ବ୍ରହ୍ମପୁରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ପୋଲିସକୁ ଖାତିର ନ କରି ଅପରାଧୀମାନେ ପୁଣି ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ସୋମବାର ରାତି ୯ଟାରେ ବିଜିପୁରର ଉମେଶ ରଥ ତାଙ୍କ ସ୍ତ୍ରୀଙ୍କୁ ଧରି ବାଇକ୍ରେ ଯାଉଥିବା ବେଳେ ଗିରିରୋଡ୍ ମୁଖ୍ୟ…
ପ୍ରଧାନଶିକ୍ଷକଙ୍କ ଅନୁରୋଧ କ୍ରମେ ବଦଳିଲା ନିଷ୍ପତ୍ତି, ବଢ଼ିଲା ମାଟ୍ରିକ୍ ସପ୍ଲିମେଣ୍ଟାରି ଫର୍ମ ପୂରଣ ଅବଧି
କଟକ,୧୯।୫(କାର୍ତ୍ତିକ ସାହୁ): ଜୁଲାଇ ପ୍ରଥମ ସପ୍ତାହରେ ହେବାକୁ ଥିବା ଚଳିତବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ(୨ୟ) ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ଆସନ୍ତା ମେ’ ୨୫ ତାରିଖ…
ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ
ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମସ୍ୟା ଲାଗି ରହିଛି। ଡାକ୍ତର ଏବଂ ଅନ୍ୟ ବିଭାଗୀୟ କର୍ମଚାରୀ ପଦବୀ ଖାଲି ପଡ଼ିବା ସାଧାରଣରେ ପରିଣତ ହୋଇ ପଡ଼ିଛି।…
ପଥଚାରୀଙ୍କୁ ପିଟିଦେଲା ବାଇକ୍: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…
ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ ଧକ୍କା ଦେଇଛି। ଏଥିରେ ଉଭୟ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନେ ହେଲେ…
ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…
ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ କରିବା ନିମନ୍ତେ ଚଳିତ ବର୍ଷ ଛତ୍ରପୁର ମହୋତ୍ସବ ସ୍ଥାନୀୟ ଷ୍ଟାଡିଅମ ପରିସରରେ ଅନୁଷ୍ଠିତ…
ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…
ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ। ସୂଚନା ଅନୁସାରେ ସୋମବାର ସନ୍ଧ୍ୟା ସମୟରେ ବିଦ୍ୟାଳୟ ଭିତରେ କିଛି ଭାଙ୍ଗିବାର ଶବ୍ଦ…
ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍ପିଙ୍କୁ..
ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ ସଦସ୍ୟ ଏପରିକି ସାଧାରଣଜନତା ଦୁର୍ବ୍ୟବହାରର ଶିକାର ହେଉଥିବା ନେଇ ସାଙ୍ଘାତିକ ଅଭିଯୋଗ ହୋଇଛି।…
କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…
ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ ବିକ୍ଷୋପ ପ୍ରଦର୍ଶନ କରାଯାଇଛି । ୩୩% ମହିଳା ସଂରକ୍ଷଣ ଆଇନ ଲାଗୁ କରିବା…
ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…
ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ ଚରମ ଅବହେଳାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ପ୍ରକାଶ ପାଇଛି। ପଞ୍ଚାୟତ…
ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ
ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା ଓ ଯୋଗାଣ ଅଧିକାରୀ ଅଜୟ କୁମାର ମଲ୍ଲିକ ମିଳିତ ଭାବରେ ଜିଲାର ମୁଖ୍ୟାଳୟ…
ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…
ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ପିସି ଆକ୍ଟ, ୧୯୮୮ର ଧାରା ୧୩(୨) ସହ ୧୩(୧)(ଇ) ଅନୁଯାୟୀ ଆୟ ବର୍ହିଭୂତ…
ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ
ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର ନଅ ଦିନ ପରେ ମୃତ ଶିଶୁର ମୃତଦେହକୁ ମାଟି ତଳୁ ଖୋଳି ବାହାର…

