ଆମ ଜିଲା ଖବର

୨୫ କି.ମି.ରେ ୨ ଟୋଲ୍‌ ପ୍ଲାଜା

ଚଣ୍ଡିଖୋଲ,୨୦।୧୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ ଦୁଇଟି ଟୋଲ୍‌ ପ୍ଲାଜାର ବ୍ୟବଧାନ ୬୦ କିଲୋମିଟର ରହିବାର ନିୟମ ରହିଛି। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ର ନିର୍ଦ୍ଦେଶନାମା ଅନୁଯାୟୀ ରାଜପଥ ଉପରେ ନିର୍ମାଣ କରାଯାଉଥିବା ଟୋଲ୍‌ ପ୍ଲାଜାଗୁଡ଼ିକ ଏହି ଦୂରତ୍ୱ ମାନିବାକୁ ବାଧ୍ୟ। ତେଣୁ ୧୬ନଂ.…

ଶ୍ରୀମନ୍ଦିର ଗର୍ଭଗୃହ, ମହାପ୍ରଭୁଙ୍କ ଫଟୋ ଭାଇରାଲ

ପୁରୀ ଅଫିସ,୨୦।୧୧: ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ପୁଣିଥରେ ଭାଇରାଲ ହୋଇ୍‌ଛି। କିନ୍ତୁ ଏଥର ଶ୍ରୀମନ୍ଦିର ପରିସରର କାୈଣସି ସ୍ଥାନ ନୁହେଁ। ବରଂ ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନସିଂହାସନାରୂଢ ଚତୁର୍ଦ୍ଧାବିଗ୍ରହଙ୍କ ଫଟୋ ଭାଇରାଲ ହୋଇଛି। ଯାହାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ…

ମୃତ କୁକୁର ଛୁଆକୁ ରାସ୍ତାରେ ଜଗି ରହିଛି ମା’

କୋକସରା,୧୯ା୧୧(ଡି.ଏନ୍‌.ଏ.): ସେ ମଣିଷ ହେଉ କି ପଶୁ। ମା’ର ମମତା ଅନାବିଳ। ମାତୃତ୍ୱ ଆଗରେ ସବୁ ସନ୍ତାନ ସମାନ। ଶନିବାର ସଡ଼କ ପାର୍‌ ହେଉଥିବା ବେଳେ ଏକ କୁକୁର ଛୁଆ ଉପରେ କୌଣସି ଏକ ଗାଡ଼ି ମାଡ଼ିଯିବାରୁ ତା’ର ମୃତ୍ୟୁ ହୋଇଛି।…

ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ,୧୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସାନ୍ତବାହାଳ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଜବତ ହୋଇ ଶନିବାର ବ୍ୟବଚ୍ଛେଦ କରାଯାଇଛି। ଏନେଇ ପୋଲିସ କେସ୍‌ ୨୮୪/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ…

୩ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ୨୪୫ ଶିକ୍ଷାକର୍ମୀ

ସିମୁଳିଆ,୧୯ା୧୧(ଡି.ଏନ୍‌.ଏ.): ଓଡ଼ିଶା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଆହ୍ବାନରେ ଶନିବାର ସିମୁଳିଆର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ୩ ଦଫା ଦାବି ନେଇ ଶିକ୍ଷକ ଭବନ ପରିସରରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୨୪୫ଜଣ ଶିକ୍ଷୟିତ୍ରୀ/ଶିକ୍ଷକ…

କ୍ରେଡିଟ୍‌ କାର୍ଡରୁ ୭୦ ହଜାର ଟଙ୍କା ଗାଏବ

ସିମୁଳିଆ,୧୯ା୧୧(ଡି.ଏନ୍‌.ଏ.): ବାରମ୍ବାର ବିଭିନ୍ନ ଗଣମାଧ୍ୟମରେ ଅନ୍‌ଲାଇନ୍‌ ଠକେଇ ସମ୍ପର୍କରେ ସଚେତନତା ପ୍ରକାଶ ପାଉଛି। ଏହା ପରେ ମଧ୍ୟ ଲୁଟେରାଙ୍କ କବଳରୁ ନିସ୍ତାର ମିଳୁନାହିଁ। କ୍ରେଡିଟ୍‌ କାର୍ଡରୁ ୭୦ ହଜାର ଟଙ୍କା ଗାଏବ ପରି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ…

ଟ୍ରକ୍‌ ପଛରେ ପିଟିଲା ପିକ୍‌ଅପ୍‌, ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବଣାଇ,୧୯ା୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ବିରତୋଳା ବଜାର ନିକଟରେ ଏକ ଟ୍ରକ୍‌ ପଛରେ ପିକ୍‌ଅପ୍‌ଟି ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଓଡି ୧୪ ଏଏ ୧୪୮୧…

ବିଭିନ୍ନ ଦାବିରେ ରାସ୍ତାକୁ ଓହ୍ଲାଇଲେ ୩୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ

ସୋରଡ଼ା,୧୯ା୧୧(ଡି.ଏନ୍‌.ଏ.): ରାଜ୍ୟ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସୋରଡ଼ା ଶାଖା ପକ୍ଷରୁ ଶନିବାର ଅପରାହ୍ନରେ ୩୦୦ ଶହରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ କାଳୀମନ୍ଦିରରୁ ଏକେ ବିରାଟ ଶୋଭାଯାତ୍ରାରେ ବାହାରି ଆଡ଼ପମଣ୍ଡପ,ବଡ଼ଦାଣ୍ଡ,ରଥପଦା, ଡେଲି ମାର୍କେଟ ହୋଇ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ହାତରେ…

ଦୋକାନ ଭିତରକୁ ପଶିଗଲା କାର୍‌, ୩ ଛାତ୍ରୀ ଆହତ

ପୁରୁଷୋତ୍ତମପୁର,୧୯ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାବନ୍ଧ ଛକଠାରେ କାର୍‌ ନଂ ଓଡି ୦୭ଏନ ୨୯୩୬ ଦ୍ରୁତ ଗତିରେ ଆସି ରାସ୍ତା ପାଶର୍‌ବରେ ଥିବା ଏକ ପାନ ଦୋକାନ ମଧ୍ୟକୁ ପଶିଯାଇଥିଲା। ଏହି ସମୟରେ ବସ୍‌ରୁ ଓହ୍ଲାଇ…

ପଦ୍ମପୁର ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ ଜିଲାପାଳ

ବରଗଡ଼ ଅଫିସ,୧୯ା୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ରେ ଭୋଟ ଗ୍ରହଣ ହେବ। କଂଗ୍ରେସ, ବିଜେଡି, ଭାଜପା ପ୍ରାର୍ଥୀଙ୍କ ସମେତ ୧୧ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ସେହିପରି ନିର୍ବାଚନକୁ ନିରପେକ୍ଷ…

ପଦ୍ମପୁର ଉପ-ନିର୍ବାଚନ: ଦୀପାଳିଙ୍କୁ ବଡ଼ ଦାୟିତ୍ୱ

ଝାରସୁଗୁଡ଼ାଅଫିସ/ପଦ୍ମପୁର,୧୯।୧୧(ଡି.ଏନ୍‌.ଏ.): ପଦ୍ମପୁର ଉପ-ନିର୍ବାଚନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ଯୁବନେତ୍ରୀ ଦୀପାଳି ଦାସଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ପ୍ରଚାର କାର୍ଯ୍ୟରେ ବିଜେଡି ପକ୍ଷରୁ ତାଙ୍କୁ ଏହି ବଡ଼ ଦାୟିତ୍ୱ ମିଳିଛି। ପାଇକମାଲ ବ୍ଲକରେ ପ୍ରଚାର କାର୍ଯ୍ୟ ଲାଗି ସଂଯୋଜକ ଦାୟିତ୍ୱ…

ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ଶୀତ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ ଜାରି ରହିବ। ୨୧ ତାରିଖରୁ ପାଗ ବଦଳିବ। ଆକାଶ ମେଘାଚ୍ଛନ୍ନ ରହିବା ସହ କିଛି ଜିଲାରେ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢ଼ିବ। ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?