ଘରୋଇ ଡାକ୍ତରଖାନାରେ ୨ ଘଣ୍ଟା ଉତ୍ତେଜନା
ବିଷମକଟକ,୨୬।୧୦(ଡି.ଏନ୍.ଏ.): ରାୟଗଡ଼ାର ଏକ ଘରୋଇ ହସ୍ପିଟାଲରେ ଜଣେ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁକୁ ନେଇ ଉତ୍ତେଜନା ହୋଇଛି। ଚିକିତ୍ସା ଅଭାବରୁ ଶିଶୁଟିର ମୃତ୍ୟୁ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଝିଗିଡି ସଦର ପଞ୍ଚାୟତର କୈଳାସ…
ଛାତ୍ରୀ ନିବାସ କୋଠରିରୁ ମିଳିଲା ଝୁଲନ୍ତା ମୃତଦେହ
ରସୁଲପୁର,୨୬ା୧୦(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ବଡକଇଁଚି ପଞ୍ଚାୟତର ହୃଷିକେଶ ଖିଲାରଙ୍କ ବଡ଼ଝିଅ ରଶ୍ମିରେଖା(୧୯)ଙ୍କ ରବିବାର ରାତିରେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି ା ଛାତ୍ରଙ୍କ ପରିବାର ଲୋକେ ଏ ସଂକ୍ରାନ୍ତରେ କଟକ ଜିଲା ଓଲଟପୁର ଥାନାରେ ହତ୍ୟା ମାମଲା…
କାଳୀପୂଜା ପାଇଁ ଝଲସୁଛି ଯାଜପୁର ସହର
ଯାଜପୁର ଟାଉନ,୨୬ା୧୦(ଡି.ଏନ.ଏ.): ଯାଜପୁରର ଗଣପର୍ବ କାଳୀପୂଜା ସୋମବାର ରାତିରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ସୂର୍ଯ୍ୟ ପରାଗ ଯୋଗୁ ରାତି ୧୦ଟା ସମୟରେ ବୈତରଣୀ ନଦୀରେ କଳସ ବୁଡା କାର୍ଯ୍ୟକ୍ରମ ଶେଷ ହୋଇଥିଲା ା ଏହାପରେ ପାରମ୍ପରିକ ରୀତିନୀତି ଅନୁଯାୟୀ ବିଭିନ୍ନ…
ନିର୍ଣ୍ଣାୟକ ହେବ ୧୩ ପଞ୍ଚାୟତର ଭୋଟ
ଭଦ୍ରକ ଅଫିସ,୨୬।୧୦: ଧାମନଗର ଉପନିର୍ବାଚନ ଯେତେ ପାଖେଇ ଆସୁଛି ହାର୍ଜିତ୍କୁ ନେଇ ରାଜନୈତିକ ମହଲରେ ଉତ୍କଣ୍ଠା ସେତେ ବଢ଼ିଚାଲିଛି। ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକର ୧୩ ପଞ୍ଚାୟତର ଭୋଟ୍ ଏହି ଉପନିର୍ବାଚନ ଫଳାଫଳର ନିର୍ଣ୍ଣାୟକ ହେବ ବୋଲି ଚର୍ଚ୍ଚା ହେଉଛି।…
ବ୍ଲକ କଲୋନୀରୁ ୫ ଶିଶୁଗଛ କଟାକୁ ନେଇ ଉତ୍ତେଜନା
ପଟ୍ଟାମୁଣ୍ଡାଇ, ୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଲୋନୀ ମଧ୍ୟରେ ମୂଲ୍ୟବାନ ଶିଶୁଗଛ କଟା ଯାଇଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଏହାର ବିହିତ କାର୍ଯ୍ୟନୁଷ୍ଠାନ ନେବାକୁ ନଗର କଂଗ୍ରେସ ପକ୍ଷରୁ ଦାବି ହୋଇଛି। ପ୍ରାୟ ୫ଟି ମୂଲ୍ୟବାନ ଶିଶୁଗଛ…
କେନ୍ଦ୍ରାପଡ଼ାରେ ଡେରା ପକାଇଛି କେରଳ ବସ୍
କେନ୍ଦ୍ରାପଡ଼ା ଅଫିସ, ୨୬ା୧୦: ଦୀପାବଳି ପର୍ବ ଶେଷ ହୋଇନାହିଁ। କେନ୍ଦ୍ରାପଡ଼ା ଜିଲାର ଗଣପର୍ବରେ ସାମିଲ ହେବାକୁ ପ୍ରବାସରୁ ଆସିଥିବା ଶ୍ରମିକ କର୍ମସ୍ଥଳକୁ ବାହୁଡିଲେଣି। ଏଥିପାଇଁ ବିଭିନ୍ନ ରାଜ୍ୟରୁ ବସ ଆସି ଜିଲାର ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ରାଜକନିକା ଆଦି ବ୍ଲକ ଅଞ୍ଚଳରେ…
