ଆମ ଜିଲା ଖବର

ଦୁଇ ଦୁଇ ଥର ଓସିଏସ୍‌ରେ କୃତକାର୍ଯ୍ୟ, ବିନା କୋଚିଂରେ ସଫଳତା

ପାଟଣା,୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖୁଣ୍ଟାପଡ଼ା ପଞ୍ଚାୟତ ପିପିଳିଆ ଗ୍ରାମର ୩୯ ବର୍ଷୀୟ ଗିରିଜାନନ୍ଦନ ହିନ୍ଦୟାର ଦ୍ୱିତୀୟ ଥର ପାଇଁ ଓସିଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ର଼୍ୟାଙ୍କ ୧୦୧ରେ ଅଛନ୍ତି। ଏଥିପୂର୍ବରୁ ଗିରିଜା ୨୦୧୫ ରେ ଓସିଏସ୍‌ରେ କୃତକାର୍ଯ୍ୟ…

୧୦ କି.ମି. ଭାରରେ ବୁହାହେଲେ ରୋଗୀ

ମାଥିଲି,୮ା୧୦(ଡି.ଏନ୍‌.ଏ.): ରାଜ୍ୟ ସରକାର ସବୁ ଗ୍ରାମକୁ ପକ୍କା ରାସ୍ତା ଯୋଗାଇ ଦେଉଥିବା କହୁଛନ୍ତି। ମାତ୍ର ଦୁର୍ଗମ ଅଞ୍ଚଳରେ ଏପରି ଗ୍ରାମ ରହିଛି, ସେଠାକୁ ଏଯାଏ ପକ୍କା ରାସ୍ତାଟିଏ ନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଜଣା ଗାଡ଼ି ଧକ୍କାରେ ୭ ଗୋରୁଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୧୦: ଢେଙ୍କାନାଳ ଜିଲା କଣ୍ଟା ବଣିଆ ଥାନା ଅଞ୍ଚଳର ୫୫ ଜାତୀୟ ରାଜପଥରେ ଶନିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ୭ ଗୋରୁଙ୍କ ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ୩ ଗାଈ, ୩…

ପୋଲିସ ଗାଡିକୁ ପିଟିଲା ଟ୍ରକ୍‌: ୩ ଗୁରୁତର

ବାରିପଦା ଅଫିସ,୮।୧୦: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣୀ ମଞ୍ଚାବନ୍ଧା ମଧ୍ୟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ପୋଲିସଗାଡି ସହ ଏକ ଘୁଷୁରୀ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି । ଗାଡିରେ…

ପଲିଥିନ ତଳେ ଜୀବନ

ଦଶମନ୍ତପୁର,୮ା୧୦ (ଡି.ଏନ.ଏ.): ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ଖଣ୍ଡିଏ ନାହିଁ । ଭଙ୍ଗା ଦଦରା ପଲିଥିନଟଣା ଛପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ୨ ପ୍ରାଣୀ। ଘର ଭିତରୁ ଚାହିଁଲେ ଦିନରେ ସୂର୍ଯ୍ୟ, ରାତିରେ ତାରା ଦେଖାଯାଉଛି। ବର୍ଷାଦିନେ ଅବସ୍ଥା ନ କହିବା ଭଲ। ବର୍ଷାପାଣି…

ମହିଳାଙ୍କୁ ସ୍ବାବଲମ୍ବୀ କରୁଛି ଟସର

ମାଲକାନଗିରି,୮।୧୦(ଡି.ଏନ.ଏ.): ମହିଳାଙ୍କୁ କିପରି ଅଧିକ ସ୍ବାବଲମ୍ବୀ କରାଯିବ ଏବଂ ସେମାନେ ଆତ୍ମନିର୍ଭରଶୀଳ ହୋଇପାରିବେ ସେହି ଲକ୍ଷ୍ୟ ନେଇ ଓଡ଼ିଶା ଜୀବିକା ମିଶନ ଏବଂ ମିଶନ ଶକ୍ତିର ପ୍ରଚେଷ୍ଟାରେ ଉପାନ୍ତ ଅଞ୍ଚଳରେ ପ୍ରତିଷ୍ଠା ହୋଇଛି ଟସର ତାଲିମ କେନ୍ଦ୍ର। ମାଲକାନଗିରି ଜିଲା କାଲିମେଳା…

