ଆମ ଜିଲା ଖବର

ଆତ୍ମସମର୍ପଣ କଲେ ୭ଶହ ମାଓବାଦୀ, ମିଲିସିଆ

ମାଲକାନଗିରି,୧୮୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡା ଥାନା ଅନ୍ତର୍ଗତ ଅଣ୍ଡ୍ରାହାଲ ବିଏସ୍‌ଏଫ୍‌ କ୍ୟାମ୍ପ ପରିସରରେ ଶନିବାର ୭ଶହ ମହିଳାପୁରୁଷ ମାଓବାଦୀ, ମିଲିସିଆ ଓ ମାଓବାଦୀ ସମର୍ଥକ ଆତ୍ମସମର୍ପଣ କରିଛନ୍ତି। ସେମାନେ ଆଉ ମାଓବାଦୀଙ୍କୁ ସମର୍ଥନ କରିବେ ନାହିଁ। ନିଜ ଅଞ୍ଚଳର…

ରିପୋର୍ଟ କହିଲା, ଜବତ ମେଡିସିନ ନକଲି

କଟକ ଅଫିସ,୧୮।୯: କଟକରୁ ଜବତ ହୋଇଥିବା ମେଡିସିନ ନକଲି ବୋଲି ସ୍ପଷ୍ଟ ହୋଇଛି। ଉକ୍ତ ମେଡିସିନି ପରୀକ୍ଷା ପାଇଁ ଲାବୋରେଟାରୀକୁ ପଠାଯାଇଥିଲା। ଶନିବାର ପରୀକ୍ଷା ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ଉଚ୍ଚ ରକ୍ତଚାପ ଔଷଧ ଟେଲ୍‌ମା-୪୦ ନକଲି ବୋଲି କଟକ ଡିସିପି…

ମିଛ କହି ଅଡୁଆରେ ପୋଲିସ

ବଲାଙ୍ଗୀର ଅଫିସ, ୧୮।୯: କଣ୍ଟାବାଞ୍ଜି ସହରର ଅନ୍ନପୂର୍ଣ୍ଣା ଲଜ୍‌ରେ ଗୁରୁବାର ପୋଲିସ ଚଢ଼ାଉ କରି ୫୮ ଲକ୍ଷ ଟଙ୍କା ଜବତ ସହ ୭ ଜଣ ରାଜ୍ୟ ବାହାର ବ୍ୟକ୍ତିଙ୍କୁ ଗିରଫ କରିବା ଘଟଣା ବଲାଙ୍ଗୀର ପୋଲିସକୁ ପ୍ରଶଂସା ଆଣିଦେବା ପରିବର୍ତ୍ତେ ଅଡୁଆରେ…

‘ଆଇନ ବିଦ୍ୟାର୍ଥୀ ସମାଜର ଆଲୋକବର୍ତ୍ତିକା’

କଟକ ଅଫିସ,୧୮।୯: ଆଇନ ପେସା ଲୋକଙ୍କ ଅଧିକାର ଓ ସ୍ବାଧୀନତା ଅକ୍ଷୁଣ୍ଣ ରଖିବା ସହ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ଶିଖାଇଥାଏ। ଆଇନ ସେବା ଏକ ସମ୍ଭ୍ରାନ୍ତ ବୃତ୍ତି ବୋଲି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତ କହିଛନ୍ତି।…

ଷଣ୍ଢକୁ ଧକ୍କା ଦେଇ ଟ୍ରେନ୍‌ ଲାଇନଚ୍ୟୁତ: ହାଓଡାରୁ ଭୁବନେଶ୍ୱର ଆସୁଥିଲା ଜନଶତାବ୍ଦୀ ଏକ୍ସପ୍ରେସ୍‌

ଭଦ୍ରକ ଅଫିସ, ୧୮।୯: ଭଦ୍ରକ ଡଗରାସାହି ଲେଭଲକ୍ରସିଂଠାରେ ଶନିବାର ସନ୍ଧ୍ୟାରେ ରେଳଧାରଣାରେ ଯାଉଥିବା ଏକ ଷଣ୍ଢକୁ ଧକ୍କା ଦେଇ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ରେ ଚାପିହୋଇ ଷଣ୍ଢର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଯାତ୍ରୀଙ୍କର କୌଣସି କ୍ଷତି ହୋଇନାହିଁ। ସୂଚନା ଅନୁଯାୟୀ,…

ପୁରୀ ଆକାଶରେ ସୂର୍ଯ୍ୟକିରଣ ଶୋ’

