ଭିନ୍ନକ୍ଷମଙ୍କୁ ମିଳୁନି ଆବାସ ଯୋଜନାରେ ଘର
ଯାଜପୁର ଅଫିସ/କାଏମା(ଡି.ଏନ୍.ଏ.), ୮ା୧୧:ଯାଜପୁର ଜିଲାରେ କେତେକ ଥିଲାବାଲାଙ୍କୁ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନାରେ ସାମିଲ କରାଯାଉଥିବା ଅଭିଯୋଗ ହୋଇଆସୁଛି। କିନ୍ତୁ ବିଡ଼ମ୍ବନା ଯେ, ଭିନ୍ନକ୍ଷମମାନଙ୍କୁ ଏହି ଜନହିତକର ଯୋଜନାରେ ପକ୍କା ଘର ମିଳୁନାହିଁ। ଜିଲାର ଅନେକ…
ଟିଣଛପର ଘର ପରେ ସୁକଲାଲ୍ଙ୍କ ମୁହଁରେ ଫୁଟିଲା ହସ
ମହାକାଳପଡ଼ା,୮ା୧୧(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ବି.ବି. କଲୋନୀ ଗ୍ରାମ ଶ୍ମଶାନ ନିକଟରେ ଦୀର୍ଘ ୪୦ବର୍ଷ ଧରି ଅସହାୟ ବୃଦ୍ଧ ସୁକଲାଲ୍ ଦେବନାଥ (୭୨) ପଲିଥିନ ତଳେ ଜୀବନ ବିତାଉଛନ୍ତି। ଏ ସମ୍ପର୍କରେ ଅଗଷ୍ଟ ୨୬ରେ ‘ଧରିତ୍ରୀ’ରେ ଖବର ପ୍ରକାଶିତ…
୭ ମାସରେ ୯୧୪ ପରିବାରକୁ ୧୦୦ ଦିନର କାମ
କେନ୍ଦ୍ରାପଡ଼ା ଅଫିସ, ୮ା୧୧:ଗ୍ରାମାଞ୍ଚଳ ଲୋକଙ୍କୁ ରୋଜଗାରକ୍ଷମ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୦୫ରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ଲାଗୁ ହୋଇଥିଲା। ଏହି ଯୋଜନା କେନ୍ଦ୍ରାପଡ଼ା ଜିଲାରେ ବାଟବଣା ହୋଇଛି। ଜିଲାର ମୋଟ ଜବ୍କାର୍ଡଧାରୀ ୩,୨୯,୬୦୫…
ଟିଏମ୍ସି କେନ୍ଦ୍ରର ସାମଗ୍ରୀ କିଣାରେ ହେରଫେର
ପଟ୍ଟାମୁଣ୍ଡାଇ, ୮ା୧୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ୨୦୨୦ ଏପ୍ରିଲ୍ ୬ରେ ଆଳି ଅଞ୍ଚଳରୁ ଚିହ୍ନଟ ହୋଇଥିଲେ। କରୋନାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସବୁ କଳବଳ ଲଗାଇ ସଂକ୍ରମଣ ରୋକିବାକୁ ସତର୍କତା ସ୍ବରୂପ ଜନତା କର୍ଫ୍ୟୁ, ଲକ୍…
ବୋତଲରେ ୨.୫ ଇଞ୍ଚର ବୋଇତ
ଖୋର୍ଦ୍ଧା ଅଫିସ,୮ା୧୧: ଉତ୍କଳୀୟ ସଂସ୍କୃତିରେ ବୋଇତ ବନ୍ଦାଣ ଉତ୍ସବର ବିଶେଷ ମହତ୍ତ୍ୱ ରହିଛି। ସବୁଠି ଏହାକୁ ଆନନ୍ଦର ସହ ପାଳନ କରାଯାଏ। ଆ କା ମା ବୈ ମନ୍ତ୍ରଧ୍ୱନିରେ ଗଗନପବନ ମୁଖରିତ ହୋଇଥାଏ। ସକାଳେ ଶ୍ରଦ୍ଧାଳୁମାନେ ପରିବାର ସହ ନଦୀ, ପୋଖରୀ,…
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା
କଟକ ଅଫିସ,୮ା୧୧:ବହୁ ପ୍ରତୀକ୍ଷିତ ତଥା ଐତିହାସିକ କଟକ ବାଲିଯାତ୍ରା ମଙ୍ଗଳବାରଠାରୁ ଉଦ୍ଘାଟିତ ହେବ। କୋଭିଡ୍ ମହାମାରୀ ପାଇଁ ଗତ ଦୁଇ ବର୍ଷ ବନ୍ଦ ଥିବା ଐତିହ୍ୟ ବାଲିଯାତ୍ରା ଏଥର ନୂଆ କଳେବରରେ ଆକର୍ଷଣୀୟ ଢଙ୍ଗରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଜିଲା…
ସାଧୁତା, ସଚ୍ଚୋଟତାର ସହ ଦାୟିତ୍ୱ ପାଳନ କର: ଡିଜିପି
