ଆମ ଜିଲା ଖବର

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ ହାତଗୋଡ଼ ବାନ୍ଧିବା ସହ ବନ୍ଧୁକ ଦେଖାଇ ଲୁଟପାଟ କରିଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ ନିଯୁକ୍ତି କରାଯାଇଛି। ଏଥିରେ ଭଗବତ ପ୍ରସାଦ ମକୱାନାଙ୍କୁ ଆୟୋଗର ଅଧ୍ୟକ୍ଷ ଭାବରେ ନିଯୁକ୍ତ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ ନେବା ଅଭିଯୋଗରେ କଙ୍କୋରଡ଼ା ଗ୍ରାମର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)। ସୂଚନାକ୍ରମେ ୨୦୨୧ ମସିହାରେ ଏକ ବଳାତ୍କାର ମାମଲାରେ ବିଶ୍ୱବିହାରୀ ଦୋଷୀ ସାବ୍ୟସ୍ତ ହୋଇ…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି। ନିୟମିତ ଭାବେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟକୁ ଆସୁନଥିବାରୁ ବିଭିନ୍ନ ରାଜସ୍ବ ସମ୍ପର୍କିତ କାମ…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି। ଏହାପରେ ଉଦ୍ଧାର ଶିଶୁପୁତ୍ରକୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶାର ବଲାଙ୍ଗୀର ଜିଲା କାର୍ଯ୍ୟକର୍ତ୍ତାମାନେ ପହଞ୍ଚି ଆନ୍ଦୋଳନକୁ ପୂର୍ଣ୍ଣ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ ଅଟୋ ପରେ ପରେ ଠେଲା ଗାଡିକୁ ଭାରସାମ୍ୟ ହରାଇ ଦୁର୍ଘଟଣା କରିଥିଲେ…

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ ବିୟୋଗ ଘଟିଛି। ସେ ଗତ କିଛିଦିନ ଧରି ଅସୁସ୍ଥ ଥିବାରୁ ବୁର୍ଲାସ୍ଥିତ ମେଡିକାଲରେ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ କରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି କୋର୍ଟ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି । ଟ୍ରାନ୍ସଫର୍ମରଟି ଅସୁରକ୍ଷିତ ଭାବେ ରହିଥିବା ସହ ଏହାର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ ବିତିଯାଇଛି । ତଥାପି ଜିଲା ପ୍ରଶାସନ ପକ୍ଷରୁ ଅନ୍ତେବାସୀଙ୍କ ମୌଳିକ ସୁବିଧା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?