ଇଏଲ୍ରେ ଥାଇ ମଧ୍ୟ ଶିକ୍ଷୟିତ୍ରୀଙ୍କୁ ମିଳୁଛି ନିୟମିତ ଦରମା
ନବରଙ୍ଗପୁର,୨୪୩ା୯(ବି.ପ୍ର.): ସରକାରୀ ନିୟମ ଉଲ୍ଲଂଘନ କରୁଛି ଜିଲା ଶିକ୍ଷା ବିଭାଗ। ମାସେରୁ ଅଧିକ ସମୟ ଇଏଲ୍ରେ ଥିଲେ ମଧ୍ୟ ଜଣେ ଶିକ୍ଷୟିତ୍ରୀଙ୍କୁ ମିଳୁଛି ନିୟମିତ ଦରମା। ଏଭଳି ଘଟଣାକୁ ନେଇ ଜିଲା ଶିକ୍ଷା ବିଭାଗ ଏବେ ଚର୍ଚ୍ଚାରେ। ନବରଙ୍ଗପୁର ଜିଲା ମେଣ୍ଟ୍ରି…
ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ଆଗରେ ଲାଞ୍ଜିଆ ସୌରାଙ୍କ ଧାରଣା
ଗୁଣପୁର,୨୩ା୯(ଡି.ଏନ୍.ଏ.): ଆଦିମ ଜନଜାତି ଲାଞ୍ଜିଆ ସୌରା ବର୍ଗର ଲୋକଙ୍କ ଜୀବନ ଜୀବିକା, ସାମାଜିକ, ଆର୍ଥିକ, କୃଷି ଭିତ୍ତିକ ଉନ୍ନତି ସାଧନ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଭାବେ ଲାଞ୍ଜିଆ ସୌରା ଉନ୍ନୟନ ସଂସ୍ଥା(ଏଲ୍ଏସ୍ଡିଏ), ଓଡ଼ିଶା ସଶକ୍ତୀକରଣ ଓ ଜୀବିକା ମିଶନ ଭଳି…
ହାତଠାରି ଡାକେ କାଶତଣ୍ଡି…
ବିଷମକଟକ,୨୪ା୯(ଡି.ଏନ୍.ଏ.): ଶରତ ଆକାଶରେ ଏବେ କାଶତଣ୍ଡୀର ସମ୍ଭାର। ସବୁଜ ଧାନକ୍ଷେତର ହାତଠାରି ଡାକରା ଧରାପୃଷ୍ଠକୁ ମା’ ଜଗଜ୍ଜନନୀ ଦଶଭୁଜାଙ୍କ ଆଗମନର ଦେଲାଣି ସୂଚନା। ମେଘମୁକ୍ତ ଆକାଶରେ ଚହଟିଲାଣି ପରିବେଶ। ଦିଗ୍ବଳୟ ଫାଙ୍କରୁ ଓଢ଼ଣା ଟେକି ମୁହଁ ଦେଖାଇଲାଣି ଶୀତ। ପ୍ରତିବର୍ଷ ମା’…
ଝୁଲନ୍ତା ଅବସ୍ଥାରେ ମିଳିଲା ବିଜେଡି ଜିଲା ପରିଷଦ ସଭ୍ୟଙ୍କ ମୃତଦେହ
ପୁରୀ ଅଫିସ,୨୪।୯: ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଶନିବାର ଭୁବନେଶ୍ୱରସ୍ଥିତ ଘରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ…
ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ସଶ୍ରମ କାରାଦଣ୍ଡ
ବାରିପଦା ଅଫିସ,୨୪।୯: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟରେ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ଦୁର୍ଗା ଚରଣ ମିଶ୍ର ମାମଲାର ବିଚାର କରି ଅଭିଯୁକ୍ତ ବୈଶିଙ୍ଗା…
କେନ୍ଦୁଝର ଜିଲାକୁ ୬୩୯ କୋଟି
କେନ୍ଦୁଝର, ୨୪ା୯(ସ୍ବ.ପ୍ର.): ଜଙ୍ଗଲ ଓ ପାହାଡ଼ ପରିବେଷ୍ଟିତ ଭୌଗୋଳିକ ସ୍ଥିତି ପାଇଁ ପାରମ୍ପାରିକ ପ୍ରବାହମାନ ଜଳସେଚନ ପଦ୍ଧତି ଦ୍ୱାରା ଜଳସେଚନ ସୁବିଧା ହେଉ ନ ଥିବାରୁ ପାହାଡ଼ିଆ ଅଞ୍ଚଳ ଚାଷ କ୍ଷେତ୍ରରେ ପଛେଇ ଯାଉଛି। ଏହି ତାରତମ୍ୟ ଦୂର କରିବା ପାଇଁ…
