ଆମ ଜିଲା ଖବର

୧୬ ବର୍ଷ ଧରି ସିଂହଗାଁ କଣ୍ଠିଆନାଳ ସେତୁ କାମ ଅଟକିଛି

ପଟ୍ଟାମୁଣ୍ଡାଇ,୧୬ା୯(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ୩୧ଟି ପଞ୍ଚାୟତ ମଧ୍ୟରୁ ସିଂହଗାଁ ଏକ ମାତ୍ର ପଞ୍ଚାୟତ ଯାହାକି ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ବ୍ଲକ ସଦର ମହକୁମା ସହ ସଂଯୋଗ ହୋଇପାରିନାହିଁ। ସିଂହଗଁା ପଞ୍ଚାୟତକୁ ସଦର ମହକୁମା ସହ ସଂଯୋଗ ପାଇଁ ଦୀର୍ଘ…

ପ୍ରାଚୀନ ନୌବାଣିଜ୍ୟ ମୂକସାକ୍ଷୀ ଜରାଜୀର୍ଣ୍ଣ

ମହାକାଳପଡ଼ା, ୧୬ା୯ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋବରୀ ନଦୀ କୂଳରେ ଜମ୍ବୁ ଦ୍ୱୀପ ଅଞ୍ଚଳର ପ୍ରାଚୀନ ଐତିହ୍ୟ ଲାଲ୍‌ କୋଠା ପ୍ରାଚୀନ ନୌବାଣିଜ୍ୟର ମୂକ ସାକ୍ଷୀ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଦିନ ଥିଲା ଏହି ଜମ୍ବୁ ଦ୍ୱୀପରେ ବିଶାଳ…

ହାତୀମୃତ୍ୟୁ ଘଟଣାରେ ୬ ଗିରଫ

ରାଉରକେଲା ଅଫିସ,୧୬।୯: ରାଉରକେଲା ବନଖଣ୍ଡ ଅଧୀନ ବାଙ୍କି ଅଞ୍ଚଳରେ ଏକ ହାତୀ ମୃତ୍ୟୁ ଘଟଣାରେ ବନ ବିଭାଗ ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ନାଗ ଟିଗା(୩୯), କରମ ଟିଗା(୫୮), ବିଶ୍ରା ଓରାମ(୪୧), ଅଜୟ ଓରାମ(୨୮), ସଲନ ଓରାମ(୩୦)…

୨ ବର୍ଷ ପରେ ବି କାର୍ଯ୍ୟକ୍ଷମ ହେଉନି ଜିମ୍ନାସିୟମ

ଜଗତ୍‌ସିଂହପୁର ଅଫିସ, ୧୬ା୯:ଜଗତ୍‌ସିଂହପୁର ସହରରେ ଜିମ୍ନାସିୟମର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ବର୍ଷ ତଳୁ ତିଆରି ପାଇଁ ଚିନ୍ତା କରାଯାଇଥିଲା । ଜିଲାପାଳଙ୍କ କାର୍ଯ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖ ଜଗତ୍‌ସିଂହପୁର ପୌର ପରିଷଦ ମାର୍କେଟ୍‌ କମ୍ପ୍ଲେକ୍ସ ବିଲ୍ଡିଂ ଉପରେ ଏହା କରାଯିବା…

ସମ୍ପୂର୍ଣ୍ଣ ଉଚ୍ଛେଦ ହେବ ବେଆଇନ ଚିଙ୍ଗୁଡ଼ିଘେରି

କଟକ ଅଫିସ,୧୬ା୯:ବେଆଇନ ଚିଙ୍ଗୁଡ଼ିଘେରିକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବା ସହ ଚିଙ୍ଗୁଡ଼ି ଚାଷ ପାଇଁ ସରକାର ଲିଜ୍‌ରେ ଜାଗା ଯୋଗାଇଦେବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ…

ହାଇଟେକ୍‌ ସର୍ଭେରେ ବିଳମ୍ବ

କଟକ ଅଫିସ,୧୬ା୯:ଜମିଜମା ସଂକ୍ରାନ୍ତୀୟ ନକ୍ସାର ସ୍ଥିତି, ଅବସ୍ଥିତିକୁ ଗ୍ଲୋବାଲ ପୋଜିଶନିଂ ସିଷ୍ଟମ(ଜିପିଏସ୍‌) ଓ ଇଲେକ୍ଟ୍ରୋନିକ୍ସ ଟୋଟାଲ ଷ୍ଟେଶନ (ଇଟିଏସ୍‌) କରାଯିବା ଲକ୍ଷ୍ୟରେ ରାଜ୍ୟରେ ହାଇଟେକ୍‌ ସର୍ଭେ (ହାଇବ୍ରିଡ୍‌) ସିଷ୍ଟମ ଭଳି ପଦକ୍ଷେପ ହାତକୁ ନିଆଯାଇଛି। ଏହାଦ୍ୱାରା ରେକର୍ଡ ଅଫ୍‌ ରାଇଟ୍‌ସ (ଆର୍‌ଓଆର୍‌)…

