ମା’ କନକଦୁର୍ଗା ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ
ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଶିଳ୍ପାଞ୍ଚଳ ପାର୍ଶ୍ୱ ଆଙ୍କୁଲିର ପ୍ରସିଦ୍ଧ ମା’ କନକ ଦୁର୍ଗା ଠାକୁରାଣୀ ଯାତ୍ରା ବୁଧବାର ରାତ୍ରରୁ ଆରମ୍ଭ ହୋଇଛି। ତେଣୁ ମହାନଗରର ୪୦ନଂ. ୱାର୍ଡ ଆଙ୍କୁଲି ଉତ୍ସବମୁଖର ହୋଇଯାଇଛି। ଏହି ଦ୍ୱି-ବାର୍ଷିକ ଯାତ୍ରା ୧୫ ଦିନ ଚାଲିବ ଏବଂ ଆସନ୍ତା…
୫ ମାସ ପରେ ବି ପାଞ୍ଚ ଅନ୍ତେବାସୀଙ୍କ ପତ୍ତା ମିଳୁନି
ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ(ବାଳକ)ରୁ ୬ ଜଣ ଅନ୍ତେବାସୀ ଚମ୍ପଟ ଘଟଣାର ୫ ମାସ ବିତିଯାଇଛି। ଅଦ୍ୟାବଧି ୫ ଜଣଙ୍କ ପତ୍ତା ପାଇ ପାରିନାହିଁ ପୋଲିସ। ଚମ୍ପଟ ଅନ୍ତେବାସୀ ନିଜ ନିଜ…
ବିଏମ୍ସି କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ କାର୍ଯ୍ୟାରମ୍ଭ
ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ନିର୍ମିତ ହୋଇଥିବା କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ ପ୍ରାୟ ୩ ବର୍ଷ ପରେ କାର୍ଯ୍ୟାରମ୍ଭ ହୋଇଛି। ଏ ନେଇ ବୁଧବାର ବିଏମ୍ସି କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ନିର୍ବାହୀ ଯନ୍ତ୍ରୀ ବସନ୍ତ ପାଢୀ ଓ…
ଆର୍ଏମ୍ସି କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଯାଜପୁର ଟାଉନ,୨୮ା୪(ଡି.ଏନ୍.ଏ.): ଯାଜପୁର ଆର୍ଏମ୍ସି କର୍ମଚାରୀ ଗୟାଧର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢ଼ାଉ ହୋଇଛି। ଯାଜପୁର ଥାନା ସନ୍ଥେଶ୍ବରପୁରଠାରେ ଗୟାଧର ସାହୁଙ୍କ ନିଜ ବାସଭବନ ଏବଂ…
ଝାଡ଼ଖଣ୍ଡୀ ହାତୀପଲ ନୀଳଗିରି ମୁହାଁ
ବାରିପଦା ଅଫିସ, ୨୮।୪: ପଶ୍ଚିମବଙ୍ଗ ସୀମାନ୍ତ ଦେଇ ଝାଡଖଣ୍ଡରୁ ଏକ ବିଶାଳ ହାତୀପଲ ମଙ୍ଗଳାବାର ବିଳମ୍ବିତ ରାତିରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ପଶିଛନ୍ତି। ଏହି ପଲରେ ୭୦ରୁ ଉର୍ଦ୍ଧ୍ୱ ହାତୀ ଥିବାବେଳେ ବୁଧବାର ତମାମ ବଡ଼ାମପୁର ସଂରକ୍ଷିତ ଜଙ୍ଗଲରେ ଅଟକି ରହିଛନ୍ତି।…
ପୋଖରୀ ଖୋଳା ଆଳରେ ରାଜସ୍ବ ଲୁଟ୍
ଖଇରା,୨୮।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନରେ ଗତ କିଛି ମାସ ଧରି ନୂଆ ଢଙ୍ଗରେ ରାଜସ୍ବ ଲୁଟ ଚାଲିିଛି। କିଛି ଖଣି ବ୍ୟବହାରକାରୀ ଗ୍ରାମବାସୀଙ୍କୁ ହାତବାରିସି କରି ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପୋଖରୀ ଖୋଳିବାକୁ ପ୍ରଶାସନ ନିକଟରୁ ଅନୁମତି…
