ଏଣିକି ଆନ୍ଦୋଳନ କରିପାରିବେ ନାହିଁ ରେଭେନ୍ସା ଛାତ୍ରୀଛାତ୍ର
କଟକ ଅଫିସ,୨୧ା୧୦: ରେଭେନ୍ସା ଛାତ୍ରୀଛାତ୍ର ଏଣିକି ଆଉ ଆନ୍ଦୋଳନ କରିପାରିବେ ନାହିଁ। ଏପରିକି ଆମରଣ ଅନଶନ କିମ୍ବା ଗେଟ୍ ସମ୍ମୁଖରେ ଆଉ ଧାରଣା ଦେଇପାରିବେ ନାହିଁ ବୋଲି ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ବିଜ୍ଞପ୍ତିରୁ ପ୍ରକାଶ ଯେ,…
୨ ପୋଲିସ କଲୋନୀରେ ରାସ୍ତା ନାହିଁ କି ଡ୍ରେନ୍ ନାହିଁ
ଗଞ୍ଜାମ,୨୧ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଥିବା ଉଭୟ ପୁରୁଣା ଓ ନୂଆ ପୋଲିସ କଲୋନୀ ଡ୍ରେନ୍ ଓ ରାସ୍ତାର ସୁବିଧା ନାହିଁ। ଫଳରେ ଉକ୍ତ ୨ଟି କଲୋନୀରେ ରହୁଥିବା ପୋଲିସ କର୍ମଚାରୀଙ୍କ ପରିବାର ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ…
ଅଳଙ୍କାର ଦୋକାନରେ ଜିଏସ୍ଟି ଚଢ଼ାଉ
ବାଲେଶ୍ୱର ଅଫିସ,୨୧ା୧୦: ବାଲେଶ୍ୱର ସହର ଚିଡ଼ିଆ ପୋଲ ନିକଟସ୍ଥ ଲକ୍ଷ୍ମୀ ନାରାୟଣ ଅଳଙ୍କାର ଦୋକାନ ଉପରେ ଶୁକ୍ରବାର ଜିଏସ୍ଟି ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଦୋକାନ ପକ୍ଷରୁ ଗୋଟିଏ ଜିଏସ୍ଟି ବିଲ ନମ୍ବରରେ ଭିନ୍ନ ଭିନ୍ନ ରସିଦ କାଟି ଗରାଖମାନଙ୍କୁ ଦେଉଥିବାର…
ଲୋକାର୍ପିତ ହେଲା, କାର୍ଯ୍ୟକ୍ଷମ ହେଉନି
ସୋନପୁର,୨୧।୧୦: ସୁବର୍ଣ୍ଣପୁର ଜିଲା ସଦର ମହକୁମାର ଝୁପୁଡିପଡାରେ ନୂତନ ଭାବେ ନିର୍ମିତ ହୋଇଛି ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର। ଗତ ଜୁନ୍ ୧୫ ତାରିଖରେ ସୋନପୁର ବିଧାୟକ ତଥା ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ…
ହାଇକୋର୍ଟ ଥିଲା, ସ୍ଥାୟୀ ବେଞ୍ଚ ଫେରାଅ
ବଲାଙ୍ଗୀର ଅଫିସ, ୨୧ା୧୦: ଓଡିଶା ସହ ଗଡଜାତ ମିଶ୍ରଣ ପୂର୍ବରୁ ବଲାଙ୍ଗୀରରେ ହାଇକୋର୍ଟ କାର୍ଯ୍ୟ କରୁଥିଲା। ଗଡଜାତ ମିଶ୍ରଣ ପରେ ବଲାଙ୍ଗୀରରୁ ହାଇକୋର୍ଟ ଉଠାଇ ଦିଆଯାଇ କଟକ ହାଇକୋର୍ଟ ଅନ୍ତର୍ଭୁକ୍ତ କରାଯାଇଥିଲା। ଏହା ଇତିହାସ ହୋଇପାରେ, ମାତ୍ର ଏହାହିଁ ସତ୍ୟତା। ଐତିହାସିକ…
‘ଅଗ୍ନି ପ୍ରାଇମ୍’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୧ା୧୦: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆରଡିଏ ଅଧିନସ୍ଥ ଅବ୍ଦୁଲ କଲାମ ଦ୍ବୀପରୁ ‘ଅଗ୍ନି ପ୍ରାଇମ୍’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୯ଟା ୩୦ରେ ‘ଅଗ୍ନି ପ୍ରାଇମ୍’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଇପାରୁଥିବା…
ହାତୀ ଉପଦ୍ରବରେ ବ୍ୟାପକ ଧାନଫସଲ କ୍ଷତି
ନାକଟିଦେଉଳ,୨୧ା୧୦(ଡି.ଏନ.ଏ.): ନାକଟିଦେଉଳ ବନାଞ୍ଚଳ ଅନ୍ତର୍ଗତ ସରାପାଲି ବିଟର ମହୁକୁଦ ଗ୍ରାମରେ ହାତୀ ଉପଦ୍ରବରେ ବ୍ୟାପକ ଧାନଫସଲ କ୍ଷତି ହୋଇଛି। ହାତୀପଲ ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମର ଖଳିମୁଣ୍ଡା ନିକଟ ଜାମୁପଟି, ସଡ଼କ ସାହି ଓ ସୁଦ ସାହିର ଧାନ କ୍ଷେତରେ ପଶି…
ଦିବ୍ୟାଙ୍ଗ ଶିଶୁଙ୍କୁ ଜନ୍ମ ଦେଇ ଜୀବନ ହାରିଲେ ମା’
ଫୁଲନଖରା,୨୧।୧୦(ଡି.ଏନ୍.ଏ.): କଟକ ସଦର ଥାନା ପୋଲିସ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ କଟକ ସଦର ଥାନା ଅଧୀନ ହରିଅନ୍ତା ଗ୍ରାମର ରୁବି ପ୍ରଧାନ। ମିଳିଥିବା ସୂଚନା ମୁତାବକ, ରୁବି ଗତ ଦୁଇବର୍ଷ ତଳେ ଏହି ଗ୍ରାମର…
ଅସୁରକ୍ଷିତ ଭାବେ ଚାଲିଛି ହ୍ୟୁମ୍ ପାଇପ୍ ଫ୍ୟାକ୍ଟ୍ରି
ସମ୍ବଲପୁର,୨୧ା୧୦(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ମାନେଶ୍ୱର- ଜୟନ୍ତପୁର ରାସ୍ତା କଡରେ ଥିବା ହ୍ୟୁମ୍ ପାଇପ୍ ଫ୍ୟାକ୍ଟ୍ରିରେ ସେପ୍ଟେମ୍ବର ୨୫ରେ କାମ କରୁଥିବା ସମୟରେ ସତ୍ୟ ମିର୍ଦ୍ଧା (୧୯) ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଶ୍ରମିକମାନେ ଜୋତା, ହେଲ୍ମେଟ ଓ ଅନ୍ୟାନ୍ୟ…
ଗଞ୍ଜାମରେ ଜିଲାସ୍ତରୀୟ ୬୩ତମ ପୋଲିସ ସ୍ମୃତି ଦିବସ
ଛତ୍ରପୁର,୨୧ା୧୦(ଡି.ଏନ୍.ଏ.): ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆଠାରେ ଗଞ୍ଜାମ ପୋଲିସ ପକ୍ଷରୁ ଜିଲାସ୍ତରୀୟ ୬୩ତମ ପୋଲିସ ସ୍ମୃତି ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ପରେଡରେ ଗଞ୍ଜାମ ଏସ୍ପି ବିଜ୍ରେଶ କୁମାର ରୟ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ଚଳିତ…
୬୩ତମ ପୋଲିସ ଶହୀଦ ଦିବସ ପାଳିତ
ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ୬୩ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ ସହ ଅନେକ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ଦେଶରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ…
କୋମ୍ବିଂ ଅପରେଶନ ବେଳେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ
ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ ସଫଳତା ମିଳିଛି। ଚଳିତ ମାସ ୧୯ତାରିଖରେ ମାଲକାନଗିରି ଏସଓଜି ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ନିମନ୍ତେ ତୁଳସୀ ପାହାଡ଼ ଅଭିମୁଖେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ । ତୁଳସୀ ପାହାଡ଼ ଅନ୍ତର୍ଗତ…

