ଆମ ଜିଲା ଖବର

କୋଇଲା ପର୍‌ମିଟ୍‌ରେ ମାଟି ଚାଲାଣ

ସମ୍ବଲପୁର,୧୪ା୧୦(ବ୍ୟୁରୋ):ସମ୍ବଲପୁର ଜିଲା ତଲାବିରା କୋଇଲା ଖଣିରେ କୋଇଲା ପରିବହନ ଓ ଚୋରା ଚାଲାଣକୁ ନେଇ ନିୟମିତ ଆପରାଧିକ କାର୍ଯ୍ୟ ଘଟୁଛି। ଏପରିସ୍ଥଳେ ବୁଧବାର ରାତିରେ ଆଦାନୀ କମ୍ପାନୀର ଜଣେ ଡାଟା ଅପରେଟର ରାଜ କିଶୋର ସାହୁଙ୍କୁ ମାରପିଟ ଓ ହତ୍ୟା ଧମକ…

ବଣାଇ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ

ବଣାଇ, ୧୪।୧୦ (ସ୍ବ.ପ୍ର.):ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଇ ଦେଇଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ…

ଝିଅ ଉପରେ ଚଢ଼ିଗଲା ବାପାଙ୍କ ଅଟୋ

ଛେଣ୍ଡିପଦା,୧୪ା୧୦(ସ୍ବ.ପ୍ର.): ବାପା ଚଳାଉଥିଲେ ଡାଲା ଅଟୋ। ପାଖରେ ବସିଥିଲେ ୮ ବର୍ଷର ଝିଅ। ହେଲେ ହମ୍ପ୍‌ସ୍‌ ନିକଟରେ ବାପା ବ୍ରେକ୍‌ ମାରିବାରୁ ଗାଡ଼ିରୁ ରାସ୍ତା ଉପରକୁ ଗଳିପଡ଼ିଥିଲେ ଝିଅ। ଏହି ସମୟରେ ଗାଡ଼ିଟି ତାଙ୍କ ଉପରେ ଚଢ଼ିଯାଇଥିଲା। ଗୁରୁତର ଅବସ୍ଥାରେ ଝିଅଙ୍କୁ…

ରୋଗୀ ଆସିଲେ ରେଫର୍‌

ଅନୁଗୋଳ ଅଫିସ, ୧୪ା୧୦: ଜିଲାର ମୁଖ୍ୟ ଚିକିତ୍ସାଳୟ। ଉନ୍ନତ ଚିକିତ୍ସା ଆଶା ନେଇ ଦୈନିକ ଶତାଧିକ ରୋଗୀ ଦୂର ଦୂରାନ୍ତରୁ ଆସୁଛନ୍ତି। ପଡ଼ୋଶୀ ଜିଲାର ବହୁ ରୋଗୀ ମଧ୍ୟ ଏହା ଉପରେ ନିର୍ଭରଶୀଳ। ହେଲେ ଏଠାରେ ଥିବା କେତେଜଣ ଡାକ୍ତର ରୋଗୀମାନଙ୍କୁ…

ଦଉଡ଼ି ସାଜିଛି ନଦୀପାର ମାଧ୍ୟମ

କୋଟଗଡ,୧୪ା୧୦(ଡି.ଏନ.ଏ.): କନ୍ଧମାଳ ଜିଲାରେ ଏଭଳି କେତେକ ସ୍ଥାନ ଅଛି ଯେଉଁଠି କି ବର୍ତ୍ତମାନ ପର୍ଯ୍ୟନ୍ତ ପୋଲ କିମ୍ବା ଭଲ ରାସ୍ତାଖଣ୍ଡେ ନାହିଁ। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକେ ଅଭିଯୋଗ କଲେ ମଧ୍ୟ ପ୍ରଶାସନ କିମ୍ବା ରାଜନେତା…

ଲୋଧା ଛାତ୍ରୀଙ୍କ ଉଚ୍ଚଶିକ୍ଷା ଆଶା ପୂରଣ ହେଲା

ମୋରଡ଼ା, ୧୪।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଗଁା ପଞ୍ଚାୟତ ଲୋଧା କଲୋନୀ ସାହିର ଅଜିତ ମଲିକ ଓ ଦୁର୍ଗୀ ମଲିକଙ୍କ ଝିଅ ସାବି ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ଘରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ…

ଦେଓ ନଦୀରେ ଲୀନହେବ ୨ ଗାଁ

କୁଆମରା,୧୪।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ଦେଓ ନଦୀ କୂଳରେ ଅବସ୍ଥିତ ଜୟପୁର ପଞ୍ଚାୟତର ସହରସାହି ଓ ମଠସାହି ଗ୍ରାମ ଦୁଇଟି ନଦୀ ଗର୍ଭରେ ଲୀନ ହେବା ଆଶଙ୍କା ପ୍ରକାଶ ପାଇଛି। ପ୍ରତିବର୍ଷ ନଦୀ କୂଳ ଖାଇବା…

ସ୍ବାଧୀନ ଭାବେ ନାମାଙ୍କନ ଦାଖଲ କଲେ ରାଜେନ୍ଦ୍ର

ଭଦ୍ରକ ଅଫିସ,୧୪।୧୦: ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ଥିବା ବେଳେ ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେଡିରୁ ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିଲେ ।…

ରାଣୀଭୋଳ ଓଏଭିକୁ ସର୍ବଶ୍ରେଷ୍ଠ ମାନ୍ୟତା

ବାରିପଦା ଅଫିସ,୧୪ା୧୦: ସର୍ବଭାରତୀୟସ୍ତରର ଶ୍ରେଷ୍ଠ ସ୍କୁଲ୍‌ ତାଲିକାରେ ମୟୂରଭଞ୍ଜ ଜିଲା ରାଣୀଭୋଳ ଓଡ଼ିଶା ଆଦର୍ଶ ବିଦ୍ୟାଳୟ(ଓଏଭି) ୧୦ମ ସ୍ଥାନ ଅଧିକାର କରିଛି। ରାଜ୍ୟର ହାତୀଓଟା ଓଏଭି ୫ମ ଏବଂ ବାରିପଦାସ୍ଥିତ ରାଣୀଭୋଳ ଓଏଭି ବିଦ୍ୟାଳୟ ୧୦ମ ସ୍ଥାନରେ ରହିଥିବା ନେଇ ମୁଖ୍ୟମନ୍ତ୍ରୀ…

ସୂରଜଙ୍କ ପାଇଁ ପ୍ରଚାର ମଇଦାନରେ ମନମୋହନ

ଧୂଷୁରୀ,୧୪।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ଲାଗି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ। ପ୍ରାର୍ଥୀ ଚୟନ ଓ…

ଗୋଚର ଜମିରୁ ଜବରଦଖଲ ଉଚ୍ଛେଦ

ଆଳି,୧୪ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ପଞ୍ଚାୟତର ଏକ ଗୋଚର ଜମିରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ସୂଚନାଯୋଗ୍ୟ, ନରେନ୍ଦ୍ରପୁର ଗଁାର କଳାକାର ମଲିକ ଗୋଚର ଜମି ଖାତା ନଂ. ୪୦୯ ଉପରେ ଜବରଦଖଲ ବଢ଼ିବାରୁ ଏହାକୁ ଉଚ୍ଛେଦ…

ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ନେଇ ସ୍ବାମୀଙ୍କୁ ହତ୍ୟା ଅଭିଯୋଗ

ମହାକାଳପଡ଼ା,୧୪ା୧୦ (ଡି.ଏନ୍‌.ଏ.): ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ମୃତ ସ୍ବାମୀଙ୍କ ପରିବାର ଲୋକଙ୍କୁ ନ୍ୟାୟ ଦାବିରେ ମହିଳାମାନେ ଘର ସମ୍ମୁଖରେ ମୃତଦେହ ରଖି ଗୁରୁବାର ରାସ୍ତାରୋକୋ କରିଛନ୍ତି। ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?