ବିଦ୍ୟୁତ୍ ଫାଶରେ ଦନ୍ତା ମୃତ
କାମାକ୍ଷାନଗର, ୧୫ା୧୦(ଡି.ଏନ୍.ଏ.): ୨୦୧୮ ଅକ୍ଟୋବର ୨୭। ମା’ ଲକ୍ଷ୍ମୀଙ୍କ ପୂଜାରେ ସାରା ଢେଙ୍କାନାଳ ଜିଲା ଉତ୍ସବମୁଖର ହୋଇଉଠିଥିବାବେଳେ ଓଡ଼ାପଡ଼ା ବ୍ଲକ କମଳାଙ୍ଗରୁ ହାତୀକୁ ନେଇ ଆସିଥିଲା ଦୁଃଖଦ ଖବର। ଏକ ବେସରକାରୀ ନିର୍ମାଣକାରୀ ସଂସ୍ଥାକୁ ଟଣାଯାଇଥିବା ଉଚ୍ଚ କ୍ଷମତାସମ୍ପନ୍ନ ୧୧ କେଭି…
‘ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ତଦନ୍ତ କରୁ ଇଡି’
କଟକ ଅଫିସ,୧୫ା୧୦: ବହୁଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲା ଏବେ ହାଇକୋର୍ଟରେ ପହଞ୍ଚତ୍ଛି। ପୋଲିସ ତଦନ୍ତ ଆଗେଇ ପାରୁ ନ ଥିବାରୁ ମାମଲାର ତଦନ୍ତ ଭାର କେନ୍ଦ୍ର ସରକାରଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା…
ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ
ପୁରୀ ଅଫିସ/କଟକ ଅଫିସ୍, ୧୫ା୧୦: ଓଡ଼ିଶା କ୍ରିକେଟ୍ ଆସୋସିଏଶନ୍ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏର…
ଲିଜ୍ଧାରୀ ପୈଠ କରିବେ ୧କୋଟି
ବାଲେଶ୍ୱର ଅଫିସ, ୧୫।୧୦: ବାଲେଶ୍ୱର ଜିଲା ବସ୍ତା ତହସିଲ ଅଧୀନ ସୁବର୍ଣ୍ଣରେଖା ନଦୀର ବେଣାପୁର(କ)ବାଲିଖାଦାନ ଲିଜ୍ରୁ ବେଆଇନ ଭାବେ ଅଧିକ ବାଲି ଉତ୍ତୋଳନ ମାମଲାର ଏନଜିଟି ରାୟ ପ୍ରକାଶ ପାଇଛି। ନିୟମ ଉଲ୍ଲଂଘନ କରିଥିବା ଲିଜ୍ଧାରୀମାନେ ୧ ମାସ ମଧ୍ୟରେ ୧କୋଟି…
ଭୂମି ପରେ ଭାଷା
ଶରତ କୁମାର ଧଳ ପଟ୍ଟାଙ୍ଗୀ, ୧୫ା୧୦: ପ୍ରଥମେ ଭୂମି ହାତେଇବାକୁ ଚକ୍ରାନ୍ତ। ଏବେ ଭାଷାକୁ ଅକ୍ତିଆର କରିବାକୁ ପ୍ରୟାସ। ସୀମାନ୍ତ କୋରାପୁଟ ଜିଲାରେ ସରକାରୀ ସ୍କୁଲ ପରିଚାଳନାରେ ରାଜ୍ୟ ପ୍ରଶାସନର ବିଫଳତା, ବିପଦରେ ପଡ଼ିଥିବା ଓଡ଼ିଆ ଭାଷା ସୁରକ୍ଷା ଲାଗି ଯୋଜନାର…
ଲୁହା ବୋଝେଇ ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ: ଜାତୀୟ ରାଜପଥରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ
ବଲାଙ୍ଗୀର ଅଫିସ, ୧୪।୧୦- ବଲାଙ୍ଗୀର ସହର ସତ୍ୟନାରାୟଣପଡାଠାରେ ଶୁକ୍ରବାର ରାତିରେ ଏକ ଲୁହା ବୋଝେଇ ଟ୍ରଲର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ଜଣଙ୍କ ହେଲେ ବରଗଡ ଜିଲା ଡାଙ୍ଗବାହାଲ ଗାଁର କୃଷ୍ଣଚନ୍ଦ୍ର ଭୋଇ। ତେବେ…
ବିଜେଡି ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟ ଲୋକଙ୍କ ନିକଟରେ ପହଞ୍ଚାଇବା ମୂଳଲକ୍ଷ୍ୟ
ପାଟଣା,୧୪ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଚେମେଣା ପଞ୍ଚାୟତ ଚିଲିଦା ଶିବ ମନ୍ଦିରରୁ ଶୁକ୍ରବାର ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକଙ୍କ ନେତୃତ୍ୱରେ ପଦଯାତ୍ରା ଯମୁନା ପଶି,…
ଓସିଏ ସଭାପତି ପ୍ରାର୍ଥୀ ହେବେ ବିଧାୟକ ପ୍ରଣବ ପ୍ରକାଶ ଦାସ
ପୁରୀ ଅଫିସ,୧୪ା୧୦: ଓଡ଼ିଶା କ୍ରିକେଟ୍ ଆସୋସିଏଶନ୍ (ଓସିଏ) ସଭାପତି ପ୍ରାର୍ଥୀ ହେବେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏହି ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ଅନୌପଚାରିକ ବୈଠକରେ ପ୍ରଣବଙ୍କୁ…
୪ରେ ବର୍ଷାଙ୍କ ଆବେଦନର ଶୁଣାଣି
କଟକ ଅଫିସ,୧୪।୧୦: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ସୋସିଆଲ ମିଡିଆରେ ଆକ୍ଷେପକୁ ନେଇ ବର୍ଷାଙ୍କ ଆବେଦନ ଶୁଣାଣି ନଭେମ୍ବର ୪ରେ ହେବ ବୋଲି ସୂଚନା ମିଳିଛି।…
ମାତାଲ ହେବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ୨ ଶିକ୍ଷକ
ବଲାଙ୍ଗୀର ଅଫିସ , ୧୪।୧୦: ମାତାଲ ହେବା ପଡ଼ିଲା ମହଙ୍ଗା। ଚାକିରିରୁ ନିଲମ୍ବିତ ହେଲେ ଦୁଇ ଶିକ୍ଷକ। ବଲାଙ୍ଗିର ଜିଲ ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ମାଟୁପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜୟଦେବ ବିଶି ଓ ସହକାରୀ ଶିକ୍ଷକ ସଂଜିବ ଦୋରା…
କେନ୍ଦ୍ର ମନ୍ତ୍ରୀଙ୍କ ଗ୍ରସ୍ତକୁ ନେଇ ଭାଜପାର ପ୍ରସ୍ତୁତି ବୈଠକ
କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟଠାରେ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ସଭାପତିତ୍ୱରେ ଶୁକ୍ରବାର ଆଗାମୀ ତିନିମାସ ପାଇଁ ଏକ ଖସଡ଼ା ପ୍ରସ୍ତୁତ କରାଯାଇଛି। ସଂସଦୀୟ କ୍ଷେତ୍ର ପ୍ରଭାରୀ ସଞ୍ଜୀବ ମହାନ୍ତି, ସଂଯୋଜକ ଶୁକଦେବ ମହାନ୍ତିଙ୍କ ସଂଯୋଜନାରେ ସମସ୍ତ…
ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍ ସରଞ୍ଜାମ ଚୋରି: କର୍ମଚାରୀ ସମ୍ପୃକ୍ତି ସନ୍ଦେହ
ବ୍ରହ୍ମପୁର ଅଫିସ,୧୪ା୧୦: ବୈଦ୍ୟନାଥପୁର ଥାନା ଅଧୀନ ଗଜପତିନଗର ୯ମ ଗଳିରେ ଥିବା ଏକ ଗୋଦାମରୁ ଲକ୍ଷାଧିକ ଟଙ୍କାର ସ୍ମାର୍ଟ ବିଦ୍ୟୁତ ମିଟର ପାଇଁ ଥିବା ବିଭିନ୍ନ ସରଞ୍ଜାମ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ…

