ଆମ ଜିଲା ଖବର

କୁକୁଡ଼ା ଚାଷୀଙ୍କ ୧୦ ଦଫା ଦାବି: ନ ମାନିଲେ ଆନ୍ଦୋଳନ

ଫୁଲନଖରା,୨୩।୯(ଡି.ଏନ୍‌.ଏ): କଟକ ସଦର ଥାନା ଅଧୀନ କୋରକୋରାଠାରେ ସଦର ବ୍ଲକ କୁକୁଡ଼ା ଚାଷୀଙ୍କ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୁକ୍କୁଟ ମହାସଂଘ ଉପସଭାପତି ନାରାୟଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ କୁକ୍କୁଟ ମହାସଂଘର ସଭ୍ୟ ରାମଚନ୍ଦ୍ର…

ଘରକୁ ଫେରୁଥିଲେ, ବସ୍‌ଷ୍ଟାଣ୍ଡରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ

କୋକସରା:୨୩।୯(ଡି.ଏନ୍‌.ଏ.): ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ ସ୍ବାମୀ, ସ୍ତ୍ରୀ। ଶୁକ୍ରବାର ଘରକୁ ଫେରିବା ବେଳେ ବସ୍‌ରୁ ଓହ୍ଲାଇବା ପରେ ହଠାତ୍‌ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋକସରା ବ୍ଲକ ଆମପାଣି ବସ୍‌ଷ୍ଟାଣ୍ଡରେ। ମିଳିଥିବା ସୂଚନା…

କେନ୍ଦ୍ରମନ୍ତ୍ରୀଙ୍କ ବୟାନକୁ ନେଇ କୁଡୁମୀ ସଂଗଠନର ପ୍ରତିବାଦ

ବାରିପଦା ଅଫିସ,୨୩।୯: କୁଡୁମୀ ଜାତିକୁ ଆଦିବାସୀ ମାନ୍ୟତା ଦାବିରେ ଜଳଶକ୍ତି ଓ ଆଦିବାସୀ ବ୍ୟାପାର କେନ୍ଦ୍ର ମନ୍ତ୍ରୀ ଇଂ ବିଶ୍ବେଶ୍ବର ଟୁଡୁଙ୍କ ବିବାଦୀୟ ବୟାନକୁ ନେଇ ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ଶୁକ୍ରବାର ଜିଲାପାଳଙ୍କ କାର୍ଯାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ନାରାବାଜି…

୫୦ ଦୋକାନ ଭାଙ୍ଗିଲା ବିଡିଏ

ଫୁଲନଖରା,୨୩।୯(ଡି.ଏନ.ଏ): ବିଏମ୍‌ସି ୪ ନମ୍ବର ୱାର୍ଡସ୍ଥିତ ନଖରା ମୌଜାର ଫୁଲନଖରା ଡିଷ୍ଟ୍ରିବୁଟାରୀ କେନାଲ ପାର୍ଶ୍ୱ ଜଳସମ୍ପଦ ବିଭାଗ ଅଧୀନରେ ଥିବା ଜାଗାରେ ବେଆଇନ ଭାବେ ଗଢି ଉଠିଥିବା ଦୋକାନଗୁଡ଼ିକ ବିଡିଏ ପକ୍ଷରୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପ୍ରକିୟାରେ ବିଡିଏ ଏନଫୋର୍ସମେଣ୍ଟ…

ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଇଁ ଦିନ ଧାର୍ଯ୍ୟ

କଟକ ଅଫିସ,୨୩।୯: ଆଗକୁ ଆସୁଛି କାର୍ତ୍ତିକ ପୂର୍ଣ୍ଣିମା। ଏଥିପାଇଁ ମନ୍ଦିର, ପୀଠମାନଙ୍କରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏହାକୁ ଦୃଷ୍ଟିରେ ରଖି ଆଠଗଡ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ କାର୍ତ୍ତିକ ବ୍ରତ ପାଇଁ…

ନଦୀ ତଟରୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ଗୁଜରାଟରୁ ଗିରଫ ହେଲେ ଅଭିଯୁକ୍ତ

ଗଞ୍ଜାମ,୨୩।୯(ଡି.ଏନ.ଏ.): ଗତ ବର୍ଷ ଋଷିକୁଲ୍ୟା ନଦୀ ତଟରୁ ଜରିଗୁଡା ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଥିଲା ଗଞ୍ଜାମ ଥାନା ପୋଲିସ। ମୃତକ ଜଣଙ୍କ ମମତା ବେହେରା ବୋଲି ଜଣାପଡିଥିଲା। ସେତେବେଳେ ତାଙ୍କୁ ତାଙ୍କ ସ୍ବାମୀ ଓ ଅନ୍ୟ ସହଯୋଗୀ ମିଶି ହତ୍ୟା…