ମୁକ୍ତ, ଅବାଧ ନିର୍ବାଚନକୁ ଗୁରୁତ୍ୱ
କଟକ ଅଫିସ,୨୬।୧୦: ଆସନ୍ତା ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ। ଏଥିପାଇଁ ଡିଜିପି ସୁନୀଲ ବଂଶଲ ପୋଲିସ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ସ୍ବଚ୍ଛ, ମୁକ୍ତ, ଅବାଧ ନିର୍ବାଚନ ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ଆଦର୍ଶ ନିର୍ବାଚନ ଆଚରଣ ବିଧି କଡ଼ାକଡ଼ି ପାଳନ କରାଯିବା…
ଟ୍ରାନ୍ସଫର୍ମର ପୋଡ଼ି ୨ ଗାଁ ଅନ୍ଧାର
ବଇଣ୍ଡା, ୨୬।୧୦(ଡି.ଏନ୍.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର କୁଡ଼ାସାହି ଓ ବାଲିସାହିକୁ ବିଦ୍ୟୁତ୍ ଯୋଗାଉଥିବା ୬୩ କେଭି କ୍ଷମତା ବିଶିଷ୍ଟ ଟ୍ରାନ୍ସଫର୍ମର ୫ଦିନ ହେଲା ପୋଡ଼ିଯାଇଛି। ଫଳରେ ସମ୍ପୃକ୍ତ ୨ ଗ୍ରାମର ବାସିନ୍ଦା ଅନ୍ଧାରରେ ଦିନ କାଟୁଛନ୍ତି। ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ…
ଆଦ୍ୟାଶାଙ୍କୁ ମିଳିଲା ଇଣ୍ଡିଆ ବୁକ୍ ସାର୍ଟିଫିକେଟ
ପାରାଦୀପ,୨୬ା୧୦(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ଗଗନ ବିହାରୀ ସାହୁଙ୍କ ୩ ବର୍ଷୀୟା ଝିଅ ଆଦ୍ୟାଶାଙ୍କୁ ମିଳିଛି ଇଣ୍ଡିଆ ବୁକ୍ ରେକର୍ଡ ସାର୍ଟିଫିକେଟ। ତାଙ୍କର ଅସାଧାରଣ ସ୍ମରଣଶକ୍ତି ପାଇଁ ଏହି ସାର୍ଟିଫିକେଟ ମିଳିଛି ବୋଲି ତାଙ୍କ ବାପା ଗଗନ…
ଉଗ୍ର ହେଉଛି ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି ନିର୍ବାଚନ
ପାରାଦୀପ,୨୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ବୋର୍ଡ ଅଫ ମେମ୍ବର(ଲେବର ଟ୍ରଷ୍ଟି) ନିର୍ବାଚନ ଆଉ ଦୁଇ ଦିନ ବାକି ଥିବାବେଳେ ପ୍ରଚାର ଓ ଆରୋପ ପ୍ରତ୍ୟାରୋପ ଉଗ୍ର ହୋଇଛି। ଏହା ମଧ୍ୟରେ କେତେକ ରୋଚକ ଘଟଣା ଘଟିଛି। ରବିବାର ରାତି ୧୧ ଟାରେ ପାରାଦୀପ…
ଅନୁଗୋଳରେ ଗଢ଼ାହେଲା କ୍ୟାମ୍ପସ୍ କମିଟି
ଅନୁଗୋଳ ଅଫିସ, ୨୬।୧୦: ଦୀର୍ଘ ୪ ବର୍ଷ ହେବ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହୋଇ ନ ଥିବା ବେଳେ ଚଳିତବର୍ଷ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନୂତନ କ୍ୟାମ୍ପସ୍ କମିଟିମାନ ଗଢ଼ା ହେଉଛି। ଏଥିରେ…
ନିଶା ପାଇଁ ହେଉଛି ହତ୍ୟା
ବ୍ରହ୍ମପୁର ଅଫିସ,୨୬।୧୦: ଗଞ୍ଜାମ ଜିଲାରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଉଛି। ମଦ, ଗଞ୍ଜେଇ, ବ୍ରାଉନ୍ସୁଗାର ଭଳି ନିଶା କବଳରେ ପଡ଼ି ବହୁ ଲୋକ ବିପଥଗାମୀ ହେଉଛନ୍ତି। ପରିସ୍ଥିତି ଏମିତି ହେଉଛି, ନିଶାସକ୍ତମାନେ ନିଶା ସେବନ ପାଇଁ ହତ୍ୟା କରିବାକୁ…

