କାଠି, ଓସ୍ତପତ୍ରରେ ସୁନ୍ଦର କଳାକୃତି
ପାରାଦୀପ,୩୦ା୯(ସ୍ବ.ପ୍ର.):ଆଇସ୍କ୍ରିମ ଓ ଦିଆସିଲି କାଠି ସହ ଓସ୍ତପତ୍ର ଆଦିରେ ବିଭିନ୍ନ କଳାକୃତି କରୁଛନ୍ତି ପାରାଦୀପର ଶ୍ରୁତି ରଞ୍ଜନ ମୁଦୁଲି, ତାଙ୍କ ପୈତୃକ ଗ୍ରାମ ଜଗତ୍ସିଂହପୁର ଜିଲା ନାଉଗାଁସ୍ଥିତ ଭଟଣା ଗ୍ରାମରେ। ବାପା ରାଜେନ୍ଦ୍ର ବ୍ୟବସାୟ କରୁଥିବାବେଳେ ମା’ଗୃହିଣୀ। ଶ୍ରୁତିଙ୍କୁ ଏବେ ୨୩…
ଚାଇଁପାଳ ବିଦ୍ୟୁତ୍ ଡିଭିଜନକୁ ଜରିମାନା
ଅନୁଗୋଳ ଅଫିସ, ୩୦ା୯: ଅନୁଗୋଳ ଜିଲା ଖାଉଟି ବିବାଦ ବିଚାର ଆୟୋଗ ପକ୍ଷରୁ ଏକ ମାମଲାର ବିଚାର କରାଯାଇ ତାଳଚେର ଚାଇଁପାଳ ବିଦ୍ୟୁତ୍ ଡିଭିଜନକୁ ଜରିମାନା କରାଯାଇଛି। ଖାଉଟିଙ୍କୁ ମାନସିକ ଯନ୍ତ୍ରଣା ଦେଇଥିବାରୁ ୮୦ ହଜାର ଟଙ୍କା ଜରିମାନା ଦେବାକୁ ଆୟୋଗଙ୍କ…
ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
ପୁରୀ ଅଫିସ,୩୦ା୯: ବାଙ୍ଗରସ୍ଥିତ ପୁରୀ ମୁଖ୍ୟ କାରାଗାରରେ ଗୁରୁବାର ଜଣେ କଏଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ଥାନା ବିଶ୍ୱନାଥପୁରର ଶିବପ୍ରସାଦ ଭୋଇ(୪୫)। ହଠାତ୍ ଅପରାହ୍ନରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ…
ଦରମା ନ ଦେଇ ନିର୍ଯାତନା, ବିଷପିଇଲେ ବନ ଜଗୁଆଳି
ରିଆମାଳ,୨୯।୯ (ଡି.ଏନ୍.ଏ.): ଦରମା ବଦଳରେ ମିଳିଲା ନିର୍ଯାତନା। ଦରମା ଟଙ୍କା ମାଗିବାରୁ ଗାଳିଗୁଲଜ କରିବା ସହ ଚାକିରିରୁ ବାହାର କରିଦେବାର ଭୟ ଦେଖାଇଲେ ଅଧିକାରୀ। ଫଳରେ ଚାପଗ୍ରସ୍ତ ହୋଇ ଦେବଗଡ଼ ଜିଲା ରିଆମାଳ ଥାନା କଙ୍କରଖୋଳ ଗ୍ରାମର ବନ ଜଗୁଆଳି ପୌଲସ୍ତି…
ବାପାଙ୍କ ମୃତଦେହ ଦେଖି ଚାଲିଗଲା ଝିଅର ଜୀବନ
ବ୍ରହ୍ମପୁର ଅଫିସ,୨୯।୯: ବାପାଙ୍କ ମୃତ୍ୟୁରେ ଭାଙ୍ଗି ପଡ଼ି ଶେଷରେ ଝିଅଙ୍କ ମୃତ୍ୟୁ ଘଟିଛି। ବ୍ରହ୍ମପୁର ସହରରେ ଏଭଳି ଏକ ଦୁଃଖଦ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ସୂଚନା ଅନୁସାରେ ପ୍ରେମନଗର ପଞ୍ଚୁଦେଉଳ ସାହିର ଭିକାରୀ ମାଦଳା(୮୨)ଙ୍କ ଝିଅ ମମିତା କୁମାରୀ ପଣ୍ଡା(୪୬)…
କେନାଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ
କୋକସରା,୨୯।୯(ଡି.ଏନ୍.ଏ.): କୋକସରା ବ୍ଲକ ସାନପୋଡ଼ାଗୁଡ଼ା ପଞ୍ଚାୟତ ନେଗିଗୁଡ଼ା ମେଗାଲିଫ୍ଟ କେନାଲର ଶେଷ ମୁଣ୍ଡ ଭଣାଡୋଙ୍ଗରି ଅଞ୍ଚଳରୁ ଗୁରବାର ଜଣେ ମହିଳାଙ୍କ ମୃତଦେହ ଜବତ କରାଯାଇଛି। ଉପରୁ ମୁଣ୍ଡରୁ ମୃତଦେହ ଭାସି ଆସି ଚେନାଲ ଗେଟରେ ଲାଗିଥିଲା। ତେବେ ମୃତ ମହିଳାଙ୍କ ପରିଚୟ…
