ଆମ ଜିଲା ଖବର

ଗାଁ ଦାଣ୍ଡରେ ପରିବା ବିକାଳିଙ୍କୁ ହତ୍ୟା

ଠାକୁରମୁଣ୍ଡା,୩୦।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ସାତକୋଶିଆ ପଞ୍ଚାୟତ ପ୍ରଧାନସାହି ଗାଁ ରାସ୍ତାରେ ଗୁରୁବାର ରାତିରେ ଜଣେ ପରିବା ବିକାଳିଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପ୍ରଧାନସାହିର ବାଘ ମହାନ୍ତି। ଘଟଣାସ୍ଥଳରୁ ହତ୍ୟାକାଣ୍ଡରେ ବ୍ୟବହୃତ ଏକ ରକ୍ତଭିଜା…

ରାବଣ ପୋଡ଼ି ଚଳିତବର୍ଷର ମୁଖ୍ୟ ଆକର୍ଷଣ

ନୂଆପଡ଼ା ଅଫିସ,୩୦।୯: ଚଳିତବର୍ଷ କରୋନା କଟକଣା ନ ଥିବାରୁ ନୂଆପଡ଼ା ଜିଲାର କୋଣଅନୁକୋଣରେ ସାରଦୀୟ ଦୁର୍ଗାପୂଜା ହର୍ଷଉଲ୍ଲାସ ସହିତ ପାଳନ କରାଯାଉଛି। ନବରାତ୍ର ପାଇଁ ଜିଲାର ପୁରପଲ୍ଲୀ ଚଳଞ୍ଚଳ ଦେଖାଦେଇଛି। ପ୍ରତିଦିନ ସନ୍ଧ୍ୟାରେ ଭିଡ ଜମୁଛି। ଦର୍ଶକଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ…

ରୌପ୍ୟ ଅଳଙ୍କାରରେ ଆଭୂଷିତ ହେବେ ଦେବଦେବୀ

ସମ୍ବଲପୁର,୩୦ା୯(ବ୍ୟୁରୋ): ହାଟପଡ଼ା ସାର୍ବଜନୀନ ଦୁର୍ଗାପୂଜା ବହୁ ପୁରାତନ। ସମ୍ବଲପୁର ସହର ବଡ଼ସଡ଼କରୁ ବଡ଼ବଜାରରେ ସୀମିତ ଥିବା ସମୟରୁ ହାଟପଡ଼ାଠାରେ କଳସପୂଜାରେ ଦୁର୍ଗାପୂଜା ଆରମ୍ଭ ହୋଇଥିଲା। ପରବର୍ତ୍ତୀ ସମୟରେ ଦୁର୍ଗାଙ୍କ ଫଟୋଚିତ୍ର ପୂଜା ପାଉଥିବା ବେଳେ ସମ୍ପ୍ରତି ଏହା ଆକର୍ଷଣୀୟ ମେଢ଼ରେ ପରିବର୍ତ୍ତିତ…

ଅର୍ଦ୍ଧନିର୍ମିତ ଅବସ୍ଥାରେ ସାତୁପାଲି କଲ୍ୟାଣମଣ୍ଡପ

ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ଧନକଉଡା ବ୍ଲକ ବସନ୍ତପୁର ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଘୋଷଣା କରାଯାଇଛି। ଅଧିକ ଅନୁଦାନରେ ପଞ୍ଚାୟତର ବିକାଶ କରାଯିବା ନେଇ ଲକ୍ଷ୍ୟ ରହିଛି। ହେଲେ କେତେକ ପ୍ରକଳ୍ପ ଦେଖିଲେ ଏହା କେବଳ ଘୋଷଣାରେ ସୀମିତ ରହିଥିବା…

୬୧ ବର୍ଷରେ ବ୍ରାହ୍ମଣସାହି ପୂଜା

ରାୟଗଡ଼ା ଅଫିସ,୩୦ା୯: ରାୟଗଡ଼ା ସହରରେ ଚଳିତ ବର୍ଷ ଶାରଦୀୟ ଦୁର୍ଗାପୂଜା ଧୂମଧାମରେ ପାଳନ ହେବ। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଆଗେଇ ଚାଲିଛି। କରୋନା ଯୋଗୁ ୨ ବର୍ଷ ପରେ ପୂଜା ଅନୁଷ୍ଠିତ ହେଉଥିବାରୁ ସହର ଏବେ ଚଳଚଞ୍ଚଳ।…

କୋଟପାଡ଼ରେ ରାଜ ରାଜୁଡ଼ା ସମୟର ଦୁର୍ଗାପୂଜା

କୋଟପାଡ଼,୩୦ା୯(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳ ଦଶହରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ରାଜା ରାଜୁଡା ସମୟରୁ ପାଳିତ ହେଇ ଆସୁଥିବା ଏହି ଦଶହରାରେ ନିକଟସ୍ଥ ଛତିଶଗଡର ଜଗଦଲପୁର, ବସ୍ତର ଜିଲାରୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ। ଦୋନ୍ତେୱାଡ଼ାର ଦାନ୍ତେଶ୍ୱରୀ ଠାକୁରାଣୀଙ୍କ ପୂଜା ପାଠ…

