ଆମ ଜିଲା ଖବର

ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଲା ନାହିଁ

ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି ସ୍ବାଦିଷ୍ଟ ମିଠା । ତେବେ ଏହି ମିଠାକୁ ଜିଓଗ୍ରାଫିକାଲ୍‌ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍‌ ମାନ୍ୟତା...

କଟକରେ ଡରାଇଲାଣି ଜଣ୍ଡିସ୍‌

କଟକ,୧୧ା୪(ଶିଳ୍ପା ପ୍ରିୟଦର୍ଶିନୀ)କଟକ ସଦର ଥାନା ଅଧୀନ ରାଜେନ୍ଦ୍ର ନଗରରେ ଲୋକମାନେ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ୫୦ରୁ ଊର୍ଦ୍ଧ୍ୱ ଲୋକ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଥିବାବେଳେ ସିଏମ୍‌ସି ପକ୍ଷରୁ ଏହାକୁ ଲୁଚାଇବାକୁ ଚେଷ୍ଟା କରାଯାଇ ଭୁଲ୍‌ ତଥ୍ୟ ଦିଆଯାଉଛି। ସଂକ୍ରମିତଙ୍କ ପାଇଁ କୌଣସି...

୫୫ ନମ୍ବର ଜାତୀୟ ରାଜପଥ ଶୋଚନୀୟ, ଓଏଚ୍‌ଆର୍‌ସିରେ ଦାୟର ହେଲା ପିଟିଶନ

କଟକ,୧୦ା୪(କାର୍ତ୍ତିକ ସାହୁ): କଟକରୁ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ ନମ୍ବର ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଓଡ଼ିଶା ମାନବିକ ଅଧିକାର ଆୟୋଗ (ଓଏଚ୍‌ଆର୍‌ସି)ରେ ବୁଧବାର ପିଟିଶନ ଦାୟର ହୋଇଛି। ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଦାୟର ପିଟିସନ୍‌ରେ ରାଜ୍ୟ ସରକାରଙ୍କ...

କାର୍‌ରୁ ୪ ଲକ୍ଷ ୫୦ ହଜାର ଟଙ୍କା ଜବତ

କୋରାପୁଟ/ନାରାୟଣପାଟଣା,୧୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ଲକ୍ଷ୍ମୀପୁରରୁ ବୁଧବାର ରାତିରେ ଦାମନଯୋଡ଼ି ଯାଉଥିବା ଏକ କାର୍‌ରୁ ୪ ଲକ୍ଷ ୫୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ପାଇଁ ବିପୁଳ ପରିମାଣର ଟଙ୍କା ଚାଲାଣ କରାଯାଉଥିବା ନେଇ ସୂଚନା ପାଇ...

ବୃଦ୍ଧଙ୍କୁ ଶୁଣ୍ଢରେ କଚାଡ଼ିଲା ଦନ୍ତା, ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ବରଗୋଡ଼ା ଗ୍ରାମର ବଳ ଦେହୁରୀ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ବୁଧବାର ଅପରାହ୍ନରେ ବରଗୋଡ଼ା ଗାଁ ନିକଟ ଚମ୍ପାଝର ନିକଟରେ ଖରାଟିଆ ଧାନଚାଷ ଜଗି ଥିବା ବେଳେ ଏକ ଗୋଟିକିଆ ଦନ୍ତାହାତୀ...

ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ

ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ...

ଜେଏମ୍‌ଏମ୍‌ରେ ସାମିଲ ହେଲେ କୃଷ୍ଣଚନ୍ଦ୍ର

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ବୁଧବାର ବିଧିବଦ୍ଧ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ମିଶିଛନ୍ତି l ଆଜି ରାଇରଙ୍ଗପୁରସ୍ଥିତ ଟାଉନ ହଲ୍‌ ପରିସରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ମିଶିଥିବାର ସୂଚନା ଦେଇଛନ୍ତ।...

କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ

ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲେ ପ୍ରେମିକ। ଏହି ଘଟଣାରେ କେରଳ ପୋଲିସ...

ନିର୍ବାଚନୀ ପ୍ରଚାର ମଇଦାନରେ ସୁଦାମ ମାର୍ଣ୍ଡି, ପ୍ରୀତିନନ୍ଦା କାନୁନ୍‌ଗୋ

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ମୟୂରଭଞ୍ଜ ଲୋକ ସଭା ଆସନ ପାଇଁ ସୁଦାମ ମାର୍ଣ୍ଡି ଓ ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଧାୟିକା ପ୍ରାର୍ଥୀ ଭାବେ ପ୍ରୀତିନନ୍ଦା କାନୁନ୍‌ଗୋଙ୍କୁ ଟିକେଟ୍‌ ଦେଇଥିବା ବେଳେ ବୁଧବାର...

ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ମୂଲ୍ୟବାନ ସାମଗ୍ରୀ

ପାରଳାଖେମୁଣ୍ଡି,୧୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କିଛି ଦିନ ବ୍ୟବଧାନ ପରେ ପୁଣି ଚୋରି ଘଟଣା ସାମନାକୁ ଆସିଛି । ପାରଳା ସହରର ଓମ୍‌ ଶାନ୍ତି କଲୋନୀ(୪)ରେ ମଙ୍ଗଳବାର ବିଳମ୍ବିତ ରାତିରେକେଶବ ପ୍ରଧାନଙ୍କ ଘରେ ଦୁର୍ବୃତ୍ତମାନେ...

ଅସୁରୁଣୀ କାମିନୀକୁ ବରଣମାଳା ଦେଲେ ପ୍ରଭୁ ଚନ୍ଦନେଶ୍ୱର

ଭୋଗରାଇ,୧୦ା୪(ପ୍ରଦୀପ ଦାସ): ବିଶ୍ୱପ୍ରସିଦ୍ଧ ଚନ୍ଦନେଶ୍ୱର ଚଡ଼କ ମେଳାରେ ବୁଧବାର ଜୀଉଙ୍କ ୩ ଅର୍ଘ୍ୟରେ ଚନ୍ଦନେଶ୍ୱର ମହାଦେବ ସୁନ୍ଦରୀ ଅସୁରୁଣୀ କାମିନୀକୁ ବରଣମାଳା ଦେଇଛନ୍ତି। ଏହି ବିରଳ ଦୃଶ୍ୟ ଦେଖିବା ନିମନ୍ତେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଆସନ୍ତାକାଲି...

ନିଃଶୁଳ୍କ ଆକ୍ୟୁପ୍ରେସର ଚିକିତ୍ସା ଶିବିର ଅନୁଷ୍ଠିତ

କଟକ, ୧୦।୪: ବିଡାନାସୀସ୍ଥିତ ଜ୍ୟୋତିବିହାର ବିକାଶ ପରିଷଦ ପକ୍ଷରୁ ଏହାର କାର଼୍ୟାଳୟଠାରେ ଏକ ନିଃଶୁଳ୍କ ଆକ୍ୟୁପ୍ରେସର ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ସିଡିଏ ସେକ୍ଟର-୯ ସ୍ଥିତ ଆକ୍ୟୁପ୍ରେସର ସେଣ୍ଟରରେ ଅଭିଜ୍ଞ ଥେରାପିଷ୍ଟ ହରେକୃଷ୍ଣ ନାୟକ ଓ ସଂଘଭି ରଥଙ୍କ ସମେତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri