ଆମ ଜିଲା ଖବର

ପବିତ୍ର ପଞ୍ଚକ ବ୍ରତ ଆରମ୍ଭ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ସୋରଡା,୪।୧୧(ଡି.ଏନ୍‌.ଏ.): ପବିତ୍ର କାର୍ତ୍ତିକ ମାସର ପଞ୍ଚକ ଆରମ୍ଭ ହୋଇଛି। ଶୁକ୍ରବାର ବଡ଼ ଏକାଦଶୀରେ ଜଗନ୍ନାଥଙ୍କ ଦୁର୍ଲଭ ବେଶ, ଆଳତି ଦେଖିବାକୁ ଭୋରରୁ ମହିଳାଙ୍କ ଭଡ଼ ଦେଖିବାକୁ ମିଳିଥିଲା। ଠାକୁରଙ୍କୁ ତୁଳସୀ ମାଳରେ ଅତ୍ୟନ୍ତ ସୁନ୍ଦର ଭାବେ ସଜା ଯାଇଛି। ଭୋର ୪…

ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୪।୧୧(ଡି.ଏନ୍‌.ଏ.): ଶୁକ୍ରବାର କାର୍ତ୍ତିକ ବଡ଼ ଏକାଦଶୀ ତଥା ଦେବ ଉତ୍ଥାପନ ଏକାଦଶୀ ତିଥୀ ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀ ନାରାୟଣ ବେଶ ସହିତ ଶ୍ରୀରାଧାଙ୍କ ସୁନା ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଲାଗଛି। ମନ୍ଦିର ବେଢାରେ…

ଆସନ୍ତା ୨୩ରୁ ମାଟ୍ରିକ୍‌ ସମ୍ମେଟିଭ୍‌ ପରୀକ୍ଷା: ଆଜିଠୁ ମିଳିବ ଆଡମିଟ୍‌ କାର୍ଡ

କଟକ ଅଫିସ,୪।୧୧: ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ସମ୍ମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା। ନଭେମ୍ବର ୨୩ରୁ ଆରମ୍ଭ ହୋଇ ୩୦ ତାରିଖ ଯାଏ ପରୀକ୍ଷା ଚାଲିବ। ଏ ନେଇ ବୋର୍ଡ କତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି। ତେବେ ପରୀକ୍ଷା…

ଓଡ଼ିଶା ଡ୍ରାଇଭର ସଂଘର ନିଆରା ଆନ୍ଦୋଳନ, ରାସ୍ତାରେ ଶୋଇ ମୁଣ୍ଡିଆ ମାରିଲେ

ଛତ୍ରପୁର,୪ା୧୧(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ସଂଘ ପକ୍ଷରୁ ରାସ୍ତାରେ ତଳେ ଶୋଇ ଅଭିନବ ଉପାୟରେ ଶୁକ୍ରବାର ନିଆରା ଆନ୍ଦୋଳନ କରିଛନ୍ତି। ଶତାଧିକ ଡ୍ରାଇଭର ଏକ ବିରାଟ ଶୋଭାଯାତ୍ରାରେ ଆସି ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ତଳେ ଶୋଇ ରହି ମୁଣ୍ଡିଆ ମାରି…

ଅସୁବିଧା ଭୋଗୁଛନ୍ତି ୧୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନୂଆପଡ଼ା ଅଫିସ,୪।୧୧:ନୂଆପଡା ଜିଲା ସଦର ମହକୁମାର ଅନେକ ସ୍ଥାନକୁ ଗ୍ରାମ୍ୟ ଉନ୍ନଉନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଯୋଡା ଯାଉଛି। କିନ୍ତୁ ଅନେକ ଗ୍ରାମବାସୀ ସଦର ମହକୁମାକୁ ଆସିବା ପାଇଁ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏପରି ପରିସ୍ଥିତି ଦେଖିବାକୁ…

ବସିବ ଛତିଶା ନିଯୋଗ ବୈଠକ: ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ହେବ ଆଲୋଚନା

ପୁରୀ ଅଫିସ,୪।୧୧: ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ବୋଲି ଜଣାପଡିଛି। ଏଥିପାଇଁ ଆଜି ସନ୍ଧ୍ୟାରେ ଛତିଶା ନିଯୋଗ ବୈଠକ…

