ଆମ ଜିଲା ଖବର

ଜରୁରୀ ଇଞ୍ଜେକ୍ସନ ମିଳୁନି

ଢେଙ୍କାନାଳ ଅଫିସ, ୨୪।୯: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସରକାରୀସ୍ତରରେ ରୋଗୀଙ୍କ ଲାଗି ନିଃଶୁଳ୍ପ ଯୋଗାଣ ହେଉଥିବା ଜରୁରୀ ଇଞ୍ଜେକ୍ସନ ଏବଂ ମେଡିସିନ ମିଳୁ ନ ଥିବାରୁ ରୋଗୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି।…

ଦଦରା ହଷ୍ଟେଲରେ ଦହଗଞ୍ଜ

ଢେଙ୍କାନାଳ ଅଫିସ, ୨୪।୯: ଛାତ୍ରାବାସକୁ ବିତିଲାଣି ୪୦ବର୍ଷ। କେଉଁଠି କୋଠା ଛାତ ଫାଟି ଆଁ କରିଛି ତ ଆଉ କେଉଁଠି କାନ୍ଥ। ସମୟେ ସମୟେ ମୁଣ୍ଡା ମୁଣ୍ଡା ହୋଇ ଖସୁଛି ସିମେଣ୍ଟ କଂକ୍ରିଟ୍‌। କବାଟ, ଝରକା ଅବସ୍ଥା ନ କହିବା ଭଲ।…

ସିଡିପିଓଙ୍କୁ ଘେରିଲେ ମହିଳା

ଲୋଇସିଂହା,୨୪।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କନ୍ଦାଜୁରୀ ଗ୍ରାମର ଅଙ୍ଗନୱାଡି କେନ୍ଦ୍ର-୧ ଦୀର୍ଘ ମାସ ହେଲା ବନ୍ଦ ରହିଛି। ଉକ୍ତ କେନ୍ଦ୍ର ଖୋଲିବା ଦିଗରେ ପ୍ରଶାସନ ଆନ୍ତରିକତା ଦେଖାଉନାହିଁ। ଫଳରେ କେନ୍ଦ୍ର ଅଧୀନରେ ଥିବା ଶିଶୁଙ୍କ ପ୍ରାକ୍‌ଶିକ୍ଷା ଏବଂ ଗ୍ରାମର ଗର୍ଭବତୀ…

ଭାଙ୍ଗି ପଡ଼ିଲା ପୁରୁଣା ସ୍କୁଲଘର

ଖପ୍ରାଖୋଲ,୨୪ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଦମେଇପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୁରୁଣା ଘର ଶୁକ୍ରବାର ଭାଙ୍ଗି ପଡିଛି। ବିଦ୍ୟାଳୟ ପରିସରରେ ଏହି ପୁରୁଣା ଶ୍ରେଣୀଗୃହଟି ଅବ୍ୟବହୃତ ଅବସ୍ଥାରେ ଥିଲା। ମଧ୍ୟାହ୍ନରେ ଶ୍ରେଣୀଗୃହରେ ପଢା ଚାଲିଥିବା ବେଳେ ଭାଙ୍ଗି ପଡିବା ଶୁଣି…

ସାଙ୍ଗ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ସୁନ୍ଦରଗଡ଼,୨୪।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଦୌରାଜଜ ଶୁଭଦର୍ଶୀ ପଟ୍ଟନାୟକ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ଅଭି ଛତ୍ରିଆଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରି ୫ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ…

ମାନବିକତା ଦେଖାଇଲେ ଯୁବ ଗୋଷ୍ଠୀ

ଦେବଗଡ଼,୨୪।୯(ଡି.ଏନ୍‌.ଏ.): ଦେବଗଡ଼ ସହରାଞ୍ଚଳରେ ମାନବିକତା ଦେଖାଇଲେ ସ୍ବେଚ୍ଛାସେବୀ ଯୁବ ଗୋଷ୍ଠୀ। ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ଅସହାୟ ବୃଦ୍ଧଙ୍କ ମୃତ୍ୟୁ ପରେ ରୀତିନୀତିରେ ସ୍ମଶାନରେ କଲେ ଶବ ସତ୍କାର। ଖଇ କଉଡ଼ି ଠୁ ଯାବତୀୟ ସରଞ୍ଜାମ ସ୍ବତଃପ୍ରବୃତ ଯୋଗାଇ ଦେଲେ…