ଟୋଲଗେଟରେ ଗଣ୍ଡଗୋଳ: ଭାଜପା ନେତାଙ୍କୁ ମାଡ଼

ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ଭାଜପା ସଭାପତି ଗିରୀଶ ପଟେଲଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଭୁବନେଶ୍ୱରଠାରେ ଆୟୋଜିତ କର୍ମୀ ସମ୍ମିଳନୀରେ ଯୋଗଦେବାକୁ ଯାଉଥିଲେ। ଆଠଗଡ଼ ଟୋଲଗେଟରେ ୨ଜଣ ଭାଜପା ନେତାଙ୍କୁ ମାରପିଟ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଜଣେ ନାକଟିଦେଉଳ ବ୍ଲକ ଓ…

ମାସେ ମଧ୍ୟରେ କାର୍ଯ୍ୟକାରୀ ପାଇଁ ପୌର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୩୦ା୯: ବ୍ରହ୍ମପୁର ସହର ଉପକଣ୍ଠ ଲୋଚାପଡା ପଞ୍ଚାୟତ ଓ ୩ ଗ୍ରାମକୁ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ରେ ସାମିଲ ନେଇ ହାଇକୋର୍ଟ ଅଦାଲତ ଅବମାନନା ମାମଲାର ବିଚାର କରି ମାସେ ମଧ୍ୟରେ ଆଦେଶ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ପୌର…

ପ୍ରସ୍ତାବରେ ଅଟକିଛି ବ୍ରହ୍ମପୁର ଟ୍ରକ୍‌ ଟର୍ମିନାଲ

ଛତ୍ରପୁର,୩୦ା୯(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଉପକଣ୍ଠରେ ଟ୍ରକ୍‌ ଟର୍ମିନାଲ ପ୍ରତିଷ୍ଠା ପାଇଁ ବହୁ ପୂର୍ବରୁ ଯୋଜନା ହୋଇଥିଲା। ଏଥିପାଇଁ ଚିହ୍ନଟ ଜମି ବାଣିଜ୍ୟ ଓ ପରିବହନ ବିଭାଗ ନଁାରେ କରାଯିବାରେ ବିଳମ୍ବ ହୋଇଛି। ଏହାର ପ୍ରତିଷ୍ଠା ଏକପ୍ରକାର ପ୍ରସ୍ତାବରେ ଅଟକିଛି। ବିଶେଷକରି…

ତତ୍କାଳ ଟିକେଟରେ ଅବ୍ୟବସ୍ଥା

ବଇଣ୍ଡା,୩୦।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରେଳ ଷ୍ଟେଶନରେ ତତ୍‌କାଳ ଟିକେଟରେ ଅବ୍ୟବସ୍ଥା ପରିଲକ୍ଷିତ ହେଉଛି। ଏପରି କି ଟିକେଟ୍‌ ପିଛା ୩ଶହ ଟଙ୍କା ଅଧିକ ନିଆଯାଉଥିବା ବଇଣ୍ଡା ଗ୍ରାମବାସୀ ଗୁରୁବାର ସମ୍ବଲପୁର ରେଳ ବିଭାଗ ଡିଆର୍‌ଏମ୍‌ଙ୍କଠାରେ ଅଭିଯୋଗ କରିଛନ୍ତି।…

୨୦୧୩.୫ ହେକ୍ଟର ହେବ ଜଳସେଚିତ

ଆଠମଲ୍ଲିକ, ୩୦ା୯ (ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ମାନଜୋର ମଧ୍ୟମ ଜଳସେଚନ ବିଭାଗ ପକ୍ଷରୁ ଭୂତଳ ପାଇପ ଲାଇନ ଜଳସେଚନ କାର୍ଯ୍ୟର ଭୂମିପୂଜା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଥିବା ଜଣାଯାଇଛି। ଏହା ପାଇପ୍‌ ଦ୍ୱାରା ପୁରୁଣାମାଣତ୍ରୀଠାରୁ ତଳମୁଣ୍ଡ ପର୍ଯ୍ୟନ୍ତ ଚାଷ ଜମିକୁ ପାଣି…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଟିକିରି,୩୦ା୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଅଡ଼ା ପଞ୍ଚାୟତ ଚଣା ପୁକେଲ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଟିକିରି ଅଞ୍ଚଳର କୃଷ୍ଣ ମାଝି ସ୍ତ୍ରୀ ହାକ ମାଝିଙ୍କୁ ଟାଙ୍ଗିଆରେ ହାଣି ଦେଇଛନ୍ତି। କୃଷ୍ଣଙ୍କ ପ୍ରଥମ ସ୍ତ୍ରୀ ମରିଯାଇଥିବା ବେଳେ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?