ଉପଦ୍ରବ କରୁଥିବା ହାତୀକୁ କରାଗଲା ଟ୍ରାଙ୍କୁଲାଇଜ
ଖୋର୍ଦ୍ଧା ଅଫିସ, ୨।୧୧: ଉପଦ୍ରବ କରୁଥିବା ଅମାନିଆ ହାତୀକୁ ବୁଧବାର ଟ୍ରାଙ୍କୁଲାଇଜ କରାଯାଇଛି। ପରେ ତାକୁ ଟାଙ୍ଗୀ ରେଞ୍ଜ ପଟିଆ ଜଙ୍ଗଲକୁ ବନ ବିଭାଗ ନେଇଛି। ହାତୀକୁ ଟ୍ରକ୍ ଯୋଗେ ୧୬ ନମର ଜାତୀୟ ରାଜପଥରେ ନିଆଯାଉଥିବା ବେଳେ ଦେଖିବା ପାଇଁ…
ଧାନଗଦାରେ ଲାଗିଲା ନିଆଁ: ଜଳିଗଲା ୧ ଲକ୍ଷ ଟଙ୍କାର ଊର୍ଦ୍ଧ୍ୱ ସମ୍ପତ୍ତି
ପାପଡ଼ାହାଣ୍ଡି,୨।୧୧(ଡି.ଏନ୍.ଏ.): ଧାନଗଦାରେ ନିଆଁ ଲାଗି ଜଳିଗଲା ସୁନାର ଫସଲ । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚନ୍ଦ୍ରପୁର ଗାଁର ଯଦୁ ମାଝୀଙ୍କ ଖଳାରେ। ବୁଧବାର ଭୋରରେ ହଠାତ୍ ନିଆଁ ଲାଗି ଗୋଟିଏ ଧାନଗଦା ପୋଡି ନଷ୍ଟ ହୋଇଯାଇଥିଲା।…
ଭର୍ଚୁଆଲରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
ଆଠଗଡ,୨।୧୧(ଡି.ଏନ.ଏ): ଏଥର ଭର୍ଚୁଆଲରେ ଧବଳେଶ୍ୱରଙ୍କ ଦର୍ଶକ କରିବେ ଭକ୍ତ। ଝୁଲାପୋଲ ନିକଟରେ ଏକ ବଡ ଏଲ୍ଇଡି ଟିଭି ଲଗାଯିବ। ଏହି ମାଧ୍ୟମରେ ବାବା ଧବଳେଶ୍ୱରଙ୍କୁ ଭକ୍ତ ଦର୍ଶନ କରିବେ। ବାବାଙ୍କ ସମସ୍ତ ରୀତିନୀତି ସମ୍ପନ୍ନ କରାଯିବା ସହ ଗଜଭୋଗ ବି ଶ୍ରଦ୍ଧାଳୁ…
ନିୟମିତ ଯାଞ୍ଚ ପାଇଁ ନିଷ୍ପତ୍ତି
ଦେବଗଡ଼,୨।୧୧(ଡି.ଏନ.ଏ): ଦେବଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲା ସଡକ ସୁରକ୍ଷା କମିଟିର ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପରିବହନ ବିଭାଗ ଆନୁକୂଲ୍ୟରେ ତଥା ଆଞ୍ଚଳିକ ପରିବହନ ଅଧିକାରୀ କେଶବ ଚନ୍ଦ୍ର ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି ବୈଠକରେ ଜିଲାପାଳ…
ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…
ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା ସହ…
ବ୍ଲାଷ୍ଟିଂ କରି ମାଛ ଧରିବାକୁ ବିରୋଧ
ସୋନପୁର,୨।୧୧(ନି.ପ୍ର.): ମହାନଦୀରୁ ମାଛ, ଚିଙ୍ଗୁଡି ଧରିବା ପାଇଁ ଚାଲିଛି ବେଆଇନ ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ। ମୁଷ୍ଟିମେୟ ଅଣପାରମ୍ପରିକ ମତ୍ସ୍ୟଜୀବୀ ସୁବିଧାରେ ମାଛ ଧରିବା ପାଇଁ ନଦୀଗର୍ଭରେ ଡିନାମାଇଟ୍ ଫୁଟାଉଛନ୍ତି। ବିସ୍ଫୋରଣ ଯୋଗୁ ମାଛ ମରି ପାଣିରେ ଭାସୁଛନ୍ତି। ସେହିପରି ଚିଙ୍ଗୁଡି…
ମାନ୍ଦାରେ ଚାଲିଛି ଶୀତବସ୍ତ୍ର ବ୍ୟବସାୟ
ରାୟଗଡା ଅଫିସ, ୨।୧୧: ସବୁବର୍ଷ ଭଳି ଚଳିତ ବର୍ଷ ଶୀତ ଆରମ୍ଭରୁ ହିଁ ରାୟଗଡ଼ାରେ ଶୀତବଦ୍ତ୍ର ପେବାରୀଙ୍କ ଭିଡ଼ ଜମିଲାଣି। କିନ୍ତୁ ଏ ବର୍ଷ ବେପାର ମାନ୍ଦା। ଆଗୁକୁ ଶୀତ ବଢ଼ିବ ସହ ବେପାର ଭଲ ହେବା ଆଶାରେ ଅଛନ୍ତି ବ୍ୟବସାୟୀ।…
ବ୍ରିଜ୍ ଦୁଇ ପାର୍ଶ୍ୱରେ ନିର୍ମାଣ ହୋଇନି ଆପ୍ରୋଚ ରାସ୍ତା
ବୈପାରିଗୁଡା,୨।୧୧ (ଡି.ଏନ୍.ଏ): ଗ୍ରାମାଞ୍ଚଳରେ ଯୋଗାଯୋଗ ପାଇଁ ସରକାରଙ୍କ ପକ୍ଷରୁ ବହୁ ଅର୍ଥ ଖର୍ଚ୍ଚ କରାଯାଇ ପ୍ରଧାନମନ୍ତ୍ରୀ ସଡକ ନିର୍ମାଣ କରାଯାଉଛି। ତେବେ ବିଭାଗୀୟ ଉଦାସୀନତା ତଥା ଠିକାଦାରଙ୍କ ଖାମଖିଆଲି ମନୋଭାବ ଯୋଗୁ ରାସ୍ତା କାମ ଠିକ୍ ମାନର ହେଉ ନ ଥିବା…
ଫେରିଲା ଫୁଟ୍ବଲ୍ ଫିଭର
ଢେଙ୍କାନାଳକୁ ଫେରିଛି ଫୁଟ୍ବଲ ଫିଭର। ସର୍ବଭାରତୀୟ ଫୁଟ୍ବଲ ମହାସଂଘ, ଆମେ ଓଡ଼ିଆ ସଙ୍ଗଠନ ଏବଂ ଜିଲା କ୍ରୀଡ଼ା ସଂସଦ ସହଯୋଗରେ ନଭେମ୍ବର ୩ରୁ ଆୟୋଜିତ ହେଉଛି ‘ବାଜି ରାଉତ କପ୍ ଫୁଟ୍ବଲ୍ ଟୁର୍ନାମେଣ୍ଟ’। ସେହିପରି ରାଜ୍ୟ ସରକାର, ଜିଲା କ୍ରୀଡ଼ା ସଂସଦ…
ଶ୍ରମିକ ବଦଳରେ ମେଶିନ
ବଇଣ୍ଡା, ୨।୧୧(ଡି.ଏନ୍.ଏ.): ଗ୍ରାମାଞ୍ଚଳର ଶ୍ରମଜୀବୀଙ୍କୁ କର୍ମ ନିୟୋଜନ ଯୋଗାଇ ଦେବାକୁ କେନ୍ଦ୍ର ସରକାର ଆରମ୍ଭ କରିଛନ୍ତି ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)। ସଡ଼କ, ଚାରାରୋପଣ, ପୋଖରୀ ଖନନ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଲାଗି ଏହି…
କଟରଙ୍ଗ ବିସ୍ଥାପିତଙ୍କ ଆମରଣ ଅନଶନ
ଅନୁଗୋଳ ଅଫିସ, ୨।୧୧: ବିସ୍ଥାପନ ପ୍ୟାକେଜରୁ ବଞ୍ଚତ୍ତ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର କଟରଙ୍ଗ ଗ୍ରାମବାସୀଙ୍କ ମଧ୍ୟରେ ଥିବା ପୁଞ୍ଜୀଭୂତ ଅସନ୍ତୋଷ ଉଗ୍ର ରୂପ ନେଇଛି। ଏହାର ପ୍ରତିବାଦରେ ୨୯ ବିସ୍ଥାପିତ ପରିବାର ସାତକୋଶିଆ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଆମରଣ…
ଗୋପାଳପୁର ରାଜନୀତିରେ ବଢୁଛି ଉଷ୍ମତା
ଗୋପାଳପୁର,୨।୧୧(ଡି.ଏନ.ଏ.)ଗୋପାଳପୁର ନିର୍ବାଚନ ମଣ୍ଡଳୀକୁ ନେଇ ଗତ କିଛି ଦିନ ହେଲା ରାଜ୍ୟ ରାଜନୀତିରେ ଉଷ୍ଣତା ବଢ଼ିଚାଲିଛି। ବିଜେଡ଼ି ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ.ଗୋପବନ୍ଧୁ ଦାସ ଏହି ନିର୍ବାଚନ ମଣ୍ଡଳୀର ମଙ୍ଗ ଧରିଛନ୍ତି। ଜନସମ୍ପର୍କ ପଦଯାତ୍ରା କରି ରାଜ୍ୟ ସରକାରଙ୍କ ବିଭିନ୍ନ…