ହାଇଟେକ୍ ନର୍ସରିରେ ପ୍ରସ୍ତୁତ ହେଉଛି ଚାରା
କେନ୍ଦୁଝର,୨୮।୪(ସ୍ବ.ପ୍ର.): ଗତ କିଛି ବର୍ଷ ହେଲା କେନ୍ଦୁଝର ଜିଲାରେ ରାସ୍ତାଘାଟ ନିର୍ମାଣ ଓ ସଂପ୍ରସାରଣ ତଥା ଖଣିଖାଦାନ, କ୍ୱାରୀ ଆଦି ଯୋଗୁ ବ୍ୟାପକ ଜଙ୍ଗଲ ନଷ୍ଟ ହେଉଥିବାରୁ ଏହାର ପରିଣତି ଆଜି ଜିଲାବାସୀ ପ୍ରବଳ ଗରମ ଭୋଗୁଛନ୍ତି। ଏଣୁ ଏବେ ବନ ବିଭାଗକୁ…
ବେଆଇନ ମାଟିଖୋଳା ବନ୍ଦ ଦାବି
ଆରଡ଼ି, ୨୮।୪(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ତହସିଲ ଅଧୀନ ଓଳଗ, ସୁନ୍ଦରପୁର, ଆରଡ଼ି, ନାନ୍ଦପୁର ଏବଂ ଧାମନଗର ତହସିଲ ଅନ୍ତର୍ଗତ ପାଳସାହି ଓ ରଇପୁର ପଞ୍ଚାୟତର ବିଭିନ୍ନ ସ୍ଥାନରେ ଅବାଧରେ ମାଟି ଖୋଳା ଚାଲିଛି। ପୋଖରୀ ଖୋଳା ଆଳରେ ନିଜ ଜମି…
ବିଦ୍ୟୁତ୍ ବିଲ୍ ଆଦାୟ ବାହାନାରେ ଲୁଟ୍
ଖୁଣ୍ଟା/କୁଆମରା, ୨୮।୪(ଡି.ଏନ.ଏ.): ବିଦ୍ୟୁତ୍ ବିଭାଗର କର୍ମଚାରୀ ପରିଚୟ ଦେଇ ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ସୁନାଚେନ୍ ଲୁଟ୍ କରିଛନ୍ତି। ବୁଧବାର ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ପୁରୁଣା ବାରିପଦା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ସୂଚନା ଅନୁଯାୟୀ, ପୁରୁଣା…
ଝାଟିଆ ବିଦ୍ୟୁତ୍ ଷ୍ଟ୍ରକଚର ଅଧୀନରେ ଉପଭୋକ୍ତା ହନ୍ତସନ୍ତ: ସମସ୍ୟା ସମାଧାନ ନ ହେଲେ ଅନଶନ
ଖଇରା,୨୮।୪(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ବିଦ୍ୟୁତ୍ ଉପଖଣ୍ଡ ଝାଟିଆ ଷ୍ଟ୍ରକଚର ଅଧୀନ ୩ପଞ୍ଚାୟତର ଉପଭୋକ୍ତା କ୍ରମାଗତ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଅଧିକାରୀମାନଙ୍କୁ ଜଣାଇଲେ ମଧ୍ୟ କିଛି ଫଳ ମିଳୁନି। ଆଗକୁ ମାଟ୍ରିକ ପରୀକ୍ଷା ଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠିକ୍…
ଟୋଲ୍ପ୍ଲାଜା ବିରୋଧରେ ତାତିଲେ ଲୋକେ
ବରଗଡ଼ ଅଫିସ,୨୮ା୪: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି। ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି। ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍ଡି) ରାସ୍ତାରୁ ମଧ୍ୟ ବେଆଇନଭାବେ…
ମାଲକାନଗିରିର ପୂର୍ବତନ ଏଏସ୍ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ମାଲକାନଗିରି, ୨୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦାସଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଚଢ଼ାଉ…
Archives


