ଆମ ଜିଲା ଖବର

୩ମାସ ହେବ ଭତ୍ତା ପାଇନାହାନ୍ତି ଇନ୍ତାଲିଗୁଡ଼ାବାସୀ

ରାୟଗଡ଼ା ଅଫିସ, ୨୩ା୬: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ଇନ୍ତାଲିଗୁଡ଼ା ଗ୍ରାମବାସୀ ୩ମାସ ହେଲା ଭତ୍ତା ପାଇ ନ ଥିବା ଅଭିଯୋଗ କରିଛନ୍ତି। ପ୍ରତ୍ୟେକ ମାସରେ ଆସି ନିଜର ଭତ୍ତା ଟଙ୍କା ମାଗୁଥିଲେ ସୁଦ୍ଧା ତାହା ମିଳୁ ନ ଥିବା…

ନବରଙ୍ଗପୁର ଜିଲାର ୬୯୩ ଗାଁ ବାଲ୍ୟବିବାହ ମୁକ୍ତ

ନବରଙ୍ଗପୁର,୨୩ା୬(ବି.ପ୍ର.): ନବରଙ୍ଗପୁର ଜିଲାରେ ବାଲ୍ୟବିବାହ ରୋକିବା ନିମନ୍ତେ ବୁଧବାର ସ୍ଥାନୀୟ ମିଶନଶକ୍ତି ସଭାଗୃହରେ ସମାଜ କଲ୍ୟାଣ ବିଭାଗ, ଜିଲା ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ୍‌, ଆକ୍ସନଏଡ୍‌ ଓ ବିଭିନ୍ନ ଜାତି ସମାଜର ମୁଖ୍ୟଙ୍କୁ ନେଇ ଜିଲାପାଳ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ…

କାମରେ ଲାଗୁନି ସୋଲାର ପାନୀୟ ଜଳ ପ୍ରକଳ୍ପ

ଚନ୍ଦାହାଣ୍ଡି, ୨୩ା୬(ଡି.ଏନ୍‌.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ସୋଲାର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଆଜକୁ ଏକ ବର୍ଷ ହେବ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଗ୍ରାମବାସୀ ବିଶୁଦ୍ଧ ପାନୀୟ ଜଳ ନ ପାଇ ଡହଳବିକଳ…

ରାୟଗଡ଼ାରେ ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

ରାୟଗଡ଼ା ଅଫିସ,୨୩ା୬:  ରାୟଗଡ଼ାର ନୂତନ ଜିଲାପାଳ ରୂପେ ସ୍ବଧା ଦେବସିଂହ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଜିଲାପାଳ ସରୋଜ କୁମାର ମିଶ୍ରଙ୍କଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଏଥିପୂର୍ବରୁ ସେ ନୂଆପଡ଼ା ଜିଲାରେ ନିଜ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ…

ଅପମୃତ୍ୟୁ ମାମଲାର ତଦନ୍ତ ପରେ ହତ୍ୟା ମାମଲା ରୁଜୁ କଲା ପୋଲିସ୍‌

ବୈପାରିଗୁଡା,୨୩ା୬ (ଡି.ଏନ୍‌.ଏ.): ୨ ବର୍ଷ ତଳର ଏକ ଅପମୃତ୍ୟୁ ମାମଲାର ତଦନ୍ତ ପରେ ବୈପାରିଗୁଡା ପୋଲିସ ଏହାକୁ ହତ୍ୟା ମାମଲାରେ ପରିଣତ କରି ଏକ ହତ୍ୟା ମାମଲା ରୁଜୁ କରିଛି ା ଏଥିରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ…

ବିକାଶ ଅପେକ୍ଷାରେ ମାନ୍ଦ୍ରାବାଜୁ ଗାଁ

ଆର.ଉଦୟଗିରି,୨୩ା୬(ଡି.ଏନ.ଏ.): ମୋହନା ବ୍ଲକ ରାଇପଙ୍କା ପଞ୍ଚାୟତ ମାନ୍ଦ୍ରାବାଜୁ ଗ୍ରାମରେ ବିକାଶ ଅପହଞ୍ଚ। ଏବେ ବି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଭଳି ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି। କେବଳ ରାସ୍ତା ନିର୍ମାଣକୁ ବାଦ ଦେଲେ ଅନ୍ୟ କୌଣସି ସରକାରୀ ଯୋଜନା ଲୋକଙ୍କ…

