ଆମ ଜିଲା ଖବର

ସମିତି ବୈଠକରେ ହଟ୍ଟଗୋଳ, ଉତ୍ତେଜନା

ଦାରିଙ୍ଗବାଡ଼ି,୧୪।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଚତୁର୍ଥ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡିଓ ଗଦାଧର ପାତ୍ର ସଂଯୋଜନା କରିଥିଲେ। ବୈଠକରେ ମୁଖ୍ୟ…

ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା: ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

ପୁରୁଷୋତ୍ତମପୁର,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ରାମ୍‌ସା ଗାଁର ପୂର୍ଣ୍ଣଚନ୍ଦ୍ର ନାହାକ ଓରଫ୍‌ ଟୁକୁ(୪୦)ଙ୍କୁ ମଙ୍ଗଳବାର କୋର୍ଟରେ ସାକ୍ଷୀ ଦେବାକୁ କହି ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ଏ ନେଇ ବ୍ରହ୍ମପୁର ପୋଲିସ ଏକ ହତ୍ୟା ମାମଲା…

ହନୁମାନ ପଇସା ଜବତ, ଜଣେ ଗିରଫ

ଦେବଗଡ଼,୧୪ା୯(ଡି.ଏନ୍‌.ଏ.): ରିଆମାଳ ଥାନା କତ୍ରାପାଲି ଛକ ନିକଟରେ ହନୁମାନ ପଇସା ଡିଲ୍‌ ହେଉଥିବା ଖବର ପାଇଥିଲା ପୋଲିସ। ୫ ଲକ୍ଷ ଟଙ୍କାରେ ୨ଟି ହନୁମାନ ପଇସା ବିକ୍ରି ପାଇଁ ଉଦ୍ୟମ ହେଉଥିବା ବେଳେ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ ଗ୍ରାହକ ସାଜି…

ଚଳନ୍ତା ଟ୍ରକ୍‌ରେ ଲାଗିଲା ନିଆଁ

ବସ୍ତା,୧୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ୬୦ ନମ୍ବର ଜାତୀୟ ରାଜପଥ ଗୁଡିଖାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇଛି। ମିଳିଥିବା ସୂଚନା ମୁତାବକ, ଟ୍ରକ୍‌ଟି ପଶ୍ଚିମବଙ୍ଗରୁ ଆଳୁ ବୋଝେଇ କରି ବାଲେଶ୍ବର ଆସୁଥିଲା।…

ପରଲୋକରେ କଂସ ଅଭିନେତା ଦେବେନ୍ଦ୍ର ବିଶ୍ବାଳ

ବରଗଡ଼ ଅଫିସ,୧୪।୯: ପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ପୂର୍ବରୁ କଂସ ମହାରାଜଙ୍କ ଚରିତ୍ରରେ ଅଭିନୟ କରିଥିବା ଦେବେନ୍ଦ୍ର ବିଶ୍ବାଳଙ୍କ ବୁଧବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ବରଗଡ଼ ଜିଲା ଅତାବିରା ବ୍ଳକ…

ବାଇକ୍‌ରେ ଆସି ଝାମ୍ପିନେଲେ ସୁନା ଭର୍ତ୍ତି ବ୍ୟାଗ

ପଦ୍ମପୁର,୧୪।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବେତଡାବଜାରରେ ଥିବା ଏକ ଗହଣା ଦୋକାନରୁ ବୁଧବାର ବଡ଼ଧରଣର ଲୁଟ୍‌ ହୋଇଛି। ସକାଳେ କାଶିଶ୍ୱର୍‌ ଜୁଏଲାରୀ ମାଲିକ ଦୋକାନ ଖୋଲି ବ୍ୟାଗରୁ ଗହଣା କାଢି ଶୋକେସ୍‌ରେ ରଖୁଥିଲେ । ସେହି ସମୟରେ ଏକ…

୩୭ ଅନ୍ତେବାସୀ ଅସୁସ୍ଥ, ଡାକ୍ତରୀ ଟିମ୍‌ ପହଞ୍ଚି କଲା କୋଭିଡ୍‌ ପରୀକ୍ଷା

ପାଟଣା,୧୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡେଣୁଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସର ୩୭ ଜଣ ଅନ୍ତେବାସୀ ବୁଧବାର ଅସୁସ୍ଥ ହୋଇପଡ଼ିଛନ୍ତି। ଅନ୍ତେବାସୀଙ୍କ ସହ ୱାର୍ଡେନ ମଧ୍ୟ ଜ୍ୱର, କାଶରେ ପୀଡ଼ିତ ଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଡାକ୍ତର ଯଶୋବନ୍ତ…

୧୪ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ : ମହିଳା ମାଷ୍ଟରମାଇଣ୍ଡ ସହ ସହଯୋଗୀ ଗିରଫ

ଅନୁଗୋଳ,୧୪।୯: ଅନୁଗୋଳରୁ ପୁଣି ବ୍ରାଉନ୍‌ସୁଗାର ଜବତ ହୋଇଛି।ଏହାକୁ ବିକ୍ରି ପାଇଁ ନେଉଥିବା ବେଳେ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅଧିକାରୀମାନେ ଘଟଣାରେ ସମ୍ପୃକ୍ତ ମହିଳା ମାଷ୍ଟରମାଇଣ୍ଡଙ୍କ ସହ ତାଙ୍କ ସହଯୋଗୀଙ୍କୁ ଧରିବାରେ ସଫଳ…

ସେଲ୍‌ଫି ହେଲା କାଳ, ଝରଣାରେ ପଡ଼ିଲେ ଯୁବକ

ପାରଳାଖେମୁଣ୍ଡି,୧୪।୯(ଡି.ଏନ୍‌.ଏ.): ସେଲ୍‌ଫି ହେଲା କାଳ। ଗୁଦୁଗୁଦାରେ ସେଲ୍‌ଫି ନେଲା ବେଳେ ଝରଣାରେ ପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗୁରାଣ୍ଡି ଥାନା ଅନ୍ତର୍ଗତ ଚନ୍ଦନଖଳାର ଟି. ଶ୍ରୀକାନ୍ତ। ମଙ୍ଗଳବାର ୪ ସାଙ୍ଗଙ୍କ ସହ ବଣଭୋଜି ପାଇଁ ଜିରାଙ୍ଗ ନିକଟସ୍ଥ ଗୁଦୁଗୁଦାକୁ…

ଆଖି ବୁଜିଲେ ଆଜୀବନ କାରାଦଣ୍ଡ ଭୋଗୁଥିବା କଏଦୀ

କେନ୍ଦ୍ରାପଡ଼ା ଅଫିସି,୧୪।୯: କେନ୍ଦ୍ରାପଡ଼ା ଉପକାରାଗାରରେ ଆଜୀବନ କାରାଦଣ୍ଡ ଭୋଗୁଥିବା କଏଦୀ ପୀତାମ୍ବର ନାୟକଙ୍କ ବୁଧବାର ମୃତ୍ୟୁ ଘଟିଛି ।ଜେଲ କର୍ତ୍ତୃପକ୍ଷ ଏହା ହୃଦ୍‌ଘାତଜନିତ ବୋଲି ପ୍ରାଥମିକ ପର୍ଯ୍ୟାୟରେ ସୂଚନା ଦେଇଛନ୍ତି। ତେବେ ମୃତ ନାୟକଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ସବିଶେଷ ତଥ୍ୟ…

ପୋଲିସ କବ୍‌ଜାରେ ୭ ଡକାୟତ

ସୋନପୁର,୧୪।୯(ନି.ପ୍ର.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଅଇଁଳାପାଲି ଛକରେ ଗତ ଅଗଷ୍ଟ ୨୫ ତାରିଖରେ ଡକାୟତି ହୋଇଥିଲା। ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କ ନିକଟରୁ ଡକାୟତ ଦଳ ୧ଲକ୍ଷ ୮୨ହଜାର ୯୯୦ଟଙ୍କା ଲୁଟି ନେଇଥିଲେ। ଏହି ଘଟଣାରେ ତରଭା ପୋଲିସ ୭ଜଣଙ୍କୁ ଗିରଫ…

ଜମାଖାତାରୁ ଟଙ୍କା ଉଠାଇବାକୁ ଦେଉନାହାନ୍ତି ବ୍ୟାଙ୍କ କର୍ମଚାରୀ

ନବରଙ୍ଗପୁର,୧୪।୯(ବି.ପ୍ର.) ଚାଷୀଙ୍କ ସହାୟତା ପାଇଁ ସରକାର ବ୍ୟାଙ୍କ ମାଧ୍ୟମରେ ଋଣ ପ୍ରଦାନ, ମଣ୍ଡିରେ ଧାନ ଦେବା ପରେ ସିଧାସଳଖ ଆକାଉଣ୍ଟକୁ ଟଙ୍କା ଦେଉଛନ୍ତି। ଚାଷୀଙ୍କୁ କାଳିଆ ଯୋଜନା ଟଙ୍କା ମଧ୍ୟ ମିଳୁଛି। କିନ୍ତୁ ହିତାଧିକାରୀଙ୍କ ଖାତାରେ ଟଙ୍କା ଥାଇ, କଓ୍ବୋଇସି ଅପ୍‌ଡେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?