ଆମ ଜିଲା ଖବର

୮ ଦଫା ଦାବି ନେଇ ଆୟୁଷ ଛାତ୍ରୀଛାତ୍ରଙ୍କ ତାଲା ବନ୍ଦ ଆନ୍ଦୋଳନ, ଦେଲେ ଏମିତି ଚେତାବନୀ

ବଲାଙ୍ଗୀର, ୨୫।୧୧ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ମଙ୍ଗଳବାର ଦ୍ବିତୀୟ ଦିବସରେ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନର ତାଲା ବନ୍ଦ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନକୁ ବଲାଙ୍ଗୀର ସରକାରୀ…

ଡାକ୍ତରଖାନାରେ ଥିବାବେଳେ ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀଙ୍କ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ…

ଧର୍ମଶାଳା ,୨୫।୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଶାନ୍ତିବଜାର ନିକଟରେ ଥିବା ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀଙ୍କ ଘରୁ ଚୋରି ହେଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ବ୍ୟାଙ୍କ ଅବସର ପ୍ରାପ୍ତ ଅଧିକାରୀ ନିତ୍ୟାନନ୍ଦ ସାହୁ ଓ ତାଙ୍କ ପତ୍ନୀ…

ବାର୍‌ହା ଶିକାର ପଡ଼ିଲା ମହଙ୍ଗା: ୫ଙ୍କୁ…

ଖଡ଼ିଆଳ,୨୫।୧୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନଖଣ୍ଡ ଖଡ଼ିଆଳ ରାଣୀମୁଣ୍ଡ ବିଟରେ ବାର୍‌ହା ଶିକାର ଅଭିଯୋଗରେ ସୋମବାର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏହି ଘଟଣାରେ ଅନ୍ୟ ୯ଜଣ ଫେରାର ହୋଇଯାଇଛନ୍ତି। ଗିରଫ ବ୍ୟକ୍ତିମାନେ ହେଲେ ଖଡ଼ିଆଳ…

ପର୍ଯ୍ୟଟକଙ୍କ ନୂଆ ଠିକଣା ସାଞ୍ଜାପାଟା ଭିୟୁ, ହାତପାହାନ୍ତାରେ ସ୍ବର୍ଗ, ମନୋରମ ଦୃଶ୍ୟ ଦେଖି…

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ହିଲଭିୟୁ ପାର୍କରୁ ଆରମ୍ଭ କରି ମିଡିୟୁବାନ୍ଦା ଜଳପ୍ରପାତ ସମେତ କିସୁବାଡ଼ି ଜଳପ୍ରପାତ, ଲଭର୍ସ ପଏଣ୍ଟ ଆଦି ଅଞ୍ଚଳର ଲୋକଙ୍କ ଦ୍ୱାରା ଏକାଧିକ ଜଳପ୍ରପାତ ସମେତ ନୂଆ ନୂଆ ପର୍ଯ୍ୟଟନ କ୍ଷେତ୍ରଗୁଡିକର ଆବିଷ୍କାର ହେଉଛି।…

ଅପମିଶ୍ରଣ ଅଭିଯୋଗ: କଟକରେ ଯାଞ୍ଚ ହେଲା କ୍ଷୀର ଗାଡ଼ି

କଟକ,୨୫।୧୧: CMC ସ୍ବାସ୍ଥ୍ୟ ବିଭାଗ ଟିମ୍‌ ପକ୍ଷରୁ ମଙ୍ଗଳବାର କଟକ ବିଡ଼ାନାସୀ ଅଞ୍ଚଳରେ ବଡ଼ ଧରଣର ଚଢାଉ କରାଯାଇଛି। କ୍ଷୀରରେ ଅପମିଶ୍ରଣ ଅଭିଯୋଗ ପରେ ଏହି ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ମୋବାଇଲ ଭ୍ୟାନ୍‌ରେ ଆସୁଥିବା କ୍ଷୀର ସହ ସମସ୍ତ…

ଟ୍ୟାଙ୍କର୍‌-ବୋଲେରୋ ଧକ୍କା: ଚାଲିଗଲା ୩ ଜୀବନ, ୨ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ଚୌଦ୍ୱାର,୨୫।୧୧: କଟକ ଜିଲା ରଜକଣା ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ୟାଙ୍କର୍‌ ସହ ବୋଲେରୋ ପିଟି ହୋଇ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇ SCB ମେଡିକାଲରେ…

ସକାଳୁ ସକାଳୁ ବଡ଼ ଦୁର୍ଘଟଣା: ଯାଉଥିଲେ ୪୦ ଯାତ୍ରୀ, ବ୍ରିଜ୍‌ ତଳକୁ ଖସିପଡିଲା ବସ୍‌

ସୋନପୁର, ୨୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବିନିକା ଥାନା ସିଂଘିଯୁବା ନିକଟରେ ଜୟଭୋଲେ ନାମକ ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡ଼ିଛି । ଘନ କୁହୁଡ଼ି ଯୋଗୁ ବାଙ୍କ ରାସ୍ତାରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ…

କିଡନୀ ରୋଗରେ ଯୁବକଙ୍କ ମୃତ୍ୟୁ ଘଟଣା: ଗାଁରେ ପହଞ୍ଚି ଲୋକଙ୍କୁ ସଚେତନ କଲା ସ୍ବାସ୍ଥ୍ୟ ବିଭାଗ

ଅମରପାଲି,୨୫।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ କୋଟସମଲେଇ ପଞ୍ଚାୟତର ସୁନାପାଲିରେ କିଡନୀ ରୋଗର ଗତ ଗୁରୁବାର ଜଣେ ଆଦିବାସୀ ଯୁବକ ଭରତ ଭୋଇ (୩୧)ଙ୍କ ମୃତ୍ୟୁ ହୋଇଥିଲ। ବୀରମହାରାଜପୁର ଉପଖଣ୍ଡର ଉପାନ୍ତ କୋଟସମଲେଇ ପଞ୍ଚାୟତର ଏହି ବ୍ୟକ୍ତିଙ୍କ ସମେତ…

ଭବାନୀପାଟଣାରେ ରାଷ୍ଟ୍ରୀୟ ଏକତା ପଦଯାତ୍ରା, ସାମିଲ ହେଲେ…

ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ): ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ସୋମବାର ଭବାନୀପାଟଣାରେ ଜିଲାସ୍ତରୀୟ ରାଷ୍ଟ୍ରୀୟ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ, ଜିଲା କ୍ରୀଡ଼ା…

ଜାତୀୟ ହାରଠାରୁ ଓଡ଼ିଶାର ଅଭିବୃଦ୍ଧି ହାର ୨.୨୦% ଅଧିକ

ଭୁବନେଶ୍ୱର,୨୫।୧୧(ରବିନାରାୟଣ ଜେନା): ଓଡ଼ିଶାକୁ କିଭଳି ଦେଶର ସବୁଠାରୁ ଅଗ୍ରଣୀ ରାଜ୍ୟରେ ପରିଗଣିତ କରାଯାଇପାରିବ ତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ୟମ ଚଳାଇଛନ୍ତି। ଏପରି କି ରବିବାର ମଧ୍ୟ ଲୋକସେବା ଭବନରେ ବସି ସରକାରୀ କାର୍ଯ୍ୟ କରୁଥିବା ପରିଲକ୍ଷିତ ହୋଇଛି।…

ମୃତ୍ୟୁ ଉପତ୍ୟକା ହାତୀ କରିଡର

ବାଲେଶ୍ୱର ଜିଲା ଦେଇ ଯାଇଛି ଶିମିଳିପାଳ-କୁଲଡ଼ିହା-ହଦଗଡ଼ ହାତୀ କରିଡର। ଝାଡ଼ଖଣ୍ଡ ଅଭୟାରଣ୍ୟରୁ ଭାୟା ତପୋବନ (ପଶ୍ଚିମବଙ୍ଗ) ଦେଇ ହାତୀପଲ କୁଲଡ଼ିହା ଅଭୟାରଣ୍ୟକୁ ଆସନ୍ତି। ସାଧାରଣତଃ ନଭେମ୍ବରରେ ଆସି ଡିସେମ୍ବରରେ ଫେରିଯାନ୍ତି। କିଛି ବର୍ଷ ହେଲା ଏହି ଅଭୟାରଣ୍ୟ ସେମାନଙ୍କ ପାଇଁ ପାଲଟିଛି…

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ କ୍ୟାଣ୍ଡେଲ ଶୋଭାଯାତ୍ରା, ସ୍ଥାନୀୟ ଅଞ୍ଚଳର ବହୁ ସଂଖ୍ୟକ ଯୁବକଯୁବତୀଙ୍କ ସହ…

ଜି.ଉଦୟଗିରି,୨୪।୧୧(ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସୁନାମଧନ୍ୟ ଲୋକପ୍ରିୟ କଣ୍ଠଶିଳ୍ପୀ ସ୍ବର୍ଗତ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ତାଙ୍କୁ ଭଲ ପାଉଥିବା ଲୋକେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି କ୍ରମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri