ଆମ ଜିଲା ଖବର

ଚିନ୍ତା ବଢ଼ାଇଛନ୍ତି ୧୯ଟିକିଆ ହାତୀପଲ

ଖୁଣ୍ଟୁଣୀ/ଚୌଦ୍ୱାର,୧୯l୧୧(ଡି.ଏନ୍‌.ଏ): ଚନ୍ଦକାରୁ ୧୫ଦିନ ହେଲା ପଳାଇ ଆସିଥିବା ୧୯ଟିକିଆ ହାତୀପଲ ଖୁଣ୍ଟୁଣୀ ବନାଞ୍ଚଳର ସୁନିଆଁମୁହଁ ସଂରକ୍ଷିତ ଜଙ୍ଗଲରେ ବିଚରଣ କରୁଥିତ୍ଲା ବେଳେ ଶୁକ୍ରବାର ଭୋର ସମୟରେ କୁଶପଙ୍ଗି ଦେଇ ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱ ଡିହସାହିକୁ ଚାଲି ଆସିଛନ୍ତି। ସେମାନେ ସକାଳ…

ବାଲିଯାତ୍ରା: ସମ୍ପୂର୍ଣ୍ଣ ଆୟବ୍ୟୟର ଅଡିଟ୍‌ ହେଉ

କଟକ ଅଫିସ,୧୯ା୧୧: ଐତିହାସିକ କଟକ ବାଲିଯାତ୍ରା ଗୁରୁବାର ଶେଷ ହୋଇଛି। ବାଲିଯାତ୍ରାରେ ଜିଲା ପ୍ରଶାସନ ମନମୁଖି କାର୍ଯ୍ୟକ୍ରମ କରିଥିବା ନେଇ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଟକ ମହାନଗର ପୂଜା କମିଟି ଓ ଶାନ୍ତି କମିଟି ପକ୍ଷରୁ…

ଦୀଘା ମୁହାଣରୁ ଧରାହେଲା ବିରଳ ପ୍ରଜାତିର ସଙ୍କର ଚିଲ ମାଛ

ଭୋଗରାଇ, ୧୯।୧୧(ଡି.ଏନ.ଏ.): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ମୁହାଣ ଗଭୀର ସମୁଦ୍ରରୁ ଶୁକ୍ରବାର ପୁଣି ଏକ ବିରଳ ପ୍ରଜାତିର ସଙ୍କର ଚିଲ ମାଛ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି। ଟ୍ରଲର ମାଲିକ ଏହି ମାଛକୁ ଦୀଘା ମାର୍କେଟ୍‌ ନିଲାମ କେନ୍ଦ୍ରକୁ ଆଣି ବିକ୍ରି…

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୧୯ା୧୧: ମାର୍ଗଶିର ମାସ କୃଷ୍ଣପକ୍ଷ ଦଶମୀ ତିଥିରେ ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ହେବ। ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦିଆଯିବା ଉଦ୍ଦେଶ୍ୟରେ ଏହି ନୀତି ହୋଇଥାଏ। ଏହି ଗୁପ୍ତ ନୀତି ସମୟରେ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର…

ବେଆଇନ ପଲିଥିନ ଜବତ

ଗୋପାଳପୁର,୧୮ା୧୧(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ୩ ଟନ୍‌ ୩୦୦ କେଜି ବେଆଇନ ପଲିଥିନ ଜବତ କରିଛି। ତେଲଙ୍ଗାନା ହାଇଦ୍ରାବାଦ ଅଞ୍ଚଳରୁ ଏକ ଟାଟା ଏସିଇ ଯୋଗେ ପଲିଥିନ ଲୋଡ଼ ହୋଇ ହଳଦିଆପଦର ଆସିଥିଲା। ଏହି ସମୟରେ ଗୋଳନ୍ଥରା ଥାନା ପୋଲିସ ବୁଧବାର ଉକ୍ତ…

ମାମୁଁ ଘରକୁ ବୁଲିବାକୁ ଆସି ନାବାଳିକା ଅପହରଣ: ଜଣେ ଗିରଫ

ଫୁଲବାଣୀ ଅଫିସ/ଚକାପାଦ, ୧୮ା୧୧: କନ୍ଧମାଳ ଜିଲା ଚକାପାଦ ଥାନା ପୋଲିସ ଜଣେ ଯୁବତୀଙ୍କୁ ଅପହରଣ ଏବଂ ବଳାତ୍କାର କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲା ବାଣୀଗୋଚ୍ଛା ଥାନା ଅଞ୍ଚଳର ବାସବ ନାୟକ(୨୫)। ଉକ୍ତ ଥାନା…

