ଆମ ଜିଲା ଖବର

୨୦ ପଇସାରେ ଗଡ଼ିବ ୧ କି.ମି.

ଢେଙ୍କାନାଳ ଅଫିସ, ୩।୭: ମାତ୍ର ୨୦ ପଇସା ଖର୍ଚ୍ଚ କଲେ ବାଇକ୍‌ ଗଡ଼ିବ ୧ କିଲୋମିଟର। ନା ପକାଇବାକୁ ପଡ଼ିବ ପେଟ୍ରୋଲ ନା ରହିବ ପ୍ରଦୂଷଣ ଚିନ୍ତା। ପରିବେଶ ଅନୁକୂଳ ଏଭଳି ଏକ ଇ-ବାଇକ୍‌ ନିର୍ମାଣ କରି ପ୍ରଶଂସା ସାଉଁଟୁଛନ୍ତି ଢେଙ୍କାନାଳ ସିନର୍ଜି…

ଦୁର୍ବଳ ମୌସୁମୀ, ଚିନ୍ତାରେ ଧାନ ଚାଷୀ

ନବରଙ୍ଗପୁର,୩।୭(ବି.ପ୍ର.): ଚଳିତ ବର୍ଷ ଦୁର୍ବଳ ମୌସୁମୀ ଓ ବର୍ଷାର ଅଭାବ ଯୋଗୁ ନବରଙ୍ଗପୁର ଜିଲାରେ ଧାନ ଚାଷ କାର୍ଯ୍ୟ ଆଗେଇ ପାରୁନି। ଚାଷୀ ତଳି ପକାଇ ବର୍ଷାକୁ ଚାହିଁ ବସିଛନ୍ତି। ପୂର୍ବ ବର୍ଷ ତୁଳନାରେ ଜୁନ୍‌ ମାସ ସୁଦ୍ଧା ଯେତିକି ବର୍ଷା ହେବା…

ବୃଦ୍ଧାଙ୍କ ଜାଲ୍‌ ଦସ୍ତଖତ କରି ଜମି ବିକ୍ରି

ବ୍ରହ୍ମପୁର ଅଫିସ,୩।୭: ବ୍ରହ୍ମପୁର ସହରରେ ଏବେ ଜମି ଦୁର୍ନୀତି ବଢ଼ିବାରେ ଲାଗିଛି। ଏହି ଧାରାରେ ଜନୈକା ବୃଦ୍ଧାଙ୍କ ନାମରେ ଥିବା ଏକ ଜମିକୁ ଜାଲ୍‌ ଦସ୍ତଖତ କରି ଅନ୍ୟଜଣଙ୍କୁ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ବୃଦ୍ଧା ଜଣଙ୍କ ସଦର ଥାନାରେ…

ଧରାକୋଟ ରାଜପରିବାରର ରୋଚକ ରାଜନୀତି

ବ୍ରହ୍ମପୁର ଅଫିସ,୩।୭: ରାଜ୍ୟରେ ୧୯୫୧-୫୨ରୁ ୨୦୧୯ ମଧ୍ୟରେ ୧୬ ବିଧାନସଭା ନିର୍ବାଚନ ହୋଇଛି। ଗଞ୍ଜାମ ଜିଲା ଧରାକୋଟ ରାଜ ପରିବାରରୁ ୮ ଜଣ ବିଭିନ୍ନ ଦଳରୁ ବିଧାୟିକା ଓ ବିଧାୟକ ହୋଇଥିବା ତଥ୍ୟ ରହିଛି। ଅନ୍ୟପକ୍ଷରେ ଏହି ପରିବାର ରାଜନୈତିକ କ୍ଷମତା ବାନ୍ଧି…

ବନ୍ଧବାହାଲ ସବ୍‌ ଷ୍ଟେଶନରୁ ବନ୍ଧୁକ ଦେଖାଇ ଲୁଟିନେଲେ

ଝାରସୁଗୁଡ଼ା ଅଫିସ,୩।୭: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ବିଦ୍ୟୁତ୍‌ ସବ ଷ୍ଟେଶନରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଲୁଟ ହୋଇଛି। ଏହି ସଶସ୍ତ୍ର ଲୁଟରେ ୧୦ରୁ ୧୫ଜଣ ଦୁବୃର୍ତ୍ତ ସାମିଲ ଥିବା ଜଣାପଡ଼ିଛି। ଦୁବୃର୍ତ୍ତମାନେ ହାତରେ ବନ୍ଧୁକ, ଛୁରି…

ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ମହିଳା, ପାଚିକା ଚୟନରେ ଅନିୟମିତତା ଅଭିଯୋଗ

