ଆମ ଜିଲା ଖବର

ବିଦ୍ୟାଳୟରୁ ଚାବି ଖୋଲିଲା, ଧାରଣା ପ୍ରତ୍ୟାହୃତ

କୋରାପୁଟ, ୧୬।୧୦(ସ୍ବ.ପ୍ର.): କୋରାପୁଟ ବ୍ଲକ ଉମୁରି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦ୍ୱାରା ବେଆଇନ ଭାବେ ଛାତ୍ରୀଛାତ୍ରଙ୍କଠାରୁ ଟଙ୍କା ଆଦାୟ ଘଟଣା ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନଚେତ ତାଙ୍କ ବଦଳି ଦାବି ନେଇ ଗତ ୧୨…

ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି ଜାତୀୟ ପତାକା

ନନ୍ଦାହାଣ୍ଡି,୧୬।୧୦,(ଡି.ଏନ.ଏ): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକାକୁ ଅସମ୍ମାନ। ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଶିଢ଼ି ତଳେ ପରିତ୍ୟକ୍ତ ଅବସ୍ଥାରେ ପଡି ରହିଛି କେତେଗୁଡିଏ ଜାତୀୟ ପତାକା। ଏହା ଉପରେ ପାନଛେପ ଆଦି ପଡିଛି। କିନ୍ତୁ ବିଡମ୍ବନାର…

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ପାପଡ଼ାହାଣ୍ଡି,୧୬।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୋକିଆ ଗ୍ରାମରେ ଜବରଦଖଲ ଉଚ୍ଛେଦବେଳେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ଜାଗାରେ ଅବୈଧ ଷ୍ଟଲ୍‌ ନିର୍ମାଣ ଓ ନାଳ ଉପରେ ଦୋକାନ ଘରକୁ ପ୍ରଶାସନ ଭାଙ୍ଗିଦେଇଛି। ଦୀର୍ଘଦିନ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ…

ପୂଜା-ପଲ୍ଲିଶ୍ରୀ ମେଳା ସଂଯୋଗ ପ୍ରଶଂସନୀୟ

ଢେଙ୍କାନାଳ ଅଫିସ, ୧୫।୧୦: ଢେଙ୍କାନାଳ ମହିଷାପାଟ ପଡ଼ିଆରେ ଚାଲିଥିବା ପଲ୍ଲିଶ୍ରୀ ମେଳାର ଶୁକ୍ରବାର ଥିଲା ୫ମ ସନ୍ଧ୍ୟା। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳାଇ କହିଲେ, ସଂସ୍କୃତି, ପରମ୍ପରା ଓ ଐତିହ୍ୟରେ ପରିପୂର୍ଣ୍ଣ…

ଚାନ୍ଦିମେଢ଼, ଦହିପଖାଳ ଆକର୍ଷଣ

ଢେଙ୍କାନାଳ ଅଫିସ, ୧୫ା୧୦: ଲକ୍ଷ୍ମୀବଜାର ପୂଜା ପ୍ରତିଷ୍ଠାନର ପ୍ଲାଟିନମ୍‌ ଜୁବିଲି ସମାରୋହର ଶୁକ୍ରବାର ଥିଲା ୫ମ ସନ୍ଧ୍ୟା। ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ କହିଲେ, ଘାତ ପ୍ରତିଘାତ ମଧ୍ୟରେ ଏକ…

ଶୋଭା ବଢ଼ାଉଛି ସମୁଦ୍ର ମନ୍ଥନ

ଢେଙ୍କାନାଳ ଅଫିସ, ୧୫।୧୦: ଢେଙ୍କାନାଳ ସହର ଦକ୍ଷିଣକାଳୀ ରୋଡ୍‌ ଅଞ୍ଚଳରେ ଥିବା କାଳିକାନଗର ପୂଜା ପ୍ରତିଷ୍ଠାନ ୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ପାଳନ କରୁଛି ସୁବର୍ଣ୍ଣ ଜୟନ୍ତୀ ସମାରୋହ। ପୌରାଣିକ କାହାଣୀ ଆଧାରରେ ମୃଣ୍ମୟୀ ପ୍ରତିମା ନିର୍ମାଣ ଏବଂ ନିଆରା ସାଜସଜ୍ଜା କରି…