ବଧୂ ହତ୍ୟା ମାମଲାର ୩ ଗିରଫ

ବୁଗୁଡ଼ା,୧୮ା୧୧(ଡି.ଏନ.ଏ.): ବୁଗୁଡ଼ା ଥାନା ଅନ୍ତର୍ଗତ ଡେଙ୍ଗାପଦର ଗ୍ରାମର ୩ ଜଣ କନଭିକ୍ସନ୍‌ ଆସାମୀଙ୍କୁ ୱାରେଣ୍ଟି ବଳରେ ପୋଲିସ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସୁବାସ ଭୂୟାଁ, କନକ ଭୂୟାଁ ଓ ପ୍ରଦୀପ କୁମାର ଭୂୟାଁ। ଏ ନେଇ ଏସ୍‌ସି ନଂ…

ମୋବାଇଲ ଟାୱାର ବସାଇବାକୁ କହି ଠକେଇ: କଟକରୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୧୮ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ତିଳଦା ଗ୍ରାମର ଜନୈକା ମହିଳାଙ୍କୁ ମୋବାଇଲ ଟାୱାର ବସାଇବାକୁ କହି ଟଙ୍କା ହଡ଼ପ ଘଟଣାରେ କଟକରୁ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ତିଳଦା ଗ୍ରାମର…

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): କେନ୍ଦୁଝର ସହରର କୃଷି ବିଭାଗ ପୋଖରୀ ନିକଟ ମାଧପୁରଠାରେ କେନ୍ଦୁଝରଗଡ଼ ପୌରପାଳିକା ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ଜେସିବି ମେସିନ ସହାୟତାରେ ଉକ୍ତ ସ୍ଥାନଟି ଖାଲି କରାଯାଇଛି। ଉକ୍ତ ସ୍ଥାନରେ ଉଦ୍ୟାନ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ…

ଲାଞ୍ଚ ନେଇ ଭିଜିଲାନ୍ସର ଜାଲରେ ଲାଇନ୍‌ମ୍ୟାନ୍‌

ଫୁଲବାଣୀ ଅଫିସ/ଟିକାବାଲି,୧୮।୧୧: କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳର ବିଦ୍ୟୁତ ବିଭାଗର କର୍ମଚାରୀ କାଳୁ ଚରଣ ପଲେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ବିଦ୍ୟୁତ୍‌ ସଂଯୋଗ କରାଇ ଦେବାକୁ ଜଣେ ଗ୍ରାହାକଙ୍କଠାରୁ ୫ ହଜାର ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର…

୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବାଣକୁ ନିଆଁ ଲଗାଇ ନଷ୍ଟ କଲା ପୋଲିସ

ଗୋପାଳପୁର,୧୮ା୧୧(ଡି.ଏନ.ଏ.): ଦୀପାବଳି ପୂର୍ବରୁ ଗୋଳନ୍ଥରା ଓ ଗୋଷାଣୀ ନୂଆଗାଁ ପୋଲିସ ପକ୍ଷରୁ ଜବତ ହୋଇଥିବା ଲକ୍ଷାଧିକ ଟଙ୍କାର ବାଣକୁ ଶୁକ୍ରବାର ନଷ୍ଟ କରିଦିଆଯାଇଛି। ସୁମାଣ୍ଡିଠାରେ ବେଆଇନ ଭାବେ ଘରେ ବାଣ ବିକ୍ରି କରୁଥିବା ଖବର ପାଇ ଅକ୍ଟୋବର ୨୨ରେ ଗୋଳନ୍ଥରା ଥାନା…

କୋହଳ ଦଫା ଲଗାଇ ଖସାଇଦେବାକୁ ଯୋଜନା, ତେଜିଲା ଆନ୍ଦୋଳନ

ଭଞ୍ଜନଗର,୧୮ା୧୧(ଡି.ଏନ.ଏ): ଭଞ୍ଜନଗର ବାର୍‌ ଆସୋସିଏଶନର ବରିଷ୍ଠ ସଭ୍ୟା ଅଭାଙ୍ଗିନୀ ବିଷୋୟୀ, ତାଙ୍କ ଭାଉଜ ଓ ଭାଇଙ୍କ ସମେତ ଅବସରପ୍ରାପ୍ତ ଏସ୍‌ଆଇ ଏବଂ ଜଣେ ଯୁବକଙ୍କୁ ବୁଧବାର ରାତିରେ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ। ଏ ନେଇ ଥାନାରେ ଏତଲା ପ୍ରକାରେ ପୋଲିସ ଅଭିଯୁକ୍ତମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?