ଆମ ଜଙ୍ଗଲ ଯୋଜନାରେ ଦୁର୍ନୀତି: ନିଲମ୍ବିତ ହେଲେ ଫରେଷ୍ଟର
କୋକସରା,୮।୪(ଡି.ଏନ୍.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବନାଞ୍ଚଳ ଆମପାଣି ଫରେଷ୍ଟର ଜଗନ୍ନାଥ ନାଗଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଆମ ଜଙ୍ଗଲ ଯୋଜନାରେ କାର୍ଯ୍ୟ କରିଥିବା ଶ୍ରମିକଙ୍କ ଲକ୍ଷାଧିକ ଟଙ୍କା ବାଟମାରଣା ମାମଲାରେ ଦକ୍ଷିଣ ବନଖଣ୍ଡ ଅଧିକାରୀ ଲାଡେ ଗଜାନନ ଦୟାନନ୍ଦ ଫରେଷ୍ଟର…
ଶୋଇଥିବା ବେଳେ ସାଙ୍ଗଙ୍କୁ ଟାଙ୍ଗିଆରେ ହାଣିଦେଲେ
ଝାରସୁଗୁଡ଼ା ଅଫିସ,୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ରାମପୁର ବିନାସୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସା ହୋଇ ମାରପିଟ ହୋଇଥିଲା। ପରେ ଜଣେ ସାଙ୍ଗ ପ୍ରତିଶୋଧ ପରାୟଣ ହୋଇ ସାଙ୍ଗଙ୍କୁ ଟାଙ୍ଗିଆରେ ହାଣି ହତ୍ୟା…
ଚିଲିକା ବିଧାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ: ତଥାପି ରହିବେ ଜେଲରେ
ଖେର୍ଦ୍ଧା ଅଫିସ,୮।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଶୁକ୍ରବାର ସର୍ତ୍ତମୂଳକ ଜାମିନ ମିଳିଛି। ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ କିଛି ପୋଲିସ କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ ଦେଇଥିବା ଅଭିଯୋଗରେ ବିଧାୟକ ବାଣପୁର ସବ ଜେଲରେ ଅଛନ୍ତି। ତେବେ ବିଧାୟକଙ୍କୁ…
ଏମ୍କେସିଜିରେ ତେଜୁଛି ଅସନ୍ତୋଷ: କନିଷ୍ଠ ଡାକ୍ତର ସଂଘର ଧାରଣା
ବ୍ରହ୍ମପୁର ଅଫିସ,୮ା୪: ଏମ୍କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରୁ ୮ ବରିଷ୍ଠ ଡାକ୍ତରଙ୍କ ବଦଳିକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏପରି କି ସ୍ବାସ୍ଥ୍ୟ ବିଭାଗର ଏଭଳି ନିଷ୍ପତ୍ତିକୁ ଏମ୍କେସିଜିର କନିଷ୍ଠ ଡାକ୍ତର ସଂଘ ପକ୍ଷରୁ ବିରୋଧ କରାଯାଇଛି।…
ଦୁର୍ନୀତି ଅଭିଯୋଗ ପରେ ବଣ୍ଟାହେଲା ରାଶନ ଚାଉଳ
କେସିଙ୍ଗା,୮।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ମହାଗା, ଜାମଜୋର, ମାଟିଆ, ଦେଓଗାଁ ଗ୍ରାମର ରାଶନ ଚାଉଳ ବଣ୍ଟନରେ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଥିଲା। ଏପରିକି ସେଲ୍ସମ୍ୟାନ ଗତ ଜାନୁଆରୀ ମାସର ଚାଉଳ ହିତାଧିକାରୀଙ୍କୁ ଦେଇ ନ ଥିବା ଗତ…
ଟ୍ରକ ମାଲିକ ସଂଘ ସଦସ୍ୟଙ୍କୁ ଆକ୍ରମଣ କରି ବନ୍ଧା ହେଲେ
ଗୋପାଳପୁର,୮ା୪(ଡି.ଏନ.ଏ.): ଲୋଡିଂକୁ ନେଇ ଏକ ଟ୍ରକ ମାଲିକ ସଂଘର ସଦସ୍ୟଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଅଶୋକ କୁମାର ସେଠୀ, ଫାଷ୍ଟଗେଟ୍…