ମୋରଡ଼ା, ୩।୭ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଗଡିଗଁା ପଞ୍ଚାୟତ ହାଣ୍ଡିଭଙ୍ଗା ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ପାଇଁ ପାଚିକା ଚୟନକୁ ବିରୋଧ କରିଛନ୍ତି ଗ୍ରାମବାସୀ। ପାଚିକା ଚୟନରେ ଅନିୟମିତତା ହୋଇଥିବା ସେମାନେ ଅଭିଯୋଗ କରିଛନ୍ତି। ଶନିବାର ସକାଳେ ନିଯୁକ୍ତ ପାଚିକା…

ଗାଁ ଛାଡ଼ିଯାଉନି ଦନ୍ତା

ରୂପସା, ୩।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ପୁଣି ଏକ ଦନ୍ତା ତାଣ୍ଡବ ରଚିଛି। ଶୁକ୍ରବାର ଏହି ହାତୀ ଲଛମନଖୁଣ୍ଟା, ଜାରାସାହି କଲୋନୀସାହି ଆଦି ଗାଁକୁ ଯାଇ ବହୁ ଘରଦ୍ୱାର ଭାଙ୍ଗିବା ସହ ଜଣେ…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୦ରୁ ଊର୍ଦ୍ଧ୍ୱ ଆହତ

ଖୋର୍ଦ୍ଧା ଅଫିସ,୩ା୭: ଖୋର୍ଦ୍ଧା ବାଘମାରୀ-ସିମୋର ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଉକ୍ତ ବସ୍‌ଟି ବାଙ୍କୀରୁ ଭୁବନେଶ୍ୱର ଆସୁଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାନୁସାରେ, ଲିଙ୍ଗରାଜ ନାମକ ଘରୋଇ ବସ୍‌…

ପୁରୀରେ ଏଏସ୍‌ଆଇ ଟିମ୍‌

ପୁରୀ ଅଫିସ,୩।୭: ଏଏସ୍‌ଆଇ ଟିମ୍‌ ରବିବାର ପୁରୀରେ ପହଞ୍ଚିଛନ୍ତି। ପୁରୀ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ପାଇଁ ସେମାନେ ଆସିଥିବା ସୂଚନା ରହିଛି। ଏହି ଟିମ୍‌ ଗର୍ଭଗୃହ ଭିତରେ ଥିବା ଅବସ୍ଥା ତଥା କଳାହାଟ ଦ୍ୱାରରେ ରୁପା ଛାଉଣୀ ଲଗାଯିବା ସମ୍ପର୍କରେ ଅନୁଧ୍ୟାନ…

ଆଜିଠୁ ଆଡ଼ପ ଦର୍ଶନ ସାଙ୍ଗକୁ ମିଳିବ ଅବଢ଼ା

ପୁରୀ ଅଫିସ,୩।୭: ଚତୁର୍ଦ୍ଧା ବିଗ୍ରହଙ୍କୁ ଶ୍ରଦ୍ଧାଳୁ ଆଜିଠାରୁ ଜନ୍ମବେଦୀ ଆଡ଼ପ ମଣ୍ଡପରେ ଦର୍ଶନ କରିବେ। ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ, ଆଡ଼ପ ଅବଢ଼ା ମଧ୍ୟ ପାଇପାରିବେ। ଶ୍ରୀବିଗ୍ରହଙ୍କ ଦର୍ଶନ ପାଇଁ ଆଡ଼ପ ମଣ୍ଡପରେ ଭିଡ଼ ଦେଖିବାକୁ…

କାମରେ ଲାଗୁନି ସମ୍ପଦ କେନ୍ଦ୍ର

ଯାଜପୁର ରୋଡ୍‌, ୩।୭ (ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ପୌର ପାଳିକାର ସମ୍ପଦ କେନ୍ଦ୍ର (ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର) କାମରେ ଲାଗୁନାହଁି। ସହରରୁ ସଂଗୃହିତ ବର୍ଜ୍ୟବସ୍ତୁ ବ୍ୟାସ ସରୋବର ନିକଟସ୍ଥ ରେଲୱେ ଲାଇନ କଡ଼ ଏବଂ ବନୀକରଣ ଅଞ୍ଚଳରେ ପାହାଡ ଭଳି…

ସ୍କୁଲ ରୂପାନ୍ତରୀକରଣ କାମରେ ଦୁର୍ନୀତି

ଡେରାବିଶ,୩।୭(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କ ଉନ୍ନତ ଶିକ୍ଷାଦାନ ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକର ରୁପାନ୍ତରିକରଣ କାମ କରୁଛନ୍ତି ା ତେବେ ଡେରାବିଶ ବ୍ଳକ ଅଧୀନରେ ସମୁଦାୟ ୨ ପର୍ଯ୍ୟାୟରେ ୧୩ ବିଦ୍ୟାଳୟକୁ ଏହି ଯୋଜନାରେ ସାମିଲ କରାଯାଇଛି ା ପ୍ରଥମ ପର୍ଯ୍ୟାୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri