ଆମ ଜିଲା ଖବର

ସରୁନି ସଡ଼କ ସଂଘର୍ଷ

ବଇଣ୍ଡା, ୧୩ା୯ (ଡି.ଏନ.ଏ.):ଗଁାକୁ ଗମନାଗମନରେ ହେଉଛି ଅସୁବିଧା। ବିଶେଷକରି ବର୍ଷାଋତୁରେ ଯାତାୟାତ କଷ୍ଟକର ହୋଇପଡ଼ୁଛି। କାଦୁଅ, ପାଣିରେ ପଶି ଲୋକଙ୍କୁ ଚଳପ୍ରଚଳ ହେବାକୁ ପଡ଼ୁଛି। ତେଣୁ ମାଟି ରାସ୍ତାକୁ ପକ୍କା କରିବାକୁ ଦାବି କରି ଆସୁଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ…

ତୋରଣରେ ସ୍ବର୍ଣ୍ଣମନ୍ଦିର

ଭୁବନ,୧୩।୯(ଡି.ଏନ୍‌.ଏ.):ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି କଳାସଂସ୍କୃତିର ସହର ଭୁବନ। ପ୍ରତିଯୋଗିତାପୂର୍ଣ୍ଣ ମହୋତ୍ସବରେ ୧୩ ମଣ୍ଡପ ସାମିଲ ହୋଇଥିବାବେଳେ ମୂର୍ତ୍ତି, ମେଢ଼, ସାଜସଜ୍ଜାକୁ ନେଇ ଆରମ୍ଭ ହୋଇଛି ପ୍ରତିଦ୍ୱନ୍ଦ୍ୱିତା। ଏଥିରେ ନିଜକୁ ସାମିଲ କରିଛି ପୋଥାଳ ସାହି ପୂଜା କମିଟି। ଚଳିତବର୍ଷ…

୨୦୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ

ଗୋପାଳପୁର,୧୩ା୯(ଡି.ଏନ୍‌.ଏ.):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇ ଜିଲାରେ ବର୍ଷା ଲାଗିରହିଛି। ଫଳରେ ଗୋପାଳପୁର ନିର୍ବାଚନ ମଣ୍ଡଳୀର କନିଷି ତହସିଲ ଅନ୍ତର୍ଗତ ମେଣ୍ଢରାଜପୁର ଗାଁର ଚାଷଜମି ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ବର୍ତ୍ତମାନ ଚାଷୀମାନଙ୍କ ପାଇଁ ଏହା ମୁଣ୍ଡବ୍ୟଥାର…

ଭଙ୍ଗାଯାଉନି ଗିରି ମାର୍କେଟ କୋଠା

ବ୍ରହ୍ମପୁର ଅଫିସ,୧୩ା୯:ବ୍ରହ୍ମପୁର ସହରର ହୋଲ୍‌ସେଲ୍‌ ବାଣିଜ୍ୟ ପେଣ୍ଠସ୍ଥଳୀ କହିଲେ ଗିରି ମାର୍କେଟ ବେଶ୍‌ ପରିଚିତ। ଏହି ମାର୍କେଟ ପ୍ରାୟ ୫୦ ବର୍ଷ ପୁରୁଣା। ଉକ୍ତ ମାର୍କେଟ ଉପରେ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ଅନେକ ବ୍ୟବସାୟୀ ନିର୍ଭରଶୀଳ। ଏହି ମାର୍କେଟ…

ଜଳକାରେ ତୃତୀୟ ବନ୍ୟା

ରୂପସା, ୧୩।୯(ଡି.ଏନ.ଏ.):ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ସୋମବାର ଚଳିତବର୍ଷର ତୃତୀୟ ଥର ପାଇଁ ବନ୍ୟା ଆସିଛି। ଲଘୁଚାପଜନିତ ଲଗାଣବର୍ଷା ଯୋଗୁ ୫ଶହରୁ ଊଦ୍ଧର୍‌ବ ହେକ୍ଟର ଚାଷଜମି ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଛି। ବନ୍ୟାକୁ ନେଇ ଚାଷୀକୁଳ…

ଭିଜିଲାନ୍ସ ଜାଲରେ ଫରେଷ୍ଟର୍‌

ଭବାନୀପାଟଣା,୧୩।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା କର୍ଲାପାଟ ରେଞ୍ଜ ଶଗଡା ଫରେଷ୍ଟର୍‌ ଯୋଗେନ୍ଦ୍ର ମାଝୀ ସୋମବାର ବିଳମ୍ବିତ ରାତିରେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଚଢ଼ାଉ ସମୟରେ ତାଙ୍କ ନିକଟରୁ ୨ ଲକ୍ଷ ତିନି ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଥିଲା। ହେଲେ ପଚାରାଉଚୁରା…