ବିବେକ୍ ହେଲେ ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର
ବ୍ରହ୍ମପୁର ଅଫିସ,୮।୪: ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ଭାବେ ନିର୍ବାଚିତ ହୋଇଛନ୍ତି ଇ ବିବେକ୍ ରେଡ୍ଡି। ସେ ୩୪ଟି ଭୋଟ ପାଇ ଶୁକ୍ରବାର ଡେପୁଟି ମେୟର ଭାବେ ନିର୍ବାଚିତ ହୋଇଛନ୍ତି । ଅନ୍ୟପକ୍ଷରେ ଡେପୁଟି ମେୟର ପାଇଁ ଭାଜପାରୁ ପ୍ରାର୍ଥୀ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ବିବାଦ ପରେ ହାଇକୋର୍ଟଙ୍କ ଜବାବ ତଲବ
କଟକ ଅଫିସ,୮।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଧିରେଧିରେ ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରକଳ୍ପର ବୈଧତା ଉପରେ ପ୍ରଶ୍ନ ଉଠିବା ପରେ ଶୁକ୍ରବାର ଏହାକୁ ନେଇ ହାଇକୋର୍ଟ ଜବାବ ତଲବ କରିଛନ୍ତି। ପ୍ରକଳ୍ପ ବନ୍ଦ ପାଇଁ ହୋଇଥିବା ମାମଲା ଆଧାରରେ…
ପ୍ରକାଶ ପାଇଲା ଓଟିଇଟି ପରୀକ୍ଷାଫଳ
କଟକ ଅଫିସ,୮।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)ର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। www.bseodisha.ac.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେଉଛି। ପରୀକ୍ଷାର୍ଥୀମାନେ ଏହି ଓ୍ବେବ୍ସାଇଟକୁ ଯାଇ ନିଜର ରୋଲ ନମ୍ବର ଓ ଜନ୍ମ…
ବିଜେଡି ୨, କଂଗ୍ରେସ ଗୋଟିଏ ଆସନ ଦଖଲ
ନୂଆପଡ଼ା ଅଫିସ,୮।୪: ନୂଆପଡା ଜିଲାର ୩ଟି ଏନ୍ଏସି ଉପାଧ୍ୟକ୍ଷ ନିର୍ବାଚନ ଗୁରୁବାର ଶେଷ ହୋଇଛି। ୨ଟିରେ ବିଜେଡି ଓ ଗୋଟିଏରେ କଂଗ୍ରେସ ଦଖଲ କରିଛି। ନୂଆପଡା ଏନ୍ଏସିରେ ଉପାଧ୍ୟକ୍ଷଭାବେ ୱାର୍ଡ ନମ୍ବର ୩ର ବିଜେଡି ପ୍ରାର୍ଥତ୍ନୀ ସଞ୍ଜୁକ୍ତା ପଣ୍ଡା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ…
ଶପଥ ନେଲେ ବ୍ରହ୍ମପୁର ମେୟର
ବ୍ରହ୍ମପୁର ଅଫିସ,୮।୪ : ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ ଶୁକ୍ରବାର ଶପଥ ନେଇଛନ୍ତି । ବ୍ରହ୍ମପୁର ମହାନଗର ନିଗମ ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ କରାଯାଇଥିଲା। ତେବେ ବ୍ରହ୍ମପୁର ମହାନଗର ନିଗମର ୪୨ଟି ୱାର୍ଡରୁ ବିଜେଡି ୩୦ଟିରେ…
୬ରୁ ରବିଧାନ ସଂଗ୍ରହ: ବିକ୍ରି ପରିମାଣ ଅସ୍ପଷ୍ଟ
ବରଗଡ଼ ଅଫିସ୍,୮।୪: ବରଗଡ଼ ଜିଲାରେ ଆସନ୍ତା ମେ ୬ରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମ୍ସି) ଅଧୀନ ମଣ୍ଡି ଗୁଡ଼ିକରୁ ଏହା ଆରମ୍ଭ କରାଯିବ। ସେହିପରି ବରଗଡ଼ ଆରଏମସି ଅଧୀନ ମଣ୍ଡି ଗୁଡ଼ିକରୁ ମେ…
Archives


