ନିଶା ବିରୋଧରେ ଅଣ୍ଟା ଭିଡ଼ିଲେ ମହିଳା: ଅବକାରୀ-ପୋଲିସର ହାତ ଅପହଞ୍ଚ
ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଉପରେ ରୋକ୍ ଲାଗି ପାରୁ ନାହିଁ। ଜିଲାର ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଗଳିକନ୍ଦିରେ ଅବାଧରେ ଏହି କାରବାର ଚାଲିଛି। ଚିରାଚରିତ ଢଙ୍ଗରେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ବଛାବଛା କିଛି…
ବରଗଡ଼ ଜିଲାରେ ମହାପ୍ରୟାଣ ଯୋଜନା ବାଟବଣା: ଚାଳକ ଆସିଲେନି, ଭଡାଗାଡିରେ ଗଲା ମୃତଦେହ
ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)- ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ମୃତକଙ୍କ ଘର କିମ୍ବା ଶ୍ମଶାନ ପର୍ଯ୍ୟନ୍ତ ମାଗଣାରେ ଶବ ପରିବହନ ପାଇଁ ରାଜ୍ୟ ସରକାର ମହାପ୍ରୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ମାତ୍ର ବରଗଡ଼ ଜିଲାରେ ବିଭିନ୍ନ ସମୟରେ ଏହା ବାଟବଣା ହୋଇ ପଡିଛି ।…
ଶତ ପ୍ରତିଶତ ରୋଗୀଙ୍କୁ ସୁବିଧାରେ ରକ୍ତ ଦେବା ଯୋଜନା; ନୂତନ ରକ୍ତଦାତା ସୃଷ୍ଟି ପାଇଁ…
ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ )- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲଡ ବ୍ୟାଙ୍କ ରାଜ୍ୟର ଏକ ଅଗ୍ରଣୀ ବ୍ଲଡ ବ୍ୟାଙ୍କ । ଏଠାରେ ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ ରୋଗୀଙ୍କୁ ସିଧାସଳଖ ରକ୍ତ ଦିଆଯାଉଛି । ବଳକା ୩୦ ପ୍ରତିଶତ ରୋଗୀଙ୍କ ସମ୍ପର୍କୀୟ ରକ୍ତ ଦେଇ…
ସରି ସରି ଆସୁଛି ଭଞ୍ଜନଗର ଠାକୁରାଣୀ ଯାତ୍ରା; ଆଜି ବ୍ୟାଘ୍ରଦେବୀଙ୍କ ସିଂହବାହିନୀ ବେଶ, ବୁଧବାର ବାହୁଡ଼ା ସହ…
ଭଞ୍ଜନଗର,୧୯। ୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୨୪ ଦିନରେ ପହଞ୍ଚିଛି। ଆଜି ସଂଧ୍ୟା ୭ ଟା ୩୦ ମିନିଟରେ ବ୍ୟାଘ୍ରଦେବୀ ଏବଂ ଠାକୁରାଣୀଙ୍କ ସଂଧ୍ୟା ଆଳତି ହୋଇଥିଲା। ଏହି ସମୟରେ ଯାତ୍ରା କମିଟି ମୁଖ୍ୟ ଉପଦେଷ୍ଟା ତଥା…
ଡେପୁଟି କମିଶନର କରାଇଲେ ଶପଥ, ଦିଗପହଣ୍ଡି ଅଞ୍ଚଳରେ…
ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର , ସ୍ବଚ୍ଛ ଓ ଆଦର୍ଶ ଜିଲା ରେ ପରିଣତ କରିବା ଉଦ୍ଦେଶ୍ୟରେ ମଙ୍ଗଳବାର ଠାରୁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ…
ଢୋଲପାସ ଜିଲାସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ: ଏମ୍ ଇଲେଭେନ୍କୁ ହରାଇ ଗୁମାବାହାଲ…
ଥୁଆମୂଳ ରାମପୁର, ୧୯।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଡ୍ରି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଢୋଲପାସ ପଡ଼ିଆଠାରେ ଚାଲିଥିବା ପ୍ରତିଷ୍ଠିତ ଜିଲାସ୍ତରୀୟ ‘ରାଧାଗୋବିନ୍ଦ ନକ୍ଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ’ (ସିଜନ-୧) ମଙ୍ଗଳବାର ଭବ୍ୟ ସମାରୋହ ମଧ୍ୟରେ ଉଦଯାପିତ ହୋଇଯାଇଛି।…
କୁମ୍ଭାରକାନି ପମ୍ପରେ ଅସମ୍ଭାଳ ଭିଡ଼: ପୋଲିସ ସାମ୍ନାରେ ନିୟମକୁ ଫୁ’, ବୋତଲ-ଜାର୍ରେ ବୋହିନେଲେ…
ଥୁଆମୂଳ ରାମପୁର, ୧୯।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ ଉଗ୍ର ରୂପ ନେଇଛି। ଆଗକୁ ଏହା ଅଧିକ ଭୟଙ୍କର ସ୍ଥିତି ସୃଷ୍ଟି କରିବାର…
ଯୌତୁକ ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଲେ ମହିଳା: ମୃତଦେହ ଜବତ
ଦିଗପହଣ୍ଡି ,୧୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣା ଙ୍କ ଝିଅ ଉଷାରାଣୀ ମହାରଣା ଗତ ୨୦୨୦ ଡିସେମ୍ବର ୮ ତାରିଖରେ ଗୋଳନ୍ଥରା ଥାନା ବିଶ୍ଵନାଥପୁର ଗ୍ରାମର ଉଦୟନାଥ…
ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ: ବାର-ବେଞ୍ଚ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବାକୁ …
ପୁରୁଷୋତ୍ତମପୁର, ୧୯।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଓକିଲ ସଂଘ ସଭାପତି ପ୍ରକାଶଚନ୍ଦ୍ର ତ୍ରୀପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜେଏମଏଫସି କୋର୍ଟର ପ୍ରଥମ ବିଚାରପତି ଭାସ୍କର…
ସୌମ୍ୟ ହତ୍ୟା ମାମଲା: ଆଉ ୨ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର,୧୯।୫: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ମଙ୍ଗଳବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍ ନୟାଗଡ଼ ରଣପୁର ଅଞ୍ଚଳରେ ଚଢାଉ କରି ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଧରିବାରେ ସଫଳ ହୋଇଛି। ଅଭିଯୁକ୍ତମାନେ ହେଲେ ପଞ୍ଚାନନ ବଡ଼ଜେନା ଓରଫ…
ଗଛ ପଡ଼ି ୩୨୬ ଜାତୀୟ ରାଜପଥ ଅବରୋଧ, ଯାତାୟାତରେ ବ୍ୟାଘାତ
ଲକ୍ଷ୍ମୀପୁର, ୧୯।୫ (ଅନନ୍ତ ପ୍ରସାଦ ନାୟକ): କାଳବୈଶାଖୀର ପ୍ରଭାବରେ ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ ପଞ୍ଚଡ଼ା ଓ ଦସମନ୍ତପୁର ଛକ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଗଛ ପଡ଼ି ଯାତାୟାତରେ ବ୍ୟାଘାତ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଅପରାହ୍ନ ସମୟରେ…
ଅପରେସନ ‘ବୈତରଣୀ’: ୧୦ ଅଭିଯୁକ୍ତ କୋର୍ଟ ଚାଲାଣ
ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୧୯।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ “ଅପରେସନ ବୈତରଣୀ” କାର୍ଯ୍ୟାନୁଷ୍ଠାନରେ ୧୦ ଜଣ ବାଲି ମାଫିଆ ଓ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଆନନ୍ଦପୁର…

