ଆମ ଜିଲା ଖବର

ଜୁଆ ଆଡ୍ଡାରେ ଚଢ଼ାଉ: ୧୫୨ ଗିରଫ, ୪ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୭ା୧୦-କୁମାର ପୂର୍ଣ୍ଣିମା ପୂର୍ବରୁ ଗଞ୍ଜାମ ଜିଲାରେ ଏକାଧିକ ସ୍ଥାନରେ ଜୁଆଖେଳ ଚାଲିଛି। ପୋଲିସ ଜୁଆ ଆଡ୍ଡାରେ ଚଢ଼ାଉ କରି ପରମ୍ପରାର ଦ୍ୱାହି ଦେଇ ଏହି ବେଆଇନ ଖେଳରେ ମାତିଥିବା ଲୋକଙ୍କୁ ଧରୁଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ଓ ବ୍ରହ୍ମପୁର…

ଶ୍ରୀକ୍ଷେତ୍ରରେ ଗୋଷାଣୀ ଯାତ୍ରା: ଏକାଠି ହେଲେ ୬୦ ମେଢ଼

ପୁରୀ ଅଫିସ, ୭।୧୦: ଶ୍ରୀକ୍ଷେତ୍ରରେ ଶୁକ୍ରବାର ପ୍ରସିଦ୍ଧ ଗୋଷାଣୀ ଯାତ୍ରା ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିର ସିଂହଦାର ନିକଟରେ ସାତ ସାହି ୪୨କନ୍ଦିର ପ୍ରାୟ ୬୦ଟି ମେଢ ଏକାଠି ହେଉଛନ୍ତି। ମା’ ବାରବାଟୀ, ଜହ୍ନିଖାଇ, ଶୂନ୍ୟଗୋଷାଣୀ, ବେଲବାଇ, ଗେଲବାଇ, ନାଗା, ସିମ୍ପାଥି, ବୁଢାବୁଢି,…

ଗଞ୍ଜେଇ ସହ ଧରାପଡ଼ିଲେ ବ୍ୟବସାୟୀ

ବାରିପଦା ଅଫିସ,୭ା୧୦: ମୟୂରଭଞ୍ଜ ଜିଲା ବାରିପଦା ସହର ଅଧୀନ ୧୫ନଂ.ୱାର୍ଡ ପୂର୍ଣ୍ଣଚନ୍ଦ୍ରପୁର ଅଞ୍ଚଳରୁ ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ଅବକାରୀ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ବିଜୟ ରାଉତ(୪୭)। ତାଙ୍କଠାରୁ ୧ କେ.ଜି.୬୫୦ ଗ୍ରାମ ଗଞ୍ଜେଇ…

ସନ୍ଦେହ କରି ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା

କପ୍ତିପଦା,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶରତ ଥାନା ଅଧୀନ କାଠଚୁଆ ଗ୍ରାମରେ ଏକ ଅଘଟଣ ଘଟିଛି। ଜଣେ ଯୁବକ ନିଜ ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା ପରେ ମୃତଦେହ ନଦୀରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ରତନା ସାମାଡ଼ଙ୍କୁ ଗିରଫ…

ଶିଶୁ ମୃତ୍ୟୁର ୨୪ ଘଣ୍ଟା ନ ପୂରୁଣୁ ଚାଲିଗଲା ନାବାଳିକା ମା’ଙ୍କ ଜୀବନ

ଜି.ଉଦୟଗିରି,୭ା୧୦(ଡି.ଏନ୍‌.ଏ.): ଜି.ଉଦୟଗିରି ସେବା ସଦନରେ ରହୁଥିବା ଜଣେ ସପ୍ତମ ଶ୍ରେଣୀ ନାବାଳିକା ବୁଧବାର ରାତିରେ ଏକ ମୃତ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଏହି ଘଟଣାର ୨୪ ଘଣ୍ଟା ନ ପୂରୁଣୁ ନାବାଳିକା ମା’ଙ୍କ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରାତିରେ ମୃତ୍ୟୁ…

ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ଅପରାଜିତା

ଆରଡି, ୭।୧୦( ଡି.ଏନ.ଏ.): ଭାଜପା ପ୍ରବକ୍ତା ତଥା ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡଙ୍ଗୀ ଶୁକ୍ରବାର ଭଦ୍ରକ ଜିଲାର ଶୈବପୀଠ ଆରଡିରେ ପହଞ୍ଚିଛନ୍ତି। ଶହଶହ ଭାଜପା କର୍ମୀ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ଏହାପରେ ସେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରି ପୀଠରେ…

ମା’ ଝିଅଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ପରଜଙ୍ଗ,୭।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ନିକଟରେ ଥିବା ଗ୍ରୋସରି ବ୍ୟବସାୟୀ ବିନୟ କୁମାର ସାହୁଙ୍କ ଘରୁ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଘର ପାଚେରି ଡେଇଁ ଛାତ ଉପରେ ଚଢ଼ି ଶିଡ଼ି ଘର ଦେଇ ଭିତରକୁ ପଶିଥିଲେ। ସେତେବେଳେ…

ବିନା କାମରେ ଶ୍ରମିକଙ୍କ ନାଁରେ ଉଠୁଛି ଟଙ୍କା

ଲେଫ୍ରିପଡ଼ା,୭।୧୦(ଡି.ଏନ.ଏ.): ସରକାର ଉନ୍ନତିକରଣ ସକାଶେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ ଏହି ଯୋଜନାରେ ଅନିୟମିତତା ଦେଖାଦେଇଛି ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅଧୀନରେ। ବ୍ଲକର ଗିରିଙ୍ଗକେଲା ଆଦର୍ଶ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ବିନା କାମରେ…

ଖବରଦାତା କହି ଲାଞ୍ଚ ମାଗୁଥିଲେ ଯୁବକ

ଚନ୍ଦାହାଣ୍ଡି,୭।୧୦(ଡି.ଏନ୍‌.ଏ.): ଜଣେ ଯୁବକ ନିଜକୁ ଖବରଦାତା କହି ଟଙ୍କା ମାଗୁଥିବା ନେଇ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ସରପଞ୍ଚ ଲେବନୀ ମାଝି ଚନ୍ଦାହାଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ଯୁବକ ଜଣଙ୍କ ସରପଞ୍ଚଙ୍କ ନାମରେ ଭିଡିଓ ଭାଇରାଲ କରି ଦେବାର ଧମକ…

ବିଦାୟ ନେଲେ ଜଗଜ୍ଜନନୀ

ଅନୁଗୋଳ ଅଫିସ/ ବଇଣ୍ଡା/ ବଅଁରପାଳ/ କଣିହାଁ / ଛେଣ୍ଡିପଦା, ୭।୧୦(ଡି.ଏନ.ଏ): ଅନୁଗୋଳ ସହରରେ ଧୁମ୍‌ଧାମରେ ପୂଜା ପାଳନ ପରେ ଗୁରୁବାର ମା’ ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି। ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ…

କ୍ଷୟକ୍ଷତି ଘଟାଉଛନ୍ତି ୨୨ ହାତୀ

ଅନୁଗୋଳ ଅଫିସ,୭ା୧୦: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜକୁ ପଶି ଆସିଥିବା ଛତିଶଗଡ଼ର ୨୨ ହାତୀ ୨ ଦିନ ହେବ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଏହି ପଲରେ ଥିବା ୫ ଦନ୍ତା, ୧୨ ମାଈ ଓ ୫ ଛୁଆ ହାତୀ ଇଂକରବନ୍ଧ, ବସଲା,…

ଆସୁଛନ୍ତି ଧନଦାତ୍ରୀ: ପ୍ରତିଦିନ ଶ୍ରଦ୍ଧାଳୁଙ୍କୁ ଅନ୍ନ ପ୍ରସାଦ

ବଇଣ୍ଡା, ୭ା୧୦ (ଡି.ଏନ.ଏ.): ପାଖେଇ ଆସୁଛି ମା’ ଲକ୍ଷ୍ମୀଙ୍କ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଠାକୁରଗଡ଼ ଗ୍ରାମ। ଚଳିତବର୍ଷ ଏଠାରେ ପୂଜା ୫୫ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ବେଳେ ଧୁମ୍‌ଧାମରେ ପାଳନ କରାଯିବାକୁ ଚାଲିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?