ଜେଲ୍ ଦଣ୍ଡାଦେଶ ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ମୋକିମ
କଟକ ଅଫିସ,୨୯।୯: ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ତଥା ମେଟ୍ରୋ ବଲ୍ଡର୍ସର ଏମ୍ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଏହାକୁ ନେଇ ମୋକିମ ନିଜର ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ବ୍ୟବସାୟ କରି ବିରୋଧୀ ଦଳରୁ ରାଜନୀତି…
ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ
ଝାରସୁଗୁଡ଼ା ଅଫିସ,୨୯ା୯: ଝାରସୁଗୁଡ଼ା ଜିଲା ଦୌରାଜଜ୍ ସତ୍ୟବ୍ରତ ମିଶ୍ର ଗୁରୁବାର ଏକ ବଳାତ୍କାର ମାମଲାର ବିଚାର କରି ମୁଖ୍ୟ ଅଭିଯୁକ୍ତ ସନାତନ କିଷାନଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ପୀଡିତାଙ୍କୁ ୧ ଲକ୍ଷ ଟଙ୍କା ଆର୍ଥତ୍କ…
ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଚୋରି
କୋକସରା,୨୯।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଥିବା ଏକ ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ କବାଟ ଭାଙ୍ଗି ଚୋରି କରିଥିବା ଜଣାପଡିଛି। ଅଭିଯୋଗ…
ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ଭଞ୍ଜନଗର,୨୯।୯(ଡି.ଏନ୍.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଲାଗି ରହିଛି। ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ସୁବିଧା ଠିକ୍ ଭାବେ ମିଳିପାରୁ ନାହିଁ। ଏହାକୁ ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପୂର୍ବରୁ ଏକାଧିକ…
ଏନ୍ଏଚ୍ ୪୯ରେ ଦୁର୍ଘଟଣା: ଜଣଙ୍କ ଜୀବନଗଲା, ଜଣେ ଗୁରୁତର
କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ନିକଟ ଏନ୍ଏଚ୍ ୪୯ରେ ଗୁରୁବାର ଏକ ଦୁର୍ଘଟଣା ଘଟଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇ ସ୍ଥାନୀୟ ଡାକ୍ତର ଖାନାରେ ଚିକିତ୍ସିତ ହେଉଛନ୍ତି। ଦୁଇ ଜଣ…
ଢେଙ୍କାନାଳ ଗସ୍ତରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର
ଢେଙ୍କାନାଳ ଅଫିସ,୨୯ା୯: ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆରଡିସି) ଡ. ସୁରେଶ ଚନ୍ଦ୍ର ଦଳେଇ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ବିଭାଗ ଓ ଓ୍ବାର୍ଡ…

