ନିଜକୁ ଗୁଳି କଲେ ଯୁବକ, ଆଉ ତା’ପରେ..
ପାରଳାଖେମୁଣ୍ଡି,୨୩ା୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଭୁବୁନି ପଞ୍ଚାୟତ ଅନ୍ତର୍ଗତ ଶିତିରିଗୁଡା ଗ୍ରାମରେ ଗୁଳି ଫୁଟିଛି। ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବିରସାନି ଗମାଙ୍ଗ (୩୪)। ନିଜ ଦେଶୀ ବନ୍ଧୁକରୁ ନିଜ ଉପରକୁ ଗୁଳି…
କରୁଥିଲେ ଗାଡ଼ି ଯାଞ୍ଚ: ଧରାପଡ଼ିଲେ ନକଲି ପୋଲିସ କନ୍ଷ୍ଟେବଲ
ବ୍ରହ୍ମପୁର,୨୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ପୋଲିସ ପଦରବାଲି ଛକରୁ ଜଣେ ନକଲି ପୋଲିସ କନ୍ଷ୍ଟେବଲଙ୍କୁ ରବିବାର ଗିରଫ କରିଛି। ସେ ହେଲେ ନାରାୟଣପୁର ଗ୍ରାମର କେଦାରନାଥ ସ୍ବାଇଁ ଓରଫ ମନୋଜ କୁମାର ସ୍ବାଇଁ (୩୭)। ତାଙ୍କଠାରୁ ପୋଲିସ ପୋଷାକ,…
ଆଇନଜୀବୀଙ୍କ ଘର ସମ୍ମୁଖରୁ ବାଇକ ଚୋରି: ଧରାପଡ଼ିଲେ ଅଭିଯୁକ୍ତ
ଦିଗପହଣ୍ଡି,୨୩ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତାରେ ରହୁଥିବା ଓକିଲ ଲକ୍ଷ୍ମୀ ନାରାୟଣ ପାଢ଼ୀଙ୍କ ବାଇକ୍ (ଓଆର ୦୭ ଆର -୬୩୩୪) ଚୋରି ଘଟଣାରେ ଅଭିଯୁକ୍ତଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି…
ଆସୁଛି ବାତ୍ୟା: ସରକାର ପ୍ରସ୍ତୁତ ଥିବା କହିଲେ ମନ୍ତ୍ରୀ
ଭୁବନେଶ୍ୱର,୨୩।୧୧: ନଭେମ୍ବର ଶେଷ ଆଡ଼କୁ ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ମନ୍ତ୍ରୀ ପୂଜାରୀ ରବିବାର ଗଣମାଧ୍ୟମକୁ କହିଛନ୍ତି, ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ରାଜ୍ୟ ସରକାର ଏବଂ ଅଧିକାରୀଙ୍କ ବହୁ…
ଛାଡି ପଳାଇଲେ ସ୍ତ୍ରୀ, ଶ୍ୱଶୁର ଘର ଉପରେ ବୋମାମାଡ଼ କଲେ ଜ୍ୱାଇଁ
ଭଦ୍ରକ,୨୩ା୧୧: ଭଦ୍ରକ ଜିଲା ବାଣ୍ଟ ଅଞ୍ଚଳର ଆପଣ୍ଡା ଗ୍ରାମର ଶ୍ରୀଧର ନାୟକ କରଣପଲ୍ଲୀ ପଞ୍ଚାୟତର ବିଜୟ ପାଟଣା ଗ୍ରାମର ରାମ ଚନ୍ଦ୍ର ମହାଳିକଙ୍କ ଝିଅ ମାମୁନିଙ୍କୁ ପ୍ରେମ ବିବାହ କରିଥିଲେ। କିଛିଦିନ ସୁରୁଖୁରୁରେ ଚଳିବା ପରେ ପାରିବାରିକ କଳହ ଯୋଗୁଁ ଉଭୟଙ୍କ…
Dharitri Climate Film Fest: ମନୁଷ୍ୟର ଚିନ୍ତାଧାରା ପ୍ରଭାବିତ ହେଲେ ସମାଜର ପରିବର୍ତ୍ତନ ହେବ
ଭୁବନେଶ୍ୱର,୨୩ା୧୧(ସୁଚିସ୍ମିତା ସାହୁ): ଧରିତ୍ରୀ ଯୁବ ସମ୍ମିଳନୀର ପଞ୍ଚମ ସଂସ୍କରଣର ପ୍ରଥମ ଦିବସର ଦ୍ୱିତୀୟ ପର୍ଯ୍ୟାୟରେ ‘ଧରିତ୍ରୀ କ୍ଲାଇମେଟ ଫିଲ୍ମ ଫେଷ୍ଟ’ର ପ୍ରଥମ ସଂସ୍କରଣ ରବିବାର ପ୍ରେସ କ୍ଲବ ଅଫ ଓଡ଼ିଶାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅଭିନେତା ଆକାଶ…
ଭଞ୍ଜନଗର ବ୍ଲକରେ ୧୧ କୋଟି ଟଙ୍କାର ତିନୋଟି ରାସ୍ତା ପ୍ରକଳ୍ପର ଶିଳାନ୍ୟାସ
