ନିଷିଦ୍ଧାଞ୍ଚଳରେ ପାଚେରି ନିର୍ମାଣକୁ ବିରୋଧ
ପୁରୀ ଅଫିସ, ୧୨।୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିଷିଦ୍ଧାଞ୍ଚଳରେ ପାଚେରି ନିର୍ମାଣକୁ ନେଇ ସାଧାରଣରେ ଅସନ୍ତୋଷ ବଢିବାରେ ଲାଗିଛି। ପାଚେରି ନିର୍ମାଣ କାର୍ଯ୍ୟ ପ୍ରକଳ୍ପ ଅନୁମତି ବହିର୍ଭୂତ ହୋଇଥିବାରୁ ଜଗନ୍ନାଥପ୍ରେମୀ ଏହାକୁ ବିରୋଧ କରିବା ଆରମ୍ଭ କରିଛନ୍ତି। ତେବେ ଭାରତୀୟ ପ୍ରତ୍ନତତ୍ତ୍ୱ…
୮ ମାସରେ ୪. ୪୧ କୋଟି ଜରିମାନା
ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ସହରର ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ସହ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ପୋଲିସ ତା’ର ପ୍ରୟାସ ଜାରି ରଖିଛି। ପୋଲିସ ଏବେ ତିନି ଜଣିଆ ବାଇକ ଆରୋହୀ (ଟ୍ରିପଲ ରାଇଡିଂ), ଭୁଲ…
ଆଉଟସୋର୍ସିଂ କର୍ମଚାରୀଙ୍କ ଧାରଣା
ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପ୍ରଶାସନିକ କୋଠା ସମ୍ମୁଖରେ ମଙ୍ଗଳବାର ୩୭ ଜଣ ଆଉଟସୋର୍ସିଂ କର୍ମଚାରୀ ମିଳିତ ଭାବେ ଗଣଧାରଣା ଦେଇଥିଲେ। କର୍ମଚାରୀମାନେ ବଦଳି ବନ୍ଦ କରିବା ଦାବିରେ ଦିନତମାମ ଧାରଣା ଦେବା ଫଳରେ ଭଞ୍ଜବିହାର ପରିସରରେ ଉତ୍ତେଜନା ବୃଦ୍ଧି ପାଇଥିଲା।…
ଆଜିଠୁ ଖୋଲିବ ଓଟି କମ୍ପ୍ଲେକ୍ସ
ବ୍ରହ୍ମପୁର ଅଫିସ,୧୨।୧୦: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ ଅଧୀକ୍ଷକଙ୍କ ଚାମ୍ବରରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏମକେସିଜି ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ଓ ଡ଼ିନ ଡା. ଅବନୀକାନ୍ତ ମିଶ୍ର ଅଧ୍ୟକ୍ଷତା କରିଥିଲେ। ସେହିପରି…
ନାଁକୁ ଚାଲିଛି ଜଗତ୍ସିଂହପୁର ଡିଷ୍ଟ୍ରିକ୍ଟ ପୋର୍ଟାଲ
ଜଗତ୍ସିଂହପୁର ଅଫିସ, ୧୨।୧୦: ଲୋକଙ୍କ ପାଖରେ ସହଜରେ ସୂଚନା ପହଞ୍ଚାଇବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସେଥିପାଇଁ ପ୍ରତି ଜିଲାରେ ପୋର୍ଟାଲ ରହିଛି। ନ୍ୟାଶନାଲ ଇନ୍ଫର୍ମେଟିଭ୍ ସେଣ୍ଟର (ଏନ୍ଆଇସି) ଏହାକୁ ପରିଚାଳନା କରୁଛି। ଲୋକେ ନେଟ୍ ଖୋଲି ପୋର୍ଟାଲ…
ସାଇବର ଠକେଇରୁ ବର୍ତ୍ତିଲେ ଯୁବକ
ବାଲେଶ୍ୱର ଅଫିସ, ୧୨।୧୦: ହ୍ବାଟସଆପରୁ ପରିଚୟ ହେବା ପରେ ନଗ୍ନ ଭିଡ଼ିଓ କଲ୍ କରି ଫସାଇବାକୁ ଉଦ୍ୟମ କରୁଥିବା ମହିଳାଙ୍କଠାରୁ ଅଳ୍ପକେ ବର୍ତ୍ତିଛନ୍ତି ବାଲେଶ୍ୱର ସହରର ଜଣେ ଯୁବକ। ତେବେ ହ୍ବାଟସଆପ ଭିଡ଼ିଓ କଲରେ ନିଜର ମୁହଁ ଦେଖାଇ ନ ଥିବାରୁ…
ଜିଲାପାଳଙ୍କ ସମ୍ମିଳନୀ କକ୍ଷରୁ ଖସିଲା ସିଲିଂ
ବାରିପଦା ଅଫିସ,୧୨।୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଫେସିଲିଟେସନ ସମ୍ମିଳନୀ କକ୍ଷର ସିଲିଂ ଖସିପଡ଼ିଛି ା ସୋମବାର ସନ୍ଧ୍ୟାରେ ସିଲିଂର ଅର୍ଦ୍ଧାଧିକ ଅଂଶ ଖସି ପଡ଼ିଥିବା ବେଳେ ଦାମୀ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଗୁଡ଼ିକ ଭାଙ୍ଗିରୁଜି ଯାଇଛି। ନିମ୍ନମାନର…
ବାଇକ୍ରେ ଆସି ଝାମ୍ପିନେଲେ ୧୧ଲକ୍ଷ
ସମ୍ବଲପୁର,୧୨।୧୦(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ହସ୍ପିଟାଲ ରୋଡ୍ର ଏକ ଏସି ମରାମତି ଦୋକାନ ମାଲିକ ମହମ୍ମଦ ଜିସାମଙ୍କଠାରୁ ମଙ୍ଗଳବାର ଲୁଟ୍ ହୋଇଛି। ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତମାନେ ଏକ ପଲସର ବାଇକ୍ରେ ଆସି ତାଙ୍କଠାରୁ ୧୧ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ସିସିଟିଭିକୁ ଆଧାରକରି…
ଖଣ୍ଡିଆଗୁଡ଼ାରେ ୧୩ ଦିନରେ ୬ ଜଣଙ୍କ ମୃତ୍ୟୁ
ତେନ୍ତୁଳିଖୁଣ୍ଟି,୧୨୧୦(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ସଦର ପଞ୍ଚାୟତ ଅନ୍ତର୍ଗତ ଖଣ୍ଡିଆଗୁଡ଼ା ଗ୍ରାମ ପରଜା ସାହିରେ ୧୩ ଦିନ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ସେପ୍ଟେମ୍ବର ୨୯ରେ ପ୍ରଥମେ ଚନ୍ଦ୍ରମା ଜାନିଙ୍କ ମୃତ୍ୟୁ ଘଟିଥିଲା। ପରେ ଅକ୍ଟୋବର ୧ ରେ ଗୋରୀ…
ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ହତ୍ୟା
ଫୁଲବାଣୀ ଅଫିସ/ବାଲିଗୁଡ଼ା/ ରାଇକିିଆ(ଡି.ଏନ୍.ଏ.), ୧୨।୧୦: କନ୍ଧମାଳ ଜିଲା ନୂଆଗାଁ ବ୍ଲକ ଗୁଞ୍ଜିବାଡ଼ି ପଞ୍ଚାୟତର ତଡ଼ବାଡ଼ି ଗ୍ରାମ ମୁଖ୍ୟରାସ୍ତା ପାଶର୍ବ ଏକ ବୁଦା ମୂଳରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ସେ ହେଲେ ସାରଙ୍ଗଡ଼ ପଞ୍ଚାୟତ କୁଳପଦର ଗ୍ରାମର ଟଟେ ମଲ୍ଲିକଙ୍କ…
ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଟିଇଟି
କଟକ ଅଫିସ, ୧୨।୧୦: ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦ୍ୱିତୀୟ ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର, ରାଉରକେଲା, କଟକ, ବ୍ରହ୍ମପୁର ସହର ଭଳି…
ହାଇକୋର୍ଟରେ ବଢ଼ିଛି ମାମଲା ଫଇସଲା ହାର
କଟକ ଅଫିସ,୧୨।୧୦: ନ୍ୟାୟିକ ବ୍ୟବସ୍ଥାରେ କରୋନା ମହାମାରୀ ବିରାଟ ପରିବର୍ତ୍ତନ ଆଣିଛି। ଭର୍ଚୁଆଲ କୋର୍ଟ ବ୍ୟବସ୍ଥା ଦ୍ୱାରା ଓକିଲ, ସାକ୍ଷୀ ଆଦି ଅଦାଲତକୁ ନ ଆସି ଭର୍ଚୁଆଲ ମାଧ୍ୟମରେ ହାଜର ହେବା ଫଳରେ ମାମଲାର ଶୁଣାଣି ଅଧିକ କ୍ରିୟାଶୀଳ ହୋଇପାରିଛି। ଫଳରେ…

