ଆମ ଜିଲା ଖବର

ଜାତୀୟ ପତାକାକୁ ଅସମ୍ମାନ

ଭଞ୍ଜନଗର,୨୬।୯(ଡି.ଏନ.ଏ): ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସ୍ବାଧୀନତା ଦିବସରେ ପ୍ରତ୍ୟେକ ଘର ସମ୍ମୁଖରେ ଜାତୀୟ ପତାକା ଉଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ପୋଷ୍ଟ ଅଫିସଗୁଡିକରେ ଜାତୀୟ ପତାକା ବିକ୍ରି…

ସମ୍ବଲପୁରରୁ ଢେଙ୍କାନାଳ ଦେଇ କୋଲକାତାକୁ ଗଡ଼ିବ ଟ୍ରେନ୍‌

ଢେଙ୍କାନାଳ ଅଫିସ,୨୬ା୯: ଖୁବ୍‌ଶୀଘ୍ର ସମ୍ବଲପୁରରୁ ଅନୁଗୋଳ-ତାଳଚେର-ଢେଙ୍କାନାଳ ଦେଇ କୋଲକାତାକୁ ଦୈନିକ ଯାତ୍ରୀବାହୀ ଟ୍ରେନ୍‌ ଚାଲିବ। ଏଥିସହ ଢେଙ୍କାନାଳ ରେଳଷ୍ଟେଶନର ନବକଳେବର ହେବ। ଅବିଭକ୍ତ ଢେଙ୍କାନାଳ ଜିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହା ବଡ଼ ଉପହାର। କେନ୍ଦ୍ର ରେଳମନ୍ତ୍ରୀ ଏହାର ଶୁଭାରମ୍ଭ…

ଶ୍ମଶାନ ଜମିରେ ଡମ୍ପିଂୟାର୍ଡ

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ସହରର ମଇଳା ଆବର୍ଜନା ଠିକ୍‌ ଭାବରେ ସଫେଇ ହେଉ ନ ଥିବା ବେଳେ ସହରର ମଇଳା ଆବର୍ଜନା ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ସହରର ପରିମଳ ବ୍ୟବସ୍ଥା ଏକ ପ୍ରକାର ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶ୍ମାଶନ ଜମି, ମୁଖ୍ୟ ରାସ୍ତାକଡ଼,…

ଅବ୍ୟବସ୍ଥାରେ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ବାହାନଗା, ୨୬ା୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଅବହେଳିତ ହୋଇ ରହିଛି। ବିଶେଷଜ୍ଞ ଡାକ୍ତର ନ ଥିବାରୁ ଏଠାକାର ମହିଳା ଓ ପ୍ରସୂତି ବିଭାଗ ଅବ୍ୟବସ୍ଥାରେ ଚାଲିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରଟି ୧୯୩୦ରେ ପ୍ରଥମେ ଏକ…

ଭସାଣିରେ ସିନ୍ଦୂର ଖେଳ

ବାରିପଦା ଅଫିସ,୨୬ା୯: ଦୁଇ ବର୍ଷର ଉତ୍କଣ୍ଠା ଓ ପ୍ରତୀକ୍ଷାର ଅନ୍ତ ପରେ ଚଳିତ ବର୍ଷ ଜଗତଜନନୀ ମା’ ଦୁର୍ଗାଙ୍କ ପୂଜା ଉତ୍ସବ ଧୂମ୍‌ଧାମରେ ପାଳନ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଧରାପୃଷ୍ଠକୁ ମା’ଙ୍କ ଆଗମନ ନେଇ ପୁରପଲ୍ଲୀ ଉତ୍ସବ ମୁଖର ହେବାରେ…

ହାତୀପଲ ଧସ୍ତାଧସ୍ତି: ଚାପି ହୋଇ ଛୁଆ ହାତୀ ମୃତ

କପ୍ତିପଦା,୨୬ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନାଞ୍ଚଳର ନଟୋ ସଂରକ୍ଷିତ ଜଙ୍ଗଲର କଟୁରିଆ-ଶାଣଦେଇଠାରେ ହାତୀପଲ ମଧ୍ୟରେ ଧସ୍ତାଧସ୍ତି ହୋଇ ଏକ ଛୁଆହାତୀର ମୃତ୍ୟୁ ହୋଇଛି। ଛୁଆହାତୀ ବୟସ ୪ରୁ ୫ ମାସ ହେବ। ଖବରପାଇ ବନବିଭାଗ ପହଞ୍ଚି ମୃତଦେହ ଜବତ କରିଛି। ଦୁଇଦିନ…

