ଆମ ଜିଲା ଖବର

ଚୋରା କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ଚାଳକ ଗିରଫ

ପଦ୍ମପୁର,୨୬।୯(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ପୋଲିସ ଜଗନ୍ନାଥପ୍ରସାଦ ପଞ୍ଚାୟତର ହତାଶିଆ ଛକଠାରେ ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଛି। ଏଥିସହ ଗାଡ଼ି ଚାଳକ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଞ୍ଚଳର ଅନାର ସିଂଙ୍କୁ…

ପୂଜା, ଭସାଣିରେ ନିଶା ସେବନ ମନା

ଭଦ୍ରକ ଅଫିସ,୨୬।୯: ଶାରଦୀୟ ପର୍ବ ପାଳନ ଅବସରରେ ଡିଜେ ବ୍ୟବହାର ନିଷେଧ। ପୂଜା ଅବଧି କିମ୍ବା ଭସାଣି ସମୟରେ କମିଟି ସଦସ୍ୟ ନିଶା ସେବନରୁ ବିରତ ରହିବେ। ଏନେଇ କମିଟି ପକ୍ଷରୁ ପଦକ୍ଷେପ ନେବାକୁ ଦୁର୍ଗାପୂଜା ଉପଲକ୍ଷେ ଭଦ୍ରକ ଜିଲାପାଳଙ୍କ ସଦ୍‌ଭାବନା…

ପୂଜା ପାଇଁ ଗାଡ଼ି ଚଳାଚଳରେ କଟକଣା

ବେତନଟୀ,୨୬ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀଠାରେ ସପ୍ତାହ ବ୍ୟାପି ଦୁର୍ଗା ପୂଜା ଓ ମେଳା ଅନୁଷ୍ଠିତ ହେବ। ଏଥିପାଇଁ ବଜାର ଅଞ୍ଚଳ ଚଳଚଞ୍ଚଳ ହୋଇ ପଡ଼ିଛି। ପୂଜା କମିଟିର କର୍ମକର୍ତ୍ତାମାନେ ମେଢ଼ ତିଆରି, ମଣ୍ଡପ ସାଜସଜ୍ଜା, ମେଳା ପ୍ରସ୍ତୁତି, ରାବଣ ପୋଡ଼ି ଉତ୍ସବ…

ସୁନାହାର ଲୁଟ୍‌ କରି ପଳାଉଥିଲେ, ନିର୍ଧୁମ ଛେଚିଲେ ଲୋକେ

ସିମୁଳିଆ, ୨୬।୯(ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥରେ ସୋମବାର ମଧ୍ୟାହ୍ନରେ ଜୟନ୍ତୀ ସାହୁ ନାମ୍ନୀ ଜଣେ ମହିଳାଙ୍କ ବେକରୁ ସୁନାହାର ଲୁଟ୍‌ କରି ଫେରାର ହୋଇଯାଉଥିବା ୨ଜଣ ଯୁବକ ଧରାପଡ଼ି ନିର୍ଧୁମ ଛେଚା ଖାଇଛନ୍ତି। ପରେ ସେମାନଙ୍କୁ ପୋଲିସ ଜିମା ଦିଆଯାଇଛି। ସ୍ଥାନୀୟ…

୪ ଟ୍ରକ୍‌ ଉପରେ ୬୦ହଜାର ଜରିମାନା

ସିମୁଳିଆ, ୨୬।୯(ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥରେ ୪ଟି ଟ୍ରକ ଉପରେ ଚଢ଼ାଉ କରାଯାଇ ୬୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସିମୁଳିଆ ତହସିଲଦାର ଭୀମକାନ୍ତ ମାଝି ଚଢ଼ାଉ କରି ଏହି ଟଙ୍କା ଆଦାୟ କରିଛନ୍ତି। ବାଲି ଓ ପଥର ନେଇଯାଉଥିବା ଟ୍ରକ…

୨୯ରେ କଂଗ୍ରେସର ବ୍ଲକ ଘେରାଉ

ରୂପସା,୨୬।୯(ଡି.ଏନ୍‌.ଏ.): ଆସନ୍ତା ୨୯ ତାରିଖରେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଫିସ ଘେରାଉ ପାଇଁ କଂଗ୍ରେସ ଡାକରା ଦେଇଛି। ବନ୍ୟାଜନିତ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ଆବାସ ଯୋଜନାରେ ଘର, ଭୂମିହୀନଙ୍କୁ ଘରବାଡ଼ି ପଟ୍ଟା, ଜଳ ନିଷ୍କାସନ ସମସ୍ୟା ସ୍ଥାୟୀ ସମାଧାନ, ଟାଟାପାୱାର…

