ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା ଅଭିଯୋଗ
ଭଦ୍ରକ ଅଫିସ,୪ା୭: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବିଜେଗଙ୍ଗାଧରପୁର ଗ୍ରାମରେ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଉଛନ୍ତି ବିଦ୍ୟାଧର ମାଝି। ସୂଚନା ମୁତାବକ ବିଦ୍ୟାଧର ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ଯାଇଥିଲେ।…
ଉଦ୍ଘାଟନର ୭ମାସ ପରେ ରାସ୍ତା ଫାଟି ଆଁ
ଝରିଗାଁ, ୪ା୭(ସ୍ବ.ପ୍ର.): ଦୁର୍ଗମ ଅଞ୍ଚଳର ବିକାଶ ତଥା ପକ୍କାରାସ୍ତା ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ଉପାନ୍ତ ଯୋଜନା ରହିଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ବହୁ ଦୁର୍ଗମ ଇଲାକାକୁ ଏମ୍ପି ରମେଶ ଚନ୍ଦ୍ର ମାଝିଙ୍କ ପ୍ରଚେଷ୍ଟାରେ ରାସ୍ତା ହୋଇଛି। କିନ୍ତୁ ଡିଆର୍ଡିଏ ବିଭାଗର…
ପ୍ରକ୍ରିୟା ଶେଷ ହେଉ ନ ଥିବାରୁ ପ୍ରତିବାଦ
ତାଳଚେର,୪ା୭(ନି.ପ୍ର.): ତାଳଚେର ମେଡିକାଲ କଲେଜ ବା ମହାନଦୀ ଇନ୍ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍ସାର)କୁ ରାଜ୍ୟ ସରକାର ପରିଚାଳନା କରିବେ। ମେ ୧୨ ତାରିଖରେ ରାଜ୍ୟ ସରକାରଙ୍କ ଏହି ଘୋଷଣାକୁ ଇତିମଧ୍ୟରେ ଦେଢ଼ମାସ ପୂରିଗଲାଣି। ଏମ୍ସିଏଲ୍ ମଧ୍ୟ ସମସ୍ତ…
ଆଇଫୋନ୍ ଦେବାକୁ କହି ଠକେଇ
ଅନୁଗୋଳ ଅଫିସ, ୪ା୭: ଅନୁଗୋଳ ଜିଲା ନାଲ୍କୋରେ କାର୍ଯ୍ୟରତ ଜଣେ ସିଆଇଏସ୍ଏଫ୍ ଯବାନ ଆଇଫୋନ୍ କିଣିବାକୁ ଯାଇ ଲକ୍ଷେ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ସମ୍ପୃକ୍ତ ଯବାନ ନାଲ୍କୋ ଥାନାର ଦ୍ୱାରସ୍ଥ ହେବା ପରେ ପୋଲିସ ନଂ. ୧୫୧/୨୨ରେ…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ରିଟେଲର ମହାସଂଘର ବିକ୍ଷୋଭ
ନିଶ୍ଚିନ୍ତକୋଇଲି,୪ା୭(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମୁଖରେ ଓଡ଼ିଶା ରିଟେଲର ସଂଘ ବ୍ଲକ ସଭାପତି ଅମୀୟ କୁମାର ଦାସଙ୍କ ନେତୃତ୍ୟରେ ଶତାଧିକ ରିଟେଲର ଏକ ଶୋଭାଯାତ୍ରାରେ ବଜାର ନିକଟରୁ ଆସି ସୋମବାର ବ୍ଲକ ସମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୫ଦଫା ଦାବି…
କୋରାପୁଟ ଜିଲାରେ ୪୭୫.୨ ମିମି ବର୍ଷା
କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଘୁଚାପଜନିତ ଝିପି ଝିପି ବର୍ଷା ଜାରି ରହିଛି। ରବିବାର ଜିଲାରେ ୪୭୫.୨ ମିମି ବର୍ଷା ହୋଇଛି। ଜିଲାରେ ବୈପାରିଗୁଡା ବ୍ଲକରେ ସର୍ବାଧିକ ୯୩ ମିଲିମିଟର ବର୍ଷା ହୋଇଥିବା ବେଳେ ସେମିଳିଗୁଡାରେ ସର୍ବନିମ୍ନ ୨ମିମି ବର୍ଷା ହୋଇଥିବା ଜିଲା ଜରୁରୀ…
ବନ୍ଦହେବ ଜଗମୋହନ କଂସାରି ଶାଳ
