ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ଯୁବକ ବୁଡିଯାଇ ଗୁରୁତର
ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଗାଧୋଇବା ବେଳେ ଅଳ୍ପକେ ବର୍ତ୍ତିିଲେ ଯୁବକ। ସମୁଦ୍ରରେ ବୁଡି ଯାଉଥିବା ବେଳେ ରକ୍ଷାକଲେ ମତ୍ସ୍ୟଜୀବୀ ଓ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ପୋଲିସ।ଗୁରୁତର ଅବସ୍ଥାରେ ଛତ୍ରପୁର ମେଡିକାଲରେ ତାଙ୍କୁ ଭର୍ତ୍ତିି କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର…
ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସୁନ୍ଦର କରିବା ନିମନ୍ତେ ଲକ୍ଷ୍ୟ : ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେଲେ ଅତିରିକ୍ତ ଜିଲାପାଳ ସହ…
ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସବୁଜ ଓ ସୁନ୍ଦର କରିବା ନିମନ୍ତେ ଆଜି ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ ପରିବେଶ ସୁରକ୍ଷା, ପ୍ରକୃତିକୁ ବଞ୍ଚାଇବା ଏବଂ ପ୍ଲାଷ୍ଟିକ ଓ ପଲିଥିନକୁ ବର୍ଜନ କରିବା ଲକ୍ଷ୍ୟ…
ଜଙ୍ଗଲରେ ଲୁଚାଇ ରଖିଥିଲେ ୪୫ ପିଆଶାଳ ପଟା: ମାଡ଼ିବସିଲା…
ଗୁଡ଼ାରି,୧୯।୫ (ପ୍ରମୋଦ କୁମାର ପତି ) ରାୟଗଡା ଜିଲା ଗୁଡ଼ାରି ରେଞ୍ଜ କର୍ମଚାରୀମାନେ ପେଣ୍ଡିଲି ଗ୍ରାମ ପଞ୍ଚାୟତର ମନ୍ତରଝୋଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୪୫ଟି ପିଆଶାଳ ପଟା ଜବତ କରିଥିବା ସୂଚନା ମିଳିଛି । ବେଆଇନ ଭାବେ ଗଛକାଟି ଜଙ୍ଗଲରେ କେହି…
ଧାନବିକ୍ରିରେ ଅବ୍ୟବସ୍ଥା ନେଇ ତାତିଲେ ଚାଷୀ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ
ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ଟୋକନ୍ ପାଇଁ ବରଗଡ଼ ଜିଲାପାଳଙ୍କ ଅଫିସ୍ ଘରିଲେ ଚାଷୀ । ଆନ୍ଦୋଳନରେ ଚାଷୀଙ୍କ ସହ ବିଭିନ୍ନ ସଂଗଠନ ସାମିଲ୍ ହୋଇଛନ୍ତି । ବରଗଡ଼ ଜିଲାରେ ଗତ ୧୧ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ହେଲେ…
ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ କାର୍ଯ୍ୟକ୍ରମ: ସାମିଲ ହେଲେ ବିଧାୟକଙ୍କ ସହ ଏମାନେ…
ଗଞ୍ଜାମ,୧୯।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳିଜଗନ୍ନାଥପୁର ସ୍ଥିତ ପ୍ରଭୁ ଶ୍ରୀ ବାଲି ଲୋକନାଥଙ୍କ ମନ୍ଦିର ପରିସରରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ବିଶେଷ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ସ୍ବଚ୍ଛ ଭାରତ ଗ୍ରାମୀଣ ଅଭିଯାନ ଅଧୀନରେ ଆୟୋଜିତ…
