ଆମ ଜିଲା ଖବର

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଘଟିଥିବା…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ ଟ୍ରଷ୍ଟ ପକ୍ଷରୁ ତହସିଲଦାର ଧୀରଜ ପାତ୍ରଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ ତଥା ଓଡ଼ିଶା ପାଇଁ ଗୌରବ ଆଣିଦେଇଛି। ନୂଆଦିଲ୍ଲୀରେ ଆୟୋଜିତ ସିଆଇଆଇ ବାର୍ଷିକ ବ୍ୟବସାୟ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର ଛକଠାରୁ କିଛି ଦୂରରେ ଥିବା ଡାଲଖାଇ ଠାକୁରାଣୀ ମନ୍ଦିର ନିକଟରେ ବଜ୍ରପାତ ଘଟି…

ସକାଳୁ ସକାଳୁ ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ଚଢ଼ାଉ, ସ୍ପେଶାଲ ସ୍କ୍ବାଡ୍‌ ନିଯୁକ୍ତ ହୋଇ…

କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍‌ ଗଠନ କରି ଆନନ୍ଦପୁର ଉପଖଣ୍ଡର ୧୧ଟି ସ୍ଥାନ ଏବଂ ଘଟଗାଁ ଅଞ୍ଚଳର ଗୋଟିଏ ସ୍ଥାନ ଏହିପରି ମୋଟ୍‌…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l କାର୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିବା ସହ ଆଉ ଜଣେ ଗୁରୁତର ହୋଇଛନ୍ତି।…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା ଟଙ୍କା ଦିଆଯାଇଥିଲା। ହେଲେ ଗତ ୪ମାସ ହେବ ୩୫୦୦ ଟଙ୍କା ଭତ୍ତା ବଦଳରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଧାନ ବିକ୍ରିବଟା ସମସ୍ୟା ତ ସାଧାରଣରେ ପରିଣତ ହୋଇଛି,…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ଯୁବକଙ୍କ ପରିଚୟ ଜଣାପଡି ନାହିଁ। ପୋଲିସ ମୃତହେଦ ଜବତ କରି…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ ଘର ଝାଡ଼ଖଣ୍ଡ ରାଜ୍ୟର ସିମଡେଗା ଜିଲା ଜଲଡେଗା ଥାନା ପିତମ୍ବା ଗ୍ରାମର ପାହାନଟୋଲି…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ପତ୍ନୀ, ଦୁଇ ଝିଅ ଏବଂ ବାପାଙ୍କୁ ବେଆଇନ ଭାବେ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?