ଅନନ୍ୟ ପରମ୍ପରା ବଏଲ ଯାତ୍ରା

କୋଲାବିରା,୮ା୧୦ (ଡି.ଏନ.ଏ.): କୋଲାବିରାର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀଙ୍କ ପ୍ରସିଦ୍ଧ ବଏଲ ଯାତ୍ରା ଦଶମୀ ତିଥିରେ ସମ୍ପନ୍ନ ହୋଇଛି। କରୋନା ପାଇଁ ଦୁଇବର୍ଷ ଧରି ଯାତ୍ରା ବନ୍ଦ ରହିଥିଲା। ଏଥର ଦକ୍ଷିଣକାଳୀ ଦେବୀଙ୍କ ପ୍ରତୀକ ବାହନ ବରୁଆଙ୍କ ଦର୍ଶନ ପାଇଁ ଲୋକଙ୍କ…

ନିଜସ୍ବ ପାର୍କିଂ ବ୍ୟବସ୍ଥା ନ କଲେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ ୱେ କଡରେ ଅନେକ ଶିଳ୍ପାନୁଷ୍ଠାନ ଗଢିଉଠିଛି। ଏହି କମ୍ପାନୀ ସମ୍ମୁଖ ରାସ୍ତା ଉପରେ ପ୍ରତିଦିନ ହଜାର ସଂଖ୍ୟାରେ ଟ୍ରକ ଛିଡା ହୋଇ ରହୁଛି। ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ବୋର୍ଡ ସମ୍ବଲପୁର ଆଞ୍ଚଳିକ ଶାଖା ପକ୍ଷରୁ…

ଆଜି ନାମାଙ୍କନର ଦ୍ୱିତୀୟ ଦିନ: ପ୍ରଚାର ମଇଦାନରେ ଦଳୀୟ କର୍ମୀ

ଭଦ୍ରକ ଅଫିସ, ୮।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନର ଆଜି ଦ୍ୱିତୀୟ ଦିନ ଥିବା ବେଳେ ପ୍ରଥମ ଦିନରେ କେହି ପାର୍ଥିପତ୍ର ଦାଖଲ କରିନାହାନ୍ତି। ତେବେ କୌଣସି ଦଳ ପ୍ରାର୍ଥୀ ଘୋଷଣା କରି ନ ଥିବା ବେଳେ ପ୍ରଚାର…

ଭୋଗ ହେଉ ନ ଥିବାରୁ ଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଦେବଗଡ଼,୮।୧୦, (ଡି ଏନ ଏ): ସାରା ବିଶ୍ୱର ଆରାଧ୍ୟ ପ୍ରତିଟି ଜନ ସାଧାରଣଙ୍କ ଭାବାବେଗ ସହ ଜଡିତ ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ପୁରୁଣାଗଡ଼ ଠାରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ତାଲା ପଡିବା ସହ ଭୋଗ ନ ଲାଗିବାକୁ ନେଇ ଶୁକ୍ରବାର…

ଗୋହିରା ଡ୍ୟାମ୍‌ ଜଳରେ ଭାସିଯାଇଥିବା ୯ ଉଦ୍ଧାର

ରିଆମାଳ/ଦେବଗଡ଼,୮।୧୦ (ଡି.ଏନ୍‌.ଏ.): ଦେବଗଡ ଜିଲାର ଗୋହିରା ଡ୍ୟାମର ଜଳ ନିଷ୍କାସନ ବେଳେ ଭାସିଯାଇଥିବା ୯ଜଣ ଉଦ୍ଧାର ହୋଇଛନ୍ତି। ଶୁକ୍ରବାର ତଳମୁଣ୍ଡରେ ଗୋହିରା ନାଳରେ ଫଟୋ ଉଠାଇବାକୁ ଯାଇଥିବା ୫ଜଣ ଓ ଗାଧୋଇବାକୁ ଯାଇଥିବା ୪ଜଣ ଭାସିଯାଇଥିଲେ। ଭାସିଯାଇଥିବା ସମସ୍ତେ ରିଆମାଳ ଥାନା…

ହକରଙ୍କ ପୁଅ ଓସିଏସ୍‌ରେ ଉତ୍ତୀର୍ଣ୍ଣ

ଅନୁଗୋଳ ଅଫିସ, ୮ା୧୦ : ପିଲାବେଳେ ଏକ ଦୁର୍ଘଟଣା ତାଙ୍କୁ ଦିବ୍ୟାଙ୍ଗ କରିଦେଇଥିଲା। ହେଲେ ଏହି ଶାରୀରିକ ଅକ୍ଷମତା ତାଙ୍କ ମନୋବଳକୁ ଭାଙ୍ଗିପାରି ନ ଥିଲା। ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ନିଜ ମେଧା ପ୍ରଦର୍ଶନ କରି ସେ ୨୦୧୯ ଓଡ଼ିଶା ସିଭିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?