ଆମ ଜିଲା ଖବର

୫ ଗ୍ରାମକୁ ରାଜସ୍ବ ଗ୍ରାମ ମାନ୍ୟତା ଦାବି

କେନ୍ଦୁଝର,୧୨ା୯(ସ୍ବ.ପ୍ର.): ହାଟଡିହି ବ୍ଲକ ଅନ୍ତର୍ଗତ ହଦଗଡ଼ ସଂରକ୍ଷିତ ଜଙ୍ଗଲ ପରିସରରେ ଥିବା କଅଁଳେଇ ବାଲିପାଳ ପଞ୍ଚାୟତର ମଲ୍ଲିପଶି, ସରମଣ୍ଡି, କଅଁଳେଇ ବାଲିପାଳ, ମୟୁରନଚା ଓ ଭଅଁରା ଜଙ୍ଗଲ ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ଦେବାକୁ ପଞ୍ଚାୟତବାସୀ ପ୍ରଶାସନ ନିକଟରେ ଦାବି କରିଛନ୍ତି।…

ବିପଦ ସଂକେତ ଟପିଲା ଜଳକା

ରୂପସା,୧୨।୯(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ପୁଣି ବନ୍ୟା ଆଶଙ୍କା ଦେଖାଦେଇଛି। ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳପତ୍ତନ ରବିବାର ବୃଦ୍ଧି ପାଇଛି। ଅପରାହ୍ନ ୧ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ବିପଦ ସଂକେତ…

ନବୀକରଣ ଅପେକ୍ଷାରେ ଡାଇମଣ୍ଡ ଜୁବିଲି ଲାଇବ୍ରେରି

କେନ୍ଦ୍ରାପଡ଼ା ଅଫିସ,୧୨ା୯: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଇଂଲଣ୍ଡର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ମୃତ୍ୟୁରେ କେନ୍ଦ୍ରାପଡ଼ା ଜିଲାରେ ରାଷ୍ଟ୍ରୀୟ ଶୋକ ଦିବସ ରବିବାର ପାଳନ ହୋଇଛି। ଏହି ଅବସରରେ କେନ୍ଦ୍ରାପଡ଼ା ସହର ପୁରୁଣା ବସ୍‌ଷ୍ଟାଣ୍ଡ ଡାଇମଣ୍ଡ ଜୁବିଲି ଲାଇବ୍ରେରିରେ ସଭାପତି ସରୋଜ ରାଜ…

କନିକା ପ୍ରଜା ଆନ୍ଦୋଳନ ପାଠ୍ୟପୁସ୍ତକରେ ସ୍ଥାନ ପାଇବ

ରାଜକନିକା,୧୨ା୯(ଡି.ଏନ.ଏ.): ଭାରତ ବର୍ଷର ସ୍ବାଧୀନତା ଇତିହାସର ପ୍ରକୃତ ଘଟଣା ଲୋକଲୋଚନକୁ ଆଣିବାରେ ଯେଉଁ ହୀନମାନ୍ୟତା ରଖାଯାଇଛି ତା’ର ଅନ୍ତ ଘଟାଇ ସତ୍ୟ ଲୋକଲୋଚନକୁ ଆଣିବାକୁ ହେବ। ଏହିସବୁ ସଂଗ୍ରାମର ବାସ୍ତବ ଦେଶପ୍ରେମକୁ ପାଠ୍ୟପୁସ୍ତକରେ ସ୍ଥାନ ଦେବାକୁ ଯେଉଁ ପ୍ରୟାସ ରଖାଯାଇଛି ରବିବାର…

ମଦ, ବିଷାକ୍ତ ଖାଦ୍ୟ ନେଉଛି ଜୀବନ

ମାଥିଲି,୧୨ା୯ (ଡି.ଏନ.ଏ):ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ହଳଦୀକୁଣ୍ତ ଗ୍ରାମରେ ଦେଖାଦେଇଥିବା ଅଜଣା ରୋଗର କାରଣ ଏବେ ସ୍ପଷ୍ଟ ହୋଇଛି। ମଦ ଓ ବିଷାକ୍ତ ଖାଦ୍ୟ ଖାଇ ଲୋକେ ପ୍ରାଣ ହରାଉଥିବା ମାଥିଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଏନେଇ…

ବଦଳିଗଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ

ସମ୍ବଲପୁର,୧୨ା୯(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସମ୍ବଲପୁର ଜିଲା ପ୍ରଭାବିତ ହୋଇଥିଲା। ତଳିଆ ଅଞ୍ଚଳରେ ପାଣି ପଶିବା ସହ ଘରଦ୍ୱାର ଭାଙ୍ଗିଥିଲା। ଧାନ ଓ ଅନ୍ୟାନ୍ୟ ଫସଲ ମଧ୍ୟ ନଷ୍ଟ ହୋଇଥିଲା। କ୍ଷତିପୂରଣ ଦେବା…

