ଆଜି ସନ୍ଧ୍ୟାରେ ବସିବ ଛତିଶା ନିଯୋଗ ବୈଠକ
ଭୁବନେଶ୍ୱର,୧୨।୪(ବ୍ୟୁରୋ): ଆଜି ଅପରାହ୍ନ ୫ଟାରେ ଛତିଶା ନିଯୋଗ ବୈଠକ ବସିବ। ପୁରୀ ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ନୂତନ ଭାବେ ଦାୟିତ୍ୱଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…
ବାଘ ବୁଲୁବା ଘଟଣାକୁ ଗୁଜବ କହିଲେ ବନାଞ୍ଚଳ ଅଧିକାରୀ
ମାଲକାନଗିରି,୧୨ା୪(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଗତ ସପ୍ତାହରେ ଏକ ପିଚୁପଡିଆ ରାସ୍ତାରେ ଗୋଟିଏ ମହାବଳ ବାଘ ବୁଲୁଥିବା ଭିଡିଓ ଭାଇରାଲ ହୋଇଛି। ତେବେ ଏହାକୁ ଗୁଜବ ବୋଲି ମାଲକାନଗିରି ବନାଞ୍ଚଳ ଅଧିକାରୀ ସୁଶାନ୍ତ କୁମାର ଦଳେଇ କହିଛନ୍ତି। ସମ୍ପୃକ୍ତ ଅଞ୍ଚଳର ଲୋକମାନେ ଭୟଭୀତ…
ଧାନବିଲକୁ ପଶିଗଲା ଯାତ୍ରୀବାହୀ ବସ୍
ଅତାବିରା,୧୨।୪(ଡି.ଏନ୍.ଏ.): ସୋନପୁର-ଗୋଡ଼ଭଗା ୫୪ ନମ୍ବର ରାଜ୍ୟ ରାଜପଥର ଅତାବିରା ବ୍ଳକ ଦୁଲମପୁର ସାଇ ମନ୍ଦିର ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ସୋନପୁର ପଟରୁ ଗୋଡଭଗା ପଟକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍ ରାସ୍ତା ପାଶର୍ବ ଧାନବିଲକୁ ପଶି…
କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ
କଟକ ଅଫିସ,୧୨।୪ : କଟକ ଜିଲା କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ। ଦୀପୁ ମଲ୍ଲିକ ଏବଂ ଓମ ସ୍ବାଇଁ ହତ୍ୟା ଘଟଣାରେ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତଙ୍କୁ କୋର୍ଟରେ ହାଜର କରିଛି ପୋଲିସ । ସୂଚନାନୁସାରେ, ୨୦୧୩ ନଭେମ୍ବରରେ ଦୀପୁ ଏବଂ…
ମା’ଙ୍କୁ ଦର୍ଶନ କଲେ ୫-ଟି ସଚିବ
ପୁରୁଷୋତ୍ତମପୁର,୧୨।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କର ଚୈତ୍ର ଯାତ୍ରା ଚାଲିଛି। ତେବେ ଆଜି ମା’ଙ୍କ ଶେଷ ପାଳି। ଏହି ଅବସରରେ ମଙ୍ଗଳବାର ୫-ଟି ସଚିବ ଭି.କେ ପାଣ୍ଡିଆନ ଏବଂ ତାଙ୍କ ସ୍ତ୍ରୀ ମା’ଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ…
‘ନିଜେ ପ୍ରୟୋଗ କର, ଅନ୍ୟକୁ ଶିଖାଅ’
ମାଧପୁର,୧୨।୩ ଆଠମଲ୍ଲିକ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନରେ ଚାଲିଥିବା ଛାତ୍ରୀଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ସୋମବାର ଉଦ୍ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ମେହେରଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଆୟୋଜିତ ହୋଇଥିଲା। ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ମେହେର ଉଦ୍ବୋଧନ ଦେଇ…
ମହାଧିବେଶନ ସଫଳ ସମ୍ପର୍କରେ ଆଲୋଚନା
ବଇଣ୍ଡା,୧୨।୩(ଡି.ଏନ.ଏ.) ଅଖିଳ ଭାରତୀୟ ଗୋଣ୍ଡୱାନାର ଅନ୍ତଃରାଷ୍ଟ୍ରୀୟ ମହାଧିବେଶନ ଡିସେମ୍ବର ମାସରେ ଅନୁଷ୍ଠିତ ହେବ। ଏ ନେଇ ରବିବାର କିଶୋରନଗର ବ୍ଲକ ନାକିଚି ଡାକ ବଙ୍ଗଳା ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଗୋଳ ଜିଲା ସଭାପତି ସଦାଶିବ ନାୟକଙ୍କ ସଭାପତିତ୍ୱରେ…
ଅଚଳ ନଳକୂପ ମରାମତି କର
ବଇଣ୍ଡା,୧୨।୩(ଡି.ଏନ.ଏ.) ପ୍ରତ୍ୟେକ ଗ୍ରାମକୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାରେ କିପରି ସୁଧାର ଅଣାଯିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରଙ୍କ ଏହି ଯୋଜନାକୁ କିଭଳି ସମସ୍ତ ପରିବାର ନିକଟରେ ପହଞ୍ଚାଯାଇ ପାରିବ ସେଥିପ୍ରତି ପଞ୍ଚାୟତ ପ୍ରତିନିଧିମାନେ…
‘ସମସ୍ତଙ୍କ ସହଯୋଗରେ ବିକାଶ ସମ୍ଭବ’
ଢେଙ୍କାନାଳ ଅଫିସ,୧୨।୩ ଢେଙ୍କାନାଳ ଜିଲାରେ ଉନ୍ନୟନମୂଳକ ଯୋଜନାର ସଫଳ ରୂପାୟନ ନିମନ୍ତେ ସୋମବାର ଜିଲା କାର୍ଯ୍ୟାଳୟ ଓସ୍ୱାନ୍ ଭିଡିଓ କନଫରେନ୍ସିଂ ହଲ୍ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଯୋଗଦେଇ ସମସ୍ତଙ୍କ ସହଯୋଗରେ ଜିଲାର…
ସୁଧୁରୁନି ହଳଦୀପଦା ଷ୍ଟେଶନ ସମସ୍ୟା
ରୂପସା, ୧୨।୩(ଡି.ଏନ.ଏ.) ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନ ସମସ୍ୟା ସମାଧାନ ହେଉନାହିଁ। ଦାବି ପୂରଣ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବାରୁ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ପ୍ରତିବାଦରେ ଆସନ୍ତା ୧୮ତାରିଖରେ ହଳଦୀପଦା…
ମିଳିଲା ୩ ସାଙ୍ଗଙ୍କ ମୃତଦେହ
କଟକ ଅଫିସ,୧୨।୪: କଟକ ଯୋବ୍ରା ଆନିକଟରେ ୩ ଯୁବକ ଭାସିଯିବା ଘଟଣାରେ ମଙ୍ଗଳବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ଚାଲିଥିବା ସର୍ଚ୍ଚ ଅପରେସନ ବେଳେ ସିଦ୍ଧିକ ଖାନଙ୍କ ମୃତଦେହ ମିଳିଛି । ସୋମବାର ଆୟୁର ଖାନଙ୍କ…
‘ମୟୂରଭଞ୍ଜକୁ ପରିଚୟ ଦେଇଛନ୍ତି ଛଉ କଳାକାର’
ବାରିପଦା ଅଫିସ,୧୨ା୪ ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ସୋମବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ପ୍ରସିଦ୍ଧ ଛଉ ନୃତ୍ୟର ପ୍ରଚାର ପ୍ରସାର ଦିଗରେ ପ୍ରଶାସନ ପକ୍ଷରୁ ‘ମୟୂରଭଞ୍ଜ ଚୈତ୍ରପର୍ବ-୨୨’ ନାମରେ…
Archives