ବଦଳିବ ବିକ୍ରମଦେବ ବର୍ମାଙ୍କ ପ୍ରତିମୂର୍ତ୍ତି: ବିଧାୟକ

ଜୟପୁର,୨୬ା୯(ନି.ପ୍ର.): ବିକ୍ରମଦେବ ମହାବିଦ୍ୟାଳୟ ସମ୍ମୁଖରେ ସ୍ଥାପନ କରାଯାଇଥିବା ପ୍ରତିମୂର୍ତ୍ତି ବଦଳାଯିବ ବୋଲି ଜୟପୁର ବିଧାୟକ ତାରାପ୍ରସାଦ ବାହୀନିପତି କହିଛନ୍ତି। ଗତ ୧୭ ତାରିଖରେ ସ୍ଥାପନ ହୋଇଥିବା ପ୍ରତିମୂର୍ତ୍ତି ଏହା ବିକ୍ରମଦେବ ବର୍ମାଙ୍କ ନୁହେଁ ବୋଲି ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଏବଂ ବୁଦ୍ଧିଜୀବୀମାନେ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଡିଓ

ବଲାଙ୍ଗୀର ଅଫିସ,୨୬।୯: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବିଡିଓ ବିନୋଦ ନାଏକ। ୧ଲକ୍ଷ ୮୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଡିଓ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବ୍ଲକ୍‌ରୁ ୩୦ଲକ୍ଷ ଟଙ୍କାର ମରାମତି କାମ ଦେବାପାଇଁ ରାଜକେଲ ଗାଁର ଠିକାଦାର ଗୋପାଳ…

ବାଘକୁ ନେଇ ଭୟଭୀତ ନ ହେବାକୁ ପରାମର୍ଶ

କୋରାପୁଟ,୨୬ା୯(ସ୍ବ.ପ୍ର.): କୋରାପୁଟ ଜିଲା କୋଟିଆ ସୀମାନ୍ତ ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଥିବା ନେଇ ଡିଏଫଓ ଅମିତାରାଣୀ ରାୟ କହିଛନ୍ତି। ବାଘ ଉପରେ ବନ ବିଭାଗ ପକ୍ଷରୁ ନଜର ରଖାଯାଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି।…

ସ୍କୁଲରେ ମହିଳା ଅଭିଭାବକ-ଶିକ୍ଷୟିତ୍ରୀ ମୁହାଁମୁହିଁ

ଆନନ୍ଦପୁର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପଦ୍ମପୁର ସତ୍ୟନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟାଳୟ କମ୍ପ୍ୟୁଟର ରୁମ୍‌ରେ ପଡିଥିବା କିଛି ପୁରୁଣା କାର୍ପେଟକୁ ବଦଳାଯାଇ ନୂଆ କାର୍ପେଟ ଲଗାଯାଇଥିଲା। ପୁରୁଣା କାର୍ପେଟଗୁଡିକ ବିଦ୍ୟାଳୟରେ…

ଗାଡି ଧକ୍କାରେ ଭାଲୁ ମୃତ

କେନ୍ଦୁଝର,୨୬।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ନେକଡାଘର ଏନ୍‌ଏଚ ୨୦ରେ ରବିବାର ବିଳମ୍ବିତ ରାତିରେ ଗାଡି ଧକ୍କାରେ ଏକ ଭାଲୁର ମୃତ୍ୟୁ ହୋଇଛି। ଭାଲୁଟିର ବୟସ ୨ ରୁ ୩ ବର୍ଷ ହେବ ବୋଲି ଅନୁମାନ କରାଯାଇଛି। ବନ…

ହାତୀ ସୁରକ୍ଷାଦାତାଙ୍କୁ ମିଳିବ ପୁରସ୍କାର

କେନ୍ଦୁଝର,୨୬।୯ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଇ ହାତୀ-ମଣିଷ ମଧ୍ୟରେ ସଂଘର୍ଷ ଘଟୁଛି ା ଏହାକୁ ହ୍ରାସ କରିବା ସହ ହାତୀ ମୃ୍‌ତ୍ୟୁ ରୋକିବା ପାଇଁ ବନ ବିଭାଗ ବିଭିନ୍ନ ପ୍ରକାରର ପ୍ରୟାସ ଆରମ୍ଭ କରିଛି ା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?