ପ୍ରସ୍ତାବିତ ନୂଆ ବସଷ୍ଟାଣ୍ଡକୁ ଯିବନି ବସ୍
ଢେଙ୍କାନାଳ ଅଫିସ,୩୦।୬: ପ୍ରାୟ ସାଢ଼େ ୮କୋଟି ଟଙ୍କାରେ ପ୍ରସ୍ତାବିତ ଢେଙ୍କାନାଳ ସହରସ୍ଥିତ ପୁରୁଣା ବସ୍ଷ୍ଟାଣ୍ଡ ଉନ୍ନତୀକରଣ କାର୍ଯ୍ୟ ଖୁବ୍ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ଏଠାକୁ କିଛିଦିନ ବସ୍ ଚଳାଚଳ ବନ୍ଦ ରହିବ। ପୁରୁଣା ବସଷ୍ଟାଣ୍ଡ୍ କାମ ଶେଷ ହେବା ପର୍ଯ୍ୟନ୍ତ ମହିଷାପାଟସ୍ଥିତ ପ୍ରସ୍ତାବିତ…
ବାଜି ଲାଗୁଛି ପିଲାଙ୍କ ଜୀବନ
ମାଲକାନଗିରି,୩୦।୬ (ଡି.ଏନ.ଏ.): ମାଲକାନଗିରି ଜିଲାରେ ଗରିବ ଓ ଆଦିବାସୀ ପିଲାଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଯୋଜନା ବାଟବଣା ହେଉଥିବା ଅଭିଯୋଗ ହେଉଛି। ପ୍ରଶାସନିକ ଅବହେଳା ଯୋଗୁ ପିଲାଙ୍କ ଜୀବନ ବାଜି ଲାଗୁଛି। ଜିଲାରେ ଅନ୍ବେଷା ଯୋଜନାରେ ଜିଲାର ବିଭିନ୍ନ ଅଞ୍ଚଳରୁ ଅନେକ ଅନୁସୂଚିତ…
ଜାତୀୟ ରାଜପଥ ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ
ଜୟପୁର, ୩୦।୬ (ନି.ପ୍ର.): ଜୟପୁର ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ ପାର୍ଶ୍ୱରୁ ବୁଧବାର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି ା ଗାନ୍ଧୀଛକଠାରୁ ଗ୍ଲୋକାଲ ହସ୍ପିଟାଲ ଯାଏ ଉଚ୍ଛେଦ ଜାରି ରହିଛି ା ରାସ୍ତାର ଉଭୟ ପଟେ ଥିବା ଗ୍ୟାରେଜ,…
ବଦନାମ କରୁଛି ବନ ବିଭାଗ
ଅନୁଗୋଳ ଅଫିସ, ୩୦।୬: ସାତକୋଶିଆରେ ବଢ଼ିପାରିଲାନି ବାଘ ସଂଖ୍ୟା। ମହାବଳ ମହାବୀରକୁ ଫାଶରେ ପକାଇ ସରକାରଙ୍କ ବ୍ୟାଘ୍ର ବଂଶବୃଦ୍ଧି ଯୋଜନାକୁ ଫେଲ୍ କରିଦେଲେ ଶିକାରୀ। ପାଣିରେ ପଡ଼ିଗଲା ବନ ବିଭାଗର ସମସ୍ତ ସୁରକ୍ଷା ପ୍ରସ୍ତୁତି। ମର୍ଯ୍ୟାଦା ହାନି ହେଲା ସାତକୋଶିଆର। ୨୦୧୮…
ଦେଢ଼ବର୍ଷ ବିତିଲାଣି ମିଳିନି ଆବାସ ଯୋଜନାର ବୋନସ ଟଙ୍କା
ଜୟପୁର, ୩୦।୬ (ନି.ପ୍ର.): ଜୟପୁର ବ୍ଲକ ଅନ୍ତର୍ଗତ ରଣ୍ଡାପାଲ୍ଲି ପଞ୍ଚାୟତ ରାମଗଡ କଲୋନୀର ୨୨ଜଣ ହିତାଧିକାରୀ ଆବାସ ଯୋଜନାର ବୋନସ ଟଙ୍କା ଦେବାକୁ ଦାବି କରି ବୁଧବାର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ଏକ ଦାବିପତ୍ର ଉପ ଜିଲାପାଳଙ୍କ ଅନୁପସ୍ଥିତିରେ ଆସିଷ୍ଟାଣ୍ଟ କଲେକ୍ଟର…
ବିପଦରେ ଜେନାପୁର ବ୍ରାହ୍ମଣୀ ପୋଲ
ଯାଜପୁର ଅଫିସ/ଜେନାପୁର(ଡ଼ି.ଏନ.ଏ),୩୦।୬: ବ୍ରାହ୍ମଣୀ ନଦୀ ଉପରେ ଜେନାପୁର ନିକଟରେ ପ୍ରାୟ ୪୫ କୋଟି ଟଙ୍କାରେ ନିର୍ମିତ ହାଇଲେବୁଲ ବ୍ରିଜ ଏବେ ବିପଦରେ ପଡିଛି। ଆର ଏଣ୍ଡ ବି ବିଭାଗ ପକ୍ଷରୁ ଏହି ବ୍ରିଜକୁ ସୁରକ୍ଷା ଦେବାକୁ ଯାଇ ଜେନାପୁର ପାର୍ଶ୍ୱରେ ଏକ…
ରେଲ୍ଓ୍ବେ ଜମି ଜବରଦଖଲ ମୁକ୍ତ କରି ଉନ୍ନୟନ କାର୍ଯ୍ୟ ହେଉ
ଗୁଣପୁର,୩୦।୬(ଡି.ଏନ୍.ଏ.): ପୂର୍ବତଟ ରେଳପଥ ଅର୍ନ୍ଗତ ବିଶାଖାପାଟଣା ଡିଭିଜନର ଡିଆର୍ଏମ୍ ଅନୁପ କୁମାର ଶତପଥୀ ବୁଧବାର ସ୍ବତନ୍ତ୍ର ଟ୍ରେନ୍ ଯୋଗେ ଗୁଣପୁର ଗସ୍ତକରି ଏଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଥିଲେ। ପାଣି ଟାଙ୍କି ନିର୍ମାଣ, ରନିଂ ରୁମ୍, ଷ୍ଟେଶନ ମାଷ୍ଟର…
ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା
ବରୀ,୩୦ା୬(ଡି.ଏନ.ଏ.): ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଉଛନ୍ତି ସରକାର। ହେଲେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି । ଏ ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀମାନଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ…
ଶୌଚ ହେବାକୁ ଯାଇ ଭାଲୁ ଆକ୍ରମଣର ଶିକାର
ପାଟଣା,୩୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମାଛଗଡ଼ ବିଟ ଜୟପୁର ଗ୍ରାମରେ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଗୁରୁବାର ସକାଳୁ ଗାଁ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ଭାଲୁ ଆକ୍ରମଣରେ ଗୁରୁତର ବ୍ୟକ୍ତି…
୫୦ ଫୁଟ୍ ରାସ୍ତା ପାଇଁ ୫ ଲକ୍ଷ ବ୍ୟୟ ଅଟକଳ
କାଳିଆପାଣି,୩୦ା୬(ଡି.ଏନ.ଏ.): କଂକ୍ରିଟ୍ ରାସ୍ତା ନିର୍ମାଣ ନାମରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ (ଡିଏମ୍ଏଫ୍) ଅର୍ଥ ବେଆଇନ୍ ଭାବେ ହରିଲୁଟ ହେଉଥିବା ଅଭିଯୋଗ ହୋଇଛି। ମାତ୍ର ୫୦ ଫୁଟ କଂକ୍ରିଟ୍ ରାସ୍ତା ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇ…
କହ୍ନେୟାଲାଲ୍ ହତ୍ୟା ଘଟଣାର ପ୍ରତିବାଦ
କେନ୍ଦୁଝର,୩୦ା୬(ସ୍ବ.ପ୍ର.): ରାଜସ୍ଥାନର ଉଦୟପୁରଠାରେ କହ୍ନେୟାଲାଲ୍ ହତ୍ୟା ଘଟଣା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ପକ୍ଷରୁ ଗୁରୁବାର ଜିଲା ମୁଖ୍ୟାଳୟରେ ଏକ ରାଲି ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହିନ୍ଦୁ ହତ୍ୟାକାରୀଙ୍କୁ…
ମେଶିନରେ ହେଉଛି ଏମ୍ଜିଏନ୍ଆରଇଜିଏସ୍ କାମ
ଆଳି,୩୦ା୬(ଡି.ଏନ.ଏ.): କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଶ୍ରମିକ ମାନଙ୍କୁ ଶହେ ଦିନର କାର୍ଯ୍ୟ ଯୋଗାଇ ଦେବା ଉଦେଶ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) କାର୍ଯ୍ୟକାରୀ କରିଛନ୍ତି। କିନ୍ତୁ ଏହି ଯୋଜନାକୁ ବାଟମାରଣା କରିବାରେ…
Archives