ଧରାକୋଟ,୪ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ତଥା ବାହାର ଜିଲାରେ ମଧ୍ୟ ଧରାକୋଟ ବ୍ଲକର ଜଗମୋହନ ଗ୍ରାମର କଂସା, ପିତଳ କାମର ବେଶ୍ ଚାହିଦା ରହିଛି। ଗ୍ରାମରେ ବସବାସ କରୁଥିବା ୪୫୦ ବିଭିନ୍ନ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରୁ ୧୫୦ ପରିବାର କଂସାରି ସମ୍ପ୍ରଦାୟର। ଗ୍ରାମରେ ୧୦୦…
କାର୍ଯ୍ୟକ୍ଷମ ହେଲା ସୋଲାର ଜଳ ପ୍ରକଳ୍ପ
ବୁଗୁଡ଼ା,୪ା୭(ଡି.ଏନ.ଏ.): ଧରିତ୍ରୀରେ ଖବର ପ୍ରକାଶନ ପରେ ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଗ୍ରାମ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଥିବା ସୋଲାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଫଳରେ ଗ୍ରାମବାସୀଙ୍କ ମନରେ ଖୁସି ଦେଖାଦେଇଛି। ଲକ୍ଷ୍ମୀପୁର ଗ୍ରାମରେ ବର୍ଷେରୁ ଊର୍ଦ୍ଧ୍ୱ ସମୟ ଧରି…
ନିୟମ ମାନୁନାହାନ୍ତି ରାୟଗଡ଼ ମଦ ଦୋକାନୀ
ରାୟଗଡ଼(ଗଜପତି)୪ା୭(ଡି.ଏନ୍.ଏ.): ରାୟଗଡ଼ ବ୍ଲକ ସଦର ମହକୁମାଠାରେ ଥିବା ବିଦେଶୀ ମଦ ଦୋକାନରେ କେତେବେଳେ ଚଢାଦରରେ ବିକ୍ରି ହେଉଛି ତ ଆଉ କେତେବେଳେ ଆନ୍ଧ୍ରକୁ ବେଆଇନ ମଦ ଚୋରାଚାଲାଣ କରୁଥିବା ଅଭିଯୋଗ ହେଉଛି। ହେଲେ ଏବେ ମଦ ବ୍ୟବସାୟୀ ଆଉ ଏକ ବିବାଦୀୟ ବିଷୟରେ…
ପୋଖରୀ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ
ଏମ୍ଭି ୭୯,୪ା୭(ଡି.ଏନ.ଏ.): ଗ୍ରାମାଞ୍ଚଳର ପରିବେଶକୁ ସୁନ୍ଦର ସ୍ବଚ୍ଛ କରି ପରିବେଶ ସଂରକ୍ଷଣକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅମୃତ ସରୋବର ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଗ୍ରାମାଞ୍ଚଳରେ ନୂତନ ପୋଖରୀ ଖନନ ସହ ପୁନରୁଦ୍ଧାର କରାଯାଉଛି। ମାଲକାନଗିରି…
ଭଙ୍ଗା ଘରେ ଚାଲିଛି ପାଠପଢ଼ା
ବାହାନଗା,୪ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ପଞ୍ଚାୟତରେ ଥିବା ନେତାଜୀ ହାଇସ୍କୁଲର ଛାତ୍ରୀଛାତ୍ର ବିପଦସଙ୍କୁଳ ଭଙ୍ଗାଘରେ ଓ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ୧୯୯୪ରେ ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ଦ୍ବାରା ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଏବେ ନାନା ଅବ୍ୟବସ୍ଥା ଦେଖାଦେଇଛି। ଏହି ବିଦ୍ୟାଳୟରେ…
ନିଅଣ୍ଟିଆ ବର୍ଷା ଯୋଗୁ ଚିନ୍ତାରେ ଚାଷୀ
ଭଦ୍ରକ ଅଫିସ, ୪ା୭: ନିଅଣ୍ଟିଆ ବର୍ଷା ଯୋଗୁ ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ ଚାଷଜମି ଶୁଖିଲା ପଡ଼ିଛି। ଜୁଲାଇ ବେଳକୁ ଜମିରେ ଧାନ ତଳି ପକା କାର୍ଯ୍ୟ ସରି ରୁଆ ଆରମ୍ଭ ହେବା କଥା। କିନ୍ତୁ ପାଣି ଅଭାବରୁ ଚାଷଜମି ଗୋରୁଙ୍କ ଚାରଣ…
Archives


