ଆମ ଜିଲା ଖବର

ଚାନ୍ଦି ମୁକୁଟରେ ଶୋଭା ପାଇବେ ମା’

ବାଲେଶ୍ୱର ଅଫିସ, ୨୦।୯: ବାଲେଶ୍ୱର ନୂଆ ବଜାର ବ୍ୟବସାୟୀ ସଂଘ ପକ୍ଷରୁ ହୋଇ ଆସୁଥିବା ସାର୍ବଜନୀନ ଦୁର୍ଗା ପୂଜା ଚଳିତବର୍ଷ ୮୭ବର୍ଷରେ ପହଞ୍ଚତ୍ଛି। ଚଳିତବର୍ଷ ସଂଘ ସଦସ୍ୟମାନଙ୍କ ପ୍ରଚେଷ୍ଟାରେ ମା’ ଦୁର୍ଗାଙ୍କ ସହିତ ଗଣେଶ, କାର୍ତ୍ତିକ, ସରସ୍ବତୀ ଓ ଲକ୍ଷ୍ମୀଙ୍କ ପାଇଁ…

ସାଳନ୍ଦୀ କୂଳରେ ଭୂସ୍ଖଳନ

ଆରଡ଼ି, ୨୧।୯( ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତର ଶୀତଳପୁରଠାରେ ସାଳନ୍ଦୀ ନଦୀକୂଳରେ ମଙ୍ଗଳବାର ସକାଳେ ପୁଣି ଭୁସ୍ଖଳନ ହୋଇଛି। ଫଳରେ ନଦୀକୂଳବର୍ତ୍ତୀ ଜଣେ ବ୍ୟକ୍ତିଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଲଗାଣ ବର୍ଷା…

ପାହାଡ଼ ତାଡ଼ି ମୋରମ ଚାଲାଣ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ତହସିଲ ଅଫିସଠାରୁ ଦେଢ଼ କି.ମି ଦୂର ରାସ୍ତା କଡ଼ରେ ବେଆଇନ ମୋରମ ଖନନକୁ ନେଇ ବିବାଦ ସୃଷ୍ଟି ହୋଇଛି। ବିନା ଲିଜ୍‌ରେ ମେଶିିନ ଲଗାଇ ମୋରମ ଖନନ କରି ଟ୍ରାକ୍ଟର ଯୋଗେ ଚାଲାଣ କରାଯାଉଥିବାରୁ ବ୍ୟାପକ…

ବୈମାତୃକ ମନୋଭାବରୁ ରାଜ୍ୟ ଭାଗ ହେବ: ନରସିଂହ

ବଲାଙ୍ଗୀର ଅଫିସ,୨୧ା୯: ପଶ୍ଚିମ ଓଡିଶା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ଓ ଅବହେଳା କାରଣରୁ ସ୍ବତନ୍ତ୍ର କୋଶଳ ରାଜ୍ୟ ଦାବି ଜୋରଦାର ହେଉଛି। ବ୍ୟକ୍ତିଗତ ଭାବେ ସ୍ବତନ୍ତ୍ର ରାଜ୍ୟ ଗଠନ ଦାବି ପ୍ରତି ତାଙ୍କ ସମର୍ଥନ ନାହିଁ। ତେବେ ବର୍ତ୍ତମାନ…

୮କି.ମି. ଚାଲିଲେ ଛାତ୍ରୀଛାତ୍ର

ଠାକୁରମୁଣ୍ଡା,୨୧।୯(ଡି.ଏନ୍‌.ଏ):ପ୍ରତିଶ୍ରୁତି ରଖିଲାନି ପ୍ରଶାସନ। ଫଳରେ ୮ କି.ମି ଦୂର ବ୍ଲକ୍‌ କାର୍ଯ୍ୟାଳୟକୁ ଚାଲିଚାଲି ଅଭିଯୋଗ କରିବାକୁ ଗଲେ ଛାତ୍ରୀଛାତ୍ର। ସେମାନଙ୍କୁ ଅଧା ବାଟରେ ପୋଲିସ ଓ ବ୍ଲକ୍‌ ପ୍ରଶାସନ ଅଟକାଇଥିଲା। ମଙ୍ଗଳବାର ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା…

ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ

ଭଞ୍ଜନଗର,୨୧।୯(ଡି.ଏନ.ଏ.): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଭେଜିପୁଟ ଫାଣ୍ଡି ଅଧିକାରୀ ସନ୍ତୋଷ ସ୍ବାଇଁ। ବେଲ୍‌ କରାଇ ଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସୂଚନାନୁଯାୟୀ, ଭେଜିପୁଟ ଫାଣ୍ଡି ଅନ୍ତର୍ଗତ ଗୁରାପଲ୍ଲୀ ଗ୍ରାମର ଭୁବନ ପାତ୍ର ଓ ତାଙ୍କ ପଡୋଶୀଙ୍କ…

ପଟ୍ଟାମୁଣ୍ଡାଇ କଲେଜ ଓବିସି ହଷ୍ଟେଲ ଫାଟକରେ ତାଲା

ପଟ୍ଟାମୁଣ୍ଡାଇ,୨୧ା୯(ସ୍ବ.ପ୍ର.): ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ଓବିସି ହଷ୍ଟେଲ ଫାଟକରେ ତାଲା ପଡିଛି। ନବନିର୍ମିତ ୩ ମହଲା ବିଶିଷ୍ଟ ଏହି ଓବିସି ହଷ୍ଟେଲରେ ତାଲା ପଡି ରହିବା…

ପୂଜା ପ୍ରଦୂଷଣ କଟକଣା ନାମକୁମାତ୍ର

କେନ୍ଦ୍ରାପଡ଼ା ଅଫିସ, ୨୧ା୯: ଦୁଇବର୍ଷ ଧରି କରୋନା କଟକଣା ପରେ ଚଳିତବର୍ଷ କେନ୍ଦ୍ରାପଡା ଜିଲାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ସ୍ତରରେ କେତେକ କଟକଣା ଲାଗୁ ହେବ ବୋଲି ସୂଚନା ମିଳିଛି। ଉତ୍ସବ ସମୟରେ ଡିଜେ, ଅଶ୍ଳୀଳ…

ଗୋଟିଏ ଜାଗାରେ ୪ ଭିନ୍ନ ସୂଚନା

ନାଉଗଁା,୨୧ା୯(ସ୍ବ.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଞ୍ଚାୟତଗୁଡିକର ଉନ୍ନତୀକରଣ ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ମାତ୍ର ଗୋଟିଏ ଜାଗାରେ ଦୁଇଟି କାମ ଚାଲିଥିବା ଦର୍ଶାଇ ଭିନ୍ନ ଭିନ୍ନ ସୂଚନା କାନ୍ଥରେ ଲେଖାଯାଇଛି। ନାଉଗଁା ବ୍ଲକର ଗଜରାଜପୁର ପଞ୍ଚାୟତରେ ଏହା…

ଆଦିବାସୀ ମେଧାବୀ ଛାତ୍ରୀ ଉଚ୍ଚ ଶିକ୍ଷାରୁ ବଞ୍ଚିତ

ମହାକାଳପଡା,୨୧ା୯ (ଡି.ଏନ.ଏ,): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକମାନଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଅଭାବୀ ପରିବାରର ଅର୍ଥ ବାଧକ ଯୋଗୁ ଅନୁସୂଚିତ ଜନଜାତି ଛାତ୍ରୀଛାତ୍ରମାନେ ଉଚ୍ଚତର ଶିକ୍ଷାରୁ…

ଶୀତଳ ଭଣ୍ଡାର ନାହିଁ, ଆଳୁଚାଷ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୨୧ା୯: ଆଳୁ ଓଡ଼ିଶାର ଏକ ପ୍ରମୁଖ ପରିବା ଭାବେ ଜଣାଶୁଣା। ଅଧିକାଂଶ ପରିବାର ଆଳୁ ଉପରେ ନିର୍ଭରଶୀଳ। କିନ୍ତୁ ଏହାର ଉତ୍ପାଦନ ଓଡ଼ିଶାରେ ସନ୍ତୋଷଜନକ ନୁହେଁ। ଏଥିପାଇଁ ଓଡ଼ିଶା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଓ ପଞ୍ଜାବ ଠାରୁ…

ନିଷିଦ୍ଧାଞ୍ଚଳ ବାହାରେ ଅଭ୍ୟର୍ଥନା ଗୃହକୁ ଅନୁମତି

ପୁରୀ ଅଫିସ,୨୧।୯: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ପୁଣି ଚର୍ଚ୍ଚା ପରିସରକୁ ଆସିଛି। ପୂର୍ବରୁ ଏହି ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଚାଲିଥିବା ବେଳେ ଏବେ ପୁଣି ପ୍ରକଳ୍ପର ନିଷିଦ୍ଧାଞ୍ଚଳ ମଧ୍ୟରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା ଗୃହ(ରିସେପସନ୍‌ ସେଣ୍ଟର) ନିର୍ମାଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?