କଟକ ଅଫିସ,୮ା୧୧:ଜନସାଧାରଣଙ୍କୁ ଉପଯୁକ୍ତ ସେବା ଓ ସୁରକ୍ଷା ପ୍ରଦାନ କରିବା ପୋଲିସର ପ୍ରାଥମିକ କର୍ତ୍ତବ୍ୟ। ନିଜର କର୍ତ୍ତବ୍ୟ ଏବଂ ଦାୟିତ୍ୱକୁ ସାଧୁତା ଓ ସଚ୍ଚୋଟତାର ସହ ପାଳନ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ କୁମାର ବଂଶଲ ଆହ୍ବାନ ଦେଇଛନ୍ତି।…
ଶାଶୁ, ଶ୍ୱଶୁରଙ୍କୁ ମାସିକ ଭରଣ ପୋଷଣ ଦେବେ ବିଧବା ବୋହୂ
ଭଦ୍ରକ ଅଫିସ,୮ା୧୧:ଭଦ୍ରକ ପରିବାର ଅଦାଲତ ବିଚାରପତି ପ୍ରଜ୍ଞା ପାରମିତା ରାଉଳ ସୋମବାର ଏକ ମାମଲାର ବିଚାର କରି ବୃଦ୍ଧା ଶାଶୁ, ଶ୍ୱଶୁରଙ୍କୁ ଭରଣ ପୋଷଣ ବାବଦରେ ମାସିକ ୩ ହଜାର ଟଙ୍କା ବିଧବା ବୋହୂ ଦେବା ପାଇଁ ଶୁଣାଣି କରିଛନ୍ତି। ପ୍ରକାଶ…
ମୁଖ୍ୟମନ୍ତ୍ରୀ କହିଥିଲେ, ଏବେ ଧାମନଗର ଦାୟିତ୍ୱ ନିଅନ୍ତୁ: ସୂର୍ଯ୍ୟବଂଶୀ
ଭଦ୍ରକ ଅଫିସ/ଧାମନଗର,୮।୧୧(ସ୍ବ.ପ୍ର./ଡି.ଏନ୍.ଏ.):ଉପନିର୍ବାଚନ ପାଇଁ ଭର୍ଚ୍ଚୁଆଲ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧାମନଗର ଦାୟିତ୍ୱ ନେବେ ବୋଲି କହିଥିଲେ। ସେ ତାଙ୍କ ପ୍ରତିଶ୍ରୁତି ରକ୍ଷା କରି ଧାମନଗର ଦାୟିତ୍ୱ ନିଅନ୍ତୁ। ତାଙ୍କ ଦଳର ପ୍ରାର୍ଥୀ ହାରିଯାଇଥିଲେ ବି ଧାମନଗର ତାଙ୍କର, ସେ…
ତୀର ମାରି ଗର୍ଭଣୀ ହାତୀକୁ ମାରିଦେଲେ
କେନ୍ଦୁଝର/ତେଲକୋଇ, ୮ା୧୧(ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ତାଳପଦା ସେକ୍ସନ ତାଳପଦା ବିଟ୍ ଅଧୀନ କୁଳିଆପାଳ ନିକଟ କଳାପାଟ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ ହାତୀ ଓ ଶାବକର ଗଳିତ ମୃତଦେହ ଠାବ କରିଛି। ମା’ ହାତୀକୁ ତୀର ବିଦ୍ଧ…
ମହିଳା ଭକ୍ତଙ୍କୁ ଜେଟିପିଙ୍କ ଦୁର୍ବ୍ୟବହାର
ପୁରୀ ଅଫିସ, ୮ା୧୧:ଶ୍ରୀମନ୍ଦିରରେ ସୋମବାର ଜଣେ ହବିଷିଆଳିଙ୍କୁ ପୋଲିସ କର୍ମଚାରୀ ମାଡ ମାରିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଜଣେ ବୃଦ୍ଧାଙ୍କୁ ଶ୍ରୀମନ୍ଦିର ପୋଲିସ (ଜେଟିପି) ଦୁର୍ବ୍ୟବହାର କରିବା ସହ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଏନେଇ ବୃଦ୍ଧାଙ୍କ ଝିଅ ସମ୍ପୃକ୍ତ…
ଅନ୍ତହୀନ ସୀମାନ୍ତ ଦୁଃଖ
ବାରିପଦା ଅଫିସ,୮ା୧୧:ସୀମାନ୍ତ ଲୋକଙ୍କୁ ରାଜ୍ୟର ବିକାଶ ପଥରେ ସାମିଲ କରିବାକୁ ବିଭିନ୍ନ ଯୋଜନା କରାଯାଉଥିବା ସରକାର କହୁଛନ୍ତି। ହେଲେ ବାସ୍ତବରେ ଚିତ୍ର କିନ୍ତୁ ଭିନ୍ନ। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ଗ୍ରାମପୁଞ୍ଜ ହେଉ ବା ମୟୂରଭଞ୍ଜ ଜିଲା ଝାଡ଼ଖଣ୍ଡ ସୀମାନ୍ତ…