ବର୍ଷା ଆସୁ ଆସୁ କୃତ୍ରିମ ବନ୍ୟା

ଭୁବନ, ୨୩ା୬(ଡି.ଏନ୍‌.ଏ.): ବର୍ଷା ପୂର୍ବରୁ ପଶିଲାନି ବୁଦ୍ଧି। ନୂତନ ଡ୍ରେନ୍‌ ନିର୍ମାଣ କରିବାକୁ ନା କରାଗଲା ଯୋଜନା ନା ହେଲା ପୂତ୍ତିଗନ୍ଧମୟ ଜଳ ନିଷ୍କାସନ ବ୍ୟବସ୍ଥା। ଏବେ ଅସରାଏ ବର୍ଷାରେ ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ। ଘରେ ପଶୁଛି ମଇଳା ପାଣି। ଆବର୍ଜନା…

ବିପଦ ଆଶଙ୍କା ବଢ଼ାଉଛି ମୁକୁଳା ବୋର୍‌ଓ୍ବେଲ

ବଅଁରପାଳ,୨୩ା୬(ଡି.ଏନ.ଏ.): ମୁକୁଳା ପଡ଼ିଥିବା ବୋର୍‌ଓ୍ବେଲ କିପରି ଶିଶୁଙ୍କ ପାଇଁ ବିପଦ ସାଜିପାରେ ତାହାର ଉଦାହରଣ ଦେଶରେ ବାରମ୍ବାର ଦେଖିବାକୁ ମିଳୁଛି। ନିକଟରେ ଛତିଶଗଡ଼ରେ ଏପରି ଏକ ଘଟଣା ଚର୍ଚ୍ଚାର ବିଷୟ ହୋଇଥିବାବେଳେ ୨୦୧୭ ଡିସେମ୍ବର ୨୫ରେ ଅନୁଗୋଳ ଜିଲା କିଶୋରନଗର ବ୍ଲକ…

୧୦ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୩ା୬: ଅତିରିକ୍ତ ଜିଲା ଜଜ (ଏଡିଜେ)- ୧ ସଂଘମିତ୍ରା ଶର୍ମା ରଣ୍ଢାର ବୁବୁ ଓରଫ ଗଣେଶ ପଣ୍ଡା ହତ୍ୟା ମାମଲାର ବୁଧବାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୧୦ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ୪ ଜଣ…

୩୫ କୋଟି ଗୁଣ୍ଡ, ୪ କୋଟି ବଡ଼ ଯାଆଁଳ ବିକ୍ରି ଲକ୍ଷ୍ୟ

ଭଞ୍ଜନଗର,୨୩ା୬(ଡି.ଏନ.ଏ.):  ଭଞ୍ଜନଗର ମତ୍ସ୍ୟ ଯାଆଁଳ ଉତ୍ପାଦନ କେନ୍ଦ୍ରରୁ ଚଳିତ ଆର୍ଥିକ ବର୍ଷରେ ୩୫ କୋଟି ଗୁଣ୍ଡ ଯାଆଁଳ ଏବଂ ୪ କୋଟି ୧୦ ଲକ୍ଷ ବଡ ଜାଆଁଳ ବିକ୍ରି ଲକ୍ଷ୍ୟ ରଖାଯାଇଛି। ତେଣୁ ଚଳିତବର୍ଷର ପ୍ରଥମ ମାଛ ଯାଆଁଳ (ସ୍ପନ, ଫ୍ରାଏ ଏବଂ…

କନ୍ଧମାଳର ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

ଫୁଲବାଣୀ ଅଫିସ,୨୩ା୬: କନ୍ଧମାଳ ଜିଲାର ନୂତନ ଜିଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବିଦାୟୀ ଜିଲାପାଳ ଡା.ବୃନ୍ଦା ଡିଙ୍କଠାରୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପୂର୍ବରୁ ପାଟିଲ ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସୌଜନ୍ୟମୂଳକ ପରିଦର୍ଶନରେ ଯାଇଥିଲେ ା ସେଠାରୁ…

ଟାଟା କମ୍ପାନୀ ସିକ୍ୟୁରିଟି ଅଫିସରଙ୍କ ନାଁରେ ୨ ଏତଲା

ଛତ୍ରପୁର,୨୩ା୬ଡି.ଏନ.ଏ.): ଛତ୍ରପୁର ବ୍ଲକ କାଳିପଲ୍ଳୀ ନିକଟରେ ଟାଟା କମ୍ପାନୀ ଅଧିକୃତ ଜମିରେ ପ୍ରକଳ୍ପକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି ା ଆନ୍ଦୋଳନ ଯୋଗୁ ଉକ୍ତ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି ା ଅନ୍ୟପକ୍ଷରେ ପୂର୍ବତନ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri