ଆମ ଜିଲା ଖବର

ବିଭିନ୍ନ ସ୍ଥାନରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ

ଝାରସୁଗୁଡ଼ା ଅଫିସ,୨୨।୧୦: କିର୍ମିରା ବ୍ଲକ୍‌ ଭାଲୁପତ୍ରା ଆଶ୍ରମ ସ୍କୁଲ୍‌ରେ ବନ୍ଧପାଲି କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ୍‌ ଉପଶିକ୍ଷାଧିକାରୀ ଘନଶ୍ୟାମ ଚାନ୍ଦ, ଭାଲୁପତ୍ରା ହାଇସ୍କୁଲ୍‌ ପ୍ରଧାନଶିକ୍ଷକ ଗଙ୍ଗଧର ମହାନ୍ତି ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଉଦ୍‌ଯାପନୀ ଉତ୍ସବରେ ବନ୍ଧପାଲି…

ଫେରିବାଲା ହତ୍ୟା ମାମଲାର ପର୍ଦ୍ଦାଫାଶ: ପାଟିତୁଣ୍ଡରୁ ପଥରରେ ଛେଚି କରିଥିଲେ ହତ୍ୟା

ଝାରସୁଗୁଡ଼ା ଅଫିସ,୨୨ା୧୦: ପଶ୍ଚିମବଙ୍ଗର ନିଖୋଜ ଫେରିବାଲା ମହମ୍ମଦ ଆସରଫ୍‌ ଖାନ(୨୬)ଙ୍କ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦୁର୍ଲଗା ଗ୍ରାମର ପ୍ରଦୀପ ମାକର(୨୦) ଓ…

ନଦୀ ପ୍ରଦୂଷଣ ମାନବକୃତ: ପ୍ରଫୁଲ୍ଲ ସାମନ୍ତରା

ଝାରସୁଗୁଡ଼ା ଅଫିସ,୨୨।୧୦: ସେପ୍ଟେମ୍ବର ୨୩ରୁ ଲୋକଶକ୍ତି ଓ ଜନ ଆନ୍ଦୋଳନଙ୍କ ରାଷ୍ଟ୍ରୀୟ ସମନ୍ବୟ (ଏନ୍‌ଏପିଏମ୍‌) ଓଡିଶା ତରଫରୁ ନଦୀ ଓ ଜଳ ଉତ୍ସ ସୁରକ୍ଷା ଅଭିଯାନ ଯାତ୍ରା ଆରମ୍ଭ ହୋଇଛି। ଏହାର ଆବାହକ ପରିବେଶବିତ୍‌ ପ୍ରଫୁଲ୍ଲ ସାମନ୍ତରା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚତ୍…

ଜବରଦଖଲ ଉଚ୍ଛେଦ ପାଇଁ ଆକ୍‌ସନ ମୋଡ୍‌ରେ ପ୍ରଶାସନ

ବାଉଁଶୁଣୀ,୨୨।୧୦(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ବଜାର ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ପାଇଁ ଆକ୍‌ସନ ମୋଡ଼ରେ ପ୍ରଶାସନ ରହିଛି। ଫଳରେ ଦୋକାନକରି ପରିବାର ଚଳାଉଥିବା ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାଉଁଶୁଣୀ ବଜାର ରାସ୍ତା କଡ଼ରେ ଅନେକ ବର୍ଷ ହେଲା ଛୋଟ…

ଅବସରପ୍ରାପ୍ତ କନଷ୍ଟେବଲଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

କୁଆଁରମୁଣ୍ଡା,୨୨।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବଗା ଥାନା ଅଧୀନ ଦଲକି ପଞ୍ଚାୟତ କଲୋନୀପଡ଼ା ବସ୍ତିରେ କଲେବର ପ୍ରଧାନ(୬୨) ନାମକ ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ କନଷ୍ଟେବଲ ଭାବେ କାର୍ଯ୍ୟ କରୁଥିଲେ। ପୋଲିସ ସୂଚନା ଅନୁଯାୟୀ କଲୋନୀପଡା…

ପ୍ରାଚୀର ନିର୍ମାଣକୁ ନେଇ ଜନସ୍ବାର୍ଥ ମାମଲା

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଭାବେ ନୂତନ ପ୍ରାଚୀର ନିର୍ମାଣ କରାଯାଉଥିବା ଅଭିଯୋଗ ଅଣାଯାଇ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି। ସୂଚନା ଅଧିକାର କର୍ମୀ ଦିଲୀପ ବରାଳ ଏହି ମାମଲା (ନଂ. ୨୭୯୫୮/୨୦୨୨)…

ହାତ ଧରି ଏକାଠି ଚାଲିଲେ ମନ୍ତ୍ରୀ, ବିରୋଧୀ ଦଳ ନେତା

ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ସହରର ବହୁଚର୍ଚ୍ଚିତ ଫ୍ଲାଏଓଭର ବ୍ରିଜ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ହେଲେ ତିନିଦିନ ପୂର୍ବରୁ ଉଦ୍‌ଘାଟନ ଖବର ପ୍ରକାଶ ପରେ ସହରରେ ଅସନ୍ତୋଷ ଲାଗିରହିଥିଲା। ଶେଷରେ ସ୍ଥାନୀୟ ବିଧାୟକ ତଥା ବିରୋଧୀଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ପ୍ରଶାସନ ମନାଇବାରେ ସଫଳ…

ପଥର ମାଡ଼ କରିଥିବା ମହିଳା ଗିରଫ

ଢେଙ୍କାନାଳ ଅଫିସ, ୨୨ା୧୦: ଢେଙ୍କାନାଳ ଲକ୍ଷ୍ମୀପୂଜା ଭସାଣି ଶୋଭାଯାତ୍ରାରେ ବନମାଳୀପ୍ରସାଦ ଏବଂ କଣ୍ଟାନାଳୀ ବାଇପାସ୍‌ ଛକ ପୂଜା ପ୍ରତିଷ୍ଠାନ ମଧ୍ୟରେ ହୋଇଥିବା ଗଣ୍ଡଗୋଳ ମାମଲାରେ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସମ୍ପୃକ୍ତା ମହିଳାଙ୍କ ପଥର ମାଡ଼ରେ ଜଣେ ହୋମ୍‌ଗାର୍ଡ ଗୁରୁତର…

ଧାମନଗର ନିର୍ବାଚନମଣ୍ଡଳୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆ ନ ଯାଉ: ଭାଜପା

ଧାମନଗର,୨୨ା୧୦(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଓ ତିହିଡ଼ି ବ୍ଲକରେ କାର୍ଯ୍ୟରତ ସରକାରୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା କାର୍ଯ୍ୟରୁ ବିରତ ରଖିବା ପାଇଁ ଶୁକ୍ରବାର ଭାଜପାର ଏକ ପ୍ରତିନିଧି ଦଳ ଜିଲାପାଳଙ୍କୁ ଭେଟି ଦାବି କରିଛି। ଏନେଇ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ…

ବାଣ ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ଚର୍ଚ୍ଚା

ଖମାର, ୨୨।୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଇଞ୍ଜିଡ଼ ପଞ୍ଚାୟତସ୍ଥିତ ସାଆନ୍ଦା ଗ୍ରାମରେ ଶୁକ୍ରବାର ସକାଳେ ବାଣ ତିଆରିବେଳେ ବିସ୍ଫୋରଣ ଘଟି ଜଣେ କାରିଗରଙ୍କ ମୃତ୍ୟୁ ଓ ୩ ଜଣ ଗୁରୁତର ହୋଇଥିବା ଚର୍ଚ୍ଚା ହେଉଛି। ଏପରି…

ବିଦ୍ୟୁତ୍‌ ଚାର୍ଜ କରି ଶିକାର କଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୨୨।୧୦: ଢେଙ୍କାନାଳ ବନ ବିଭାଗ ଏବଂ ବିଦ୍ୟୁତ୍‌ ବିଭାଗ ମଧ୍ୟରେ ଏକ ସମନ୍ବୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟୁତ୍‌ ଚାର୍ଜ କରି ବନ୍ୟଜନ୍ତୁ ଶିକାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏଥିରେ ନିଷ୍ପତ୍ତି ହୋଇଛି।…

ଜିଲା ଚିକିତ୍ସାଳୟରେ ଚଢ଼ାଉ

ଢେଙ୍କାନାଳ ଅଫିସ, ୨୨।୧୦: ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି. ଶୁକ୍ରବାର ଅପରାହ୍ନରେ ଅଚାନକ ଜିଲା ଚିକିତ୍ସାଳୟରେ ଚଢ଼ାଉ କରିଛନ୍ତି। ବିଭିନ୍ନ ରୋଗ ପରୀକ୍ଷା ପାଇଁ ଉଦ୍ଦିଷ୍ଟ ଅଟୋ ଆନାଲାଇଜ ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?