୨୨ ମଣ୍ଡପରେ ଦେବୀ ପଦ୍ମାଳୟା

ବଅଁରପାଳ, ୧୫ା୧୦ (ଡି.ଏନ.ଏ.): ବଅଁରପାଳ ବ୍ଲକରେ ମା’ ଲକ୍ଷ୍ମୀଙ୍କ ପୂଜା ଧୁମ୍‌ଧାମରେ ଚାଲିଛି। ବଅଁରପାଳରେ ୧୩ ମଣ୍ଡପ ହୋଇଥିବା ବେଳେ କୁଲାଡ଼ରେ ୯ ମଣ୍ଡପରେ ମା’ ପଦ୍ମାଳୟାଙ୍କ ଆରାଧନା ହେଉଛି। ଆକର୍ଷଣୀୟ ତୋରଣ ସାଙ୍ଗକୁ ସୁସଜ୍ଜିତ ମେଢ଼ ରଙ୍ଗିନ ଆଲୋକମାଳାରେ ଝଲସି…

ବିଦେଶରେ ପ୍ରସ୍ତୁତ ହେବ ମାଣ୍ଡିଆ ଖାଦ୍ୟ

ପୋଲସରା,୧୫ା୧୦(ଡି.ଏନ.ଏ.): ଓଡ଼ିଶାର ମିଲେଟ ଖାଦ୍ୟ ପ୍ୟାରିସରେ ବିଦେଶୀମାନଙ୍କ ମନ ମୋହିବ। ଓଡିଶା ମିଲେଟ ମିଶନର ସହଯୋଗରେ ପୋଲସରା ବ୍ଲକ ଚିରିକିପଡା ଶାସନ ଗ୍ରାମର ରାଇମାଳି ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଏହି ସୁଯୋଗ ମିଳିଛି। ଓଡିଶା ସରକାର ପୃଷ୍ଟିସାର ଯୁକ୍ତ ମିଲେଟ…

ପାରଳା ସହରର ରାସ୍ତା ବିପର୍ଯ୍ୟସ୍ତ, ନୀରବ ପ୍ରଶାସନ

ପାରଳାଖେମୁଣ୍ଡି,୧୫ା୧୦(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ପୌରପରିଷଦର ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ପ୍ରଶାସନିକ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ଲୋକେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ରାଣୀପେଣ୍ଠରୁ ସହରରେ ପ୍ରବେଶ କଲା ମାତ୍ରେ ଖାଲଖମା ସ୍ବାଗତ କରୁଥିବା ବେଳେ ସହରର ମଧ୍ୟରେ…

ଛତିଶଗଡ଼ର ୨୧ ଜଣିଆ ସିଡିପିଓ ଟିମ୍‌ଙ୍କ ଗଞ୍ଜାମ ପରିଦର୍ଶନ

ଗଞ୍ଜାମ,୧୫ା୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ଗ୍ରାମକୁ ଛତିଶଗଡର ୨୧ ଜଣିଆ ସିଡିପିଓ ଟିମ ପରିଦର୍ଶନରେ ଆସି ଗଞ୍ଜାମ ବ୍ଲକରେ ସମନିତ୍ୱ ଶିଶୁ ବିକାଶ ଯୋଜନାର ବିଭିନ୍ନ କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ଆଲୋଚନା କରିଥିଲେ। ମୋ ଗେହ୍ଲାଝିଅ, ଅଦ୍ୱିକା, ବାଲ୍ୟବିବାହ ମୁକ୍ତ, କନ୍ୟା…

ଏସ୍‌ପିଙ୍କୁ ଭେଟିଲା ଭାଜପା ଟିମ୍‌

କେନ୍ଦୁଝର,୧୫ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବାକୁ କହି ପଞ୍ଚାୟତ କାର୍ଯ୍ୟାଳୟରେ ଅସଦାଚରଣ ଅଭିଯୋଗ ହୋଇଥିଲା। ଘଟଣାକୁ ନେଇ ଭାଜପା ନଦୀ ସୁରକ୍ଷା ସମିତି (ନମାମି ଗଙ୍ଗେ)ପକ୍ଷରୁ ରାଜ୍ୟ…

ବିସିସି ବ୍ୟାଙ୍କର ୧୦ଜୋନ୍‌ରେ ନିର୍ଦ୍ଦେଶକ ନିର୍ବାଚନ

ବ୍ରହ୍ମପୁର ଅଫିସ,୧୫ା୧୦: ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପରିଚାଳନା ପରିଷଦ ନିର୍ଦ୍ଦେଶକ ନିର୍ବାଚନ ପାଇଁ ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନ, ପ୍ରାର୍ଥିପତ୍ର ଯାଞ୍ଚ ଓ ପ୍ରତ୍ୟାହାର ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ଲଢ଼େଇରେ ରହିଥିବା ୧୦ ଜୋନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?