ଜିଏମ୍‌ୟୁ-ଭିମ୍‌ସାର ଏମ୍‌ଓୟୁ ସ୍ବାକ୍ଷର

ସମ୍ବଲପୁର,୨୪ା୯(ବ୍ୟୁରୋ): ଜେରିଆଟ୍ରିକ୍ସ ଓ ଜେରୋଣ୍ଟୋଲୋଜି କ୍ଷେତ୍ରରେ ଗବେଷଣା ଲାଗି ବୁର୍ଲା ଭିମ୍‌ସାର ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷର ହୋଇଛି। ଭିମ୍‌ସାର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଜିଏମ୍‌ୟୁ କୁଳପତି ପ୍ରଫେସର ଏନ୍‌ ନାଗାରାଜୁ ଓ ଭିମ୍‌ସାର ନିର୍ଦ୍ଦେଶକ ପ୍ରଫେସର…

ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକ ବଦଳି ସ୍ଥଗିତ

ସରଣ୍ଡା, ୨୪ା୯(ଡି.ଏନ୍‌.ଏ .): ଅତାବିରା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ସିଲାଟ ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକଙ୍କ ବଦଳିକୁ ବାତିଲ କରାଯାଇଛି। ଏହାପରେ ଗ୍ରାମବାସୀ ଧାରଣାରୁ ଉଠିଛନ୍ତି। ସୂଚନା ଅନୁସାରେ, ସିଲାଟ ୟୁଜିୟୁପି ସ୍କୁଲରେ ୧ମରୁ ୮ମଶ୍ରେଣୀ ପର୍ଯ୍ୟନ୍ତ ୨୯୦ ଛାତ୍ରୀଛାତ୍ର…

ଡାକବଙ୍ଗଳା ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ

ବାଉଁଶୁଣୀ, ୨୪।୯(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ନିକଟ ଜାତୀୟ ରାଜପଥ ପାଶର୍‌ବରେ ବାଘନଦୀ କୂଳରେ ଥିବା ପୁରାତନ ଡ଼ାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଛି। ଫଳରେ ଅଞ୍ଚଳର ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୁରାତନ ଡାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ…

ଓସାରିଆ ହେବ ସୋନପୁର-ଡୁଙ୍ଗୁରିପାଲି ରାସ୍ତା

ସୋନପୁର,୨୪।୯(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫ ଲାଇନ କୁହାଯାଉଥିବା ସୋନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଖୁବ୍‌ଶୀଘ୍ର…

ଡୁଗୁଡ଼ିପାରି ଗାଁକୁ ନାହିଁ ପକ୍କା ରାସ୍ତା, ହଟହଟା ଗ୍ରାମବାସୀ

ଜି.ଉଦୟଗିରି,୨୪ା୯(ଡି.ଏନ.ଏ.): ଜି.ଉଦୟଗିରି ବ୍ଲକର କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡୁଗୁଡ଼ିପାରି ହେଉଛି ଏକ ରାଜସ୍ବ ଗ୍ରାମ। ଯାହାର ଜନସଂଖ୍ୟା ପ୍ରାୟ ଦୁଇ ହଜାର ପାଖାପାଖି। କିନ୍ତୁ ଦୁଃଖର ବିଷୟ ଏହି ଗ୍ରାମକୁ ଭଲ ରାସ୍ତାଟିଏ ନ ଥିବାରୁ ଆମ୍ବୁଲାନ୍ସ ଏପରିକି ସାମାନ୍ୟ ବର୍ଷା…

ନିଜସ୍ବ ପାଣ୍ଠିରେ ଗ୍ରାମବାସୀ ନିର୍ମାଣ କଲେ କାଠପୋଲ

ପାରଳାଖେମୁଣ୍ଡି,୨୪ା୯(ଡି.ଏନ୍‌.ଏ.): ଗାଁକୁ ନାହିଁ ପକ୍କା ରାସ୍ତା କିମ୍ବା ପୋଲ, ଦୋଳାରେ ବୁହା ହେଉଛନ୍ତି ରୋଗୀା ଏପରି ଦୈନନ୍ଦିନ ଅଭିଶପ୍ତ ଜୀବନ ଓ ଗମନାଗମନର ସମସ୍ୟା ଯୋଗୁ ଗ୍ରାମବାସୀ ନିଜସ୍ବ ପାଣ୍ଠି ସଂଗ୍ରହ କରି ନିର୍ମାଣ କଲେ କାଠପୋଲ। ଏହା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?