ସ୍ମାର୍ଟ କ୍ଲାସରେ ସାଉଣ୍ଡ ଶୁଣିପାରୁନାହାନ୍ତି ଛାତ୍ରୀଛାତ୍ର

ଲାଠୋର,୨୩ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର,ମାଲପଡ଼ା ଏବଂ ବେନ୍ଦେର ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ସ୍ମାର୍ଟ କ୍ଲାସ ରୁମରେ ସାଉଣ୍ଡ ସିଷ୍ଟମର ସୁବିଧା ଏଯାବତ୍‌ କରାଯାଇନାହିଁ। ଫଳରେ ଶିକ୍ଷା ଗ୍ରହଣ କଲା ବେଳେ ନା ନା ସମସ୍ୟାର ସମ୍ମୁଖୀନ ହେବାକୁ…

ସୁନ୍ଦରଗଡ଼ ଜିଲାରେ ୧୧୪ ଡେଙ୍ଗୁ ରୋଗୀ ଚିହ୍ନଟ

ସୁନ୍ଦରଗଡ଼, ୨୩।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଚିନ୍ତା ବଢାଇଛି ଡେଙ୍ଗୁ। ଜିଲାରେ ଗତ ୨୧ତାରିଖ ମଧ୍ୟରେ ମୋଟ ୧୧୪ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଡେଙ୍ଗୁରୋଗୀଙ୍କ ମଧ୍ୟରୁ ସର୍ବାଧିକ ୯୯ଜଣ ହେଉଛନ୍ତି ରାଉରକେଲା ସହରାଞ୍ଚଳର ବୋଲି ସ୍ବାସ୍ଥ୍ୟ ବିଭାଗ ରିପୋର୍ଟରୁ…

ଡିଇଓଙ୍କ କାର୍ଯ୍ୟାଳୟରେ ଝାଡୁ ମାରିଲେ ଶିକ୍ଷକ

ନବରଙ୍ଗପୁର,୨୩।୯(ବି.ପ୍ର.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଭେଣ୍ଡିଆ ୟୁଜି ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗଦିଶ ଗୌଡ଼ଙ୍କୁ ଏଡିଇଓ ରେଶମ ଲାଲ ନାୟକ ସ୍କୁଲରେ ୮ ତାରିଖ ଦିନ ଝାଡୁ କରିବାକୁ କହିବା ସହ ଏହାର ଭିଡିଓ ଉତ୍ତୋଳନ କରି ଭାଇରଲ କରିବାକୁ…

ନୂତନ ସ୍ବାସ୍ଥ୍ୟକେନ୍ଦ୍ର କୋଠା କାମ ନିମ୍ନମାନର ଅଭିଯୋଗ

ଟିକିରି,୨୩ା୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଠାରେ ନୂତନ ସାସ୍ଥ୍ୟକେନ୍ଦ୍ର ନିମନ୍ତେ କୋଠା ନିର୍ମାଣ କାମ ଚାଲିଛି। ହେଲେ ଏହି କାମ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। କୋଠାର ଫାଉଣ୍ଡେସନ ପଥର ବଦଳରେ ସିମେଣ୍ଟ ଇଟାରେ କରାଯାଇଛି। ପିଡବ୍ଲ୍ୟୁଡି ବିଭାଗ…

ଅବକାରୀ ଚଡାଉ: ୧୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଜବତ

କୋଟଗଡ,୨୩/୯(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧିନରେ ଥିବା ସୁଡ୍ରା ଅଞ୍ଚଳରେ ଏକ ଦୋକାନ ଗୃହରେ ଚୋରା ମହୁଲ ୧୨ କୁଇଣ୍ଟାଲ୨୧କେଜି ୯୦୦ଗ୍ରାମ ଜବତ କରିଛି ଅବକାରୀ ବିଭାଗ। ବାଲିଗୁଡା ଅବକାରୀ ବିଭାଗ ଓ ବାଲିଗୁଡା ଥାନା ପୋଲିସ ମିଳିତ ଭାବେ…

ନବମୀରେ କାଳିକା ନୃତ୍ୟ, ଦଶମୀରେ ଦହି ପଖାଳ

ଜଗତ୍‌ସିଂହପୁର ଅଫିସ, ୨୩ା୯: ପାଖେଇ ଆସୁଛି ଦୁର୍ଗା ପୂଜା। ଏ ନେଇ ଜଗତ୍‌ସିଂହପୁର ସହରରେ ପାର୍ବଣର ମାହୋଲ ଅନୁଭବ ହେଲାଣି । ବିଭିନ୍ନ ପୂଜା କମିଟି ଓ କ୍ଲବ ପକ୍ଷରୁ ପୂଜା କିପରି ଅଧିକ ଆକର୍ଷଣୀୟ ହୋଇପାରିବ, ସେନେଇ ତତ୍ପରତା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?