ଆମ ଜିଲା ଖବର

ଅପହରଣର ୨୪ଘଣ୍ଟା ପରେ ନାବାଳିକା ଉଦ୍ଧାର

ତୁମୁଡିବନ୍ଧ,୧୧ା୧୦(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅଞ୍ଚଳର ଜଣେ ୧୫ ବର୍ଷିିୟା ନାବାଳିକାଙ୍କୁ ରବିବାର ଅପହରଣ କରାଯାଇଥିଲା। ଏହାର ୨୪ଘଣ୍ଟା ପରେ ଅର୍ଥାତ୍‌ ସୋମବାର ମାଲିପଡା ରାସ୍ତାରେ ନାବାଳିକା ଜଣକ ଏକା ଚାଲି ଚାଲି ଯାଉଥିବା ବେଳେ ତୁମୁଡିବନ୍ଧ ପୋଲିସ ଉଦ୍ଧାର…

ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ପରିବାର

କେନ୍ଦୁଝର,୧୧ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଝୁମ୍ପୁରା ଗ୍ରାମରେ ଶ୍ୱଶୁର ଘରେ ଲୋକେ ନିର୍ଯାତନ ଦେଇ ବୋହୂଙ୍କୁ ପୋଡ଼ି ମାରି ଦେଇଥିଲେ। ବାପଘର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ସ୍ବାମୀଙ୍କୁ ଗିରଫ କରିଛି। ମାତ୍ର ପୋଲିସ ତଦନ୍ତରେ ଅବହେଳା କରି…

୧୩୪ ବୁଥ୍‌ର ନାମ ପରିବର୍ତ୍ତନ

ଭଦ୍ରକ ଅଫିସ, ୧୧ା୧୦: ଧାମନଗର ଉପ ନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ରାଜ୍ୟସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜାତୀୟ ସ୍ତରର…

ରାସ୍ତା ମରାମତି ନ ହେଲେ ଧାରଣା

ଭଦ୍ରକ ଅଫିସ, ୧୧ା୧୦: ଭଦ୍ରକ ସଦର ବ୍ଲକର ଚାରିତିରା-କାଜିପୋଖରୀ ଓ ବରପଦା ପଖିଆଗୁଡ଼ି ହନୁମାନ ଛକଠାରୁ ମିଟୁଆଣି ପର୍ଯ୍ୟନ୍ତ ବିପର୍ଯ୍ୟସ୍ତ ରାସ୍ତାର ମରାମତି ଦାବିରେ ଆସନ୍ତା ଅକ୍ଟୋବର ୧୯ ତାରିଖରେ ଭଦ୍ରକ-ଆନନ୍ଦପୁର ରାସ୍ତାର ବରପଦା ଛକରେ ଧାରଣା ଦେବାକୁ ସମ୍ପୃକ୍ତ ଗ୍ରାମବାସୀମାନେ…

ବିଳମ୍ବରେ ଅଣ୍ଡା, ଛତୁଆ ବଣ୍ଟନ ନେଇ ଅସନ୍ତୋଷ

ରସୁଲପୁର,୧୧ା୧୦ (ଡି.ଏନ.ଏ.): ରସୁଲପୁର ବ୍ଲକ ସମନ୍ବିତ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ମାନପୁର ଅଙ୍ଗନୱାଡ଼ି କେନ୍ଦ୍ରରେ ଅଣ୍ଡା ଛତୁଆ ବଣ୍ଟନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା ଏ ନେଇ ରସୁଲପୁର ମହିଳା ଓ ଶିଶୁ ବିକାଶ…

ଚିରସ୍ରୋତା ହେବ ଛିଣ୍ଡା ଖରସ୍ରୋତା

ଯାଜପୁର ଅଫିସ,୧୧ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ଛିଣ୍ଡା ଖରସ୍ରୋତାକୁ ପୁନରୁଦ୍ଧାର କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ଜଳ ସମ୍ପଦ ବିଭାଗର ଅଧସ୍ଥନ ସଚିବ ଭାଗିରଥି ପାଢୀ ପ୍ରକଳ୍ପ ନିର୍ମାଣ ଓ ଅନୁଦାନ…