ତୈଳବୀଜ ଶସ୍ୟ ଚାଷ କରିବାକୁ ଯୁବଚାଷୀଙ୍କୁ ଆହ୍ବାନ ଦେଲେ ସମୀର
ବଡ଼ଗାଁ, ୧୯।୫(ଅଶୋକ ଷଡଙ୍ଗୀ): ଭାରତରେ ତୈଳବୀଜ ଉତ୍ପାଦନ ସେତେଟା ହେଉନଥିବାରୁ ଭାରତ ଅନ୍ୟ ଦେଶ ଉପରେ ନିର୍ଭର କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ତେଲ ବ୍ୟବହାର କମ କରିବାକୁ କହିଛନ୍ତି। ତେଲ ବ୍ୟବହାର କମ କରିବା ଓ ଚାଷୀମାନେ ତୈଳବୀଜ…
ରାତି ୧୦ଟା ପର୍ଯ୍ୟନ୍ତ ମେଡିକାଲ ଷ୍ଟୋର ଖୋଲା ରଖିବାକୁ ଦାବି: ଡ୍ରଗ ଇନ୍ସପେକ୍ଟରଙ୍କ ଦୃଷ୍ଟି ପଡୁ
ଲାଠୋର, ୧୯।୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗ୍ରାମରେ ଥିବା ମେଡ଼ିକାଲ ଷ୍ଟୋରଗୁଡ଼ିକ ସନ୍ଧ୍ୟା ୭ଟା ପରେ ବନ୍ଦ ରହୁଛି। ସାଧାରଣ ଲୋକ ମେଡ଼ିସିନ ପାଇଁ ଷ୍ଟୋରକୁ ଯାଇ ବନ୍ଦ ଥିବା ଦେଖି ତାର ଭିଡ଼ିଓ କରି ସୋସିଆଲ ମିଡ଼ିଆରେ…
ଫଳ ତୋଳିବାକୁ ବଗିଚାକୁ ଯାଇଥିଲେ ଧରଣୀଧର: ମାଡ଼ିଆସିଲା ଦନ୍ତା ହାତୀ, ଆଉ ତା’ପରେ…
କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର ମୃତ୍ୟୁ ହୋଇଛି। ଫଳରେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟ ସୃଷ୍ଟି ହୋଇଛି।…
ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…
ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ। ପ୍ରତ୍ୟେକ ମଙ୍ଗଳବାର ପ୍ରଶାସନ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ହେବ। ଏଥିରେ ସାଧାରଣ ଜନତା…
ଧ୍ରୁବଙ୍କୁ ଅପହରଣ କରିନେଇଥିଲେ ଦାଦନ ସର୍ଦ୍ଦାର: ମାସେ ପରେ ଘଟିଲା…
ନୂଆପଡ଼ା,୧୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ଥାନା ତୁକଲା ଗଁାର ଧ୍ରୁବ ଚରଣ ଶବର(୬୫) ଅପହରଣର ମାସେ ପରେ ଆନ୍ଧ୍ରରୁ ଉଦ୍ଧାର ହୋଇଥିଲେ ମଧ୍ୟ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଅପହୃତାଙ୍କୁ ଉଦ୍ଧାର…
ଘର ଉପରେ ଝୁଲୁଛି ବିପଦ:ଭୟରେ ଦିନକାଟୁଛନ୍ତି ୨ ପରିବାର
ଲୋଇସିଂହା,୧୯।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅନ୍ତର୍ଗତ ପନେସରା ଗାଁରେ ଦୀର୍ଘଦିନଧରି ଭୟରେ ଦିନ କାଟୁଛନ୍ତି ୨ଟି ପରିବାର। ଗ୍ରାମର ଗ୍ରାମପତି ଗୁଡି ନିକଟରେ ଥିବା ବହୁ ପୁରୁଣା ତେନ୍ତୁଳି ଗଛ ଢଳି ପଡିଥିବାବେଳେ ବଡବଡ ଡାଳ ଏବେ ସିଧାସଳଖ…
ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ
ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ । ଫଳରେ ଶ୍ବଶୁର ଗୁରୁତର ଆହତ ହୋଇ ପରଜଙ୍ଗ ଗୋଷ୍ଠୀ…