ଝିଅ କଳା ବୋଲି ତଡ଼ି ଦେଲେ ବାପା

ରୂପସା/ବସ୍ତା/ଲଙ୍ଗଳେଶ୍ୱର, ୧୬।୯(ଡି.ଏନ.ଏ.):ଝିଅର ରଙ୍ଗ କଳା ବୋଲି ବାପା ନିଷ୍ଠୁରତାର ସୀମା ଟପିଯାଇଛନ୍ତି। ଝିଅ ସହ ମା’ଙ୍କୁ ଘରୁ ତଡି ଦେଇଛନ୍ତି। ସେମାନେ ଅସହାୟ ଅବସ୍ଥାରେ ଘର ସମ୍ମୁଖରେ ଭୋକ ଉପାସରେ ବସି ରହିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା…

ପୂର୍ବତନ ବିଧାୟକ ଗୋପନାରାୟଣ ଦାସଙ୍କ ପରଲୋକ

ବାଲେଶ୍ୱର ଅଫିସ,୧୬ା୯:ବାଲେଶ୍ୱର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଗୋପନାରାୟଣ ଦାସ(୭୪)ଙ୍କ ଗତ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କର ବ୍ରେନ ଷ୍ଟ୍ରୋକ ହେବାରୁ ପରିବାର ଲୋକେ କଟକ ବଡ଼ ମେଡିକାଲ ନେଉଥିବାବେଳେ ଅଧା ବାଟରେ ମୃତ୍ୟୁ ହୋଇଯାଇଥିଲା। ମରଶରୀର ବାଲେଶ୍ୱର ଗୋପାଳଗାଁସ୍ଥିତ…

ରାଜ୍ୟ ସରକାରଙ୍କୁ ୧୧୫ କୋଟି ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୬ା୯:ଓଟିଏମ୍‌ ପୁନରୁଦ୍ଧାର ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ମୁଖ୍ୟ ବିଚାରପତି ଏସ୍‌ ମୁରଲୀଧରଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ମାସକ ମଧ୍ୟରେ ୧୧୫ କୋଟି ଟଙ୍କା ଅଫିସିଆଲ ଲିକ୍ୟୁଡେଟରଙ୍କ ନିକଟରେ ଦାଖଲ କରିବାକୁ…

ସ୍ବାମୀଙ୍କୁ ବଞ୍ଚାଇବାକୁ ଗୁଳିରେ ମଲେ ସ୍ତ୍ରୀ

ନୂଆପଡ଼ା ଅଫିସ,୧୬।୯:ରାତି ଅଧରେ ଦାଦାବଟି ମାଗିବାକୁ ଆସିଲେ। ବନ୍ଧୁକ ଦେଖାଇ ଘର ମୁରବିଙ୍କୁ ଭୟଭୀତ କରାଇଲେ। ବନ୍ଧୁକଧାରୀଙ୍କ ଦାବି ମୁତାବକ ୧୦ ହଜାର ଟଙ୍କା ଦେବାରେ ଅସହାୟତା ପ୍ରକାଶ କରିବାରୁ ରକ୍ତମୁଖା ହୋଇଉଠିଲେ ଅଭିଯୁକ୍ତ। ଦବାଇ ଦେଲେ ଟ୍ରିଗର। ହେଲେ ସେହି…

ଆରିରେ ଶାଳୀଙ୍କ ନାକ କାଟିଦେଲେ

କୁଆଁରମୁଣ୍ଡା,୧୫ା୯(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ମାଳିବଗିଚାରେ ରହୁଥିବା ଜଣେ ସମ୍ପର୍କୀୟ ଶାଳୀଙ୍କୁ ଭିଣୋଇ କୁହାଯାଉଥିବା ମନୋଜ ପ୍ରଧାନ ଏକ ଆରିରେ ନାକ କାଟି ଦେଇଛନ୍ତି। ପ୍ରବଳ ରକ୍ତସ୍ରାବ ହେବାରୁ ତାଙ୍କୁ କୁଆଁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା…

ସ୍ତ୍ରୀଙ୍କ ଜୀବନ ନେଲେ ସ୍ବାମୀ

ଅତାବିରା,୧୫।୯(ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ବଘିଆପାଲି ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି । ଗ୍ରାମର ରମେଶ ବାଗ(୩୭) ନିଜ ସ୍ତ୍ରୀ ମିନାକ୍ଷୀ(୩୦)ଙ୍କୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ରମେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?