ସୁବର୍ଣ୍ଣରେଖା ନଦୀକୂଳ ଅସୁରକ୍ଷିତ

ଜଳେଶ୍ୱର,୧୨ା୯(ଡି.ଏନ.ଏ.): ବିଭିନ୍ନ ସ୍ଥାନରେ ସୁବର୍ଣ୍ଣରେଖା ନଦୀକୂଳ ଅସୁରକ୍ଷିତ ହୋଇପଡିଥିବାରୁ ୬ବର୍ଷ ପୂର୍ବେ ବୈଷୟିକ ପରାମର୍ଶଦାତା କମିଟି (ଟିଏସି) ଓ ୪ବର୍ଷ ପୂର୍ବେ ଉଚ୍ଚ କ୍ଷମତାସମ୍ପନ୍ନ କମିଟି (ଏଚ୍‌ପିସି)୧୫ ପ୍ରକଳ୍ପକୁ ଅନୁମୋଦନ କରିଥିଲା। ଅର୍ଥ ଅଭାବରୁ ଅଦ୍ୟାବଧି ୧୪ଟିର ଟେଣ୍ଡର ହୋଇପାରିନାହିଁ। ସୁବର୍ଣ୍ଣରେଖାରେ…

ପୋଲ ଆଗରେ ଜବରଦଖଲ, ଜଳ ନିଷ୍କାସନରେ ବାଧା

ବୋଲଗଡ଼,୧୨।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକର ବାଙ୍କୋଇ -ସାଗରଗୁଆ ପୂର୍ତ୍ତ ରାସ୍ତା ମଝିରେ ଥିବା ଏକ ପୋଲ ନିକଟରେ ଜଣେ ବ୍ୟକ୍ତି ଜବରଦଖଲ କରିଛନ୍ତି। ଜବରଦଖଲ ଜାଗାରେ ଉକ୍ତ ବ୍ୟକ୍ତି ଗୋଟିଏ ଘର ନିର୍ମାଣ କରିବା ଯୋଗୁ ଗହୀର ଜଳ ନିଷ୍କାସନ…

ସଦସ୍ୟ ଅଭାବ: ଚାଲିପାରୁନି ସେଲ୍‌ସ ଟ୍ୟାକ୍ସ ଟ୍ରିବ୍ୟୁନାଲ

କଟକ ଅଫିସ ୧୨ା୯: ଅଧିକାରୀ ଏବଂ କର୍ମଚାରୀ ଅଭାବରୁ ରାଜ୍ୟ ଅର୍ଥ ବିଭାଗ ଅଧୀନରେ ଥିବା ବିକ୍ରିକର ନ୍ୟାୟାଧିକରଣ(ସେଲ୍‌ସ ଟ୍ୟାକ୍ସ ଟ୍ରିବ୍ୟୁନାଲ) ଦୀର୍ଘ ଦିନ ହେବ ଅଚଳାବସ୍ଥାରେ ରହିଛି। ଫଳରେ ଏଥିରେ ବିଚାର ଅପେକ୍ଷାରେ ଥିବା ମାମଲା ସଂଖ୍ୟା ଦିନକୁ ଦିନ…

ମହିଳା ନିର୍ଯାତନାରେ ୧ ନମ୍ବର: ଗର୍ଜିଲା ଭାଜପା ମହିଳା ମୋର୍ଚ୍ଚା

ଜୁନାଗଡ଼,୧୧।୯(ଡି.ଏନ.ଏ.) ଏନ୍‌ସିଆର୍‌ବି ରିପୋର୍ଟ ୨୦୨୧ ଅନୁଯାୟୀ ମହିଳା ନିର୍ଯାତନାରେ ଓଡିଶା ୧ ନମ୍ବର ସ୍ଥାନ ରହିଥିବାରୁ ରାଜ୍ୟ ସରକାରଙ୍କ ବିରୋଧରେ ଭାଜପା ଜିଲା ମହିଳା ମୋର୍ଚ୍ଚା ପକ୍ଷରୁ ରବିବାର କଳାହାଣ୍ଡି ଜିଲା ଜୁନାଗଡ଼ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପରେ ମା’ ଲଙ୍କେଶ୍ୱରୀ…

ମାନସିକ ଚାପରେ ବିଷ ପିଇ ଜୀବନ ହାରିଲେ

କୋକସରା,୧୧।୯(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ଚିଲିଗୁଡା ଗ୍ରାମର ଜଣେ ଯୁବକ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଶାନ୍ତ ଖମାରୀ (୨୦)। ମିଳିଥିବା ସୂଚନା ମୁତାବକ, ସୁଶାନ୍ତ କୌଣସି କାରଣକୁ ନେଇ ମାନସିକ ଚାପରେ ରହୁଥିଲେ। ଫଳରେ ସେ…

ନିର୍ମାଣ କାର୍ଯ୍ୟରେ ଛାତ୍ରଙ୍କୁ ନିୟୋଜିତ କରି ପ୍ରଧାନଶିକ୍ଷକ ନିଲମ୍ବିତ

ମାଲକାନଗିରି,୧୧ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଟେମୁରୁପାଥି ପଞ୍ଚାୟତ କଂସାରିପୁଟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରମାନଙ୍କୁ ବିଦ୍ୟାଳୟର ଭାଙ୍ଗି ଯାଇଥିବା ପାଚେରି ନିର୍ମାଣ କାର୍ଯ୍ୟରେ ନିୟୋଜିତ କରିବା ପ୍ରଧାନ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ଏଥିଲାଗି ସେଠାକାର ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବେହେରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?