ଆମ ଜିଲା ଖବର

ହାତୀ ମୃତ୍ୟୁ ରୋକିବ ସୌର ତାରବାଡ଼

    ଯୋଡ଼ା,୯।୧୦(ଡି.ଏନ୍‌.ଏ.):କେନ୍ଦୁଝର ବନଖଣ୍ଡର ଚମ୍ପୁଆ ରେଞ୍ଜ ଅଧୀନ ତଥା ଯୋଡ଼ା ବନପାଳ ଅନ୍ତର୍ଗତ ଯୁରୁଡ଼ି କ୍ରେଚ୍‌ ହଟିଂ ରେଲ୍‌ୱେ କ୍ରସିଂ ନିକଟରେ ହାତୀଙ୍କୁ ସୁରକ୍ଷା ଉଦ୍ଦେଶ୍ୟରେ ଏକ ଝୁଲନ୍ତା ସୌର ତାରବାଡ଼ (ହ୍ୟାଙ୍ଗି ସୋଲାର ଫେନ୍ସିଂ) ବ୍ୟବସ୍ଥା କରାଯାଇଛି। ଏହାକୁ…

ଧାମନଗର:ଛିଡୁନି ଅଙ୍କକଷା

ଭଦ୍ରକ ଅଫିସ/ ଧାମନଗର,୯।୧୦ (ଡି.ଏନ.ଏ): ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜନୈତିକ ପାଣିପାଗ ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଏହି ଆସନକୁ ନିଜ ଅକ୍ତିଆରକୁ ନେବାକୁ ପୂରା ଦମ…

ସିଆର୍‌ପିଏଫ୍‌ କନ୍‌ଷ୍ଟେବଲ ବହିଷ୍କୃତ

ଜଗତ୍‌ସିଂହପୁର ଅଫିସ, ୯।୧୦: ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେଇ ସିଆର୍‌ପିଏଫ୍‌ (ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ)ରେ କନ୍‌ଷ୍ଟେବଲ ଭାବେ ନିଯୁକ୍ତିି ପାଇଥିବା ଜଗତ୍‌ସିଂହପୁର ଜିଲାର ଜଣେ ବ୍ୟକ୍ତି ଚାକିରିରୁ ବହିଷ୍କୃତ ହୋଇଛନ୍ତି। ସେ ହେଲେ ତିର୍ତ୍ତୋଲ ଥାନା ଅନ୍ତର୍ଗତ ବେଗୁନିଆ କୋର୍କର…

୩ ମାସ ମିଳିନି କଳାକାର ଭତ୍ତା

ଭଞ୍ଜନଗର,୯।୧୦(ଡି.ଏନ.ଏ):ଗଞ୍ଜାମ ଜିଲାର ପ୍ରାୟ ୧୮ଶହ କଳାକାରଙ୍କୁ ୩ ମାସ ହେଲା କଳାକାର ଭତ୍ତା ମିଳିନାହିଁ। ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଭତ୍ତା ପାଉଥିବା ଏହି କଳାକାରମାନଙ୍କ ପରିବାର ଏବେ ଚିନ୍ତାରେ ଅଛନ୍ତି। ଗତ ଜୁଲାଇରେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ…

ଲାଠିରେ ବ୍ୟାପିଲା ଝାଡ଼ାବାନ୍ତି

ବ୍ରହ୍ମପୁର ଅଫିସ,୯।୧୦:ଗଞ୍ଜାମ ଜିଲାରେ ଗତ କିଛିମାସ ହେଲା ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଲାଠି ଗ୍ରାମରେ ଗତ ୧ ତାରିଖଠାରୁ ଝାଡ଼ାବାନ୍ତି ବ୍ୟାପିଛି । ୩୭ଜଣ ଶିଶୁ, ମହିଳା ଓ ବୃଦ୍ଧ ଏବେ ଆକ୍ରାନ୍ତ…

ନର୍ଦ୍ଦମା ପାଖରେ ଖାଦ୍ୟ ପ୍ରସ୍ତୁତି

ପୁରୀ ଅଫିସ,୯।୧୦:ମଣିଷ ପାଇଁ ଖାଦ୍ୟ ଯେତେ ଜରୁରୀ, ଶରୀର ପାଇଁ ସୁଷମ ଓ ପୁଷ୍ଟିସାର ଖାଦ୍ୟ ସେତିକି ଆବଶ୍ୟକ। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ଯେଉଁଭଳି ଭାବେ ବର୍ତ୍ତମାନ ଖାଦ୍ୟର ମାନ କମିବା ସହ ନକଲି ପଦାର୍ଥରେ ଖାଦ୍ୟ ପ୍ରସ୍ତୁତି ହେଉଛି,…

