ଆମ ଜିଲା ଖବର

କମ୍ପାନୀ ବସ୍‌ -ହାଇଓ୍ବା ଧକ୍କା: ମୃତ୍ୟ ସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ୍‌,୧୭।୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ୍‌ ପାଓ୍ବାର ହାଉସ୍‌ ନିଖିଳଢାବା ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲାର ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ନଂ. ବସ୍‌କୁ କୋଇଲା ବୋଝେଇ ହାଇଓ୍ବା ଧକ୍କା…

ବାଲୁକାକଳାରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ପୁରୀ ଅଫିସ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୨ତମ ଜନ୍ମଦିନ। ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିଶେଷ କରି ଏହି ବାଲୁକାକଳାରେ ୧୨୧୩ଟି ମାଟି ଚା କପ ବ୍ୟବହାର…

ଆଜି ବ୍ଲୁ ଫ୍ଲାଗ୍‌ ବିଚରେ ସୂର୍ଯ୍ୟକରଣ ଏୟାର ଶୋ’

ପୁରୀ ଅଫିସ,୧୭।୮: ପୁରୀ ବେଳାଭୂମିର ବ୍ଲୁ ଫ୍ଲାଗ୍‌ ବିଚରେ ଶନିବାର ପୂର୍ବାହ୍ନ ୧୦.୨୦ରୁ ୧୧ ଟା ଯାଏ ଫୁଲ ଡ୍ରେସ ସୂର୍ଯ୍ୟକରଣ ଏୟାର ଶୋ’ ରିହର୍ସାଲ ହେବ। ୧୮ ତାରିଖରେ ପାଗ ଖରାପ ରହିବା ନେଇ ଆଶଙ୍କା ଥିବାରୁ ଇଣ୍ଡିଆନ ଏୟାର…

ଦାଦନ ଖଟିବାକୁ ଯାଇ ବିଦେଶରେ ଶ୍ରମିକ ମୃତ

ମହାକାଳପଡା, ୧୭ା୯(ଡି.ଏନ.ଏ.): ଅଭାବୀ ପରିବାର ମୁହଁରେ ଦାନା ଗଣ୍ଡେ ଦେବା ପାଇଁ ଦାଦନ ଖଟିବାକୁ ପୁଅ ଶ୍ରୀଲଙ୍କା ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ କୁମାରପଡ଼ା ଗଁାର…

ଘେରିବନ୍ଧରୁ ୫୦ ଫୁଟର ପଥର ପ୍ୟାକିଂ ଖସିଲା

ରାଜନଗର, ୧୭ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗରର ଅନ୍ୟତମ ପ୍ରମୁଖ ଲୁଣା ଘେରିବନ୍ଧ ରଙ୍ଗଣୀ ସର୍କିଟ୍‌ ପ୍ରତି ବିପଦ ସୃଷ୍ଟି ହୋଇଛି। ରଙ୍ଗଣୀ ସର୍କିଟ୍‌ର ପ୍ରଭାତି ନିକଟରେ ରିଟର୍ନିଂ ୱାଲ ଭାଙ୍ଗି ପଥର ପ୍ୟାକିଂ ଧସି ପଡ଼ିଛି। ପ୍ରାୟ ୫୦ ଫୁଟ ଲମ୍ବର…

ଜୈବିକ କୃଷି ପ୍ରତି ବଢୁନି ଆଗ୍ରହ

କେନ୍ଦ୍ରାପଡ଼ା ଅଫିସ, ୧୭ା୯: କେନ୍ଦ୍ରାପଡ଼ା ଜିଲାର ଧାନ ଚାଷ ପରେ ସର୍ବାଧିକ କ୍ଷେତରେ ତୈଳବୀଜ ଚାଷ ହେଉଥିଲା। ବାଦାମ, ଶୋରିଷ, ସୂର୍ଯ୍ୟମୁଖୀ, ରାଶି, ଜଡା ଆଦି ଚାଷରେ ଏହି ଅଞ୍ଚଳର କୃଷକ ପରିବାର ରୋଜଗାରର ପନ୍ଥା ବାହାର କରୁଥିଲେ। ଉପଯୁକ୍ତ ଜଳବାୟୁ,…

୨ ବର୍ଷ ହେବ ପିଲାଙ୍କ ପାର୍କ କାର୍ଯ୍ୟକ୍ଷମ ହେଉନି

ଜଗତ୍‌ସିଂହପୁର ଅଫିସ, ୧୭ା୯: ଉତ୍ତମ ସ୍ବାସ୍ଥ୍ୟ ଏବଂ ଭଲରେ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ହାପି ଓଡ଼ିଶା ହେଲ୍‌ଦି ଓଡ଼ିଶା ତଥା ସହରାଞ୍ଚଳ ରୂପାନ୍ତରଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ବିଶେଷକରି ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ଥିବା ଖୋଲା ସ୍ଥାନରେ ପିଲାଙ୍କ ମନୋରଞ୍ଜନ ପାଇଁ…

ସହକାରୀ ଦେବୋତ୍ତର ଆୟୁକ୍ତଙ୍କ ରେକର୍ଡପତ୍ର ଯାଞ୍ଚ

ରଘୁନାଥପୁର,୧୬।୯(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠକୁ ଶୁକ୍ରବାର ସହକାରୀ ଦେବୋତ୍ତର ଆୟୁକ୍ତ କଟକ, ସଞ୍ଜୟ କୁମାର ଶୁଭବ୍ରତ ଆଚାର୍ଯ୍ୟ ପରିଦର୍ଶନରେ ଆସିଥିଲେ। ଦାୟିତ୍ୱରେ ରହିବା ପରେ ଏହି ପୀଠକୁ ତାଙ୍କ ପ୍ରଥମ ଗସ୍ତ ଥିଲା। ଏହି…

ଏ ବର୍ଷ ବି ହେଲାନି ପାରାଦୀପ ପ୍ରସିଦ୍ଧ ବିଶ୍ୱକର୍ମା ପୂଜା

ପାରାଦୀପ,୧୭ା୯(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଚଳିତ ବର୍ଷ ବନ୍ଦ ରହିଲା। ୧୯୬୮ରୁ ପାଳିତ ହୋଇଆସୁଥିବା ଏହି ପୂଜା କନ୍ୟା ସଂକ୍ରାନ୍ତି ଠାରୁ ଆରମ୍ଭ ହୋଇଥାଏ। ଏନେଇ ପାରାଦୀପ ବନ୍ଦର ନଗରୀ ସପ୍ତାହବ୍ୟାପି ଉତ୍ସବ ମୁଖର ହୋଇଉଠେ।…

ଗ୍ୟାସ ଟାଙ୍କି ଫାଟି ଘର ଜଳିଗଲା

ନରସିଂହପୁର, ୧୭ା୯ (ସ୍ବ.ପ୍ର.): କଟକ ଜିଲା ନରସିଂହପୁର ବ୍ଲକ ଅନ୍ତର୍ଗତ ପଦାମାଳ ଗ୍ରାମରେ ଶୁକ୍ରବାର ରୋଷେଇ ବେଳେ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗିଯାଇଥିଲା। ପରେ ଗ୍ୟାସ ଟାଙ୍କି ଫାଟି ଘର ଜଳିଯାଇଛି। ନିଆଁ ଲିଭାଇବାକୁ ଉଦ୍ୟମ କରି ୧୫ରୁ ଊର୍ଦ୍ଧ୍ୱ…

ବାଲିଗୁଡ଼ାରୁ ଭୁବନେଶ୍ୱର ଆସୁଥିଲା ଗଞ୍ଜେଇ

ଖୋର୍ଦ୍ଧା ଅଫିସ,୧୭ା୯: ବ୍ରାଉନ୍‌ସୁଗାର ପରେ ଗଞ୍ଜେଇ କାରବାର ବଢ଼ିବାରେ ଲାଗିଛି। ବ୍ରାଉନ୍‌ସୁଗାର କାରବାର ଉପରେ ଏସ୍‌ଟିଏଫ୍‌ ପକ୍ଷରୁ ବାରମ୍ବାର ଚଢ଼ାଉ ଯୋଗୁ ମାଫିଆମାନଙ୍କ ନଜର ଏବେ ଗଞ୍ଜେଇ ଉପରେ ରହିଛି। କନ୍ଧମାଳରୁ ଭୁବନେଶ୍ୱରକୁ ଜାତୀୟ ରାଜପଥ ଦେଇ ଗଞ୍ଜେଇ ଚୋରାଚାଲାଣ ଚାଲିଛି।…

୬୩ ବର୍ଷର ସରକାରୀ ବିଦ୍ୟାଳୟ ଅବହେଳିତ

ନିମାପଡ଼ା,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଭୋଗଶାଳଦା ପଞ୍ଚାୟତର ବଡ଼ରିକିଲୋ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିର୍ମାଣକୁ ୬୩ ବର୍ଷ ପୂରିଲାଣି। ହେଲେ ଏହା ବିକାଶ ଆଢୁଆଳରେ ରହିଯାଇଛି। ୧୯୫୯ରେ ପ୍ରତିଷ୍ଠିତ ଏହି ପୁରାତନ ବିଦ୍ୟାଳୟଟି ପ୍ରଶାସନିକ ଉଦାସୀନତା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?