ପୁରୀ ଅଫିସ, ୧୮।୯: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଲୋକଙ୍କ ମନରେ ଦେଶପ୍ରେମ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଶନିବାର ପୁରୀ ବେଳାଭୂମିରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୧୦ଟା ୨୦ରୁ ୧୧ଟା ପର୍ଯ୍ୟନ୍ତ…

ହାତୀ ଆସିଲେ ମେସେଜ ଆସୁଛି

କେନ୍ଦୁଝର, ୧୮।୯(ସ୍ବ.ପ୍ର.): ଧନଜୀବନ ସୁରକ୍ଷା ଲାଗି ଆଖପାଖ ଅଞ୍ଚଳରେ ହାତୀ ଚଳପ୍ରଚଳ କରୁଥିଲେ ବନବିଭାଗ ଦେଉଛି ଆଗୁଆ ମେସେଜ। ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଲା ମାତ୍ରେ ମୋବାଇଲକୁ ଆସିଯିବ ଆଗୁଆ ଭଏସ ଓ ଟେକ୍ସଟ ମେସେଜ। ଅନେକ ଅଞ୍ଚଳରେ…

୩୦ ଜିଲାରେ ୩୪ କାଗଜବିହୀନ କୋର୍ଟ

କଟକ ଅଫିସ, ୧୮।୯: ବିଚାର ବ୍ୟବସ୍ଥାର ପରିଚାଳନା ପାଇଁ ବୈଷୟିକ ଜ୍ଞାନକୌଶଳ ଅପରିହାର୍ଯ୍ୟ ହୋଇଛି। ମାମଲାର ତ୍ୱରିତ ଫଇସଲା ଦିଗରେ ଏହା ସହାୟକ ହେବ। ଓଡ଼ିଶା ହାଇକୋର୍ଟ (ଇ-ଇନିସିଏଟିଭ) ଅନ୍‌ଲାଇନ୍‌ ପ୍ରୟାସ ଭାରତୀୟ ବିଚାର ବ୍ୟବସ୍ଥାକୁ ନୂଆ ଦିଶା ଦେଖାଇଛି ବୋଲି…

୨୭ରେ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ ଅଫିସ,୧୮।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି। କେବେ ରତ୍ନଭଣ୍ଡାର ଖୋଲାଯିବ ଓ ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନ ଅଳଙ୍କାର ଗଣତି ସହ ଯାଞ୍ଚ କରାଯିବ ସେ ନେଇ କୋଟି କୋଟି ଜଗନ୍ନାଥପ୍ରେମୀ ଚାହିଁବସିଛନ୍ତି। ଏଭଳି ସ୍ଥିତିରେ…

ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନ ବିଚାରପତି

ପୁରୀ ଅଫିସ,୧୭ା୯: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତ ସସ୍ତ୍ରୀକ ଶନିବାର ଅପରାହ୍ନରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ଦାରୁଦିଅଁଙ୍କୁ ଦର୍ଶନ କରିଛନ୍ତି। ପ୍ରଧାନ ବିଚାରପତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ପ୍ରଶାସନ,…

ଆଜିଠୁ ଶକ୍ତିପୀଠରେ ଷୋଡ଼ଶ ଉପଚାର ପୂଜା ଆରମ୍ଭ

ହିଞ୍ଜିଳିକାଟୁ,୧୭ା୯(ଡି.ଏନ୍‌.ଏ.): ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଳକର ବିଭିନ୍ନ ଶକ୍ତିପୀଠରେ ଶନିବାରଠାରୁ ଆରମ୍ଭ ହୋଇଛି ଷୋଡ଼ଶ ଉପଚାର ପୂଜା। ଆଜିଠାରୁ ବିଜୟାଦଶମୀ ଯାଏ ସମସ୍ତ ଶକ୍ତିପୀଠରେ ୧୬ଟି ବେଶରେ ମା’ ଦର୍ଶନ ଦେବେ। ଶ୍ୟାମଳାଇ, କରେଇଞ୍ଜେଇ ଶକ୍ତିପୀଠରେ ମଧ୍ୟ ମା’ଙ୍କ ଷୋଡ଼ଶ ଉପଚାର…

ଶୋଇଥିବା ବେଳେ ମହିଳାଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ

ଦାରିଙ୍ଗବାଡ଼ି,୧୭ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ କୁମ୍ଭାରମୁଣ୍ଡା ଗ୍ରାମ କଲୋନୀ ସାହିରେ ବିଷଧର ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ କସ୍ମିତା ଦିଗାଲ (୩୮) ବୋଲି ତଦନ୍ତକାରୀ ଅଧିକାରିଣୀ ଲକ୍ଷ୍ମୀ ମାଝି କହିଛନ୍ତି। ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?