ପ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ଛନ୍ଦି ହେବାପରେ ବଡ଼ଚଣା ବ୍ଲକ ଦର୍ପଣି ଫାର୍ମକୁ ସ୍ଥାନାନ୍ତରଣ ହୋଇଛି। ସେଠାରେ ଆବଶ୍ୟକ ଭିତ୍ତିଭୂମି ତିଆରି କରି ପ୍ରାୟତଃ କାମ ଆରମ୍ଭ ହୋଇଥିବା ସୂଚନା…

ସହରରେ ଚାଲୁଛି ନମ୍ବରବିହୀନ ଗାଡ଼ି

କଟକ ଅଫିସ,୨୧ା୧୧: ରାଜ୍ୟ ସରକାର ତଥା ପରିବହନ ବିଭାଗ ପ୍ରତ୍ୟେକ ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବାକୁ ବାଧ୍ୟତାମୂଳକ କରିଛନ୍ତି। ହେଲେ ବିନା ନମ୍ବର ପ୍ଲେଟ୍‌ରେ କଟକ ସହରରେ ବହୁସଂଖ୍ୟକ ଗାଡି ଚାଲୁଛି। ବିଶେଷକରି ସହରର ପ୍ରମୁଖ ରାସ୍ତାରେ ଅନାୟାସରେ…

ଅବସରର ୩୦ବର୍ଷ ପରେ ବି ମିଳୁନି ପେନ୍‌ସନ

ସାଲେପୁର,୨୧।୧୧(ଡି.ଏନ୍‌.ଏ.): ଜଣେ ଶିକ୍ଷା କର୍ମଚାରୀ ଚାକିରିରୁ ଅବସର ନେବାର ୩୦ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ସମ୍ପୃକ୍ତ କର୍ମଚାରୀଙ୍କୁ ଅବସରକାଳୀନ ବକେୟା ଅର୍ଥ, ପେନ୍‌ସନ୍‌ ମିଳିପାରି ନାହିଁ। ଏ ନେଇ ସମ୍ପୃକ୍ତ କର୍ମଚାରୀ ଜଣକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ କରି…

କର୍ମନିଯୁକ୍ତି ସୁଯୋଗ ଅପେକ୍ଷାରେ ଯୁବବର୍ଗ

ପର୍ଯ୍ୟଟକଙ୍କୁ ଆକର୍ଷିତ ପାଇଁ ଛୋଟ ପ୍ରକଳ୍ପ ଆବଶ୍ୟକ କେନ୍ଦ୍ରାପଡ଼ା ଜିଲାକୁ ତୁଳସୀକ୍ଷେତ୍ର କୁହାଯାଏ। ଏଠାରେ ବହୁ ଐତିହ୍ୟ ସ୍ଥାନ ସହିତ ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ଅଛି। ଏହି ସ୍ଥାନକୁ ଦର୍ଶନୀୟ କରି ପର୍ଯ୍ୟଟକଙ୍କୁ ଆକର୍ଷିତ ପାଇଁ ଛୋଟ ପ୍ରକଳ୍ପଗୁଡିଏ ଆବଶ୍ୟକ। ଲୋକଙ୍କ ଆଗମନ…

ନିର୍ବାଚନ ଆସିଲେ ଶିଳ୍ପ କଥା ମନେପଡ଼େ

ମହାକାଳପଡ଼ା,୨୧ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଏକ ଶିଳ୍ପବିହୀନ ଜିଲା ଭାବେ ପରିଚିତ। ଏବେ ଶିଳ୍ପ କାରଖାନା ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ଶିଳ୍ପ କାରଖାନା ପ୍ରତିଷ୍ଠା ହେଲେ ଜିଲାର ଅର୍ଥନୈତିକ, ସାମାଜିକ ଅଭିବୃଦ୍ଧି ଘଟିବ। ଜିଲାର ମହାକାଳପଡ଼ା ବ୍ଲକର ବତୀଘର…

ଚିରସ୍ରୋତା ହେବ ଖରସ୍ରୋତା

ରସୁଲପୁର,୨୧ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ୭ ପଞ୍ଚାୟତ ଯଥା; ଭୋଟକା, ଗନ୍ଧଣ, ବଡ଼କଇଞ୍ଚତ୍, ରସୁଲପୁର, ରାହାମ୍ବା, ଟିକରପଡ଼ା ଓ ନଠୁଆବରର ଜୀବନରେଖା କୁହାଯାଉଥିବା ମୂଳ ଖରସ୍ରୋତା ପୁଣି ଜିଇଁବା ସମ୍ଭାବନା ଦେଖାଦେଇଛି। ୨ ଦଶନ୍ଧିରୁ ଊର୍ଦ୍ଧ୍ୱ ମରିଯାଇଥିବା ମୂଳ ଖରସ୍ରୋତାରେ ନଦୀଜଳ…

ଆଜି କେସିସିବି ଉପାଧ୍ୟକ୍ଷା ଲାଗି ନାମାଙ୍କନ ଦାଖଲ

ଖୋର୍ଦ୍ଧା ଅଫିସ,୨୧ା୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ଉପାଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଏହି ପଦବୀ ପାଇଁ ସୋମବାର ନାମାଙ୍କନ ଦାଖଲ ରହିଛି। ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ନାମାଙ୍କନ ଦାଖଲ, ଅପରାହ୍ନ…

ଢେଙ୍କାନାଳରୁ ଭୁବନେଶ୍ୱର ଦୌଡ଼ିଲେ ଦୀପ୍ତି

ଢେଙ୍କାନାଳ ଅଫିସ, ୨୧ା୧୧: ଭୁବନେଶ୍ୱର ଜୟଦେବ ବିହାର ଛକ-କଳିଙ୍ଗ ଷ୍ଟାଡିୟମ୍‌ ରାସ୍ତାକୁ ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ନାମରେ ନାମିତ କରିବା ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଅଭିନବ ଉଦ୍ୟମ କରିଛନ୍ତି ସଫ୍ଟଓ୍ବେର ଇଞ୍ଜିନିୟର ଦୀପ୍ତି ଦାଶ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?