ରାୟଗଡ଼ା ଓଭରବ୍ରିଜ୍‌ର ସ୍ଥିତି ଯାଞ୍ଚ କଲା ସ୍ବତନ୍ତ୍ର ଟିମ୍‌

ରାୟଗଡ଼ା ଅଫିସ,୪ା୧୧: ଗୁଜରାଟ ଝୁଲାପୋଲ ଭୁଶୁଡ଼ିବା ପରେ ଜାତୀୟ ରାଜପଥ ବିଭାଗର ଚେତା ପଶିଛି। ଦୀର୍ଘଦିନ ଧରି ଅବହେଳିତ ଏବଂ ବିପଜ୍ଜନକ ଅବସ୍ଥାରେ ରହିଥିବା ରାୟଗଡ଼ା ଓଭରବ୍ରିଜ୍‌ର ମରାମତି ପାଇଁ ବିଭାଗୀୟ ଅଧିକାରୀ ତପତ୍ରତା ପ୍ରକାଶ କରିଛନ୍ତି। ବୁଧବାର ଭୁବନେଶ୍ୱରରୁ ଟେଷ୍ଟିଂ…

୫୩ ମୃତବ୍ୟକ୍ତିଙ୍କ ନାମରେ ଉଠାଯାଉଥିଲା ଭତ୍ତା

କାଲିମେଳା,୪ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକରେ ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ତଥା ଜନଶୁଣାଣି ଶିବିର ପଞ୍ଚାୟତ ସମିତି ପଡ଼ିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ମହେଶ୍ୱର ନାୟକ, ବ୍ଲକ ଅଧ୍ୟକ୍ଷା ଯମୁନା ମୂଷାକ୍ଷୀ, ବିଡିଓ ରାମକୃଷ୍ଣ…

ଫରେଷ୍ଟ ଗାର୍ଡଙ୍କୁ ଦଳିଦେଲା ହାତୀ

ଅନୁଗୋଳ ଅଫିସ,୪।୧୧: ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଗୁରୁବାର ରାତିରେ ପ୍ରବେଶ କରିଥିବା ୩୦ରୁ ଊର୍ଦ୍ଧ୍ୱ ହାତୀ ସେଠାରେ ଆତଙ୍କ ଖେଳାଇ ଦେଇଛନ୍ତି। ଏପରି କି ଘଉଡ଼ାଇବା ବେଳେ ଜଣେ ଫରେଷ୍ଟ ଗାର୍ଡଙ୍କୁ ହାତୀ ପଲ ଦଳି ମାରିଦେଇଥିବା…

ପ୍ରସ୍ଫୁଟିତ ହେଉନି ଚିତ୍ରକଳା ପ୍ରତିଭା

ଆଠମଲ୍ଲିକ,୪ା୧୧ (ଉଦୀପ୍ତ ପୁରୋହିତ): ଚିତ୍ରକଳାରେ ଚମତ୍କାରିତା ପାଇଁ ଅନ୍ତର୍ଜାତୀୟ ସ୍ତରରେ ପରିଚିତ ସହ ଆଠମଲ୍ଲିକକୁ ଗୌରବାନ୍ବିତ କରିଛନ୍ତି ସୁନାମଧନ୍ୟ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆ। ହେଲେ ସେହି ଆଠମଲ୍ଲିକ ମାଟିରେ ଆଉ ଚିତ୍ରକଳାକୁ ମିଳୁନି ଉପଯୁକ୍ତ ପ୍ରୋତ୍ସାହନ। ପ୍ରସ୍ଫୁଟିତ ହେଉନି ପିଲାଙ୍କ ମଧ୍ୟରେ…

ଅଜଣା ଜନ୍ତୁ ଶିକାର: ୬୩ ଛେଳି ମୃତ, ୨୮ ଗୁରୁତର

ପାରଳାଖେମୁଣ୍ଡି,୪ା୧୧(ଡି.ଏନ୍‌.ଏନ୍‌.): ଗଜପତି ଜିଲା କାଶୀନଗର ବ୍ଲକର କିଡିଙ୍ଗା ଗ୍ରାମରେ କୌଣସି ଅଜଣା ଜନ୍ତୁର ଶିକାର ହୋଇ ୬୩ଟି ଛେଳି ମୃତ୍ୟୁବରଣ କରିଥିବା ବେଳେ ୨୮ଟି ଛେଳି ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣା କିପରି ଘଟିଲା ଏତେ ସଂଖ୍ୟକ ଛେଳି ମରିବା…

ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗର ଅସୁସ୍ଥ ଦନ୍ତା

ବେତନଟୀ,୪ା୧୧(ସ୍ବ.ପ୍ର.): ଗତ କିଛି ଦିନ ହେଲା ଗୋଡ଼ରେ ଆଘାତପ୍ରାପ୍ତ ହୋଇ ପଶ୍ଚିମବଙ୍ଗ ବନବିଭାଗ ଦ୍ୱାରା ଚିକିତ୍ସିତ ଏକ ଦନ୍ତା ବୁଧବାର ଓଡ଼ିଶା ସୀମା ଅତିକ୍ରମ କରି ବେତନଟୀ ରେଞ୍ଜରେ ପ୍ରବେଶ କରିଛି। ଏହି ଦନ୍ତା ଏବେ ମୟୂରଭଞ୍ଜ ବନ ବିଭାଗର ଚିନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?