ପଟ୍ଟାମୁଣ୍ଡାଇରେ ବଢୁଛି ନକଲି ଔଷଧ କାରବାର

ପଟ୍ଟାମୁଣ୍ଡାଇ,୧୧।୧୦ (ସ୍ବ.ପ୍ର.):ରୋଗରୁ ଆରୋଗ୍ୟ ଲାଭ ପାଇଁ ମନୁଷ୍ୟ ସେବନ କରୁଥିବା ଔଷଧ ଏବେ ମୃତ୍ୟୁର କାରଣ ସାଜିପାରେ ଏହା କେହି କଳ୍ପନାରେ ସୁଦ୍ଧା ଭାବି ପାରିବେ ନାହିଁ। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ମଧ୍ୟ ନକଲି ଔଷଧ ବଜାରରେ ବିକ୍ରି ଓ ସପ୍ଲାଇ କରାଯାଉଛି…

ମହାନଦୀ ଗିଳୁଛି ବହାକୁଦ କାଜୁ ଜଙ୍ଗଲ

ମହାକାଳପଡା,୧୧ା୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବହାକୁଦ ଗଁା ସଂଲଗ୍ନ ମହାନଦୀର ପଠାରେ ଥିବା କାଜୁ ଜଙ୍ଗଲ ଧ୍ୱଂସହେବାରେ ଲାଗିଛି। ଶତାଧିକ କାଜୁ ଗଛ ସମୁଦ୍ର ଜୁଆର ମାଡ଼ରେ ଭାସି ଯାଉଥିବା ଦେଖିବାକୁ ମିଳୁଛି। ଏହି କାଜୁ ଜଙ୍ଗଲ…

ହବିଷିଆଳିଙ୍କୁ ଶାଲ୍‌ ଉପହାର ଦେବେ ସରକାର

ପୁରୀ ସହର,୧୧ା୧୦: ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅର୍ନ୍ତଭୂକ୍ତ ବୃନ୍ଦାବତୀ ନିବାସକୁ ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିବା ସହ କାର୍ତ୍ତିକ ହବିଷିଆଳି ବ୍ରତ-୨୦୨୨ର ଶୁଭାରମ୍ଭ କରିଛନ୍ତି। ୧୧୮ଟି କୋଠରି ଥିବା ଆଠମହଲା ବିଶିଷ୍ଟ…

ଡାକ୍ତରଙ୍କ ବ୍ୟାଙ୍କ ଖାତାରୁ ୩.୨୫ଲକ୍ଷ ଲୁଟ୍‌

ବ୍ରହ୍ମପୁର ଅଫିସ,୧୧ା୧୦:ଜଣେ ଡାକ୍ତର ସାଇବର ଠକେଇର ଶିକାର ହୋଇଛନ୍ତି। ସେ ହେଲେ ଗଜପତି ଜିଲା ଆର୍‌.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସର୍ଜରି ବିଭାଗର ଡା.ଲକ୍ଷ୍ମୀକାନ୍ତ ଚାନ୍ଦ। ଗତ ଶନିବାର ତାଙ୍କ ଏସ୍‌ବିଆଇ ଆକାଉଣ୍ଟ ଜମାଖାତାରୁ ଅନ୍‌ଲାଇନ୍‌ରେ ପ୍ରାୟ ୩.୨୫ଲକ୍ଷ ଟଙ୍କା କେହି…

ଅଭାବରୁ ପଶିଛି ଚିନ୍ତା

ଯାଜପୁର ଅଫିସ/ପୁରୀ ଅଫିସ,୧୧ା୧୦:ରାଜ୍ୟର ପୁରୀ ଶ୍ରୀମନ୍ଦିର ସମେତ ଅନ୍ୟାନ୍ୟ ୨୦ଟି ପ୍ରକଳ୍ପର ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏହି କାର୍ଯ୍ୟ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିଃ ବା ଓଡ଼ିଶା ବ୍ରିଜ ଆଣ୍ଡ କନ୍‌ଷ୍ଟ୍ରକ୍ସନ କର୍ପୋରେଶନ ଲିମିଟେଡ(ଓବିଆଣ୍ଡସିସି)କୁ ଦାୟିତ୍ୱ ଦିଆଯାଇଛି। ହେଲେ…

ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ: ସ୍ତ୍ରୀଙ୍କ ଏତଲା ଆଧାରରେ ମାମଲା ରୁଜୁ

ଆର୍‌.ଉଦୟଗିରି,୧୦ା୧୦(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଥାନାରେ ମାମଲା ରୁଜୁ କରିଛି। ଶାଙ୍କଙ୍କ ସ୍ତ୍ରୀ ସୁଶୀଳା ମୁର୍ମୁଙ୍କ ଏତଲା ଆଧାରରେ ଅଡବା ପୋଲିସ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?