ବରଗଡ଼ରେ ଏଏପିର ବିକ୍ଷୋଭ ଶୋଭାଯାତ୍ରା
ବରଗଡ଼,୨୭ା୧୧(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଦିବସ ଓ ଦଳର ସ୍ଥାପନା ଦିବସ ଅବସରରେ ବୁଧବାର ଆମ ଆଦମୀ ପାର୍ଟି ଓଡ଼ିଶା (ଏଏପି) ପକ୍ଷରୁ ବରଗଡ଼ ସହରରେ ବିକ୍ଷୋଭ ଶୋଭାଯାତ୍ରା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲଖପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଗତ ସାଧାରଣ ନିର୍ବାଚନ…
ଓଏଫ୍ଏସ୍ ପରୀକ୍ଷାରେ ୧୨୭ ତମ ସ୍ଥାନ ଅଧିକାର କରି ଅଞ୍ଚଳ ପାଇଁ ଗୌରବ ଆଣିଲେ ନିକେଶ, ଗୋଟିଏ ଥରରେ ପରୀକ୍ଷା ଦେଇ…
ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ):ପ୍ରକାଶ ପାଇଥିବା ଓଏଫ୍ଏସ୍ ପରୀକ୍ଷାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ନିକେଶ ପ୍ରଧାନ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେ ୧୨୭ ତମ ସ୍ଥାନ ଅଧିକାର କରି ନିଜ ଅଞ୍ଚଳ ଓ ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି ।…
ରୋଷେଇ ଛାଡି ଫୋନ୍ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ
ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍ରେ ଗପିଚାଲିଥିଲେ। ଏଥିରେ ରାଗି ଯାଇ ସ୍ବାମୀ ଚୁଲିଫୁଙ୍କା ନଳରେ ପିଟିବାରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଏହିଭଳି ଘଟଣା ଘଟିଛି…
ଭାଇ ବାହା ଘରୁ ଫେରିଲା ବେଳେ ବାଟରେ ଗାଡ଼ି ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ
ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ଭାଇର ବାହାଘର ସାରି ରାୟଗଡା ଫେରିଲା ବେଳେ ଏକ ସଡ଼କ ଦୁର୍ଘଟଣାରେ ଭଉଣୀ ମୃତ୍ୟୁବରଣ କରିଥିବା ଭଳି ଦୁଃଖଦ ଘଟଣା ଘଟିଛି । ମୃତ୍ୟବରଣ କରିଥିବା ଯୁବତୀ ଜଣଙ୍କ ହେଲେ ମିଲି ଗୌଡ଼ । ସୂଚନାରୁ ଜଣାପଡିଛି…
‘ନାଗରିକଙ୍କ ସୁରକ୍ଷା କବଚ ଭାବେ କାର୍ଯ୍ୟ କରୁଛି ମୌଳିକ ଅଧିକାର’
ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ କମ୍ପ୍ଲେକ୍ସରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୁଧବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଖେମୁଣ୍ଡି ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ଆଲୋଚନା…
୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ବାନ୍ଧିଲା ପୋଲିସ
ସାକ୍ଷୀଗୋପାଳ,୨୬ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ପୋଲିସ ପକ୍ଷରୁ ଅପରେଶନ ଚକ୍ର ଆଧାରରେ ନିଶା କାରବାର ବିରୋଧରେ ଚାଲିଥିବା କାର୍ଯ୍ୟାନୁଷ୍ଠାନକୁ ଆଉ ଏକ ସଫଳତା ମିଳିଛି। ବେଆଇନ ନିଶା କାରବାର ଚଳାଉଥିବା ଖବରପାଇ ସତ୍ୟବାଦୀ ଥାନା ପୋଲିସ ସାକ୍ଷୀଗୋପାଳ କଲେଜ ଛକଠାରୁ…
ମା’ଙ୍କ ଏକାଦଶାହରେ ଚାଲିଗଲା ସାନପୁଅଙ୍କ ଜୀବନ, ଦ୍ୱାଦଶାହରେ ବି ଚାଲିଗଲେ ବଡ଼ପୁଅ
ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟ ମା’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଟାଟା ଏସି ଗାଡ଼ି ଏବଂ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ସାନଭାଇ ଅଜୟ…
ଚାଲିଥିଲା ବାଲ୍ୟ ବିବାହ, ପହଞ୍ଚିଗଲେ ବଜରଙ୍ଗ ଦଳ କର୍ମୀ, ଆଉ ତା’ ପରେ…
ବରଗଡ଼,୨୬ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରସ୍ଥିତ ଗୋବିନ୍ଦପାଲିରେ ବୁଧବାର ଜଣେ ନାବାଳିକା(୧୩)ଙ୍କ ସହିତ ୨୯ବର୍ଷର ଜଣେ ଯୁବକଙ୍କ ସହିତ ବିବାହ ଚାଲିଥିଲା। ତେବେ ଏହି ସମୟରେ ସ୍ଥାନୀୟ ବଜରଙ୍ଗ ଦଳ କର୍ମୀଙ୍କ ହସ୍ତକ୍ଷେପ ପରେ ବିବାହ ଅଟକିଥିଲା। ଖବର ପାଇ ବରଗଡ଼ ଟାଉନ…
ନ୍ୟାୟ ଦାବି କଲେ ଓଏଭି ଶିକ୍ଷକ-କର୍ମଚାରୀ: ଶାନ୍ତିପୂର୍ଣ୍ଣ ଧାରଣାରେ ବସି…
ଥୁଆମୂଳ ରାମପୁର,୨୬ା୧୧(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷକ-କର୍ମଚାରୀମାନଙ୍କ ନ୍ୟାୟ ସଙ୍ଗତ ଦାବି ଏବଂ ଦୀର୍ଘ ଦିନ ଧରି ଉପେକ୍ଷିତ ସମସ୍ୟାଗୁଡ଼ିକର ସମାଧାନ ପାଇଁ ଗତ ୨୪ ତାରିଖଠାରୁ ରାଜ୍ୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ କର୍ମଚାରୀ ସଂଘ ପକ୍ଷରୁ…
ଏଣିକି ଗୁଣ୍ଡିଚା ମନ୍ଦିର ଗଲେ ପଡ଼ିବ ଟିକେଟ୍, ଦାମ୍ ରହିଛି…
ପୁରୀ,୨୬ା୧୧: ଡିସେମ୍ବର ୧ରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ପରୀକ୍ଷାମୂଳକ ଭାବେ ଟିକେଟ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଭକ୍ତଙ୍କ ପିଛା ଟିକେଟ୍ର ମୂଲ୍ୟ ୧୦ ଟଙ୍କା ରହିବ।…
ଘରକୁ ଫେରିବାବେଳେ ଦୁର୍ଘଟଣା: ବାଇକ୍ ଚାଳକଙ୍କୁ ପିଟିଲା ପିକ୍ଅପ୍
ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପଳାଶପୁର-ଡେଙ୍ଗାଓସ୍ତା ରାସ୍ତାର ଲୁଣିଲାଠି ଗ୍ରାମ ନିକଟରେ ବୁଧବାର ଅପରାହ୍ନରେ ପିକ୍ଅପ୍ ଭ୍ୟାନ୍ (ନଂ.ଓଡି ୦୫ ବିଜି-୨୨୦୬) ଏକ ବାଇକ୍ (ନଂ.ଓଡି୦୫ ଡବ୍ଲ୍ୟୁ – ୮୮୯୬)କୁ ଧକ୍କା ଦେବାରୁ ବାଇକ୍ ଚାଳକ ପାଟପୁର…
୪୦ ଫୁଟ ତଳକୁ ଖସିଲା ମକା ବୋଝେଇ ଟ୍ରକ୍, ଚାଲିଗଲା ଡ୍ରାଇଭରଙ୍କ ଜୀବନ
କୋକସରା,୨୬ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି, ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ବୁଧବାର ଏକ ଟ୍ରକ୍ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଡ୍ରାଇଭର ସତ୍ୟ ପଟେଲ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଜାତୀୟ ରାଜପଥ…
Archives