ଅସ୍ଥାୟୀ କ୍ୟାମ୍ପ୍‌ରେ ଚଢିଗଲା ଡମ୍ଫର: ଚାଲିଗଲା ଜଣଙ୍କ ଜୀବନ, ୫ ଆହତ

ଭଦ୍ରକ ଅଫିସ୍‌,୧୩।୯: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଛକ ନିକଟରେ ମଙ୍ଗଳବାର ଭୋରରୁ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ତମ୍ବୁ ଟାଣି ରହୁଥିବା ଶ୍ରମିକଙ୍କ ଉପରେ ବାଲି ବୋଝେଇ ଡମ୍ଫର ଚଢିଯାଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ରୁ…

ବର୍ଷାରେ ଭିଜୁଛନ୍ତି ଗରିବ ପରିବାର

ଯାଜପୁର ଅଫିସ,୧୩ା୯:ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଏଯାଏ ପ୍ରାୟ ୩୦ ହଜାର ଗ୍ରାମୀଣ ଆବାସ ବଣ୍ଟନ ହୋଇଛି। ତଥାପି ବ୍ଲକରେ କଚ୍ଚା ଘର କମିବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଠାରେ ୭୦ ପ୍ରତିଶତ ବାସଗୃହ ଗାଏବ ହୋଇଯାଇଥିବାବେଳେ ଜଣେ ଜଣେ ହିତାଧିକାରୀ…

ପିସି କାରବାରରେ ବନ୍ଧା ପିଏମ୍‌ଜିଏସ୍‌ୱାଇ

ଯାଜପୁର ଅଫିସ,୧୩ା୯:ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ବିନା ପିସି କିମ୍ବା ଫାଇନାଲ ବିଲ୍‌ ସମୟରେ ଯନ୍ତ୍ରୀଙ୍କୁ ମୋଟା ଅଙ୍କର ଅର୍ଥ ନ ଦେଲେ ଫାଇଲ ଘୁଞ୍ଚେ ନାହିଁ ବୋଲି କେତେଜଣ ଠିକାଦାର ଅଭିଯୋଗ କରିଛନ୍ତି। ସୁକିନ୍ଦା ବ୍ଲକ ଆରଡି ରାସ୍ତାଠାରୁ…

ଆନ୍ଧ୍ର-ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି, ୧୩ା୯(ଡି.ଏନ.ଏ.):୪ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ କାଙ୍ଗୁରୁକୋଣ୍ଡା ସହ ଗୋଦାବରୀ ନଦୀରେ ଜଳସ୍ତର ବିପଦ ସଙ୍କେତ ଛୁଇଁଛି। ବର୍ଷା ପ୍ରଭାବରେ ମାଲକାନଗିରି ଜିଲାର…

ନୂତନ ନିର୍ମାଣ ହେଉନି, ବିପଦସଙ୍କୁଳ ଗୃହ ମରାମତି ଚାଲିଛି

ନାଉଗଁା,୧୩ା୯(ସ୍ବ.ପ୍ର.):ସମସ୍ତଙ୍କ ପାଖରେ ଉନ୍ନତମାନର ସ୍ବାସ୍ଥ୍ୟ ସେବା ଯୋଗାଇବା ଉପରେ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଏନେଇ ୫ ହଜାର ଜନସଂଖ୍ୟା ଥିବା ସ୍ଥାନରେ ଉପସ୍ବାସ୍ଥ୍ୟ କେନ୍ଦ୍ର ଖୋଲାଯାଇଛି। ମାତ୍ର କିଛି ସ୍ଥାନରେ ଏନେଇ ଆସୁଥିବା ସରକାରୀ ଟଙ୍କାର ଦୁରୁପଯୋଗ ହେଉଥିବା ଅଭିଯୋଗ ହୋଇଛି।…

ମରଣଯନ୍ତା ପାଲଟିଛି ନଦୀବନ୍ଧ ରାସ୍ତା

ତିର୍ତ୍ତୋଲ,୧୩।୯ (ଡି.ଏନ.ଏ.):ତିର୍ତ୍ତୋଲ ବ୍ଲକ କୃଷ୍ଣାନନ୍ଦପୁର ପଞ୍ଚାୟତର ସାଇଫୋନ ସେତୁଠାରୁ ସରଳପୁରକୁ ସଂଯୋଗ କରୁଥିବା ପାଇକାନଦୀର ଡାହାଣ ପାର୍ଶ୍ୱ ବନ୍ଧ ରାସ୍ତା ଏବେ ମରାମତି ଅଭାବରୁ ମରଣଯନ୍ତା ପାଲଟିଛି। ଏହି ରାସ୍ତା ଉପରେ ବ୍ଲକ ଅଧୀନ ୫ଟି ପଞ୍ଚାୟତର ୩୦ ହଜାରରୁ ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?