ବିଦ୍ୟୁତ୍ ବିଭ୍ରାଟରୁ ରୋଗୀ ହନ୍ତସନ୍ତ
ବ୍ରହ୍ମପୁର ଅଫିସ,୧୪ା୧୦: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରମୁଖ ହସ୍ପିଟାଲ ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି) ମେଡିକାଲରେ ଅବ୍ୟବସ୍ଥା ପିଛା ଛାଡୁନି। ବିଭିନ୍ନ ସମୟରେ ରୋଗୀ ସେବାରେ ନାନା ଅବ୍ୟବସ୍ଥା ଏବେ ପ୍ରତିଦିନ ଦୃଷ୍ଟିକୁ ଆସୁଛି। ଗୁରୁବାର ପୁଣିଥରେ ରୋଗୀସେବାର ବିକଳ ଚିତ୍ରର…
ପ୍ରାର୍ଥିତ୍ୱକୁ ନେଇ ବିଜେଡିରେ ବଢୁଛି ଅସନ୍ତୋଷ
ଭଦ୍ରକ ଅଫିସ, ୧୪।୧୦:ବିଜେଡି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା ପରେ ଧାମନଗର ବିଜେଡିରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଥିବା ନିଷ୍ପତ୍ତିକୁ କେତେଜଣ ସ୍ବାଗତ କରିଥିବା ବେଳେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସଙ୍କୁ ଟିକେଟ ନ ମିଳିବା…
ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ
କଟକ ଅଫିସ,୧୪ା୧୦: ବାରବାଟୀ-କଟକ ବିଧାୟକ ତଥା ମେଟ୍ରୋ ବିଲ୍କଡର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ମହମ୍ମଦ ମୋକିମଙ୍କ ପକ୍ଷରୁ ନିମ୍ନ ଅଦାଲତର ଦଣ୍ଡାଦେଶ ରାୟ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଶେଷ ହୋଇଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଇଜଲାସରେ ଗୁରୁବାର ଶୁଣାଣି…
ପତିତପାବନଙ୍କୁ ଏନ୍ଆଇଏଲ୍ଡି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ
କଣ୍ଟାପଡ଼ା, ୧୪ା୧୦(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ଅଧିକାରିତା ମନ୍ତ୍ରଣାଳୟ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଏସ୍ଭି ନିର୍ତାରର କାର୍ଯ୍ୟକାରୀ ନିର୍ଦ୍ଦେଶକ ପ୍ରଫେସର ଡା. ପତିତପାବନ ମହାନ୍ତିଙ୍କୁ କୋଲକାତାସ୍ଥିତ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଫର୍ ଲୋକୋମୋଟର ଡିଜାବିଲିଟିଜ୍ (ଏନ୍ଆଇଏଲ୍ଡି)ର କାର୍ଯ୍ୟକାରୀ ନିର୍ଦ୍ଦେଶକ…
କୁକୁର କାମୁଡ଼ାରେ ଶିଶୁକନ୍ୟା ମୃତ, ୧୨ ଗୁରୁତର
ବଲାଙ୍ଗୀର ଅଫିସ, ୧୪ା୧୦: ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବାଲିପଟା ଓ ସାନକଲଙ୍ଗାପାଲି ଗଁାରେ ଗୁରୁବାର ବୁଲା କୁକୁର ଆତଙ୍କରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ବୁଲା କୁକୁର ଉଭୟ ଗଁାର ୧୩ ଜଣଙ୍କୁ କାମୁଡ଼ି ଗୁରୁତର କରିଦେଇଥିଲା। ସବୁଠୁ…
ଭିତ୍ତିଭୂମି ଉପରେ ଭବିଷ୍ୟତ
ଅନୁଗୋଳ ଅଫିସ, ୧୪ା୧୦:ମଣିଷ ମାରିଲା ବାନ୍ଧବଗଡ଼ରୁ ଆସିଥିବା ବାଘୁଣୀ ସୁନ୍ଦରୀ। ମରଣ ମୁହଁରେ ପଡ଼ିଲା ମହାବଳ ବାଘ ମହାବୀର। ବନ ବିଭାଗର ଚରମ ବିଫଳତା ପାଇଁ ବେଶ୍ ବଦନାମ ହୋଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ। ମହାବୀର ମରିବା ପରଠାରୁ ୨୦୧୮ ନଭେମ୍ବର…
ଘଉଡାଇବା ପାଇଁ ବାଟୁଳି, ଟେକା ପଥର ମାଡ଼: ବିପଦରେ ହାତୀଙ୍କ ଜୀବନ
ବଣାଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଉଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ ବନାଞ୍ଚଳରେ ଘୁରି…
ବ୍ରାହ୍ମଣୀ ନଦୀକୁ ଡେଇଁଲେ ନାବାଳିକା
ଲହୁଣୀପଡ଼ା/ବଣାଁଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ରଜାମୁଣ୍ଡା ପଞ୍ଚାୟତ ୧୪୩ ନମ୍ବର ଜାତୀୟ ରାଜପଥର ନରେନ୍ଦ୍ର ପୋଲ ଉପରୁ ବ୍ରହ୍ମଣୀ ନଦୀକୁ ଡେଇଁ ଜନୈକା ନାବାଳିକା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଗ୍ନିଶମ କର୍ମଚାରୀ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି…
ହାଇୱା ଧକ୍କାରେ ଚାଲିଗଲା ଠିକା କର୍ମଚାରୀଙ୍କ ଜୀବନ
ଝାରସୁଗୁଡ଼ା ଅଫିସ,୧୩।୧୦: ଝାରସୁଗୁଡ଼ା ଭୁର୍କାମୁଣ୍ଡାସ୍ଥିତ ବେଦାନ୍ତ ପ୍ରକଳ୍ପ ପରିସରରେ ଗୁରୁବାର ଏକ ହାଇୱା ଧକ୍କାରେ ଜଣେ ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସମ୍ବଲପୁର ଜିଲା ମହୁଲପାଲି ଥାନା କେଶେଇବାହାଲ ଗ୍ରାମର ରବୀନ୍ଦ୍ର ନାଥ ନାୟକ (୪୫)। ସେ ପାୱାରଟେକ…
ବଲାଙ୍ଗୀରରେ ଚାଲିଛି ବେଧଡ଼କ ସେକ୍ସ ର଼୍ୟାକେଟ
ବଲାଙ୍ଗୀର ଅଫିସ,୧୩।୧୦: ବଲାଙ୍ଗୀର ସହର ଭିତରେ ବେଧଡ଼କ ଭାବେ ସେକ୍ସ ର଼୍ୟାକେଟ ଚାଲିଛି। ସହରର ଶାସ୍ତ୍ରୀନଗର ପଡାର ଏକ ଘରେ ସେକ୍ସ ର଼୍ୟାକେଟ ଚାଲିଥିବା ନେଇ ଟାଉନ ପୋଲିସକୁ ସୂଚନା ମିଳିଥିଲା। ଗୁରୁବାର ପୋଲିସର ଏକ ଟିମ୍ ଘର ଉପରେ ଚଢାଉ…
ବିଷ ପିଇ ଜୀବନ ହାରିଲେ ନାବାଳକ
ସୋର,୧୩।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମଧୁସୂଦନପୁର ପଞ୍ଚାୟତ ଡଗାରା ଗ୍ରାମର ଜଣେ ନାବାଳକ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ଏକ ନାଳ ନିକଟରେ ମୁହଁମାଡି ପଡିଥିବାର ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର…
ସମ୍ବଲପୁର-ସୁନ୍ଦରଗଡ଼କୁ ଯୋଡ଼ିଲା ଲହରଙ୍ଗା ସେତୁ
ସମ୍ବଲପୁର,୧୩ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବ୍ଲକ ଲହରଙ୍ଗା ନଦୀରେ ନିର୍ମିତ ସେତୁ ବୁଧବାର ଉଦ୍ଘାଟିତ ହୋଇଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ଏହାକୁ ଉଦ୍ଘାଟନ କରିଥିଲେ। ଏହା ଦ୍ୱାରା ଗମନାଗମନ କ୍ଷେତ୍ରରେ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲା ଯୋଡିହୋଇଛି। ବାମରା…

