ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ
ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟ ଜଜ୍ ରୋହିତ ଲାଲ ପଣ୍ଡା ସୋମବାର ଅଭିଯୁକ୍ତ ବିଜୟ କୁମାର ସାହୁ(୬୭)ଙ୍କୁ ଦୋଷୀ ସାବ୍ୟସ୍ତ କରି ୩…
ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା
ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍ଏସ୍ଡି ଉଚ୍ଚ ବିଦ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ରାଙ୍ଗାପାରୁ ଉଚ୍ଚ ବିଦ୍ୟାଳୟର ବବିତା ଭୋଇଙ୍କୁ ନିଯୁକ୍ତି…
ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…
ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ ଇନ୍ଧନର ମହଜୁଦ ସ୍ଥିତି ଓ ବିକ୍ରୟ ପ୍ରକ୍ରିୟାର ସରଜମିନ ଯାଞ୍ଚ କରିଛନ୍ତି। ଯାଞ୍ଚ…
ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ
ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି ସୋମବାର ମାନ୍ୟବର ଜିଲା ଦୌରା ଜଜ ଜଗଦୀଶ ପ୍ରସାଦ ମହାନ୍ତି ମୁଖ୍ୟ ଅଭିଯୁକ୍ତଙ୍କୁ…
ଜମିକୁ ପହଞ୍ଚି ପାରୁନି ଡ୍ୟାମ୍ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ
ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ ମାଡ଼ିବା ସମସ୍ତଙ୍କୁ ଚକିତ କରିଛି। ସେହି ଗ୍ରାମଗୁଡିକ ହେଲା ସାନମହେଶ୍ୱର ପଞ୍ଚାୟତର ଦେଓବାହାଲ…
ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ
ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶରେ ଏକାଧିକ ପୋଲିସ ଟିମ୍ ଗଠନ କରି ଏହି…
ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର
ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ ନିଆଯିବା ନେଇ ବିଡିଓ ରଞ୍ଜନ କୁମାର ପରିଡା ପ୍ରତିଶୃତି ଦେବା ପରେ ଧାରଣା…
ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…
ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ ଜୀବନ ସେଠି ହିଁ ଶେଷ ହୋଇଯାଇଛି। ଏଭଳି ଅଭାବନୀୟ ଘଟଣା କନ୍ଧମାଳ ଜିଲାର…
ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ
ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ ୨ ଜଣ ଯୁବକ ଆହତ ହୋଇଛନ୍ତି। ଓଡ଼ି–୧୦–ଏସି–୨୫୪୪ ନମ୍ବର ବିଶିଷ୍ଟ ସ୍କୁଟିରେ ଯାଉଥିବା…
ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର
ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଜି ଦେବୀ ଅସ୍ଥାୟୀ ମଣ୍ଡପରୁ ପୂର୍ବ ମୁଖା ହୋଇ ବାହାରିବା…
ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…
ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ ଆହ୍ୱାନ ଦେଇଛନ୍ତିା ଶିବିରରେ ନୀତିନ ନବୀନ ଉଦ୍ବୋଧନଦେଇ କହିଥିଲେ ଯେ, ଆଜିର ଯୁବପିଢ଼ୀ,…
ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ
କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ପାରିବାରିକ କଳହକୁ କେନ୍ଦ୍ର କରି ଅଲରା ଗାଁର ଯୁବକ ମନୋଜ ମଲ୍ଲିକଙ୍କୁ ଶଶୁର…