ସ୍କୁଲ୍‌ ଯିବାକୁ ଡରୁଛନ୍ତି ଛାତ୍ରୀ

ପାଟଣା,୨୬ା୯(ସ୍ବ.ପ୍ର.): ପ୍ରଧାନ ଶିକ୍ଷୟିତ୍ରୀ ଶ୍ରେଣୀ ଗୃହରେ ତାଲା ପକାଇ ରଖି ଦେଉଛନ୍ତି। ପରିସ୍ରା କରିବାକୁ ବି ଛାଡୁ ନାହାନ୍ତି। କବାଟ ବାଡ଼େଇଲେ ମାଡ଼ ମାରୁଛନ୍ତି। ଏଭଳି ଅଭିଯୋଗ କରିଛନ୍ତି କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଉପାନ୍ତ ଅଞ୍ଚଳ ଚିନାମାଳି ପଶି ସରକାରୀ…

ପୋଲ ତିଆରି କଲେ ଗାଁ ଲୋକେ

ପଦ୍ମପୁର,୨୬ା୯(ଡି.ଏନ.ଏ.): ବାରମ୍ବାର ଗୁହାରି ସତ୍ତ୍ୱେ ପ୍ରଶାସନ ଶୁଣିଲାନି। ଯିବା ଆସିବାରେ ଅସୁବିଧା ଭୋଗୁଥିବା ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ପଞ୍ଚାୟତର ସାନଜଗନ୍ନାଥପୁର ଗ୍ରାମବାସୀ ଆଉ ପ୍ରଶାସନ ଉପରେ ଭରସା ନ କରି ନିଜ ସମସ୍ୟା ନିଜେ ସୁଧାରିବାକୁ ନିଷ୍ପତ୍ତି ନେଲେ।…

କେନାଲ ପୋତି ହୋଇଗଲାଣିି, ଜମିକୁ ମାଡୁନି ପାଣି

ପଟ୍ଟାମୁଣ୍ଡାଇ,୨୬ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜଳସମ୍ପଦ ବିଭାଗର ଅପାରଗତା ପଦାରେ ପଡିଛି। କୃଷକଙ୍କ ଉନ୍ନତି ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ମାତ୍ର ଚାଷୀ ସବୁବେଳେ ବିଭାଗୀୟ ଅଧିକାରୀଙ୍କ ରୋଶର ଶିକାର ହେଉଛନ୍ତି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜଳସେଚନ ପାଇଁ ପଟ୍ଟାମୁଣ୍ଡାଇ ମୁଖ୍ୟ…

ବନ୍ୟାରେ ଭାଙ୍ଗିଛି ପଥର ପ୍ୟାକିଂ, ଦବିଛି ୩ ସ୍ପର

ପଟ୍ଟାମୁଣ୍ଡାଇ,୨୬ା୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ପ୍ରବାହିତ ଚିରସ୍ରୋତା ବ୍ରାହ୍ମଣୀ ନଦୀର ପ୍ରଖର ସ୍ରୋତରେ ପ୍ରତିବର୍ଷ କୂଳରୁ ଅତଡା ଖାଉଛି। ଏହାର ସୁରକ୍ଷା ପାଇଁ ନାର୍ବାଡ ପକ୍ଷରୁ ୧୭ କୋଟି ୮୩ ଲକ୍ଷ ୩୪ହଜାରେ ଟଙ୍କା ବ୍ୟୟ ଅଟକଳରେ ପଟ୍ଟାମୁଣ୍ଡାଇ ବ୍ଲକ…

ହାଇ ସିକ୍ୟୁରିଟ୍‌ ନମ୍ବର ପ୍ଲେଟ୍‌ ପାଇଁ ମିଳୁନି ସ୍ଲଟ୍‌

କେନ୍ଦ୍ରାପଡ଼ା ଅଫିସ,୨୬ା୯: ଆସନ୍ତା ଅକ୍ଟୋବରଠାରୁ ରାସ୍ତାରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ର ତନଖି ହେବ। ଅନୁମୋଦିତ ନମ୍ବର ପ୍ଲେଟ ନ ଥିଲେ ଗାଡି ମାଲିକ ମୋଟା ଅଙ୍କରେ ଜରିମାନା ଗଣିବେ। ହାତଗଣତି ଦିନ ଅବଧି ଥିବାରୁ ଗାଡି ମାଲିକ ଜରିମାନାରୁ ମୁକୁଳିବା…

ପାଇପ୍‌ ଲାଇନ ବିଛା ଆଳରେ ଖୋଳାଚାଲିଛି ରାସ୍ତା

ନାଉଗାଁ,୨୬ା୯(ସ୍ବ.ପ୍ର): ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ବଜାରଠାରୁ ରୋହିଆକୁ ପୂର୍ତ୍ତ ବିଭାଗ ରାସ୍ତା ସଂଯୋଗ କରୁଛି। କିଛିଦିନ ତଳେ ଏହି ରାସ୍ତା ପାର୍ଶ୍ୱକୁ ଖୋଳାଯାଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାତାୟାତରେ ବାଧା ସୃଷ୍ଟି ହେବା ସହ ବିଭିନ୍ନ ସ୍ଥାନରେ ଫାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?