ଭଞ୍ଜନଗର,୨୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ୍ୟ ରାସ୍ତାର ଉନ୍ନତିକରଣ ପାଇଁ ରବିବାର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୋଟ ତିନୋଟି ରାସ୍ତା ପ୍ରକଳ୍ପର…
ସିଭିଲ କୋର୍ଟ କମ୍ପ୍ଲେକ୍ସରେ ଚିତ୍ରାଙ୍କନ ପ୍ରତିଯୋଗିତା
ଦିଗପହଣ୍ଡି, ୨୩ା୧୧(ଅଶେଷ ନାଥ ମିଶ୍ର): ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ରାଜ୍ୟ ଆଇନ ସେବା ପ୍ରାଧିକରଣ ସହଯୋଗରେ ରବିବାର ଦିଗପହଣ୍ଡି ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ଅଧ୍ୟକ୍ଷା…
ଖବରଦାତା ସୁଶାନ୍ତ ମଲ୍ଲିକ ପାଇବେ ‘ଓଡ଼ିଶାରତ୍ନ ଆଓ୍ବାର୍ଡ ୨୦୨୫’
କର୍ଲାମୁଣ୍ଡା,୨୩।୧୧ (ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକ ରିଷିଡା ଗ୍ରାମର ଯୁବ ସାହିତି୍ୟକ ସୁଶାନ୍ତ ମଲ୍ଲିକ “ଓଡ଼ିଶା ରତ୍ନ ଆଓ୍ବାର୍ଡ” ରେ ସମ୍ବର୍ଦ୍ଧିତ ହେବେ I ଏନେଇ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା ସଂସ୍କୃତି ବିଭାଗ ସହଭାଗିତାରେ ଓଡ଼ିଶାର କଲ୍ଚରାଲ ଆର୍ଟ…
ଧରିତ୍ରୀ ପ୍ରଭାବ: କିଡନୀ ରୋଗରେ ମୃତକଙ୍କ ଘରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ; ପାନୀୟ ଜଳ ନମୂନା…
ଅମରପାଲି,୨୩।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ଉପାନ୍ତ ବହଳପଦର, ଦୁର୍ଜନତୈଲା ଓ କୋଟସମଲାଇ ପଞ୍ଚାୟତରେ ସପ୍ତାହରେ ୪ ଜଣଙ୍କ କିଡନୀରେ ମୃତ୍ୟୁ ହୋଇଥିଲେ। ଏନେଇ ଦୈନିକ ଧରିତ୍ରୀ ରେ ” ସପ୍ତାହରେ କିଡନୀ ରୋଗରେ ଗଲାଣି ୪ ଜୀବନ, ସ୍ବାସ୍ଥ୍ୟ…
‘ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର’
ବଲାଙ୍ଗୀର,୨୨।୧୧(ସୁନୀଲ କୁମାର ମହାନ୍ତି): ଭାରତ ସରକାରଙ୍କ ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଆର୍ଥିକ ସେବା ବିଭାଗ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ପୂର୍ବାହ୍ନରେ ଜିଲାସ୍ତରୀୟ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର ଶୀର୍ଷକ ଏକ ସଚେତନତା ଶିବିର ବଲାଙ୍ଗୀର ପ୍ରତିମା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଅଛି l…
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା ବଡ଼କନ୍ତକୁଳ ପଞ୍ଚାୟତ ନୂଆକ୍ଷେତା-ନୂଆରାଇଗୁଡ଼ା ରାସ୍ତାର ଧାନମଞ୍ଚା ପାଖରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ ହେଲେ…
Archives