ଡେଲି ମାର୍କେଟର ୩ ଦୋକାନ ସିଲ୍
ଅନୁଗୋଳ ଅଫିସ, ୨୪ା୯: ଟିକସ ପ୍ରଦାନ ନ କରିବା, ଆବର୍ଜନା କରିବା ଏବଂ ପଲିଥିନ୍ ବିକ୍ରି କରୁଥିବା ଯୋଗୁ ଅନୁଗୋଳ ପୌରପାଳିକା ପକ୍ଷରୁ ଡେଲି ମାର୍କେଟ୍ର ୩ ଦୋକାନକୁ ଶୁକ୍ରବାର ସିଲ୍ କରାଯାଇଛି। ସୂଚନା ଅନୁଯାୟୀ, ଡେଲି ମାର୍କେଟର ଗୋଟିଏ ଦୋକାନରେ…
ସମନ୍ବୟ ରଖି ପରିଚାଳନା କର
ଅନୁଗୋଳ ଅଫିସ,୨୪ା୯: ଅନୁଗୋଳ ଜିଲାରେ ଦୁର୍ଗାପୂଜା ଓ ଲକ୍ଷ୍ମୀ ପୂଜାକୁ ବ୍ୟବସ୍ଥିତ ତଥା ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନିମନ୍ତେ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ତତ୍ତ୍ବାବଧାନରେ ଏବଂ ଅତିରିକ୍ତ ଜିଲାପାଳ (ସାଧାରଣ)…
୬ ହଜାର ହେକ୍ଟର ହେବ ଜଳସେଚିତ
ଅନୁଗୋଳ ଅଫିସ, ୨୪ା୯: ରାଜ୍ୟ ସରକାରଙ୍କ ପାର୍ବତୀଗିରି ବୃହତ୍ ଉଠା ଜଳସେଚନ ଯୋଜନାରେ ଉପକୃତ ହେବ ଅନୁଗୋଳ। ଏହି ଯୋଜନାରେ ଅନୁଗୋଳ ଜିଲାରେ ୩ଟି ଜଳସେଚନ ପ୍ରକଳ୍ପ ନିର୍ମାଣ ହେବ। ଏଥିପାଇଁ ୨୩୯ କୋଟି ୨୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ…
ଲୁଟେରାଙ୍କ ଟାର୍ଗେଟରେ ବ୍ୟବସାୟୀ
କାମାକ୍ଷାନଗର, ୨୪।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଲୁଟେରା ଗୋଷ୍ଠୀ ସକ୍ରିୟ ହୋଇଉଠିଛନ୍ତି। ସେମାନେ ମୁଖ୍ୟତଃ ପାଇକାରୀ ବ୍ୟବସାୟୀଙ୍କୁ ଟାର୍ଗେଟ୍ କରୁଛନ୍ତି। ବ୍ୟବସାୟୀମାନେ ଟଙ୍କା ଆଦାୟ କରି ଫେରୁଥିବାବେଳେ ରାସ୍ତାରେ ଆକ୍ରମଣ କରି ଲୁଟ୍ପାଟ୍ କରୁଛନ୍ତି। ଗତ ୮ ତାରିଖରେ ଢେଙ୍କାନାଳ…
ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ଆଉ ୫ ଗେଟ୍
ସମ୍ବଲପୁର ଅଫିସ,୨୪।୯: ହୀରାକୁଦ ଡ୍ୟାମ୍ର ୫ଟି ଗେଟ୍ ବନ୍ଦ ହେଲା। ବର୍ତ୍ତମାନ ସୁଦ୍ଧା ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୨୯ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର…
ଜରୁରୀ ଇଞ୍ଜେକ୍ସନ ମିଳୁନି
ଢେଙ୍କାନାଳ ଅଫିସ, ୨୪।୯: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସରକାରୀସ୍ତରରେ ରୋଗୀଙ୍କ ଲାଗି ନିଃଶୁଳ୍ପ ଯୋଗାଣ ହେଉଥିବା ଜରୁରୀ ଇଞ୍ଜେକ୍ସନ ଏବଂ ମେଡିସିନ ମିଳୁ ନ ଥିବାରୁ ରୋଗୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି।…