ଠେଙ୍ଗାପାଳି କରି ଚୋର ଜଗୁଛନ୍ତି ଗ୍ରାମବାସୀ

ବୋଲଗଡ଼,୯।୧୦(ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲା ବୋଲଗଡ଼ ଏବଂ ବେଗୁନିଆ ଥାନା ଅଞ୍ଚଳରେ ଚୋରି ବୃଦ୍ଧି ପାଇବାରେ ଲାଗିଛି। ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ଧଳାପଥର ଫାଣ୍ଡି ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମରେ ଚୋରି ବଢ଼ିଚାଲିଥିବାରୁ ଗ୍ରାମବାସୀ ଠେଙ୍ଗାପାଳି କରି ଗ୍ରାମ ଜଗୁଥିବା ଦେଖିବାକୁ…

ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦେବି: ପ୍ରସନ୍ନ

ଖୋର୍ଦ୍ଧା ଅଫିସ/ବାଣପୁର,୯।୧୦ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ଅଲାଇଢ଼ିହ ଗ୍ରାମର ଦୃଷ୍ଟିବାଧିତ ପ୍ରସନ୍ନ କୁମାର ପଣ୍ଡା ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ ପରୀକ୍ଷା(ଓସିଏସ୍‌)ରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।…

ହାତିଆସୁଣୀ ପୀଠର ଉନ୍ନତୀକରଣ କରାଯାଉ

ବୋଲଗଡ଼, ୯।୧୦(ଡି.ଏନ୍‌.ଏ.):ରା.େଜ୍ୟ ସରକାର ବିଭିନ୍ନ ପୀଠର ପୁନରୁଦ୍ଧାର ଏବଂ ଉନ୍ନତୀକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ ଅନ୍ତର୍ଗତ ସାଗରଗଁା ଗ୍ରାମରେ ଥିବା ହାତିଆସୁଣୀ ପୀଠ ଅବହେଳିତ ଅବସ୍ଥାରେ ରହିଛି,…

୯ବର୍ଷର ପୁତୁରାଙ୍କୁ ଚେଙ୍କ

କଟକ ଅଫିସ, ୯।୧୦: ମା’ଙ୍କ ଅକାଳ ବିୟୋଗ ପରେ ବାପା ୨ୟ ବିବାହ କଲେ। ହେଲେ ସେମାନଙ୍କଠାରୁ ଠିକ୍‌ରେ ଯତ୍ନ ନ ପାଇବାରୁ ଦାଦାଖୁଡ଼ୀଙ୍କୁ ଭରସା କଲେ। ସେମାନେ ମଧ୍ୟ ନିଷ୍ଠୁର ହୋଇଗଲେ। ପାଠପଢ଼ା ବୟସରେ କାମ ନ କରିବାରୁ ୯ବର୍ଷୀୟ…

ବିଲୁପ୍ତି ପଥେ ମୂଷାନଈ

ଏକଦା ପୁରୀର ଜୀବନରେଖା କୁହାଯାଉଥିବା ମୂଷାନଈ ବିଲୁପ୍ତ ହେବାକୁ ବସିଲାଣି। ଜବରଦଖଲ ଓ ବେଆଇନ କୋଠାବାଡ଼ି ନିର୍ମାଣ ଯୋଗୁ ଏହା ସଙ୍କୁଚିତ ହୋଇ ଏବେ ଏକ କ୍ଷୁଦ୍ର ଜଳାଶୟ ପାଲଟିଛି। ମୂଷାନଈର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ…

ବାଲିଯାତ୍ରା ଲାଗି ଆରମ୍ଭ ହେଲା ପ୍ଲଟ୍‌ ବୁକିଂ

କଟକ ଅଫିସ, ୮ା୧୦: ବାଲିଯାତ୍ରା ପାଇଁ ଆରମ୍ଭ ହେଲା ପ୍ଲଟ ବୁକିଂ। ଉଭୟ ଉପର ଓ ତଳ ବାଲିଯାତ୍ରା ପଡ଼ିଆ ଲାଗି ଏକ ହଜାର ବର୍ଗ ଫୁଟ ଯାଏ ବ୍ୟବସାୟୀମାନେ ପ୍ଲଟ୍‌ ବୁକିଂ କରି ପାରିବେ। ଗୋଟିଏ ପ୍ଲଟ୍‌କୁ ପଞ୍ଜିକରଣ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?